ମେଟ୍ରୋ

‘ନିଶା କାରବାର ଜଗ, ସୀମାନ୍ତରେ ନଜର ରଖ’

ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ସମୟରେ ବେଆଇନ ନିଶା କାରବାର ରୋକିବା ପାଇଁ ରାଜ୍ୟର ସୀମାନ୍ତ ଅଞ୍ଚଳରେ ନଜର ରଖିବାକୁ ରାଜ୍ୟ ଅବକାରୀ କମିଶନର ଆଶିଷ କୁମାର ସିଂ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ବେଆଇନ ମଦ ପ୍ରସ୍ତୁତକାରୀ, ବ୍ୟବସାୟୀ…

ସଂକଳ୍ପରେ ଅଟକିଛି ବିଧାନ ପରିଷଦ

ଭୁବନେଶ୍ୱର, ୧୨ା୨(ବ୍ୟୁରୋ): ରାଜ୍ୟ ସରକାର ୨୦୧୫ରୁ ବିଧାନ ପରିଷଦ ଗଠନ ନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏନେଇ ସରକାର ୫ ଜଣିଆ କମିଟି ଗଠନ କରିଛନ୍ତି। କମିଟି ସଦସ୍ୟମାନେ ବିଭିନ୍ନ ରାଜ୍ୟ ଗସ୍ତ କରି ସରକାରଙ୍କୁ ରିପୋର୍ଟ ମଧ୍ୟ ଦେଇଛନ୍ତିି। ବିଧାନସଭାରେ…

ଏବର୍ଷ ବି କଟକଣାରେ ଜାଗର ଯାତ୍ରା

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଚଳିତ ବର୍ଷ କୋଭିଡ କଟକଣାରେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଳନ କରାଯିବ। ରାତି ୧୦ଟାରେ ମହାଦୀପ ଉଠିବ। ଶୁକ୍ରବାର ମନ୍ଦିର ଟ୍ରଷ୍ଟ ବୋର୍ଡ ସହ ଜିଲାପାଳଙ୍କ ଆଲୋଚନାରେ ଏହି ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି।

ରାଜ୍ୟରେ ସୁସ୍ଥହେଲେ ୨୪୮୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ ଦୈନିକ କରୋନା ସଂକ୍ରମଣ ଗ୍ରାଫ ଧିରେଧିରେ ଖସୁଥିବା ବେଳେ ସୁସ୍ଥ ହାର ବୃଦ୍ଧିପାଉଛି। ଶୁକ୍ରବାର ରାଜ୍ୟରେ ୨୪୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏ ଏଯାବତ୍‌ ମୋଟ ୧୨…

ଭିଜିଲାନ୍ସ ଜାଲରେ ବ୍ଲକ ଶିକ୍ଷାଧିକାରୀ

ଗଜପତି,୧୧।୨(ଡି.ଏନ୍‌.ଏ): ଗଜପତି ଜିଲା ନୂଆଗଡ ବ୍ଲକ ଶିକ୍ଷାଧିକାରୀ ବ୍ରଜ କୁମାର ନାୟକ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଶିକ୍ଷାଧିକାରୀ ନାୟକ ଶିକ୍ଷକ ଫିରୋଜ ଚନ୍ଦ୍ର ନାୟକଙ୍କ ବକେୟା ଦରମା ପାଇଁ ଲାଞ୍ଚ ମାଗିଥିଲେ। ଏଥିପାଇଁ ଫିରୋଜ ବ୍ରହ୍ମପୁର ଭିଜିଲାନ୍ସକୁ ଖବର ଦେଇଥିଲେ…

‘ରାଜ୍ୟରେ ଧୀରେ ଧୀରେ କମିବ ଓମିକ୍ରନ ପ୍ରଭାବ’

ଭୁବନେଶ୍ୱର,୧୧।୨(ବ୍ୟୁରୋ): କୋଭିଡ୍‌ର ଭ୍ୟାରିଆଣ୍ଟକୁ ନେଇ ଶୁକ୍ରବାର ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି, କୋଭିଡ୍‌ର ଯେତିକି ଭ୍ୟାରିଆଣ୍ଟ ଅଛି, ସେତିକି ଭ୍ୟାରିଆଣ୍ଟରେ ଓମିକ୍ରନ ଅଧିକ ରହିଛି । ଓମିକ୍ରନ ପ୍ରଭାବ କଥା ଯଦି ଦେଖିବା ତାହେଲେ…

ରାଜ୍ୟରେ ୯୮ ପ୍ରତିଶତ ନମୁନାରେ ଓମିକ୍ରନ ଭାରିଆଣ୍ଟ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜ୍ୟରେ ୯୮ ପ୍ରତିଶତ ନମୁନାରେ ଓମିକ୍ରନ ଭୂତାଣୁ ରହିଛି। ଏହା ଡେଲଟା ଭୂତାଣୁଠୁ ବହୁ ଆଗରେ। ଇନ୍‌ଷ୍ଟିଚ୍ୟୁଟ ଅଫ ଲାଇଫ ସାଇନ୍ସର ଜିନୋମ ସିକ୍ୱେନସିଂରୁ ଏହି ତଥ୍ୟ ସାମ୍ନାକୁ ଆସିଛି । ଜାନୁୟାରୀ ୨୮ ତାରିଖରୁ ଫେବୃୟାରୀ ୪ ମଧ୍ୟରେ…

ପୌର ନିର୍ବାଚନରେ ରହିବ ‘ନୋଟା’

ଭୁବନେଶ୍ୱର,୧୧।୨(ବ୍ୟୁରୋ): ପଞ୍ଚାୟତ ପରେ ପୌର ନିର୍ବାଚନ ହେବ । ଏଥର ପୌର ନିର୍ବାଚନରେ ଭୋଟ ଫାଇଁ ଇଭିଏମ୍‌ର ବ୍ୟବହାର କରାଯିବ। ସେଥିରେ ‘ଏନ୍‌ଓଟିଏ’ ନୋଟା ବିକଳ୍ପ ରଖାଯିବ ବୋଲି ଶୁକ୍ରବାର ରାଜ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ପୂର୍ବରୁ ବିଧାନସଭା…

ଭୁବନେଶ୍ୱର ବିମାନବନ୍ଦରକୁ ‘ଭଏସ୍‌ ଅଫ୍‌ କଷ୍ଟମର’ ମାନ୍ୟତା

ଭୁବନେଶ୍ୱର,୧୧।୨(ବ୍ୟୁରୋ): ଏୟାରପୋର୍ଟ କାଉନ୍‌ସିଲ ଇଣ୍ଟରନ୍ୟାଶନାଲ(ଏସିଆଇ) ଅଧୀନରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରକୁ ୨୦୨୧ ପାଇଁ ‘ଯାତ୍ରୀଙ୍କ ସ୍ବର’ ବା ‘ଭଏସ୍‌ ଅଫ୍‌ କଷ୍ଟମର’ ମାନ୍ୟତା ମିଳିଛି। ଏହାସହିତ ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆର ସାତୋଟି ବିମାନବନ୍ଦର ଏହି ମାନ୍ୟତା ପାଇଛନ୍ତି।…

ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ୍‌, ଆଉ ୨୦ ଆକ୍ରାନ୍ତ ମୃତ

ଭୁବନେଶ୍ୱର,୧୧।୨(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ବଢିଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରୁ ୨୦ ଜଣ ଆକ୍ରାନ୍ତଙ୍କ ମତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୃତକଙ୍କ ମଧ୍ୟରୁ ଯାଜପୁରରୁ…

ଆଗାମୀ ୫ ଦିନ ଯାଏ ପାଗ ଶୁଖିଲା, ବଢ଼ିବ ଥଣ୍ଡା

ଭୁବନେଶ୍ୱର,୧୧।୨(ବ୍ୟୁରୋ): ପଶ୍ଚିମା ଝଡର ପ୍ରଭାବ କମିଛି । ଏବେ ସ୍ବାଭାବିକ ହେବ ରାତ୍ରି ତାପମାତ୍ରା । ତେବେ ରାଜ୍ୟରେ ସାମାନ୍ୟ ବଢ଼ିବ ଥଣ୍ଡା। ଆଗାମୀ ୩ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ଧୀରେ ଧୀରେ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ…

ଆଜି ରାଜ୍ୟରୁ ୧୫୭୨ ଆକ୍ରାନ୍ତ ଚିହ୍ନଟ, ଶୀର୍ଷରେ ଖୋର୍ଦ୍ଧା

ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୫୭୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୪,୫୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୧୮ ଜଣ ଚିହ୍ନଟ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri