ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ପରଲୋକ
ଭୁବନେଶ୍ୱର,୨୪ା୧୨(ବ୍ୟୁରୋ): ବରିଷ୍ଠ ରାଜନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ରାମକୃଷ୍ଣ ପଟ୍ଟନାୟକଙ୍କ ଶୁକ୍ରବାର ପୂର୍ବାହ୍ନ ୯ଟା.୩୦ରେ ଭୁବନେଶ୍ୱରସ୍ଥିତ ବାସଭବନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା। ଆଜି ସକାଳୁ ସେ ହଠାତ୍ ତଳେ ପଡ଼ି ଯାଇଥିବା ବେଳେ ଘରେ...
ରାଜ୍ୟରେ ଚିହ୍ନଟ ହେଲେ ୧୪୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୯ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୮୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୭ ଜଣ ଲୋକାଲ...
ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ୱର,୨୪।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୫୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ବାଲେଶ୍ୱର ଏବଂ ଗଞ୍ଜାମ ଜିଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର...
ଖୁବ୍ଶୀଘ୍ର ୧୧,୪୦୩ ଶିକ୍ଷକଙ୍କୁ ନିଯୁକ୍ତି
ଭୁବନେଶ୍ୱର, ୨୪।୧୨(ବ୍ୟୁରୋ): ରାଜ୍ୟର ସରକାରୀ ହାଇସ୍କୁଲଗୁଡ଼ିକରେ ଖୁବ୍ଶୀଘ୍ର ୧୧ ହଜାର ୪୦୩ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଏଥିଲାଗି ଆବଶ୍ୟକ ପ୍ରକ୍ରିୟା ଆରମ୍ଭ ହୋଇଛି। ନିକଟରେ ୬,୧୩୧ ଚୁକ୍ତିଭିତ୍ତିକ ଶିକ୍ଷକଙ୍କୁ ଏକକାଳୀନ ନିଯୁକ୍ତି ଦିଆଯାଇଥିଲା। ସୂଚନାଯୋଗ୍ୟ,...
ଆଜି କ୍ୟାବିନେଟ୍: ୧୦ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ
ଭୁବନେଶ୍ୱର, ୨୪।୧୨:(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ହେବ। ବିଭିନ୍ନ ବିଭାଗର ମୋଟ୍ ୧୦ରୁ ଅଧିକ ପ୍ରସ୍ତାବକୁ କ୍ୟାବିନେଟ୍ ଅନୁମୋଦନ ମିଳିବା ସମ୍ଭାବନା ରହିଛି। ପଞ୍ଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ...
୨୨ ଜିଲାରେ ହେବ ୫୫ ବସ୍ଷ୍ଟାଣ୍ଡ
ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ରାଜ୍ୟରେ ଗ୍ରାମାଞ୍ଚଳ ଯୋଗାଯୋଗ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଗୁରୁବାର ଭର୍ଚୁଆଲ ମୋଡ୍ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୨ ଜିଲାର ୫୫ଟି ବସ୍ଷ୍ଟାଣ୍ଡର ଶିଳାନ୍ୟାସ କରିଛନ୍ତି। ଜିଲା ମୁଖ୍ୟାଳୟରୁ ଯାତାୟାତ ଦୂରତ୍ୱ, ଆର୍ଥିକ କାର୍ଯ୍ୟକଳାପ,...
ଓଡ଼ିଶାରେ ସଡ଼କ ଦୁର୍ଘଟଣା ମୃତ୍ୟୁ ଅଧିକ
ଭୁବନେଶ୍ୱର,୨୪ା୧୨(ବ୍ୟୁରୋ):ରାଜ୍ୟରେ ସଡ଼କ ଦୁର୍ଘଟଣାକୁ ନିୟନ୍ତ୍ରଣ କରାଯାଇ ପାରୁନାହିଁ। ବେପରୁଆ ଗାଡ଼ିଚାଳନା ବହୁ ମୂଲ୍ୟବାନ୍ ଜୀବନକୁ ଉଜାଡ଼ି ଦେଉଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ମଧ୍ୟ ରାଜ୍ୟରେ ଦୁର୍ଘଟଣା ହାର ହ୍ରାସରେ ବ୍ରେକ୍ ଲାଗି ପାରୁ ନାହିଁ। ଯାହାକି ଚିନ୍ତାର କାରଣ ହୋଇଛି।...
