ମେଟ୍ରୋ

ଆସୁଛି କାଳବୈଶାଖୀ, ଅନେକ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨ା୫(ବ୍ୟୁରୋ): ପ୍ରଚଣ୍ଡ ଖରାରୁ ଲୋକଙ୍କୁ ଟିକେ ତ୍ରାହି ମିଳିଛି। ରବିବାରଠାରୁ ଉପକୂଳ ଓଡ଼ିଶାରେ ତାପମାତ୍ରା ହ୍ରାସ ପାଇଥିବା ବେଳେ ସାମୁଦ୍ରିକ ପବନ ପ୍ରଭାବରେ ଉପକୂଳ ଆକାଶ ମେଘାଛନ୍ନ ରହିଛି। ଅଧିକାଂଶ ଜିଲାରେ କାଳବୈଶାଖୀ ଆଶଙ୍କା ଦେଖାଦେଇଛି। ବିଜୁଳି, ଘଡ଼ଘଡ଼ି ସହ ବର୍ଷା…

ସକାଳ ୬ରୁ ସ୍କୁଲ୍‌ ଗଲେ ପିଲା

ଭୁବନେଶ୍ୱର,୨ା୫(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୨୬ରୁ ୩୦ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ନିଷ୍ପତ୍ତି ନେଇଥିଲେ ସରକାର। ତେବେ ଛୁଟି ସରିବା ପରେ ଆଜି ପୁଣି ଥରେ ରାଜ୍ୟରେ ସମସ୍ତ ସ୍କୁଲ ଖୋଲିଛି। ସକାଳ ୬ଟାରୁ ପିଲାମାନେ ସ୍କୁଲ…

ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ଉପରୁ ଡେଇଁପଡ଼ିଲେ କିନ୍ନର

ପୁରୀ ଅଫିସ,୧।୫: ଶ୍ରୀମନ୍ଦିର ସିଂହଦ୍ୱାର ଗୁମୁଟ ଉପରୁ ଡେଇଁ ଜଣେ କିନ୍ନର ରବିବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ବଳରାମ ରାଉତ ଓ ଘର ନିମାପଡ଼ା ଅଞ୍ଚଳରେ ବୋଲି ଜଣାପଡିଛି। ତେବେ ସେ କେଉଁ ପରିସ୍ଥିତିରେ ଗୁମୁଟ ଉପରୁ ଡେଇଁଲେ ତାହା…

ଗିରଫ ହେଲେ ଦେବଗଡ଼ ବିଧାୟକ

ଭୁବନେଶ୍ୱର, ୧।୫(ବ୍ୟୁରୋ): ଦେବଗଡ଼ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ ରବିବାର ଗିରଫ ହୋଇଛନ୍ତି। ତିଲେଇବଣି ବିଡିଓଙ୍କୁ ମାଡ଼ ମାରିବା ଅଭିଯୋଗରେ ବିଧାୟକଙ୍କୁ ଗିରଫ କରାଯାଇଥିବା ଜଣାପଡିଛି। ଏ ନେଇ ଦେବଗଡ଼ ଏସ୍‌ଡିପିଓ ସୂଚନା ଦେଇଛନ୍ତି। ବିଧାୟକଙ୍କୁ ଭୁବନେଶ୍ୱର କ୍ୱାର୍ଟର୍ସରୁ ଦେବଗଡ଼ ପୋଲିସ…

ପିଲାଙ୍କ ପାଇଁ ନାହିଁ ଗ୍ରୀଷ୍ମ ପ୍ରଭାବ

ଭୁବନେଶ୍ୱର, ୧।୫(ବ୍ୟୁରୋ): ସକାଳୁଆ ସ୍କୁଲ୍‌ ନେଇ ଗଣଶିକ୍ଷା ସଚିବ ବିଷ୍ଣୁପଦ ସେଠୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଗ୍ରୀଷ୍ମପ୍ରବାହ ନେଇ କୈଣସି ବିପଦ ନାହିଁ। ସ୍କୁଲଗୁଡିକ ସକାଳ ୯ଟା ସୁଦ୍ଧା ବନ୍ଦ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଛାତ୍ରୀଛାତ୍ର କ୍ଷତିଭରଣା ସହ…

ଶ୍ରମିକଙ୍କ ପାଇଁ ଖୁସି ଖବର, ମଜୁରି ବଢାଇଲେ ରାଜ୍ୟ ସରକାର

ଭୁବନେଶ୍ୱର,୧।୫(ବ୍ୟୁରୋ): ମଜୁରିଆଙ୍କ ପାଇଁ ରାଜ୍ୟ ସରକାରଙ୍କ ଘୋଷଣା। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ ଓ ଅତି କୁଶଳୀ ଶ୍ରମିକଙ୍କ ଦୈନିକ ମଜୁରୀରେ ୧୧ ଟଙ୍କା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଏ ନେଇ ଶ୍ରମ କମିଶନରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।…

