ମେଟ୍ରୋ

ଆଜି ରାଜ୍ୟରୁ ୧୧୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ରବିବାର ରାଜ୍ୟରୁ ୧୧୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୫୩,୮୮୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୭ ଜଣ ଚିହ୍ନଟ...

ଦଶମ ଶ୍ରେଣୀ ପରୀକ୍ଷା ନ ହେଲେ , ଏପରି ହେବ ମୂଲ୍ୟାୟନ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ଜାନୁୟାରୀ ୫ତାରିଖରେ ଦଶମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଆସେସମେଣ୍ଟ ପରୀକ୍ଷା ହେବ । ଯଦି ମାର୍ଚ୍ଚରେ ବାର୍ଷିକ ପରୀକ୍ଷା ନହୁଏ, ଏହି ଆସେସମେଣ୍ଟ ମାର୍କ ଆଧାରରେ ମାର୍କିଂ କରାଯିବ । କୋଭିଡ ନିୟମ ମାନି ପରୀକ୍ଷା କରାଯିବ।...

ସାମାନ୍ୟ କମିଲା ଶୀତ: ୨୮ରୁ ବର୍ଷା

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ଶୀତରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଅସହ୍ୟଜାଡରେ ସାମାନ୍ୟ ସୁଧାର ଆସିଛି । ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ବଢିବା ସହିତ ଶୀତ କମିଛି । ରବିବାର ମଧ୍ୟରେ ସ୍ବାଭାବିକ ଠାରୁ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି...

ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଭୁଲ୍‌ ତଥ୍ୟ ଦେଲେ ୬ ମାସ ଜେଲ୍‌

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଲୋକ ସଭା ଓ ବିଧାନସଭା ଭଳି ପଞ୍ଚାୟତ ନିର୍ବାଚନରେ ମଧ୍ୟ ପ୍ରାର୍ଥିପତ୍ର ଦାଖଲ ସମୟରେ ପ୍ରାର୍ଥୀ ସତ୍ୟପାଠ କରିବେ। ଏଣିକି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀ ଭୁଲ ତଥ୍ୟ ଦେଲେ ୬ମାସ ଜେଲ ଦଣ୍ଡ ଭୋଗିବା ସହ ଜରିମାନା...

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୧ କୁ ବୃଦ୍ଧି ପାଇଛି। କେବଳ ଖୋର୍ଦ୍ଧା ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ...

ରାଜ୍ୟରେ ଚିହ୍ନଟ ହେଲେ ୧୨୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୧୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୯ ଜଣ ଲୋକାଲ...

ଝଲସିବ ଥୁଆମୂଳ-ରାମପୁର ମାଣିକେଶ୍ୱରୀ ପୀଠ

ଭୁବନେଶ୍ୱର, ୨୫ା୧୨(ବ୍ୟୁରୋ): ଝଲସିବ କଳାହାଣ୍ଡି ଜିଲା ଥୁଆମୂଳ-ରାମପୁରର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ପୀଠ। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ବିଶ୍ୱାସର ପ୍ରତୀକ ପାଲଟିଥିବା ଏହି ମନ୍ଦିର ନୂଆ ରୂପ ପାଇବ। ଏଥିରେ ଖର୍ଚ୍ଚ ହେବ ୨ କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ନବୀନ...

୧.୧ ଲକ୍ଷ ହିତାଧିକାରୀଙ୍କୁ ଦିଆଗଲା ୩୦.୩ କୋଟି

ଭୁବନେଶ୍ୱର, ୨୫।୧୨(ବ୍ୟୁରୋ): ରାଜ୍ୟର ୧୧୪ ସହରାଞ୍ଚଳର ୧ ଲକ୍ଷ ୧ ହଜାର ପଥପାର୍ଶ୍ୱ ବ୍ୟବସାୟୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ତୃତୀୟ ପର୍ଯ୍ୟାୟରେ ୩୦୦୦ ଟଙ୍କା ଲେଖାଏ ସ୍ବତନ୍ତ୍ର କୋଭିଡ୍‌ ସହାୟତା ପ୍ରଦାନ କରିଛନ୍ତି। ଏଥିପୂର୍ବରୁ ମାର୍ଚ୍ଚ ୨୦୨୦ ଏବଂ...

ନିୟମିତ ହେବେ ବହୁଭାଷୀ ଶିକ୍ଷା ସହାୟକ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ନିୟମିତ ହେବେ ୩୩୨୮ ବହୁଭାଷୀ ଶିକ୍ଷା ସହାୟକ। ୬ ବର୍ଷ ପରେ ସେମାନଙ୍କୁ ସହକାରୀ ଶିକ୍ଷକ ମାନ୍ୟତା ମିଳିବ। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଦିଆଯାଇଥିବା ଏହି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ଆଦିବାସୀ ଅଧ୍ୟୁଷିତ...

ଓଡ଼ିଶାରେ ସ୍ବାଧୀନତା ସଂଗ୍ରାମ ୫ ପର୍ଯ୍ୟାୟରେ ହୋଇଥିଲା

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଓଡ଼ିଶା ଓ ମହାରାଷ୍ଟ୍ର ପତ୍ର ସୂଚନା କାର୍ଯ୍ୟାଳୟ ଏବଂ ଆଞ୍ଚଳିକ କ୍ଷେତ୍ରପ୍ରଚାର ବ୍ୟୁରୋ ପକ୍ଷରୁ ଶୁକ୍ରବାର ସ୍ବାଧୀନତା ସଂଗ୍ରାମରେ ଓଡ଼ିଶା ଓ ମହାରାଷ୍ଟ୍ରର ଅବଦାନ ଉପରେ ଏକ ଜାତୀୟ ୱେବିନାର...

ରେଙ୍ଗାଲି ଭୂତଳ ଜଳସେଚନ, ସାଳନ୍ଦୀ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ

ଭୁବନେଶ୍ୱର,୨୫ା୧୨ (ବ୍ୟୁରୋ): ଶୁକ୍ରବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ରେଙ୍ଗାଲି ଭୂତଳ ପାଇପ ଜଳସେଚନ ପ୍ରକଳ୍ପ ଟେଣ୍ଡରକୁ ଅନୁମୋଦନ କରାଯାଇଛି। ଏଥିପାଇଁ ୪୪୩.୨୨ କୋଟି ଟଙ୍କା ଖର୍ଚ୍ଚ ହେବ। ରାଜ୍ୟ ସରକାର ଏହାର ସମସ୍ତ ଖର୍ଚ୍ଚ ବହନ କରିବେ। ୨୦୨୩ ଡିସେମ୍ବର...

ସୁମିତଙ୍କ ପରିବାରର ବରିଷ୍ଠ ନାଗରିକଙ୍କୁ ସୁରକ୍ଷା ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୧୨(ବ୍ୟୁରୋ): ବହୁଚର୍ଚ୍ଚିତ ବ୍ରହ୍ମପୁର ତପସ୍ବିନୀ-ସୁମିତ ମାମଲାରେ ଶୁକ୍ରବାର ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ହସ୍ତକ୍ଷେପ କରିଛନ୍ତି। ତପସ୍ବିନୀ ଶାଶୁଘରେ ରହିବାକୁ ଜିଦ ଧରିବା ଓ ଏନେଇ ତପସ୍ବିନୀଙ୍କ ସପକ୍ଷରେ ମହିଳାମାନେ ଗେଟ୍‌ ଭାଙ୍ଗି ସୁମିତଙ୍କ ଘରେ ପଶିବା ପରେ ତାଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri