ମେଟ୍ରୋ

ବଦଳିଲେ ୯ ଓଏଏସ୍‌ ଅଫିସର

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଶନିବାର ୯ ଓଏଏସ୍‌ ଅଫିସରଙ୍କ ବଦଳି କରିଛନ୍ତି। ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି ହୋଇଛି। ଏହି ଅନୁଯାୟୀ, ବରିଷ୍ଠ ଓଏଏସ୍‌ ମନୋରଞ୍ଜନ ମଲ୍ଲିକଙ୍କୁ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ସଚିବ…

ରେକର୍ଡ ଭାଙ୍ଗିଲା ଟିଟିଲାଗଡ଼

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି । ଶନିବାର ରାଜ୍ୟର ୯ଟି ସ୍ଥାନରେ ୪୪ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ କରାଯାଇଥିବାବେଳେ ଟିଟିଲାଗଡ଼ ସହରରେ ତାପମାତ୍ରା ସର୍ବାଧିକ ୪୫.୫ ଡିଗ୍ରୀ ରହିଛି। ଏହା ଚଳିତ ବର୍ଷର ସର୍ବାଧିକ ତାପମାତ୍ରା। ସେହିଭଳି…

ମେ’ ୨ରୁ ସକାଳ ୬ରୁ ୯ଟା ଯାଏ ସ୍କୁଲ

ଭୁବନେଶ୍ୱର,୩୦।୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପୁଣି ଥରେ ସକାଳୁଆ ସ୍କୁଲ ସମୟରେ ପରିବର୍ତ୍ତନ କରାଯାଇଛି। ମେ’ ୨ ତାରିଖରୁ ସକାଳ ୬ରୁ ୯ଟା ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ତୃତୀୟରୁ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପିଲା ସକାଳ ୬ରୁ…

ଶ୍ରମିକଙ୍କ ମଜୁରି ବଢ଼ିଲା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଶ୍ରମିକ ଦିବସ ପୂର୍ବରୁ ଶ୍ରମିକମାନଙ୍କ ପାଇଁ ଖୁସି ଖବର। ଅଣକୁଶଳୀ, ଅର୍ଦ୍ଧକୁଶଳୀ, କୁଶଳୀ, ଅତି କୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରି ବଢ଼ିଛି। ୮୯ଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା ସମସ୍ତ ଶ୍ରମିକଙ୍କ ସର୍ବନିମ୍ନ ଦୈନିକ ମଜୁରି ବୃଦ୍ଧି କରାଯାଇଛି । ଏନେଇ…

ରାଜ୍ୟରୁ ବର୍ତ୍ତମାନ ସୁଦ୍ଧା ସୁସ୍ଥ ହେଲେଣି ୧୨,୭୮,୭୯୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୭୯୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଶିକ୍ଷାନୁଷ୍ଠାନରେ ଓଡ଼ିଆରେ ଲେଖାଯିବ ନାମଫଳକ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ, ବିଶ୍ୱବିଦ୍ୟାଳୟର ନାମଫଳକ ଓଡ଼ିଆ ଭାଷାରେ ଲେଖାଯିବାକୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏନେଇ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା…

‘ରାଜ୍ୟରେ ନାହିଁ କୋଇଲା ସଙ୍କଟ’

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ ନାହିଁ କୋଇଲା ସଙ୍କଟ, ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ କୋଇଲା ସଙ୍କଟ ନ ଥିବା ଶନିବାର ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କହିଛନ୍ତି। କିଛି ଦିନ ତଳେ ଓଡ଼ିଶାର ବିଦ୍ୟୁତ୍‌ ଉତ୍ପାଦନ ନେଇ ସମୀକ୍ଷା ହୋଇଥିଲା। ଅନ୍ୟ…

‘ପାଣିପାଗ ସ୍ଥିତି ଦେଖି ନିଆଯିବ ନିଷ୍ପତ୍ତି’

ଭୁବନେଶ୍ୱର,୩୦।୪(ବ୍ୟୁରୋ): କଲେଜ ଛୁଟି ବୃଦ୍ଧି ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ଅରୁଣ ସାହୁ ପ୍ରତିକ୍ରିୟା ରଖିଛନ୍ତି। ପାଣିପାଗ ସ୍ଥିତି ଦେଖି କଲେଜ ଛୁଟି ବୃଦ୍ଧି ଉପରେ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି। ରାଜ୍ୟରେ ଜାରି ରହିଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି…

ସ୍ତ୍ରୀକୁ ହତ୍ୟା କଲେ ସ୍ବାମୀ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ସ୍ତ୍ରୀକୁ ପିଟି ପିଟି ହତ୍ୟା କଲେ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ସହିଦନଗର ଥାନା ଅନ୍ତର୍ଗତ ବସୁଆଘାଇ ଅଞ୍ଚଳରେ। ଏହି ଘଟଣା ଘଟାଇବା ପରେ ସ୍ତ୍ରୀ ଆତ୍ମହତ୍ୟା କରିଥିବା ନେଇ କହିଥିଲେ ସ୍ବାମୀ। ମୃତକ ହେଲେ ଲିଲି…

ରାଜ୍ୟରୁ ଚିହ୍ନଟ ହେଲେ ୧୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କମୁଛି ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୨ କରୋନା ସଂକ୍ରମଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍‌ ବୟସର ପିଲା ୩ ଜଣ ରହିଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ…

ଆସନ୍ତାକାଲିଠୁ କମିବ ତାତି!

ଭୁବନେଶ୍ୱର,୩୦।୪(ବ୍ୟୁରୋ): କାଲିଠୁ ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କାଳବୈଶାଖୀ ପ୍ରଭାବରେ ଆଗାମୀ ୨/୩ ଦିନ ମଧ୍ୟରେ ୨ ଡିଗ୍ରୀ ଯାଏ ତାପମାତ୍ରା…

ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ସୁରକ୍ଷା ଦେଉଛି ବିଜେଡି: ଭାଜପା

ଭୁବନେଶ୍ୱର,୩୦।୪(ବ୍ୟୁରୋ): ୨୨ବର୍ଷ ଶାସନ ଗାଦିରେ ରହି ରାଜ୍ୟ ସରକାର ଦୁର୍ନୀତିର ସୀମା ଉଲ୍ଲଂଘନ କରିଛନ୍ତି। ବିଜେଡି ନେତା ଓ ମନ୍ତ୍ରୀମାନେ ପ୍ରଶାସନିକ ଅଧିକାରୀଙ୍କ ସହ ମଧୁଚନ୍ଦ୍ରିକା କରି ବ୍ଲକଗୁଡିକରେ ବ୍ୟାପକ ଦୁର୍ନୀତି କରୁଛନ୍ତି। ଦୁର୍ନୀତିରେ ସିଧାସଳଖ ଲିପ୍ତ ଥିବା ସରକାରୀ ଅଧିକାରୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?