ମେଟ୍ରୋ

ଏବେଠୁ ଭୟଭୀତ ନ ହେବାକୁ ସ୍ବାସ୍ଥ୍ୟ ବିଭାଗର ପରାମର୍ଶ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ୁଥିବାରୁ ଆଗକୁ ଓଡ଼ିଶାରେ ବି ସଂକ୍ରମଣ ବଢ଼ିବାର ସମ୍ଭାବନା ରହିଛି ବୋଲି ବିଶେଷଜ୍ଞମାନେ କହୁଛନ୍ତି। କିନ୍ତୁ ଏଥିରେ କେହି ଭୟଭୀତ ନ ହେବା ପାଇଁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର ପରାମର୍ଶ ଦେଇଛନ୍ତି।…

ପ୍ରେମ ପାଇଁ ୯୭ ଲକ୍ଷ ହଡ଼ପ

ଭୁବନେଶ୍ୱର, ୩୦।୪ (ବ୍ୟୁରୋ): ପ୍ରେମରେ ଅନ୍ଧ ହୋଇ ଏକ ଘରୋଇ ଇଞ୍ଜିନିୟରିଂ ଶିକ୍ଷାନୁଷ୍ଠାନର ୯୭ଲକ୍ଷ ଟଙ୍କା ହଡ଼ପ କରିଥିଲେ ମହିଳା ଆକାଉଣ୍ଟାଣ୍ଟ। ଉକ୍ତ ଟଙ୍କାକୁ ପ୍ରେମିକଙ୍କ ପାଖକୁ ପଠାଇ ନିଜ ସ୍ବପ୍ନକୁ ସାକାର କରିବାକୁ ଚାହିଁ ବସିଥିଲେ। ହେଲେ ଯାହା ପାଇଁ…

ଆଇପିଏସ୍‌ ଅଫିସର ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟ ସରକାର ଆଇପିଏସ୍‌ ଅଫିସର ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି। ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଭୁବନେଶ୍ୱର, କଟକ ଡିସିପିଙ୍କୁ ବଦଳି କରାଯାଇଛି। ୧୯୮୮ ବ୍ୟାଚର ଆଇପିଏସ୍‌ ଅଫିସର ତଥା ଏସ୍‌ଏପି ସ୍ପେଶାଲ…

୯ରେ ସମ୍ଭାବ୍ୟ ବାତ୍ୟା

ଭୁବନେଶ୍ୱର,୩୦ା୪(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଡରାଇବା ଆରମ୍ଭ କଲାଣି। ଦକ୍ଷିଣ ଆଣ୍ଡାମାନ ଓ ଏହାର ଆଖପାଖରେ ଆସନ୍ତା ମେ’ ୫ରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଅଧିକ ଘନୀଭୂତ ହୋଇ ଆସନ୍ତା…

କାର୍ଯ୍ୟାନୁଷ୍ଠାନ: ଆଇଏଫ୍‌ଏସ୍‌ ଅଭୟ ପାଠକଙ୍କ ସମ୍ପତ୍ତି ଜବତ କଲା ଇଡି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପୂର୍ବତନ ଆଇଏଫ୍‌ଏସ ଅଧିକାରୀ ଅଭୟକାନ୍ତ ପାଠକଙ୍କ ୨୯.୮୩ ଲକ୍ଷ ଟଙ୍କାର ସମ୍ପତ୍ତିକୁ ଜବତ କରିଛି। ପ୍ରିଭେନସନ ଅଫ ମନି ଲଣ୍ଡ୍ରିଂ ଆକ୍ଟ(ପିଏମଏଲଏ) ଅନ୍ତର୍ଗତ ପାଠକଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଇଡି ଏହି…

ବୌଦ୍ଧରେ ପୁଣି ୪୫ ଡିଗ୍ରୀ

ଭୁବନେଶ୍ୱର,୨୯ା୪(ବ୍ୟୁରୋ)- ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଶୁକ୍ରବାର ବୌଦ୍ଧରେ ରାଜ୍ୟରେ ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ରାଜ୍ୟର ୨୫ଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦…

ଦିଲ୍ଲୀରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

  ଭୁବନେଶ୍ୱର,୨୯।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି । ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୁଖ୍ୟମନ୍ତ୍ରୀ ଏବଂ ମୁଖ୍ୟ ବିଚାରପତିଙ୍କ ବୈଠକ ଡାକିଥିବା କାର୍ଯ୍ୟକ୍ରମରେ ଯୋଗ ଦେବି। ଓଡ଼ିଶାର ବାକି ଥିବା ବିଭିନ୍ନ…

