ମେଟ୍ରୋ

ଯଯାତି କେଶରୀଙ୍କ ନାମରେ ନାମିତ ହେବ ଯାଜପୁର ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ

ଭୁବନେଶ୍ୱର,୧୩ା୯(ଅସମାପିକା ସାହୁ): ଯାଜପୁର ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲକୁ ଯଯାତି କେଶରୀଙ୍କ ନାମରେ ନାମିତ କରାଯିବ। ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଅନୁମୋଦନ କରିଛନ୍ତି। ନିକଟରେ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି.କେ. ପାଣ୍ଡିଆନଙ୍କ ଗସ୍ତ ସମୟରେ ଯାଜପୁରବାସୀ...

ଏସ୍‌ଟି ମୋର୍ଚ୍ଚା ଟିମ୍‌ ଘୋଷଣାକଲା ଭାଜପା

ଭୁବନେଶ୍ୱର, ୧୩।୯(ସୁନିତ୍‌ ମିଶ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନକ୍ରମେ ଅନୁସୂଚିତ ଜନଜାତି (ଏସ୍‌ଟି) ମୋର୍ଚ୍ଚା ରାଜ୍ୟ ସଭାପତି ତଥା ବିଧାୟକ ନିତ୍ୟାନନ୍ଦ ଗଣ୍ଡ ମଙ୍ଗଳବାର ଅନୁସୂଚିତ ଜନଜାତି (ଏସ୍‌ଟି) ମୋର୍ଚ୍ଚା ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ,...

ଉଚ୍ଚଶିକ୍ଷା ପ୍ରତି ସରକାରଙ୍କ ନୀଚ ଦୃଷ୍ଟି ଅକ୍ଷମଣୀୟ: କଂଗ୍ରେସ

ଭୁବନେଶ୍ୱର, ୧୩।୯(ସୁନିତ୍‌ ମିଶ୍ର): ଉଚ୍ଚଶିକ୍ଷା ପ୍ରତି ସରକାରଙ୍କ ନୀଚ ଦୃଷ୍ଟି ଅକ୍ଷମଣୀୟ। କୌଣସି ସରକାରୀ ବା ବେସରକାରୀ କଲେଜରେ ଅଧ୍ୟକ୍ଷ ନ ଥିବାବେଳେ ବୁଧବାର ରାଜ୍ୟ ସରକାର ଅଧ୍ୟକ୍ଷ ସମ୍ମିଳନୀ ଡାକୁଛନ୍ତି ବୋଲି ଦମ୍ଭୋକ୍ତି ଦେଖାଇବା କେତେ ସମୀଚୀନ। ରାଜ୍ୟରେ...

ଅବ୍ୟବହୃତ ଶିଳ୍ପ ପ୍ରକଳ୍ପର ପୁନଃବିକାଶ ହେବ

ଭୁବନେଶ୍ୱର,୧୩।୯(ଅନିଲ ଦାସ): ରାଜ୍ୟରେ ବନ୍ଦ ଥିବା କେତେକ ଶିଳ୍ପ ଏବଂ ଭିତ୍ତିଭୂମି ପ୍ରକଳ୍ପର ସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ବୈଠକରେ ସମୀକ୍ଷା କରାଯାଇଛି। କେଉଁ ଶିଳ୍ପ ପାଇଁ କେତେ ସଂଖ୍ୟାରେ ଦକ୍ଷ ମାନବ ସମ୍ବଳ...

ପିଅନଙ୍କଠାରୁ ଲାଞ୍ଚ ନେଇ ଏଏସ୍‌ଓ ଗିରଫ

ଭୁବନେଶ୍ୱର,୧୩।୯(ସତ୍ୟଜିତ୍‌ ରାଉତ): ନିଜ ବିଭାଗର ଜଣେ ପିଅନଙ୍କଠାରୁ ୫ ହଜାର ଲାଞ୍ଚ ନେଇ ଆସିଷ୍ଟାଣ୍ଟ୍‌ ସେକ୍ସନ୍‌ ଅଫିସର (ଏଏସ୍‌ଓ) ମଙ୍ଗଳବାର ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଅଭିଯୁକ୍ତ ହେଲେ ଜଳ ସମ୍ପଦ ବିଭାଗର ଭୁବନେଶ୍ୱର ଡ୍ରେନେଜ୍‌ ସର୍କଲ ଅତିରିକ୍ତ ସର୍ବୋଚ୍ଚ...

ଚିକିତ୍ସା ଆଳରେ ଡାକ୍ତରଙ୍କୁ ଅପହରଣ କରି ଲୁଟ୍‌

ଭୁବନେଶ୍ୱର,୧୩୯(ସତ୍ୟଜିତ୍‌ ରାଉତ): ଦମ୍ପତିଙ୍କ ସହ ୨ ସହଯୋଗୀ ମିଶି ରଚିଥିଲେ ଆପରାଧିକ ଷଡ଼ଯନ୍ତ୍ର। ଜଣେ ଡାକ୍ତରଙ୍କୁ ଚିକିତ୍ସା ଆଳରେ ଘରକୁ ଡାକି ମାଡ଼ ମାରିବା ସହ ଗୃହବନ୍ଦୀ କରି ୨୫ ଲକ୍ଷ ଟଙ୍କା ଦାବି କରିଥିଲେ। ହେଲେ ଲକ୍ଷେ ଟଙ୍କା...

