ମେଟ୍ରୋ

୨୨ରୁ ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୧ ତାରିଖରୁ ବର୍ଷା ହୋଇଯାରେ। ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷାର ଆଶଙ୍କା ରହିଥିବା ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏଭଳି ପୂର୍ବାନୁମାନ କରିଛି । ୧୩ ତାରିଖରୁ ରାଜ୍ୟରୁ କ୍ରମଶଃ ଶୀତ ଚାଲିଯିବ ବୋଲି…

ରାଜ୍ୟରୁ ପୁଣି ୨୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୮୮୪ କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ…

୧ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୧୧୪୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜ୍ୟରେ ରବିବାର ୧୧୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୬୯ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୭୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ସିଗାରେଟ୍‌ରେ ଗଞ୍ଜେଇ ଭର୍ତ୍ତିକରି ବିକୁଥିଲେ

କଟକ ଅଫିସ, ୧୩।୨:  ଗଞ୍ଜେଇ ବିକ୍ରି ଅଭିଯୋଗରେ ବାଦାମବାଡି ପୋଲିସ ୨ ଜଣଙ୍କୁ ଗିରଫ କରି ଶନିବାର କୋର୍ଟଚାଲାଣ କରିଛି। ସେମାନେ ହେଲେ କଟକ ଜିଲା ୪୨ ମୌଜା ଥାନା ଅନ୍ତର୍ଗତ ଝିଙ୍କିରିଆ ଗ୍ରାମର ବୁବା ଓରଫ ନାରାୟଣ ପତି ଓ…

ମାଲାବାରର ‘ଆର୍ଟିଷ୍ଟ୍ରି ବ୍ରାଣ୍ଡେଡ୍‌’ ଜୁଏଲାରୀ ପ୍ରଦର୍ଶନ

ଭୁବନେଶ୍ୱର,୧୩।୨: ସର୍ବଭାରତୀୟ ସ୍ତରରେ ସୁନାମ ଅର୍ଜନ କରିଥିବା ଅଳଙ୍କାର ପ୍ରତିଷ୍ଠାନ ‘ମାଲାବାର ଗୋଲ୍ଡ ଆଣ୍ଡ ଡାଏମଣ୍ଡ୍‌ସ’ ପକ୍ଷରୁ ‘ଆର୍ଟିଷ୍ଟ୍ରି ବ୍ରାଣ୍ଡେଡ୍‌’ ଜୁଏଲାରୀ ପ୍ରଦର୍ଶନର ଶୁଭାରମ୍ଭ କରାଯାଇଛି। ଉକ୍ତ ପ୍ରଦର୍ଶନରେ ସୁନା, ହୀରା ଏବଂ ମୂଲ୍ୟବାନ ରତ୍ନ ଅଳଙ୍କାରର ଏକ ସ୍ବତନ୍ତ୍ର ଶୋ’…

ଚନ୍ଦନ ଶ୍ରେଷ୍ଠ ଅଭିନେତା, ଦିବ୍ୟାଦିଶା ଶ୍ରେଷ୍ଠ ଅଭିନେତ୍ରୀ

ଭୁବନେଶ୍ୱର, ୧୩।୨ (ବ୍ୟୁରୋ):  ମାସ୍‌ ଇଭେଣ୍ଟ୍‌ସ ପକ୍ଷରୁ ଓଡ଼ିଶା ମୋଶନ ପିକ୍ଚର୍‌ ଆୱାର୍ଡ ପ୍ରଦାନ ଉତ୍ସବ ଶନିବାର ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ହୋଇଯାଇଛି। ଶ୍ରେଷ୍ଠ ଅଭିନେତା ଭାବେ ଚନ୍ଦନ କର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବେ ଦିବ୍ୟାଦିଶା ମହାନ୍ତି ପୁରସ୍କୃତ ହୋଇଛନ୍ତି।…

ଅସନ୍ତୋଷ ଜାହିର କଲେ ବିରୋଧୀଦଳ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ପୌର ନିର୍ବାଚନକୁ ନେଇ ରାଜଧାନୀରେ ରାଜନୈତିକ ଉଷ୍ମତା ବଢ଼ିବାରେ ଲାଗିଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଜୋର୍‌ଦାର ପ୍ରକ୍ରିୟା ଜାରି ରହିଥିବାବେଳେ ଇତିମଧ୍ୟରେ ସ୍ଥାନ ସଂରକ୍ଷଣ, ଓ୍ବାର୍ଡ ପୁନର୍ଗଠନ କାର୍ଯ୍ୟ ଶେଷ ହୋଇଛି। ସେହିଭଳି ଗୁରୁବାର ପ୍ରାଥମିକ…