ରାଜଧାନୀରେ ଦିନ ଦ୍ୱିପ୍ରହରରେ ଅପହରଣ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜଧାନୀରେ ଦିନ ଦ୍ୱିପ୍ରହରରେ ଅପହରଣ। ଜଣେ ଯୁବତୀଙ୍କୁ ନୟାପଲ୍ଲୀ ଭୋଇ ସାହି ଅଞ୍ଚଳରେ ଅପହରଣ କରାଯାଇଥିବା ନେଇ ଅଭିଯୋଗ ହୋଇଛି । କାରରେ ଯୁବତୀଙ୍କୁ ଅପହରଣ କରୁଥିବା ବେଳେ ପୋଲିସ ହାତରେ ଧରାପଡିଯାଇଥିଲେ ଅଭିଯୁକ୍ତ। ଏହି ଘଟଣାରେ ୩ ଜଣଙ୍କୁ…

ବଦଳିଲେ କଟକ, ଭୁବନେଶ୍ୱର ଡିସିପି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଆଇପିଏସ୍‌ ସ୍ତରରେ ବଡ଼ ଅଦଳବଦଳ ହୋଇଛି। ଶୁକ୍ରବାର ରାଜ୍ୟ ସରକାର ଏଭଳି ଅଦଳବଦଳ କରିଛନ୍ତି। କଟକ ଓ ଭୁବନେଶ୍ୱର ଡିସିପିଙ୍କୁ ବଦଳି କରାଯାଇଛି। କଟକର ନୂଆ ଡିସିପି ଭାବେ ପିନାକ ମିଶ୍ରଙ୍କୁ ନିଯୁକ୍ତି କରାଯାଇଥିବା ବେଳେ ଭୁବନେଶ୍ୱର ନୂଆ ଡିସିପି…

‘ମାସ୍କ ପିନ୍ଧନ୍ତୁ, ସାମାଜିକ ଦୂରତା ରଖନ୍ତୁ’

ଭୁବନେଶ୍ୱର,୨୯।୪(ବ୍ୟୁରୋ): କୋଭିଡ ସ୍ଥିତିକୁ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, ଏବେ ଆମେ ପାଣ୍ଡେମେସିଟିରୁ ଏଣ୍ଡେମେସିଟି ଆଡକୁ ଯାଉଛେ। ଏ ଭାଇରସ କୁଆଡେ ଯିବନି, କିନ୍ତୁ ତା’ର ରୋଗ କରିବା କ୍ଷମତା କମିଯିବ…

ତାତିରୁ ମିଳିବ ମୁକ୍ତି: ୪ରେ ଲଘୁଚାପ

ଭୁବନେଶ୍ୱର,୨୯।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ସାରା ସହର । ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବା ବେଳେ ତାତିରେ ଅସ୍ତବ୍ୟସ୍ତ ହୋଇପଡ଼ୁଛି ଜନଜୀବନ। ଆଗାମୀ ୨ ଦିନ ଯାଏ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ହେଲେ ଦକ୍ଷିଣ…

ଶେଷ ହେଲା ମାଟ୍ରିକର ପ୍ରଥମ ଦିନ ପରୀକ୍ଷା

ଭୁବନେଶ୍ୱର,୨୯।୪(ବ୍ୟୁରୋ): ମାଟ୍ରିକର ପରୀକ୍ଷା ପ୍ରଥମ ଦିନର ଦ୍ବିତୀୟ ସମେଟିଭ ପରୀକ୍ଷା ଶେଷ ହୋଇଛି। ପ୍ରଥମ ଦିନରେ ଛାତ୍ରୀଛାତ୍ର ଇଂରାଜୀ ପରୀକ୍ଷା ଦେଇଛନ୍ତି। ଗ୍ରୀଷ୍ମପ୍ରବାହ ଓ କୋଭିଡକୁ ଦୃଷ୍ଟିରେ ରଖି ପରୀକ୍ଷା କେନ୍ଦ୍ର ଗୁଡିକରେ ସବୁ ପ୍ରକାର ବ୍ୟବସ୍ଥା କରାଯାଇଥିବା ବୋର୍ଡ ସଭାପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?