ଏଆଇ ବଳୟରେ ଛାତ୍ରୀଛାତ୍ର

ସ୍ମାର୍ଟ ଯୁଗରେ ଶିକ୍ଷା, ସ୍ବାସ୍ଥ୍ୟ, ବାଣିଜ୍ୟ ସବୁ କ୍ଷେତ୍ରରେ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ(ଏଆଇ)ର ବ୍ୟବହାର ବଢ଼ୁଛି। ତେବେ ଛାତ୍ରୀଛାତ୍ରଙ୍କ ଉପରେ ଏଆଇର କ’ଣ ପ୍ରଭାବ ରହିଛି ସେ ସମ୍ପର୍କରେ ଅନେକଙ୍କୁ ଅଜଣା। ଏଆଇର ବ୍ୟବହାର, ଉପକାର ଓ...

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ବଢ଼ୁଛି ଚିନ୍ତା

ଭୁବନେଶ୍ୱର, ୧୩।୯(ଅସମାପିକା ସାହୁ): ରାଜ୍ୟରେ ଏବେ ହୁହୁ ହୋଇ ଡେଙ୍ଗୁ ବ୍ୟାପୁଥିବାବେଳେ ଆଉଏକ ରୋଗ ‘ସ୍କ୍ରବ ଟାଇଫସ୍‌’କୁ ନେଇ ଚିନ୍ତା ବଢ଼ିଛି। ବୁର୍ଲା ଭିମ୍‌ସାରରେ ୨୨ଜଣଙ୍କଠାରେ ସ୍କ୍ରବ ଟାଇଫସ୍‌ ଚିହ୍ନଟ ହେବା ପରେ ରାଜ୍ୟ ସରକାର ଏହାକୁ ଗୁରୁତ୍ୱର ସହ...

ଆଜି ପ୍ରବଳ ବର୍ଷିବ 

ଭୁବନେଶ୍ୱର,୧୨।୯:  ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାଶର୍‌ବବର୍ତ୍ତୀ ମିଆଁମାର ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ ରୂପନେବ। ଏହାର ପ୍ରଭାବରେ ମଙ୍ଗଳବାରଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ୧୫ ତାରିଖ ପର୍ଯ୍ୟନ୍ତ ଅବିଶ୍ରାନ୍ତ ବର୍ଷା ନେଇ ଆଞ୍ଚଳିକ...

ବିଜେଡି ଉପସଭାପତି ପଦରୁ ବିଦା ହେଲେ ସୌମ୍ୟରଞ୍ଜନ

ଭୁବନେଶ୍ୱର,୧୨।୯(ସୁନିତ୍‌ ମିଶ୍ର): ଖଣ୍ଡପଡ଼ା ବିଜେଡି ବିଧାୟକ ତଥା ଦଳର ଉପସଭାପତି ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଉପରେ ସୁପ୍ରିମୋ ନବୀନ ପଟ୍ଟନାୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବିଧାୟକ ସୌମ୍ୟଙ୍କୁ ଦଳର ଉପସଭାପତି ପଦରୁ ବାହାର କରିଦିଆଯାଇଛି। ସୌମ୍ୟ ନିଜର ସମ୍ପାଦକୀୟ ମାଧ୍ୟମରେ ବିଜେଡିକୁ...

ଅଭିଯୋଗ ପରେ ବି ଉଠୁନି ସବୁଜ ଆବର୍ଜନା

ଭୁବନେଶ୍ୱର, ୧୨।୯ (ବନ୍ଦନା ସେଠୀ):ଭୁବନେଶ୍ୱରକୁ ସବୁଜ ସୁନ୍ଦର କରିବା ସହ ସ୍ବଚ୍ଛ ରଖିବା ପାଇଁ ବିଏମ୍‌ସି ଦିନରାତି କାମ କରୁଛି। ନାଗରିକଙ୍କ ଅଭ୍ୟାସକୁ ପରିବର୍ତ୍ତନ କରିବା ପାଇଁ ମାଗଣାରେ ଆବର୍ଜନା ଉଠାଇବା ଭଳି ସ୍ବାଗତଯୋଗ୍ୟ ପଦକ୍ଷେପ ମଧ୍ୟ ନେଉଥିବା ଡେଙ୍ଗୁରା...

ନିଯୁକ୍ତି ପାଇବେ ୨୦ ହଜାର ପ୍ରାଥମିକ ଶିକ୍ଷକ

ଭୁବନେଶ୍ୱର, ୧୨।୯(ଅସମାପିକା ସାହୁ):ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ୨୦ ହଜାର ପ୍ରାଥମିକ ଶିକ୍ଷକ ଯୋଜନାଭିତ୍ତିକ(ସିମାଟିକ୍‌) ନିଯୁକ୍ତି ପାଇବେ। ଏଥିପାଇଁ ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ(ଓସେପା) ୱେବ୍‌ସାଇଟ୍‌ https://osepa.odisha.gov.inରେ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଶାୟୀ ପ୍ରାର୍ଥୀମାନେ ୧୩...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri