ଦ୍ୱିତୀୟ ସ୍ଥାନକୁ ଖସିଲା ଖୋର୍ଦ୍ଧା
ଭୁବନେଶ୍ୱର, ୧୭।୨ (ବ୍ୟୁରୋ): ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ କମିବା ସହ ନିୟନ୍ତ୍ରଣକୁ ଆସୁଛି। ଏଥିସହ ଦୈନିକ ସଂକ୍ରମଣରେ ସବୁବେଳେ ଶୀର୍ଷରେ ରହୁଥିବା ଖୋର୍ଦ୍ଧା ଜିଲା ଦୀର୍ଘଦିନ ପରେ ଏବେ ଦ୍ୱିତୀୟ ସ୍ଥାନକୁ ଆସିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ…
ଡାକ୍ତରଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଜଳକା, ଗଣିବାକୁ ଦରକାର ପଡ଼ିଲା ମେଶିନ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ଭିଜିଲାନ୍ସ ଇତିହାସରେ ରେକର୍ଡ। ଡାକ୍ତରଙ୍କ ସମ୍ପତ୍ତି ଦେଖି ଭିଜିଲାନ୍ସ ଅଧିକାରୀ ଜଳକା ପାଲଟି ଯାଇଛନ୍ତି। କାକଟପୁର ଚାରିଛକରେ କାର୍ଯ୍ୟରତ ଡାକ୍ତର ସୁକାନ୍ତ ଜେନା ଗିରଫ ହୋଇଛନ୍ତି। ଲାଞ୍ଚ ନେବା ବେଳେ ଧରାପଡ଼ିବା ପରେ ଡାକ୍ତରଙ୍କ କଳାଟଙ୍କାର ଗୁମର ଫିଟିଛି। ଭୁବନେଶ୍ୱର…
ଖୋଲୁଛି ରସିକିଆ ନକଲି ଡାକ୍ତରଙ୍କ ଗୁମର
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରସିକିଆ ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଗୁମର ଦିନକୁ ଦିନ ଫିଟିବାରେ ଲାଗିଛି। ଏମବିବିଏସ୍ ନୁହଁ ବରଂ ଏହି ରସିକିଆ ଡାକ୍ତର ମାଟ୍ରିକ ଫେଲ୍ ହୋଇଥିବା ତଦନ୍ତ ବେଳେ ଜାଣିବାକୁ ପାଇଛି ପୋଲିସ। ରମେଶଙ୍କ ସମ୍ପର୍କୀୟଙ୍କୁ ପଚରାଉଚରା ପରେ ଏ…
ଜୟଦେବ ବିହାର ଓଭର ବ୍ରିଜ୍ ଉପରୁ ତଳକୁ ଖସି ପଡ଼ିଲେ ଯୁବକ
ଭୁବନେଶ୍ୱର,୧୭ା୨(ବ୍ୟୁରୋ): ରାଜଧାନୀର ଜୟଦେବ ବିହାର କଳିଙ୍ଗ ଷ୍ଟାଡିୟମ ଗେଟ୍ ସମ୍ମୁଖ ଓଭରବ୍ରିଜ୍ ଉପରୁ ତଳକୁ ଖସି ପଡ଼ିଲେ ଜଣେ ଯୁବକ। ଓଭର ବ୍ରିଜ୍ ଉପରେ ବାଇକ ଥିବାବେଳେ ତଳେ ସେ ତଳକୁ ଖସି ପଡ଼ିଥିଲେ। ଯୁବକ ଜଣଙ୍କ ରସୁଲଗଡ ପଟୁ ବରମୁଣ୍ଡା…
ଆଗକୁ ସ୍ଥିତି ଆହୁରି ସୁଧୁରିବ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ
ଭୁବନେଶ୍ୱର,୧୭।୨(ବ୍ୟୁରୋ) : କୋଭିଡ୍ ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତିି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସେ କହିଛନ୍ତି, ନିଜ ରାଜ୍ୟର ସ୍ଥାନୀୟ କୋଭିଡ ସ୍ଥିତିକୁ ଦୃଷ୍ଟିରେ ରଖି କିଛି ରାଜ୍ୟ ଅତିରିକ୍ତ କଟକଣା ଲଗାଇଛନ୍ତି। ନିୟମ କୋହଳ କରିବା ଲାଗି…
ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ୍, ଶୁକ୍ରବାର ଦ୍ବିତୀୟ ପର୍ଯ୍ୟାୟ
ଭୁବନେଶ୍ୱର,୧୭।୨(ବ୍ୟୁରୋ): ତ୍ରିସ୍ତରୀୟ ନିର୍ବାଚନ ପାଇଁ ସରିଲା ପ୍ରଥମ ପର୍ଯ୍ୟାୟ ଭୋଟ୍। ଶୁକ୍ରବାର ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ। ତେବେ ଭୋଟ ପରିଚାଳନା ପାଇଁ ବୁଥ୍ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ଭୋଟ ଗ୍ରହଣ ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି।…
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୮୮୬ ପଜିଟିଭ୍
ଭୁବନେଶ୍ୱର,୧୭।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୮୬ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୬୯ ପିଲା ଅଛନ୍ତି। ସେହିପରି ୫୧୬ ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୩୭୦ ଲୋକାଲ କେସ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୧,୦୯୦ଜଣ…
ଆଜି ୧୬ ଜୀବନ ନେଲା କରୋନା
ଭୁବନେଶ୍ବର,୧୭।୨:ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ଥମିବାର ନାଁ ନେଉନାହିଁ। ମଙ୍ଗଳବାର କରୋନା ୧୬ ଜଣଙ୍କ ଜୀବନ ନେଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୯୬୧କୁ ବୃଦ୍ଧି…
ସ୍ତ୍ରୀ ତାଲିକା ଲମ୍ବିଲା
ଭୁବନେଶ୍ୱର, ୧୭।୨(ବ୍ୟୁରୋ):ସମ୍ପତ୍ତି ହାତେଇବା ପାଇଁ ବିଭିନ୍ନ ରାଜ୍ୟର ଏକାଧିକ ମହିଳାଙ୍କୁ ବିବାହ କରି ଜେଲରେ ଥିବା ନକଲି ଡାକ୍ତର ରମେଶ ଚନ୍ଦ୍ର ସ୍ବାଇଁଙ୍କ ଗୋଟିଏ ପରେ ଗୋଟିଏ କଳାକାର୍ନାମା ପଦାକୁ ଆସୁଛି। ପ୍ରଥମେ ୧୪ଜଣ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ ହୋଇଥିବାବେଳେ…
ଡାକ୍ତରଙ୍କ ଘରୁ ନଗଦ ୧.୧ କୋଟି ଜବତ
ନିମାପଡ଼ା(ଡି.ଏନ୍.ଏ.)/ଭୁବନେଶ୍ୱର, ୧୭।୨(ବ୍ୟୁରୋ):ପ୍ରସବ ପୂର୍ବରୁ ନେଇଥିଲେ ୫ହଜାର। ପରେ ଆଉ ୩ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଗଲେ ଡାକ୍ତର। ସେ ହେଲେ ପୁରୀ ଜିଲା ନିମାପଡ଼ା ଚାରିଛକ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ବିଭାଗର ଡାକ୍ତର…
ପରଲୋକରେ ହରପ୍ରସାଦ ପରିଛା ପଟନାୟକ
ଭୁବନେଶ୍ୱର, ୧୭।୨(ବ୍ୟୁରୋ):ବିଶିଷ୍ଟ କବି, ସମାଲୋଚକ, ସମ୍ପାଦକ ତଥା ଶିକ୍ଷାବିତ୍ ଡ. ହରପ୍ରସାଦ ପରିଛା ପଟନାୟକଙ୍କ ବୁଧବାର ପରଲୋକ ଘଟିଛି। ଦେଢ଼ ମାସେ ତଳେ ତାଙ୍କୁ ବ୍ରେନ୍ ଷ୍ଟ୍ରୋକ୍ ହୋଇଥିଲା। ଏହାପରେ ସେ ପାରାଲିସିସ୍ରେ ଆକ୍ରାନ୍ତ ହୋଇଥିବାବେଳେ ଶରୀରର ବିଭିନ୍ନ ଅଙ୍ଗପ୍ରତ୍ୟଙ୍ଗ ଧୀରେ…
ଜିଲା ପରିଷଦ ସଭାପତି ନିର୍ବାଚନ ପାଇଁ ନୂଆ ନିୟମ
ଭୁବନେଶ୍ୱର,୧୭ା୨(ବ୍ୟୁରୋ):ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ୨୦୨୨ ଜାନୁୟାରୀ ୭ ତାରିଖରେ ପ୍ରକାଶିତ ବିଜ୍ଞପ୍ତି ସଂଖ୍ୟା ୫୯୩ ଅନୁସାରେ ରାଜ୍ୟ ସରକାର ଓଡ଼ିଶା ଜିଲା ପରିଷଦ ନିର୍ବାଚନ ଆଇନ-୧୯୯୪କୁ ପରିବର୍ତ୍ତନ କରି ସେଥିରେ ଅଧିନିୟମ ୫୧ (କ) ଯୋଗ କରିଛନ୍ତି ା…
Archives


