ମେଟ୍ରୋ

ଆକ୍ସନ୍‌ଏଡ୍‌କୁ ‘ଭୁବନେଶ୍ୱର ଲିଡରଶିପ୍‌ ଆୱାର୍ଡ’

ଭୁବନେଶ୍ୱର, ୩୦।୪ (ବ୍ୟୁରୋ): ଓ୍ବାଲର୍‌ଡ ସିଏସ୍‌ଆର୍‌ ଡେ ପକ୍ଷରୁ ଆନ୍ତର୍ଜାତିକ ସାମାଜିକ ସଂଗଠନ ଆକ୍ସନ୍‌ଏଡ୍‌କୁ ‘ଭୁବନେଶ୍ୱର ଲିଡର୍‌ଶିପ୍‌ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଭିନ୍ନ କ୍ଷେତ୍ରରେ ପ୍ରମୁଖ ଅବଦାନ ପାଇଁ ସଂଗଠନକୁ ଏହି ପୁରସ୍କାର ମିଳିଛି। ଆୟୋଜିତ କାର୍ଯ୍ୟକ୍ରମରେ ଆକ୍ସନ୍‌ଏଡ୍‌ର ସହଯୋଗୀ ନିର୍ଦ୍ଦେଶକ…

ଉତ୍ପାଦ ମାର୍କେଟିଂ ବଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଜାତୀୟ କିମ୍ବା ଅନ୍ତର୍ଜାତୀୟ ବଜାରରେ କୌଣସି ଦ୍ରବ୍ୟର ଚାହିଦା ବୃଦ୍ଧି କରିବାକୁ ହେଲେ ସାମଗ୍ରୀର ଗୁଣବତ୍ତା, ଉପାଦେୟତା ଓ ଆବଶ୍ୟକ ବଜାର ଯୋଗାଣ ସହ ସେଗୁଡ଼ିକର ଠିକ୍‌ ପ୍ରଚାର ପ୍ରସାର ହେବା ଜରୁରୀ। ଦ୍ରବ୍ୟର ମାର୍କେଟିଂ ଉପରେ ଅଧିକ…

ବାର୍ଦ୍ଧକ୍ୟ ଭତ୍ତା ବୃଦ୍ଧି ଦାବିରେ ଧାରଣା

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ୫ଦଫା ଦାବି ନେଇ ଭତ୍ତା ହିତାଧିକାରୀମାନେ ଶୁକ୍ରବାର ବିଏମ୍‌ସି ଅଫିସ୍‌ ଆଗରେ ଧାରଣା ଦେଇଥିଲେ। ବାର୍ଦ୍ଧକ୍ୟ ଭତ୍ତା ପରିମାଣକୁ ୨ହଜାର ଟଙ୍କାକୁ ବୃଦ୍ଧି, ହରିଜନ ଓ ଆଦିବାସୀଙ୍କ ପାଇଁ ବାର୍ଦ୍ଧକ୍ୟ ଭତ୍ତାର ବୟସରେ ୫ ବର୍ଷ କୋହଳ କରିବା,…

ପୂର୍ବତନ ମନ୍ତ୍ରୀ ବଟକୃଷ୍ଣ ଜେନାଙ୍କ ସହଧର୍ମିଣୀଙ୍କ ପରଲୋକ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ପୂର୍ବତନ ମନ୍ତ୍ରୀ ବଟକୃଷ୍ଣ ଜେନାଙ୍କ ସହଧର୍ମିଣୀ ପୁଷ୍ପଲତା ଜେନାଙ୍କ ଶୁକ୍ରବାର ସକାଳେ ପରଲୋକ ହୋଇଯାଇଛି। ତାଙ୍କୁ ୭୯ ବର୍ଷ ହେଇଥିଲା। ୟୁନିଟ୍‌-୬ ପ୍ରାଥମିକ ବିଦ୍ୟାଳୟରୁ ଅବସର ନେବା ପରେ ସେ ଆଧ୍ୟାତ୍ମିକ କାର୍ଯ୍ୟରେ ନିଜକୁ ସାମିଲ ରଖିଥିଲେ। ସେ…

ଲୋକେ ସଚେତନ ନ ହେଲେ ଆଗକୁ ବଡ଼ ବିପଦ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଦୈନନ୍ଦିନ ଜୀବନରେ ବୃକ୍ଷର ଆବଶ୍ୟକତା ଖୁବ୍‌ ବେଶି। କିନ୍ତୁ ଦିନକୁ ଦିନ ଗଛ ସଂଖ୍ୟା କମିବାରେ ଲାଗିଛି। ଜନସାଧାରଣ ସଚେତନ ନ ହେବା ଯୋଗୁ ଭବିଷ୍ୟତରେ ଏହା ବଡ଼ ବିପଦ ସୃଷ୍ଟି କରିବ ବୋଲି ଶୁକ୍ରବାର ଗୀତଗୋବିନ୍ଦ ସଦନରେ…

ସୋନାଲିକା, ଶ୍ରୀନିକାଙ୍କୁ ‘ଏକଲବ୍ୟ ସମ୍ମାନ’

