ମେଟ୍ରୋ

ମାଟ୍ରିକ ପରୀକ୍ଷା ଦ୍ୱିତୀୟ ସିଟିଂ ସମୟ ବଦଳିଲା

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମାଟ୍ରିକ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ରେଗୁଲାର ପିଲାଙ୍କ ପରୀକ୍ଷା ପୂର୍ବ ନିର୍ଦ୍ଧାରିତ ସମୟରେ ହେବାକୁ ଥିବା ବେଳେ ମଧ୍ୟମା ଓ ଓପନ ସ୍କୁଲ ପରୀକ୍ଷା ସମୟରେ ପରିବର୍ତ୍ତନ କରାଯାଇଛି। ସେକେଣ୍ଡ ସିଟିଂରେ…

କାରଣ ଦର୍ଶାଅ ନୋଟିସର ଜବାବ ରଖିଲେ ସୁର, କହିଲେ କାର୍ଯ୍ୟାନୁଷ୍ଠାନ ହେଲେ ଖାତିର ନାହିଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କଂଗ୍ରେସ ନେତା ସୁରେଶ ରାଉତରାୟ କାରଣ ଦର୍ଶାଅ ନୋଟିସର ଜବାବ ଦେଇଛନ୍ତି। ସେ କଂଗ୍ରେସ ଭବନକୁ ଆସି ଲିଖିତ ଭାବେ ଉତ୍ତର ଦାଖଲ କରିଛନ୍ତି। ପୁଣି ଥରେ ନିରଞ୍ଜନ ପଟ୍ଟନାୟକ ଓ ଜୟଦେବ ଜେନାଙ୍କ ସେହି କଥାକୁ କହଛନ୍ତି। ସୁର…

ଅଂଶୁଘାତକୁ ନେଇ ପ୍ରତିକ୍ରିୟା ରଖିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଓ ଅଂଶୁଘାତକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପ୍ରବଳ ଖରା ଯୋଗୁ ଅଂଶୁଘାତର ସମ୍ଭାବନା ଅଛି। ତେବେ ଅଂଶୁଘାତକୁ ନେଇ ସବୁ ଜିଲାପାଳଙ୍କ ସହ ଆଲୋଚନା ସରିଛି । ସିଡିଏମଓଙ୍କ…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ରାଜ୍ୟରେ କମୁଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ ନୂଆ କୋଭିଡ୍‌ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଭିତରୁ ୧୮ ବର୍ଷରୁ କମ୍‌ ବୟସର ପିଲା ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ…

ଡହଡ଼ହ ଖରାରେ ଜନଜୀବନ ଅସ୍ତବ୍ୟସ୍ତ: ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଡହଡ଼ହ ଖରାରେ ସିଝୁଛି ଓଡ଼ିଶା। ଗରମ ସାଙ୍ଗକୁ ଗୁଳୁଗୁଳି ଅସହ୍ୟ ହୋଇପଡ଼ୁଛି। ସକାଳ ୯ଟାରୁ ଘରୁ ବାହାରିବା ଅସମ୍ଭବ ହୋଇ ପଡ଼ୁଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଉଛି। ପ୍ରତିଦିନ ତାପମାତ୍ରା ବୃଦ୍ଧିରେ ନୂଆ ରେକର୍ଡ ହେଉଛି । ଆସନ୍ତା ୩୦…

ବିବାଦୀୟ ଡିଏଫ୍‌ଓଙ୍କ ବଦଳି: ଏସିଏଫ୍‌ ସୌମ୍ୟରଞ୍ଜନ ମୃତ୍ୟୁରେ ଛନ୍ଦି ହୋଇଥିଲା ନାଁ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁରେ ଛନ୍ଦି ହୋଇଥିବା ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ବଦଳି ହୋଇଛି। ସୌମ୍ୟଙ୍କ ମୃତ୍ୟୁକୁ ନେଇ ରାଜ୍ୟବ୍ୟାପୀ ହୋ-ହାଲ୍ଲା ସତ୍ତ୍ୱେ ବେହେରାଙ୍କୁ ବଦଳି କରାଯାଇ ନ ଥିଲା। ରାଜ୍ୟ ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ…

ସ୍ବାମୀଙ୍କୁ ଆଜୀବନ ଜେଲ ଦଣ୍ଡାଦେଶ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରସୁଲଗଡ଼ ଅଞ୍ଚଳରେ ୨୦୧୨ରେ ଯୌତୁକ ଦାବିକରି ସ୍ତ୍ରୀଙ୍କୁ କାଠଫାଳିଆରେ ହତ୍ୟା କରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ମଙ୍ଗଳବାର ଭୁବନେଶ୍ୱର ଅତିରିକ୍ତ ଜିଲାଜଜ୍‌-୩ ସସ୍ମିତା ପାଢ଼ୀ ଦୋଷୀ ସାବ୍ୟସ୍ତ କରିଛନ୍ତି। ମାମଲାର ବିଚାର କରି ଜେଲରେ ଥିବା ଜଗତ୍‌ସିଂହପୁର…

ଉତ୍ତରପ୍ରଦେଶରୁ ଆନ୍ତଃ ରାଜ୍ୟ ନିଶାମାଫିଆ ଗିରଫ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭ୍ୟାନ୍‌ରୁ ୮୧୦ କେଜି ଗଞ୍ଜେଇ ଜବତ ମାମଲାରେ ୱାଣ୍ଟେଡ୍‌ ଥିବା ଜଣେ ଆନ୍ତଃ ରାଜ୍ୟ ନିଶାମାଫିଆ ଉତ୍ତରପ୍ରଦେଶର ଆଗ୍ରାରୁ ଧରାପଡ଼ିଛନ୍ତି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଫ୍‌) ଓ କୋରାପୁଟ ପୋଲିସର ଏକ ମିଳିତ ଟିମ୍‌ ଶନିବାର ଚଢ଼ାଉ କରି…

କୋଟିପତି ଜିଆର୍‌ଏସ୍‌ ଗିରଫ, ସ୍ତ୍ରୀଙ୍କ ନାଁରେ ମାମଲା

ଭୁବନେଶ୍ୱର,୨୭।୪(ବ୍ୟୁରୋ): ଭୁବନେଶ୍ୱର ଇଞ୍ଜଣା ଗ୍ରାମପଞ୍ଚାୟତ(ପୂର୍ବର କଳାରାହାଙ୍ଗ ପଞ୍ଚାୟତ)ର ଗ୍ରାମ ରୋଜଗାର ସେବକ (ଜିଆର୍‌ଏସ୍‌) ବାବୁଲି ଚରଣ ପଢ଼ିହାରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ପରିମାଣର ଆୟ ବହିର୍ଭୂତ୍ତ ସମ୍ପତ୍ତି ଠାବ କରାଯାଇଛି। ଠାବ ହୋଇଥିବା ସମ୍ପତ୍ତି ତାଙ୍କ…

୨୦୨୪ ସୁଦ୍ଧା ୧୫ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବ

ଭୁବନେଶ୍ୱର,୨୭।୪(ବ୍ୟୁରୋ): ୨୦୨୪ ସୁଦ୍ଧା ରାଜ୍ୟରେ ୧୫ଟି ପ୍ରମୁଖ ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହେବାକୁ ଯାଉଛି । ସେଥିମଧ୍ୟରୁ ଚଳିତ ବର୍ଷ ୪ଟି, ୨୦୨୩ରେ ୪ଟି ଏବଂ ୨୦୨୪ରେ ୭ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ…

ସୁରଙ୍କୁ ନିରଞ୍ଜନଙ୍କ ନୋଟିସ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ଜଟଣୀ ବିଧାୟକ ସୁରେଶ କୁମାର ରାଉତରାୟ ନିଜର ମନ୍ତବ୍ୟକୁ ନେଇ ଗଣମାଧ୍ୟମରେ ଚର୍ଚ୍ଚାରେ ରହିଥାଆନ୍ତି। ବିଭିନ୍ନ ପ୍ରସଙ୍ଗ ଉପରେ ମତ ଦେଇ ଗଣମାଧ୍ୟମର ଦୃଷ୍ଟି ଆକର୍ଷଣ କରିଥାଆନ୍ତି। ବେଳେ ବେଳେ ତାଙ୍କର ଏହି ମନ୍ତବ୍ୟ ଦଳ ପାଇଁ ବୁମେରାଂ ହୋଇଥାଏ।…

ବଢୁଛି ଅଲ୍‌ଟ୍ରାଭାଓଲେଟ ବିପଦ

ଭୁବନେଶ୍ୱର,୨୭ା୪(ବ୍ୟୁରୋ): ରାଜ୍ୟରେ ବେଳକୁ ବେଳ ତାତି ବଢ଼ିବାରେ ଲାଗିଛି। ସୂର୍ଯ୍ୟଙ୍କ ପ୍ରଖର କିରଣ ଅସହ୍ୟ ହେଉଛି। ପରିବେଶ ପ୍ରଦୂଷଣ ଏବଂ ସବୁଜ ବଳୟ ନଷ୍ଟ ଗ୍ରୀଷ୍ମର ପ୍ରକୋପକୁ ଆହୁରି ବଢ଼ାଇ ଦେଇଛି। ସୂର୍ଯ୍ୟଙ୍କ ଉତ୍ତରାୟଣ ଗତି ଯୋଗୁ ଗ୍ରୀଷ୍ମ ପ୍ରବାହ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?