ମେଟ୍ରୋ

କେବଳ ସ୍ବାର୍ଥ ପାଇଁ ଦଳ ଛାଡ଼ୁଛନ୍ତି: ନିରଞ୍ଜନ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ବରିଷ୍ଠ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି ଓ ନରସିଂହ ମିଶ୍ର ଦଳୀୟ ପଦ ଛାଡିବା ନେଇ ଚର୍ଚ୍ଚା ହେଉଛି। ଏବେ ଏହି ପ୍ରସଙ୍ଗ ଉପରେ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ମୋ’ ପାଖକୁ ସେମିତି…

ବଦଳିପାରେ ସ୍କୁଲ ଛୁଟି ସମୟ

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ସ୍ଥିତି ଦେଖି ସ୍କୁଲ ଛୁଟି ସମୟ ବଦଳିପାରେ। ଏପ୍ରିଲ ୩୦ ପରେ ଏସ୍‌ଆରସିଙ୍କ ପରାମର୍ଶରେ ଛୁଟି ନିଷ୍ପତ୍ତି ନିଆଯିବ ବୋଲି ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ହିଟ୍‌ଓ୍ବେଭ ପାଇଁ ପ୍ରାଥମିକ ପର୍ଯ୍ୟାୟରେ ଏପ୍ରିଲ…

୬ ମାସ ବଢ଼ିଲା କରୋନା ଯୋଦ୍ଧାଙ୍କ ବୀମା

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପୁଣିଥରେ ଦେଶର ବିଭିନ୍ନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କରୋନା ଯୋଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ବୀମାର ଅବଧିକୁ ଆଉ ୬ମାସ ଲାଗି ବୃଦ୍ଧି କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ସ୍ବତନ୍ତ୍ର ରିଲିଫ…

ରାଜଧାନୀରେ ଚାଞ୍ଚଲ୍ୟ: ଘର ଭିତରୁ ମିଳିଲା ୩ ଝୁଲନ୍ତା ମୃତଦେହ

ଭୁବନେଶ୍ୱର,୨୮ା୪(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଚିନ୍ତାମଣିଶ୍ୱର ଅଞ୍ଚଳରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଏକ ପରିବାର ୩ ସଦସ୍ୟଙ୍କ ମୃତଦେହ ଘର ଭିତରୁ ଝୁଲନ୍ତା ଅବସ୍ଥାରେ ମିଳିଛି। ଏହି ମୃତଦେହ ମଧ୍ୟରେ ଦମ୍ପତିଙ୍କ ସହ ଏକ ୧୫ ମାସର ଶିଶୁ…

ମୂକ, ବଧିର ବେଶରେ ବୁଲୁଛନ୍ତି ତାମିଲନାଡୁର ଚୋର

ଭୁବନେଶ୍ୱର,୨୮।୪(ବ୍ୟୁରୋ): ସାବଧାନ! ସହରରେ ମୂକ, ବଧିର ବେଶରେ ବୁଲୁଛନ୍ତି ତାମିଲନାଡୁର ଚୋର। ଦେଖାଉଛନ୍ତି ଦିବ୍ୟାଙ୍ଗ ପ୍ରମାଣପତ୍ର। ଭିକ୍ଷା ମାଗିବା ଆଳରେ ଘରକୁ ଘର, ହଷ୍ଟେଲ, ମେସ୍‌ ବୁଲି ଚୋରି କରୁଛନ୍ତି। ଏଭଳି ଏକ ଗ୍ୟାଙ୍ଗ୍‌କୁ କମିଶନରେଟ ସ୍ପେଶାଲ ସ୍କ୍ବାଡ୍‌ ଧରିଛି। ବୁଧବାର…

ନାବାଳକଙ୍କୁ ଅପହରଣ, ନୟାଗଡ଼ରେ ବିକ୍ରି

ଭୁବନେଶ୍ୱର,୨୮।୪(ବ୍ୟୁରୋ): ରାଜଧାନୀ ଇନ୍‌ଫୋସିଟି ଥାନା ଅଞ୍ଚଳରେ ଜଣେ ଶିଶୁକନ୍ୟାକୁ ବିସ୍କୁଟ ଦେଇ ଅପହରଣ କରାଯିବା ଘଟଣାର ୧୦ଦିନ ପରେ ଖଣ୍ଡଗିରି ଥାନା ଅଞ୍ଚଳରେ ଜଣେ ନାବାଳକଙ୍କୁ ଅପହରଣ କରାଯାଇ ବିକ୍ରି କରାଯାଇଥିବା ଜଣାପଡ଼ିଛି। ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ କାବୁ କରି ତାଙ୍କ…

ବେବିରାଣୀ ହେଲେ ଶ୍ରେଷ୍ଠ ଓଡ଼ିଆଣୀ

ଭୁବନେଶ୍ୱର,୨୮।୪(ବ୍ୟୁରୋ): ପ୍ରଥା, ପରମ୍ପରା ଓ ଚଳଣିର ପୁନଃ ଅଭ୍ୟାସ ଜରିଆରେ ଓଡ଼ିଆ ସ୍ବାଭିମାନ, ଅସ୍ମିତାକୁ ଅନୁଭବ କରିବା ପାଇଁ ଏକ ଅନନ୍ୟ ଆନ୍ଦୋଳନ ହେଉଛି ‘ଶ୍ରେଷ୍ଠ ଓଡ଼ିଆଣୀ ପ୍ରତିଯୋଗିତା ଓ ଓଡ଼ିଆ ମହୋତ୍ସବ’। କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ବୁଧବାର ସୂଚନା ଭବନଠାରେ…

ଆଜିଠୁ ଯୁକ୍ତ୨ ପରୀକ୍ଷା, ସକାଳ ୯ଟାରୁ ଆରମ୍ଭ

ଭୁବନେଶ୍ୱର, ୨୮।୪(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ମେ’ ୩୧ ପର୍ଯ୍ୟନ୍ତ ହେବାକୁ ଥିବା ଏହି ପରୀକ୍ଷା ପାଇଁ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ଦୁଇବର୍ଷ ପରେ ଛାତ୍ରୀଛାତ୍ର ପରୀକ୍ଷା…

ନରସିଂହଙ୍କ ପରେ ତାରାଙ୍କ ଇସ୍ତଫା ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୭।୪(ବ୍ୟୁରୋ): କଂଗ୍ରେସର ଦଳୀୟ ନିର୍ବାଚନ ଚାଲିଥିବା ବେଳେ ଦଳର ଅମୁଳ ଚୂଳ ପରିବର୍ତ୍ତନ ହେବା ନେଇ ରାଜ୍ୟ କଂଗ୍ରେସ ପ୍ରଭାରୀ ଏ. ଚେଲ୍ଲା କୁମାର ସୂଚନା ଦେଇଛନ୍ତି। ଏହାପରେ ଦଳୀୟ ପଦରୁ ଜଣଙ୍କ ପରେ ଜଣେ ଇସ୍ତଫା ଦେବା ନେଇ ଚର୍ଚ୍ଚା…

୩୮ ବର୍ଷ ପରେ ପୂର୍ବତନ ନିର୍ବାହୀ ଯନ୍ତ୍ରୀଙ୍କୁ ଜେଲ୍‌ ଦଣ୍ଡାଦେଶ

ଭୁବନେଶ୍ୱର,୨୭।୪(ବ୍ୟୁରୋ):ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ମାମଲାରେ ଦୀର୍ଘ ୩୮ ବର୍ଷ ପରେ କୋର୍ଟ ରାୟ ଶୁଣାଇଛନ୍ତି। ବୁଧବାର ମାମଲାର ବିଚାର କରି ଭୁବନେଶ୍ୱର କମାଣ୍ଡ ଏରିଆ ଡଭେଲପମେଣ୍ଟ ଏଜେନ୍ସି (କାଡ଼ା-୧)ର ପୂର୍ବତନ ନିର୍ବାହୀ ଯନ୍ତ୍ରୀ ଗଙ୍ଗାଧର ସାହୁଙ୍କୁ ଭୁବନେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ…

ସୋନପୁର ସବୁଠୁୁ ଉତ୍ତପ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ। ବୁଧବାର ୨୪ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି। ସେଥିରୁ ୪ଟି ସହରର ତାପମାତ୍ରା ୪୪ ଡିଗ୍ରୀ ସେଲ୍‌ସିୟସ ବା ତା’ ଉପରେ ରହିଛି।…

କାଲିଠୁ ବୈଷୟିକ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବୈଷୟିକ ଶିକ୍ଷାନୁଷ୍ଠାନଗୁଡ଼ିକୁ ଆସନ୍ତାକାଲିଠାରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଛୁଟି କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ଲାସ ବନ୍ଦ ହେଲେ ମଧ୍ୟ ପରୀକ୍ଷା ଚାଲୁ ରହିବ ବୋଲି ଦକ୍ଷତା ବିକାଶ ଏବଂ ବୈଷୟିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?