ଆଜି ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…

ମେ‘ରେ ତାତିରୁ ମିଳିବ ତ୍ରାହି

ଭୁବନେଶ୍ୱର,୧।୫(ବ୍ୟୁରୋ): ଏପ୍ରିଲ ମାସ ଡ଼ହଡ଼ହ ଖରାରେ ସଝିଥିଲା ସାରା ଓଡ଼ିଶା । ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ବେଳେ ବେଳେ ମେ’ ମାସରେ ଏଥିରୁ ତ୍ରାହି ମିଳିବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟ, ମେ…

ରାଜ୍ୟରେ ଦୁଗ୍ଧ, ମାଂସ, ଅଣ୍ଡା ଉତ୍ପାଦନ ବଢ଼ିଛି

ଭୁବନେଶ୍ୱର, ୧।୫(ବ୍ୟୁରୋ): ରାଜ୍ୟରେ ଗତ ଦୁଇ ଦଶନ୍ଧି ମଧ୍ୟରେ ଦୁଗ୍ଧ ଉତ୍ପାଦନ ପ୍ରାୟ ତିନିଗୁଣ ବଢ଼ିଛି। ୨୦୦୦ ମସିହାରେ ଏହା ୮.୭୫ ଲକ୍ଷ ମେଟ୍ରିକ୍‌ ଟନ୍‌ ରହିଥିବାବେଳେ ୨୦୨୧ରେ ୨୩.୭୩ ଲକ୍ଷ ମେଟ୍ରିକ୍‌ ଟନ୍‌କୁ ବୃଦ୍ଧି ପାଇଛି। ସେହିଭଳି ଗତ ୨୦ବର୍ଷ…

‘ଶୃଙ୍ଖଳା, ତ୍ୟାଗ ସଫଳତାର ଚାବିକାଠି’

ଭୁବନେଶ୍ୱର, ୧।୫(ବ୍ୟୁରୋ): ଶୃଙ୍ଖଳା, ତ୍ୟାଗ ଓ ଉତ୍ସର୍ଗୀକୃତ ମନୋଭାବ ହିଁ ସଫଳତାର ଚାବିକାଠି। ଶ୍ରେଷ୍ଠ ପ୍ରଦର୍ଶନ ସହ ନିଜର ପ୍ରତିଭା ଓ ଦକ୍ଷତା ବିକାଶ ପାଇଁ ଛାତ୍ରୀଛାତ୍ର ଏହି ୩ଟି ସୂତ୍ର ଉପରେ ଗୁରୁତ୍ୱ ଦେବା ଉଚିତ। ଛାତ୍ରୀଛାତ୍ରଙ୍କ ଚରିତ୍ର ଗଠନରେ…

ମେ’ ପ୍ରଥମ ସପ୍ତାହରୁ ରବିଧାନ ସଂଗ୍ରହ

ଭୁବନେଶ୍ୱର,୧।୫(ବ୍ୟୁରୋ): ମେ’ ମାସ ପ୍ରଥମ ସପ୍ତାହରୁ ରାଜ୍ୟରେ ରବି ଧାନ ସଂଗ୍ରହ କରାଯିବ। ଧାନ ସଂଗ୍ରହ ହେବାକୁ ଥିବା ୧୭ ଜିଲା ମଧ୍ୟରୁ କିଛି ଜିଲାରେ ଏହି କାର୍ଯ୍ୟ ଆରମ୍ଭ ହେଉଥିବା ବେଳେ ଅନ୍ୟ ଜିଲାଗୁଡ଼ିକରେ ମେ’ ମାସ ଦ୍ୱିତୀୟ କିମ୍ବା…

ଜଙ୍ଗଲ ସୁରକ୍ଷା ପ୍ରତି ଅଧିକ ଯତ୍ନବାନ ହେବାକୁ ଆହ୍ବାନ

ଭୁବନେଶ୍ୱର, ୧।୫(ବ୍ୟୁରୋ): ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଭୁବନେଶ୍ୱର ଘାଟିକିଆସ୍ଥିତ ବନପାଳ ପ୍ରଶିକ୍ଷଣ ପ୍ରତିଷ୍ଠାନ ଏବଂ ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ପ୍ରତିଷ୍ଠାନରେ ପ୍ରଶିକ୍ଷଣ ନେଉଥିବା ରାଜ୍ୟର ୨୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?