ଭୁବନେଶ୍ୱର ସମେତ ୨୬ ସ୍ଥାନରେ ଏନ୍‌ଆଇଏ ଚଢ଼ାଉ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ମାଓବାଦୀ ଗୋଷ୍ଠୀ ଦ୍ୱାରା ଆତଙ୍କବାଦୀ ପାଣ୍ଠି ବ୍ୟବହାର ସମ୍ପର୍କିତ ଏକ ମାମଲାରେ ନ୍ୟାଶନାଲ ଇନଭେଷ୍ଟିଗେଶନ୍‌ ଏଜେନ୍ସି (ଏନ୍‌ଆଇଏ)ର ଟିମ୍‌ ଓଡ଼ିଶାର ଭୁବନେଶ୍ୱର ସମେତ ବିହାର, ଝାଡ଼ଖଣ୍ଡ ଏବଂ ଆନ୍ଧ୍ରପ୍ରଦେଶର ମୋଟ ୨୬ଟି ସ୍ଥାନରେ ଶନିବାର ଚଢ଼ାଉ କରିଛି। ଚଢ଼ାଉ ସମୟରେ…

ଓଡ଼ିଶାର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, (ବ୍ୟୁରୋ)/ ସୋନପୁର,୧୩।୨(ନି.ପ୍ର.): ରାଜ୍ୟର ପ୍ରଥମ ନିର୍ବାଚନ କମିଶନର ଦେବେନ୍ଦ୍ର କୁମାର ମିଶ୍ରଙ୍କ ଶନିବାର ପରଲୋକ ହୋଇଯାଇଛି। ସେ କୋଭିଡ୍‌ରେ ସଂକ୍ରମିତ ଥିଲେ। ସୁସ୍ଥ ହେବାର କିଛିଦିନ ପରେ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା। ପରିବାର ଲୋକେ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ…

୧୪ ସନ୍ଧ୍ୟା ସୁଦ୍ଧା ଅଞ୍ଚଳ ଛାଡ଼ିବେ ବାହାର ନେତା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ନିମନ୍ତେ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛିି। ତେବେ ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରୁଥିବା ବାହାର ନେତା ଓ କର୍ମୀ ଯେଭଳି ୧୪ ତାରିଖ ସନ୍ଧ୍ୟା ସୁଦ୍ଧା ସ୍ଥାନ ଛାଡ଼ିବେ, ତାହା…

ପୌର ନିର୍ବାଚନ ପାଇଁ ୨ ରଙ୍ଗର ବାଲଟ

ଭୁବନେଶ୍ୱର, ୧୩ା୨(ବ୍ୟୁରୋ): ଆସନ୍ତା ପୌର ନିର୍ବାଚନରେ ପ୍ରଥମ ଥର ଲାଗି ଭୋଟରମାନେ ପ୍ରତ୍ୟକ୍ଷ ମତଦାନରେ ସିଧାସଳଖ ମେୟର ଓ ପୌରାଧ୍ୟକ୍ଷ ବାଛିବେ। ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ରେ ମତଗ୍ରହଣ ହେବ। ଗୋଟିଏ ବୁଥ୍‌ରେ ୨ଟି ଇଭିଏମ୍‌ ରହିବ। ଗୋଟିଏ ଇଭିଏମ୍‌ କାଉନସିଲର/କର୍ପୋରେଟରଙ୍କ…

ମହାନଦୀ ବାର୍ଫି ପ୍ରକଳ୍ପରେ ଏନ୍‌ଜିଟି ରୋକ

ଭୁବନେଶ୍ୱର,୧୩ା୨(ବ୍ୟୁରୋ): ମହାନଦୀ ବେଳାଭୂମିରେ ରାଜ୍ୟ ସରକାରଙ୍କ ପ୍ରସ୍ତାବିତ ବାଲିଯାତ୍ରା ନଦୀ ସମ୍ମୁଖ ବିକାଶ(ବାର୍ଫି) ପ୍ରକଳ୍ପକୁ ଲାଗିଛି ବଡ଼ ଝଟ୍‌କା। ମହାନଦୀ କୂଳରେ କୌଣସି ପ୍ରକାର ସ୍ଥାୟୀ ନିର୍ମାଣ ଉପରେ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ଶନିବାର ରୋକ ଲଗାଇଛନ୍ତି। ମହାନଦୀ କୂଳର କୌଣସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri