ଆଉନାହାନ୍ତି ସୁନାମଧନ୍ୟ ସଂଗୀତଜ୍ଞ ପ୍ରଫୁଲ୍ଲ କର
ଭୁବନେଶ୍ବର,୧୭୲୪( ବ୍ୟୁରୋ):ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ ତଥା ଗୀତିକାର ପ୍ରଫୁଲ୍ଲ କରଙ୍କ ପରଲୋକ ଘଟିଛି। ରବିବାର ଭୁବନେଶ୍ବରର ସତ୍ୟ ନଗରସ୍ଥିତ ବାସଭବନରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୬୫୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଏସବୁ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାଜ୍ୟର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିି ଦେଉଛି। ରବିବାର ୧୫ଟି ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଶନିବାର ଭଳି ଆଜି ମଧ୍ୟ ସୋନପୁରରେ ସର୍ବାଧିକ…
ଲିଙ୍ଗିପୁର ଏଟିଏମ୍ ଲୁଟ୍ ଘଟଣା: ଡେମୋ ଦେଖାଇଲେ ଅଭିଯୁକ୍ତ
ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଭୁବନେଶ୍ବର ଲିଙ୍ଗିପୁର ଏଟିଏମ୍ ଲୁଟ୍ ଘଟଣାରେ କ୍ରାଇମ ସିନ୍ ରିକ୍ରିଏଶନ କରିଛି ପୋଲିସ। ୨ ଲୁଟେରାଙ୍କୁ ନେଇ ପୋଲିସ୍ ଲୁଟ୍ ଘଟଣାର ଡେମୋ କରିଛି। ଏଟିଏମ ସ୍ଥଳ, ଶିଶୁଭବନ, ଲିଙ୍ଗିପୁର ପେଟ୍ରୋଲ ପମ୍ପ, ଦୟାନଦୀ କୂଳକୁ ନେଇ ଡେମୋ କରାଯାଇଛି।…
ବିଜୁବାବୁଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ଭୁବନେଶ୍ୱର,୧୭।୪(ବ୍ୟୁରୋ): ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ। ଏହି ଅବସରରେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସର୍ବଦା ଆମକୁ ଲୋକଙ୍କ ସେବା କରିବାକୁ ଅନୁପ୍ରାଣିତ କରିବ ।…
ଗତ ୨୪ ଘଣ୍ଟାରେ ମାତ୍ର ୧୦ ସଂକ୍ରମିତ
ଭୁବନେଶ୍ୱର,୧୭।୪(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୭ଜଣ ଥିବା ବେଳେ ଲୋକାଲ କେସ୍ ୩ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ପିଲା ଥିବା ନେଇ ରବିବାର ରାଜ୍ୟ ସୂଚନା…
ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା, ଟମାଟୋ ମାଡ଼
ଭୁବନେଶ୍ୱର,୧୭।୪ (ବ୍ୟୁରୋ): ସେଲ୍ଫ ଫାଇନାନ୍ସିଂ କୋର୍ସର ସିଟ୍ ସଂଖ୍ୟା ହ୍ରାସ ଓ ଜାଲ ଦିବ୍ୟାଙ୍ଗ ସାର୍ଟିଫିକେଟରେ ନାମଲେଖାକୁ ବିରୋଧ ସହ ବିଭିନ୍ନ ଦାବି ନେଇ ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଶନିବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଭୁବନେଶ୍ୱରସ୍ଥିତ ବାସଭବନକୁ ଘେରାଉ…
ବନ୍ୟା, ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରୁହ
ଭୁବନେଶ୍ୱର,୧୭।୪(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ହେବ ବୋଲି ଭାରତର ପାଣିପାଗ ବିଭାଗ (ଆଇଏମ୍ଡି) ପୂର୍ବାନୁମାନ କରିଛି। ଆସନ୍ତା ମୌସୁମୀ ସମୟରେ ବାତ୍ୟା ଓ ବନ୍ୟାକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଆରମ୍ଭ କରିବାକୁ ଜଳ ସମ୍ପଦ ବିଭାଗ ପକ୍ଷରୁ ଶନିବାର…
୪୦ ଡିଗ୍ରୀ ଉପରେ ୧୫ ସହର
ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ତାତିର ପ୍ରକୋପ ବଢ଼ୁଛି। ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଶନିବାର ରାଜ୍ୟର ୧୫ ସହରରେ ସର୍ବୋଚ୍ଚ ତାପମାତ୍ର ୪୦ ଡିଗ୍ରୀ ସେଲସିୟସ୍ ଅତିକ୍ରମ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ସୂଚନାନୁଯାୟୀ ସୋନପୁରରେ ତାପମାତ୍ରା…
ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ନିରାଡ଼ମ୍ବରରେ ପାଳନ କରିବ ବିଜେଡି
ଭୁବନେଶ୍ୱର,୧୭।୪(ବ୍ୟୁରୋ)-ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସକୁ ବିଜୁ ଜନତା ଦଳ ନିରାଡ଼ମ୍ବର ଭାବେ ପାଳନ କରିବ । ଏ ନେଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସରେ ଓଡ଼ିଶାବାସୀଙ୍କ ସେବାରେ…
ଆଜି ରାଜ୍ୟରୁ ଆଉ ୧୯ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୨,୭୮,୬୪୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ନୂଆ ଶିକ୍ଷାବର୍ଷରେ ଶତପ୍ରତିଶତ ସିଲାବସ ପଢ଼ାଯିବ: ମନ୍ତ୍ରୀ
ଭୁବନେଶ୍ୱର,୧୬।୪(ବ୍ୟୁରୋ): ନୂଆ ଶିକ୍ଷା ବର୍ଷ ମେ’ ପହିଲାରୁ ଆରମ୍ଭ ହେବ । ଏଥିରେ ଶତ ପ୍ରତିଶତ କୋର୍ସ ପାଠପଢା ହେବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏବେ କରୋନା ମହାମାରୀର ପ୍ରଭାବ…
Archives