ଭୁବନେଶ୍ୱର ରେଳ ଷ୍ଟେଶନକୁ ମିଳିଲା ଆଉ ଏକ ସଫଳତା
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ଭୁବନେଶ୍ୱର ରେଳ ଷ୍ଟେଶନକୁ ଆଉ ଏକ ସଫଳତା ମିଳିଛି। ଦେଶର ଷଷ୍ଠ ‘ଇଟ୍ ରାଇଟ୍ ଷ୍ଟେଶନ’ ଭାବେ ଭାରତୀୟ ଖାଦ୍ୟ ନିରାପତ୍ତା ଓ ମାନକ ପ୍ରାଧିକରଣ ପକ୍ଷରୁ ଏହି ମାନ୍ୟତା ଦିଆଯାଇଛି। ଖାଦ୍ୟ ନିରାପତ୍ତା କ୍ଷେତ୍ରରେ ଷ୍ଟେଶନକୁ ଫୋର୍...
ପୂରଣ ହେବ ୧୧ ହଜାର ୪୦୩ ଶିକ୍ଷକ ପଦବୀ
ଭୁବନେଶ୍ୱର,୨୩ା୧୨(ବ୍ୟୁରୋ): ରାଜ୍ୟରେ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ଶିକ୍ଷକ ନିଯୁକ୍ତି ପାଇଁ ଏହି ବଡ଼ ପଦକ୍ଷେପ ନିଆଯାଇଛି । ରାଜ୍ୟରେ ଆଉ ୧୧ ହଜାର ୪୦୩ ଶିକ୍ଷକ ପଦବୀ ପୂରଣ ହେବାକୁ...
ଆସିଲା ଗାଇଡ୍ଲାଇନ୍; କଟକଣାରେ ପାଳିତ ହେବ ଖ୍ରୀଷ୍ଟମାସ-ନୂଆବର୍ଷ
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚଛି। ଏହାକୁ ନେଇ ଚିନ୍ତା ବଢ଼ିଥିବା ବେଳେ ପର୍ବପର୍ବାଣୀ ପାଳନ ଓ ଲୋକ ଗହଳି ଉପରେ ବିଏମ୍ସିି କମିଶନର ସଞ୍ଜୟ ସିଂ କଟକଣା ଲଗାଇଛନ୍ତି। ସେ କହିଛନ୍ତି, କୋଭିଡ୍ ଗାଇଡଲାଇନ୍ ଅନୁସାରେ...
ହକର୍ଙ୍କଲାଗି ସ୍ବତନ୍ତ୍ର କୋଭିଡ୍ ସହାୟତାର ଶୁଭାରମ୍ଭ; ପ୍ରତ୍ୟେକ ପାଇବେ…
ଭୁବନେଶ୍ବର,୨୩।୧୨(ବ୍ୟୁରୋ): ହକରଙ୍କୁ ମିଳିଲା ହକ୍ । ରାଜ୍ୟରେ ପଞ୍ଜୀକୃତ ହକରଙ୍କ ପାଇଁ ସ୍ବତନ୍ତ୍ର କୋଭିଡ ସହାୟତାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭାରମ୍ଭ କରିଛନ୍ତି । ତଦନୁଯାୟୀ ପ୍ରତ୍ୟେକ ପଞ୍ଜିକୃତ ଖବରକାଗଜ ହକରଙ୍କୁ ୬ ହଜାର ଟଙ୍କା ଲେଖାଏ କୋଭିଡ ସହାୟତା...
ରାଜ୍ୟରେ ବଢିଲା ଓମିକ୍ରନ ସଂଖ୍ୟା, ଆଉ ୨ ଆକ୍ରାନ୍ତ ଚିହ୍ନଟ !
ଭୁବନେଶ୍ୱର,୨୩।୧୨(ବ୍ୟୁରୋ): ରାଜ୍ୟରେ ଆଉ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗକୁ ଆଇଏଲଏସ୍ ଜଣାଇଥିବା ସୂଚନା ମିଳିଛି। ପୂର୍ବରୁ ମଧ୍ୟ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ଓମିକ୍ରନଙ୍କ ସଂଖ୍ୟା ୪...
Archives


