ନବରଙ୍ଗପୁର ବସ୍ ଦୁର୍ଘଟଣା: ଆଶୁଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର ୧୯।୨(ବ୍ୟୁରୋ): ନବରଙ୍ଗପୁର ସୋରିଷପଦର ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ ଜଣ ଆହତ ହୋଇଛନ୍ତି। ଦୁର୍ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ଟୁଇଟ୍ କରି…
ରାଜ୍ୟରେ ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୩୪ ପଜିଟିଭ୍
ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୩୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୪୭ ଜଣ ପିଲା ଅଛନ୍ତି। ସେହିପରି ୩୧୦ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୨୨୪ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା…
ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି। ଆଜି ଆଉ ୧୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୮,୯୯୪କୁ ବୃଦ୍ଧି ପାଇଛି। ଆଜି…
ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଜୀକରଣ ଆରମ୍ଭ
ଭୁବନେଶ୍ୱର,୧୯।୨(ବ୍ୟୁରୋ): ରାଜ୍ୟରେ ଏମବିବିଏସ ଓ ବିଡିଏସ ନାମଲେଖା ପାଇଁ ଶନିବାରଠୁ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଜୀକରଣ ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟ ପରେ ବଳକା ସିଟ୍ଗୁଡିକରେ ନାମ ଲେଖିବା ପାଇଁ ଛାତ୍ରୀଛାତ୍ର ଆସନ୍ତା ୨୧ ତାରିଖ ଯାଏ ଆବେଦନ କରିବେ ।…
‘ମୁଖ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟକୁ ନେଇ ବିଜେଡି ରାଜନୀତି କରୁଛି’
ଭୁବନେଶ୍ୱର,୧୯ା୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ଅସୁସ୍ଥ ହେବା ଗୁଜବ ଓ ଏହାର କିଛି ଘଣ୍ଟା ପରେ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବା ଘଟଣାକୁ ନେଇ ପ୍ରତିକ୍ରିୟା ପ୍ରକାଶ କରିଛି କଂଗ୍ରେସ ଓ ଭାଜପା। କଂଗ୍ରେସର ରାଜ୍ୟ ମୁଖପାତ୍ର ସୁଦର୍ଶନ ଦାସ କହିଛନ୍ତି, କିଛି ଦିନର…
ଅବହେଳାରୁ ପୁଣି ହିଂସା
ଭୁବନେଶ୍ୱର,୧୯।୨(ବ୍ୟୁରୋ): ପ୍ରଥମ ପର୍ଯ୍ୟାୟ ମତଦାନବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଆଚରଣବିଧିର ଖୋଲାଖୋଲି ଉଲ୍ଲଂଘନ ସହ ବୁଥ୍ ଜବରଦଖଲ, ଭୋଟ ବାକ୍ସ ଲୁଟ୍, ପ୍ରିଜାଇଡିଂ ଅଫିସର, ଖବରଦାତାଙ୍କୁ ଆକ୍ରମଣ ଭଳି ଘଟଣା ଘଟିଥିଲା। ଏ ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନରଙ୍କୁ ଭେଟି ଦୃଢ଼…
ନିର୍ବାଚନ ଆସିଲେ ଗୁଜବ ହୁଏ
ଭୁବନେଶ୍ୱର,୧୯ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ନେଇ ରାଜ୍ୟର ରାଜନୈତିକ ବାତାବରଣ ଉଷ୍ମ ରହିଛି। ଏହା ଭିତରେ କିଛିଦିନ ହେବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ଥିବା ନେଇ ସାମାଜିକ ଗଣମାଧ୍ୟମଠାରୁ ଆରମ୍ଭ କରି ବିଭିନ୍ନ ମହଲରେ ଚର୍ଚ୍ଚା ହେଉଥିଲା। ତେବେ ଖୋଦ୍ ମୁଖ୍ୟମନ୍ତ୍ରୀ…
ଲୋକସେବା ଭବନକୁ ସାଧାରଣ ଲୋକଙ୍କୁ ଛଡ଼ାଯାଉ
ଭୁବନେଶ୍ୱର,୧୯।୨(ବ୍ୟୁରୋ): ଲୋକସେବା ଭବନକୁ ସାଧାରଣ ଲୋକ ଓ ଗଣମାଧ୍ୟମ ପ୍ରତିନିଧିଙ୍କୁ ଛଡ଼ା ଯାଉନାହିଁ। ଏନେଇ ସାମାଜିକ କର୍ମୀ ବାସୁଦେବ ଭଟ୍ଟ ଉଦ୍ବେଗ ପ୍ରକାଶ କରିବା ସହ ଖୋଲା ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ତାଙ୍କ ଚିଠିରେ ଉଲ୍ଲେଖ…
ଆଜି ପୁରୀ ଆସିବେ ରାଷ୍ଟ୍ରପତି
ପୁରୀ ଅଫିସ, ୧୯।୨: ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଶନିବାର ରାଷ୍ଟ୍ରପତି ଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ଆସି ଅପରହ୍ନ ୨ଟା ୪୫ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚତ୍ବେ। ଏହି ଅବସରରେ ବିମାନବନ୍ଦରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ମୁଖ୍ୟମନ୍ତ୍ରୀ ନବୀନ…
୨୯୮ ଅଭିଯୋଗର ଶୁଣାଣି
ଭୁବନେଶ୍ୱର, ୧୯।୨ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରକାଶ ପରେ ଏହାକୁ ନେଇ ଆପତ୍ତି ଅଭିଯୋଗ ସରିଛି। ବୁଧବାର ସୁଦ୍ଧା ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳର ଅସନ୍ତୋଷ ଭୋଟରମାନେ ସେମାନଙ୍କ ଆପତ୍ତି ଅଭିଯୋଗ ଦାଖଲ କରିବା ପରେ…
ଅବସରପ୍ରାପ୍ତ ପୋଲିସ ଏଏସ୍ଆଇଙ୍କ ସମେତ ୨ ଗିରଫ
ଭୁବନେଶ୍ୱର,୧୯।୨(ବ୍ୟୁରୋ): ପୋଲିସ ପରିଚୟ ଦେଇ ମିଛ ମାମଲାରେ ଫସାଇବାକୁ ଧମକାଇ ଲୋକଙ୍କଠାରୁ ଟଙ୍କା ଆଦାୟ କରୁଥିବା ୨ଜଣଙ୍କୁ ଲିଙ୍ଗରାଜ ଥାନା ପୋଲିସ ଓ ସ୍ପେଶାଲ ସ୍କ୍ବାଡ୍ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଶହୀଦନଗର ଥାନାଞ୍ଚଳରେ ରହୁଥିବା ଅବସରପ୍ରାପ୍ତ ପୋଲିସ ଏଏସ୍ଆଇ…
ଥମୁନି ଭୋଟ ଗଣ୍ଡଗୋଳ
ଭୁବନେଶ୍ୱର,୧୯ା୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ଶେଷ ହୋଇଛି। ପୋଲିସ ମହାନିର୍ଦ୍ଦେଶକ ସୁନିଲ ବଂଶଲଙ୍କ ତାଗିଦ ସତ୍ତ୍ୱେ ନିର୍ବାଚନୀ ହିଂସା ଥମୁ ନାହିଁ। ରାଜ୍ୟର ବିଭିନ୍ନ ଜିଲାରେ ବୁଥ୍ ରିଗିଂ, ବାଲଟ ପେପର ନେଇଯିବା, ଭୋଟ ବାକ୍ସକୁ…
Archives


