ମେଟ୍ରୋ

୨ଦିନ ଆହୁରି ବଢିବ ତାତି!

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଅସହ୍ୟ ତାତିରେ କଲବଲ ହୋଉଛନ୍ତି ଲୋକେ। ତେବେ ୨ଦିନ ମଧ୍ୟରେ ତାତିରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଥିପାଇଁ ଶନିବାର ପର୍ଯ୍ୟନ୍ତ ୧୧ ଜିଲାକୁ…

ରାଜଧାନୀ କଲେଜରୁ ଚିହ୍ନଟ ହେଲେ ୬ ନକଲି ଦିବ୍ୟାଙ୍ଗ ଛାତ୍ର

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ବିଜେବି କଲେଜ ପରେ ରାଜଧାନୀ କଲେଜରୁ ଚିହ୍ନଟ ହୋଇଛନ୍ତି ୬ ନକଲି ଦିବ୍ୟାଙ୍ଗ ଛାତ୍ର। କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଦ୍ୱାରା ନକଲି ଛାତ୍ର ଚିହ୍ନଟ ହୋଇଥିବା ଜଣାପଡ଼ିଛି। ସରକାର ଗାଇଡ୍‌ଲାଇନ୍‌ ଅନୁସାରେ ସେମାନଙ୍କ ଆଡ୍‌ମିଶନ…

ଆଜି ରାଜ୍ୟରୁ ୧୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୦୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬ ଜଣ ଚିହ୍ନଟ ହୋଇଥିବା…

୪୪ ବ୍ଲକ୍‌କୁ ଭୂତଳ ଜଳ ବିପଦ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ବଢ଼ି ଚାଲିଛି। ପ୍ରବଳ ଖରା ଯୋଗୁ ରାଜ୍ୟର ଜଳ ଉତ୍ସ ଉପରେ ଗଭୀର ପ୍ରଭାବ ପଡ଼ିବାରେ ଲାଗିଛି। ଆବଶ୍ୟକ ବର୍ଷା ହେଉ ନ ଥିବାରୁ ନଦୀ, ପୋଖରୀ ଓ ହ୍ରଦ ବର୍ଷାଦିନର ବହୁ ପୂର୍ବରୁ ଶୁଖିଯାଉଛି।…

ପ୍ରଭାରୀ ବୁଝିଲେ, ତଥାପି ଦିଲ୍ଲୀରେ ଛାମୁଆ ନେତାଙ୍କ ମେଳି

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ କଂଗ୍ରେସର ସାଙ୍ଗଠନିକ ପୁନର୍ବିନ୍ୟାସ ଖୁବ୍‌ଶୀଘ୍ର ହେବ। ପିସିସି ସଭାପତିଠାରୁ ଆରମ୍ଭକରି କାର୍ଯ୍ୟକାରୀ ସଭାପତି, ଛାମୁଆ ସଙ୍ଗଠନର ରୂପରେଖ ବଦଳିବାର ସମ୍ଭାବନା ଅଧିକ ରହିଛି। କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲାକୁମାର ୨ଦିନ ଧରି ଓଡ଼ିଶାରେ ରହି ନେତାମାନଙ୍କ ସହ ପର୍ଯ୍ୟାୟକ୍ରମେ…

ଆଜିଠୁ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୨୯/୪(ବ୍ୟୁରୋ): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଶୁକ୍ରବାରଠାରୁ ମାଟ୍ରିକ ପରୀକ୍ଷା(ସମେଟିଭ ଆସେସମେଣ୍ଟ-୨) ଆରମ୍ଭ ହେବ। ୩ ହଜାର ୫୪୦ ପରୀକ୍ଷା କେନ୍ଦ୍ରରେ ମୋଟ ୫ଲକ୍ଷ ୮୫ ହଜାର ୭୩୦ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ସେଥିରୁ ୨୧୫ଟି କେନ୍ଦ୍ରରେ ରାଜ୍ୟ ମୁକ୍ତ…

ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୯/୪(ବ୍ୟୁରୋ): ଶୁକ୍ରବାରଠାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଦିନିକିଆ ସମ୍ମିଳନୀରେ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ୨୦୧୬ ଏପ୍ରିଲ ୨ ତାରିଖରେ ଶେଷ ଥର ପାଇଁ ମୁଖ୍ୟମନ୍ତ୍ରୀ ଓ ମୁଖ୍ୟ…

୫ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାରଠାରୁ ୫ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ୩୦ରେ ନୂଆଦିଲ୍ଲୀର ବିଜ୍ଞାନଭବନ ପରିସରରେ ଅନୁଷ୍ଠିତ ହେବାକୁ ଥିବା ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟ ମୁଖ୍ୟ ବିଚାରପତିମାନଙ୍କ ମିଳିତ ସମ୍ମିଳନୀରେ ଯୋଗ ଦେବେ । ଏହି ସମ୍ମିଳନୀରେ ପ୍ରଧାନମନ୍ତ୍ରୀ…

ରେକର୍ଡ ଭାଙ୍ଗିଲା ବୌଦ୍ଧ

ଭୁବନେଶ୍ୱର,୨୮।୪(ବ୍ୟରୋ): ଦିନକୁ ଦିନ ରାଜ୍ୟରେ ଅସହ୍ୟ ହେଉଛି ତାତି। ଗୁରୁବାର ରାଜ୍ୟରେ ୪୫ ଡିଗ୍ରୀ ତାପମାତ୍ରାରେ ବୌଦ୍ଧ ରେକର୍ଡ କରିଛି। ସେହିପରି ଭୁବନେଶ୍ୱରରେ ୩୯.୮ ଡିଗ୍ରୀ ଏବଂ କଟକରେ ୪୦ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଅନ୍ୟପଟେ ରାଜ୍ୟରେ ଆହୁରି ୩…

ମେ’ପ୍ରଥମ ସପ୍ତାହରୁ କମିବ ତାତି!

ଭୁବନେଶ୍ୱର,୨୮।୪(ବ୍ୟୁରୋ): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ହିଟ୍‌ ଓ୍ବେବ୍‌ରେ ବ୍ରେକ୍‌ ଲାଗିବ। ମେ’୧ରୁ ୨ ମଧ୍ୟରେ ଦିନର ତାପମାତ୍ରା କମିବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଗାମୀ ୩ ଦିନ ପରେ ରାଜ୍ୟରେ ୨ ଡିଗ୍ରୀ…

ରାଜ୍ୟ ସଭା ନିର୍ବାଚନ ପାଇଁ ନିଯୁକ୍ତ ହେଲେ ରିଟର୍ନିଂ ଅଫିସର

ଭୁବନେଶ୍ୱର,୨୮।୨(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ନିର୍ବାଚନ କମିଶନ ରିଟର୍ନିଂ ଅଫିସରଙ୍କୁ ନିଯୁକ୍ତି ଦେଲେ। ବିଷ୍ଣୁ ପ୍ରସାଦ ମିଶ୍ରଙ୍କୁ ରିଟର୍ନିଂ ଅଫିସର ଓ ଗଙ୍ଗାଧର ମଲ୍ଲିକଙ୍କୁ ଆସିଷ୍ଟାଣ୍ଟ ରିଟର୍ନିଂ ଅଫିସର ଭାବେ ନିଯୁକ୍ତି କମିଶନ ଦେଇଛନ୍ତି। ତେବେ ଜୁଲାଇ ସୁଦ୍ଧା ରାଜ୍ୟ…

୩ରୁ ୪ ସପ୍ତାହ ମଧ୍ୟରେ ବଢ଼ିପାରେ କରୋନା

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ ୩ରୁ ୪ ସପ୍ତାହ ପରେ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଦିଲ୍ଲୀରେ ସଂକ୍ରମଣ ବଢୁଥିବାରୁ ଆଗକୁ ଓଡ଼ିଶା ପ୍ରତି ବି ବିପଦ ରହିଛି। ରାଜ୍ୟରେ କରୋନା ସ୍ଥିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?