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଗୁରୁ-ଶିଷ୍ୟ ପରମ୍ପରା ସତରେ ନିଆରା। ଏହି ପରମ୍ପରାକୁ ଉଚ୍ଚକୋଟିର ଢଙ୍ଗରେ ଉପସ୍ଥାପନା କରିଥିଲେ ନୃତ୍ୟଗୁରୁ ଶାଶ୍ୱତ ଯୋଶୀ। ଏକଲବ୍ୟ କାର୍ଯ୍ୟକ୍ରମର ପ୍ରଥମ ଉପସ୍ଥାପନାରେ ଦେଖିବାକୁ ମିଳିଥିଲା ଏକ ନୂତନ ନୃତ୍ୟ ପରମ୍ପରା। ପ୍ରଥମଥର ପାଇଁ ଜଣେ କାହାଣୀ କହୁଥିବା ବେଳେ…

ମୁରୁଜରେ ସ୍ବଚ୍ଛତା ବାର୍ତ୍ତା ଦେଲେ କିନ୍ନର

ଭୁବନେଶ୍ୱର,୩୦।୪(ବ୍ୟୁରୋ): ସ୍ବଚ୍ଛତା କ୍ଷେତ୍ରରେ ସ୍ମାର୍ଟସିଟି ଭୁବନେଶ୍ୱରକୁ ଶୀର୍ଷରେ ପହଞ୍ଚାଇବାକୁ ବିଏମ୍‌ସି ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଉଛି। ସ୍ବଚ୍ଛ ସର୍ବେକ୍ଷଣ-୨୦୨୨ ଆଧାରରେ ସହରକୁ ସ୍ବଚ୍ଛ ରଖିବା ପାଇଁ କିନ୍ନର ସମ୍ପ୍ରଦାୟ ସହରବାସୀଙ୍କୁ ସଚେତନ କରିଛନ୍ତି। ଶୁକ୍ରବାର ବିଏମ୍‌ସି ପକ୍ଷରୁ ଆୟୋଜିତ ଏକ କାର୍ଯ୍ୟକ୍ରମରେ…

ଭିକ୍ଷାବୃତ୍ତି କରୁଥିବା କିନ୍ନରଙ୍କ ପାଇଁ ଖୋଲିବ ଆଶ୍ରୟସ୍ଥଳ

ଭୁବନେଶ୍ୱର, ୩୦।୪ (ବ୍ୟୁରୋ): କିନ୍ନରଙ୍କୁ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏ କ୍ଷେତ୍ରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଆଉଏକ ପାଦ ଆଗକୁ ବଢାଇଛି। କିନ୍ନରମାନେ ଯେପରି ଅନ୍ୟମାନଙ୍କ ଭଳି ସ୍ବାଭାବିକ…

ନାବାଳିକାଙ୍କୁ ବ୍ଲାକ୍‌ମେଲ କରି ଦେଢ଼ଲକ୍ଷ ଟଙ୍କା, ଗହଣା ଲୁଟିଲେ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇବା ପରେ ବ୍ଲାକ୍‌ମେଲ୍‌ କରି ଟଙ୍କା ଓ ସୁନା ଗହଣା ଲୁଟିବା ଅଭିଯୋଗରେ ନୟାପଲ୍ଲୀ ଥାନା ପୋଲିସ ଠକ ପ୍ରେମିକକୁ ଗିରଫ କରିଛି। ସେ ହେଲେ ଢେଙ୍କାନାଳ ଜିଲା ବାଲିଝାଟି ଗ୍ରାମର ଆଶିଷ କୁମାର…

ଅପହରଣ ପରେ ମୁଣ୍ଡ ଜାମିନ ରଖି ଟଙ୍କା ଦାବି

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଯୁବକଙ୍କୁ ରାସ୍ତାରୁ ଅପହରଣ ପରେ ଏକ ଘରେ ମୁଣ୍ଡଜାମିନ ରଖି ନିର୍ଯାତନା ଦେବା ସହ ଟଙ୍କା ଦାବି କରିଥିଲେ ଅପହର୍ତ୍ତା। ଖବର ପାଇ ଖଣ୍ଡଗିରି ଥାନା ପୋଲିସ ଯଦୁପୁରରେ ଚଢ଼ାଉ କରି ଉକ୍ତ ଯୁବକଙ୍କୁ ଉଦ୍ଧାର କରିବା ସହ…

ସ୍ତ୍ରୀଙ୍କୁ ଅପହରଣ ଉଦ୍ୟମ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ଭୁବନେଶ୍ୱରରେ ରହୁଥିବା ସ୍ତ୍ରୀ ଶାଶୁଘରକୁ ଯିବା ପାଇଁ ରାଜି ନ ହେବାରୁ ତାଙ୍କୁ ବଳପୂର୍ବକ ନେଇଯାଉଥିଲେ ସ୍ବାମୀ ଓ ପରିବାର ଲୋକେ। ହେଲେ ମହିଳା ଜଣକ ଚିତ୍କାର କରିବାରୁ ସ୍ଥାନୀୟ ଲୋକେ ଅପହରଣ ସନ୍ଦେହ କରି ଘେରି ଯାଇଥିଲେ। ମାମୁ…

ପାଠକଙ୍କ ୨୯.୮୩ ଲକ୍ଷର ସମ୍ପତ୍ତି ଜବତ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଛନ୍ଦି ହୋଇଥିବା ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକଙ୍କ ୨୯ ଲକ୍ଷ ୮୩ ହଜାର ଟଙ୍କାର ସମ୍ପତ୍ତିକୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଜବତ କରିଛି। ପ୍ରିଭେନସନ୍‌ ଅଫ୍‌ ମନି ଲଣ୍ଡ୍ରିଂ ଆକ୍ଟ (ପିଏମ୍‌ଏଲ୍‌ଏ)-୨୦୦୨ ଆଧାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?