ଶ୍ରୀଶ୍ରୀ ବାବାଇଦା ହେଲେ ସତ୍ସଙ୍ଗର ଆଚାର୍ଯ୍ୟଦେବ
ଦେଓଘର/ଭୁବନେଶ୍ୱର,୨୭ା୧୨: ଆଚାର୍ଯ୍ୟଦେବ ପରମ ପୂଜ୍ୟପାଦ ଶ୍ରୀଶ୍ରୀଦାଦାଙ୍କ ମହାପ୍ରୟାଣ ପରେ ‘ସତ୍ସଙ୍ଗ’ର ନୂତନ ଆଚାର୍ଯ୍ୟଦେବ ଭାବେ ସ୍ଥଳାଭିଷିକ୍ତ ହୋଇଛନ୍ତି ଶ୍ରୀଶ୍ରୀ ବାବାଇଦା (ଶ୍ରୀ ଅର୍କଦ୍ୟୁତି ଚକ୍ରବର୍ତ୍ତୀ)। ରବିବାର ଶ୍ରୀଶ୍ରୀ ଦାଦାଙ୍କ ଏକାଦଶ ଦିବସରେ ‘ସତ୍ସଙ୍ଗ’ର ସଭାପତି ଡ. ଅଲୋକ ଚକ୍ରବର୍ତ୍ତୀ (ପୂଜ୍ୟପାଦ...
ରାଜ୍ୟର ପ୍ରଥମ ଓମିକ୍ରନ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକର ଏକ ଘରୋଇ ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଥିବା ସୂଚନା। ତେବେ ତାଙ୍କୁ ୭ ଦିନ ଆଇସୋଲେଶନରେ ରହିବାକୁ ଡାକ୍ତର ପରାମର୍ଶ ଦେଇଛନ୍ତି।
ନୂଆ ଡିଜିପିଙ୍କୁ ଓଡ଼ିଶା ଫେରିବାକୁ ଅନୁମତି
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ଓଡ଼ିଶା ନୂଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ସୁନୀଲ ବଂଶଲ ନିଯୁକ୍ତି ପାଇଛନ୍ତି । ଏବେ ଇଣ୍ଟେଲିଜେନ୍ସ ବ୍ୟୁରୋ (ଆଇବି)ର ସ୍ବତନ୍ତ୍ର ନିର୍ଦ୍ଦେଶକ ଥିବା ସୁନୀଲଙ୍କୁ ଓଡ଼ିଶା ଫେରିବା ପାଇଁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। କେନ୍ଦ୍ର କ୍ୟାବିନେଟ...
ରାଜ୍ୟରେ କମୁଛି ଶୀତ, ଆଜିଠୁ ୨୯ ଯାଏ ବର୍ଷା
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ଧିରେ ଧିରେ ଶୀତ କମୁଛି। ଆଜିଠୁ ୨୯ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ତେବେ ଆଜି ଝାରସୁଗୁଡା, ସୁନ୍ଦରଗଡ ଓ କେନ୍ଦୁଝରରେ ସାମନ୍ୟରୁ ମଧ୍ୟମ ଧରଣର ବର୍ଷା...
ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୩ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ...
ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୨୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ସୋମବାର ୧୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୭୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୧ ଜଣ ଲୋକାଲ...
ସାଢ଼େ ୮ ହଜାର ଡାକଘରୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି
ଭୁବନେଶ୍ୱର,୨୭।୧୨(ବ୍ୟୁରୋ): ରାଜ୍ୟରେ ମହିଳା ସୁରକ୍ଷା ପ୍ରସଙ୍ଗ ଉପରେ ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖାଯାଇଛି। ରାଜ୍ୟର ସମସ୍ତ ୮ ହଜାର ୫୬୭ ଡାକବାକ୍ସରୁ ସମାନ ଚିଠି ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଯାଇଛି। ଉକ୍ତ ଚିଠିରେ ମହିଳା ସୁରକ୍ଷା ନେଇ...
ପିଲାଙ୍କ ଚାଉଳ ହେରଫେର
ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ସମନ୍ବିତ ଶିଶୁ ବିକାଶ ଯୋଜନା ଅଧୀନରେ ଅନୁପୂରକ ପୁଷ୍ଟିକର କାର୍ଯ୍ୟକ୍ରମ(ଏସ୍ଏନ୍ପି) ଜରିଆରେ ରାଜ୍ୟରେ ଅଙ୍ଗନୱାଡି କେନ୍ଦ୍ରର ଶିଶୁଙ୍କୁ ଚାଉଳ ଯୋଗାଣରେ ବ୍ୟାପକ ହେରଫେର ହୋଇଛି। ପିଲାଙ୍କ ପାଇଁ ଆସୁଥିବା ଚାଉଳକୁ ଜିଲା ସମାଜ କଲ୍ୟାଣ ଅଧିକାରୀ(ଡିଏସ୍ଡବ୍ଲ୍ୟୁଓ) ଏବଂ ପରିହବନ...
ପ୍ରତ୍ୟେକ ଜିଲାରୁ ମଗାଗଲା ପିଲାଙ୍କ ତଥ୍ୟ
ଭୁବନେଶ୍ୱର,୨୬।୧୨ (ବ୍ୟୁରୋ): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଟିକାକରଣ ଏବଂ ଗାଇଡ୍ଲାଇନ୍ ପାଳନକୁ ଗୁରୁତ୍ୱ ଦିଆଯାଉଛି। ଓମିକ୍ରନ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ୧୫ରୁ ୧୮ ବର୍ଷ ବୟସର ପିଲାଙ୍କୁ ଟିକାକରଣ ଓ ବୁଷ୍ଟର ଡୋଜ୍ ଟିକା ଦେବାପାଇଁ...
ବିଜେଡି ପ୍ରତିଷ୍ଠା ଦିବସରେ ସୁପ୍ରିମୋଙ୍କ ଶୁଭେଚ୍ଛା
ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ବିଜୁ ଜନତା ଦଳର ପ୍ରତିଷ୍ଠା ଦିବସରେ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି । ଓଡ଼ିଶାବାସୀଙ୍କ ସହ ଦଳର ସମସ୍ତ କର୍ମୀ ଓ ଭାଇ ଭଉଣୀଙ୍କୁ ସେ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି, ଆପଣମାନଙ୍କ ନିରନ୍ତର...
ଆଜି ବିିଜେଡି ପ୍ରତିଷ୍ଠା ଦିବସ
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରବିବାର ବିଜେଡିର ୨୫ତମ ପ୍ରତିଷ୍ଠା ଦିବସ ପାଳିତ ହେବ। ରାଜ୍ୟସ୍ତରୀୟ ପ୍ରତିଷ୍ଠା ଦିବସ ବିଜେଡି କାର୍ଯ୍ୟାଳୟ ଠାରେ ୧୦.୩୦ ମିନିଟ୍ରେ ଅନୁଷ୍ଠିତ ହେବ। ଏଥି ସହିତ ରାଜ୍ୟସ୍ତର, ବ୍ଲକ୍ ଏବଂ ସହରାଞ୍ଚଳରେ ମଧ୍ୟ ପାଳନ କରାଯିବ । ଏହି...
ରାଜ୍ୟରେ ବଢୁଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୪ ଚିହ୍ନଟ
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିସାରିଲାଣି। ଏମାନଙ୍କ ମଧ୍ୟରୁ ଦୁଇ ଜଣ ନାଇଜେରିଆରୁ ଫେରିଥିବା ବେଳେ ଆଉ ଦୁଇଜଣ...
Archives


