ମେଟ୍ରୋ

ରାଜ୍ୟରେ ଖୋଲିବ ୭୦ଟି ମଦ ଦୋକାନ: ଜାଣନ୍ତୁ କେଉଁ ଜିଲାରେ କେତୋଟି

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ୭୦ଟି ମଦ ଦୋକାନ ବନ୍ଦ ରହିଥିଲା। ଏହାକୁ ଖୋଲିବା ପାଇଁ ରାଜ୍ୟ ସରକାରଙ୍କ ଅବକାରୀ ବିଭାଗ ପକ୍ଷରୁ ଅନୁମତି ପ୍ରଦାନ କରାଯାଇଛି। ସେଥିମଧ୍ୟରୁ ବାଲେଶ୍ୱରରେ ସର୍ବାଧିକ ୧୭ ମଦ ଦୋକାନ ବନ୍ଦ ରହିଥିବା ଜଣାପଡ଼ିଛି। ସେହିପରି ଗଞ୍ଜାମରେ…

ରାଜ୍ୟରେ ନାହି ସ୍ଥାୟୀ ଅଙ୍ଗନଓ୍ବାଡି କେନ୍ଦ୍ର: ୨୧,୦୩୦ ଚାଲିଛି ଭଡ଼ାରେ

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ମୋଟ୍‌ ୭୪ ହଜାର ୨୨୪ଟି ଅଙ୍ଗନଓ୍ବାଡି କେନ୍ଦ୍ର କାର୍ଯ୍ୟରତ। ସେଥିମଧ୍ୟରୁ ୫୩ ହଜାର ୧୯୪ଟି କେନ୍ଦ୍ରର ନିଜସ୍ବ ଗୃହ ଅଛି। ୨୧ ହଜାର ୦୩୦ଟି ଅଙ୍ଗନଓ୍ବାଡି କେନ୍ଦ୍ର ବର୍ତ୍ତମାନ ଭଡ଼ାଘରେ ଚାଲିଛି। ୨୦୨୪-୨୫ ଆର୍ଥିକ ବର୍ଷରେ ଭଡ଼ାଗୃହରେ…

ଟ୍ରମ୍ପ୍‌ଙ୍କ ପାଇଁ ଓଡ଼ିଶାରେ ହଲଚଲ୍: ଦେଇଥିବା ମନ୍ତବ୍ୟ ସଂଶୋଧନ ମନ୍ତବ୍ୟ ପାଇଁ…

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): କିଛିଦିନ ତଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ତାଙ୍କ ଦେଶରେ ଏକ ନିର୍ଦ୍ଦେଶାବଳୀ ଜାରିକରି ମହିଳା ପର୍ଯ୍ୟଟକମାନଙ୍କ ପାଇଁ ଓଡ଼ିଶା ସୁରକ୍ଷିତ ନୁହେଁ ବୋଲି କହିଥିଲେ। ଏନେଇ ଖବର ପ୍ରକାଶ ପାଇବା ପରେ ଏହାକୁ ନେଇ ଦେଶ ଭିତରେ…

ପ୍ରଥମ ଦ୍ୱିତୀୟ ଟଙ୍କା ପାଇ ବି କାହିଁକି କଟିଲା ୭ ଲକ୍ଷ ୬୬ ହଜାରଙ୍କ ସୁଭଦ୍ରା ୩ୟ କିସ୍ତି

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିରେ ୩ ଲକ୍ଷ ୯୯ ହଜାର ୦୧୯ ଜଣ, ଦ୍ୱିତୀୟ କିସ୍ତିରେ ୫ ଲକ୍ଷ ୮୨ ହଜାର ୮୦୪ ଜଣ ଏବଂ ୩ୟ କିସ୍ତିରେ ୭ ଲକ୍ଷ ୬୬ ହଜାର ୫୮୯ ଜଣ ହିତାଧିକାରୀଙ୍କ…

ରାଜନୀତି ରେ ବଡ଼ ହଲଚଲ: ଭାଜପାରେ ମିଶିଲେ ୩ ଜିଲାର ବହୁ କଂଗ୍ରେସ ଓ ବିଜେଡି କର୍ମୀ

ଭୁବନେଶ୍ୱର, ୨୧।୯(ସୁନିତ୍‌ ମିଶ୍ର): ବୌଦ୍ଧ, କନ୍ଧମାଳ ଓ କେନ୍ଦ୍ରାପଡ଼ା ଜିଲାର ଶତାଧିକ ସରପଞ୍ଚ, ସମିତିସଭ୍ୟ ଓ କାର୍ଯ୍ୟକର୍ତ୍ତା ବିଜେଡି ଓ କଂଗ୍ରେସ ଦଳ ଛାଡ଼ି ଶନିବାର ଭାଜପାରେ ସାମିଲ ହୋଇଛନ୍ତି। ଏହି ଯୋଗଦାନ ତୃଣମୂଳସ୍ତରରୁ ଦଳକୁ ଅଧିକ ଶକ୍ତିଶାଳୀ କରିବ ବୋଲି…

ଆଜି ବର୍ଷର ଶେଷ ସୂର୍ଯ୍ୟୋପରାଗ: ଜାଣନ୍ତୁ କେଉଁଠି ଦେଖାଯିବ…

ଭୁବନେଶ୍ୱର,୨୧।୯(ସୁଚିସ୍ମିତା ସାହୁ): ଚଳିତବର୍ଷର ଦ୍ବିତୀୟ ତଥା ଶେଷ ସୂର୍ଯ୍ୟୋପରାଗ ରବିବାର ସଂଘଟିତ ହେବ। ପ୍ରଶାନ୍ତ ମହାସାଗର, ଆଣ୍ଟାର୍କଟିକା ଓ ନ୍ୟୁଜିଲାଣ୍ଡର ଅନେକ ଅଞ୍ଚଳରେ ଏହା ଆଂଶିକ ରୂପେ ଦେଖାଯିବ। ତେବେ ଭାରତ ତଥା ଓଡ଼ିଶାରେ ଏହି ପରାଗ ଦେଖାଯିବ ନାହିଁ। ଭାରତୀୟ…

ନିର୍ମାଣହେବ ନୂତନ ଲୋକସେବା ଭବନ

ଭୁବନେଶ୍ୱର,୨୧।୯(ସୁନିତ୍‌ ମିଶ୍ର): ରାଜ୍ୟରେ ନିର୍ମାଣ ହେବ ନୂତନ ଲୋକସେବା ଭବନ। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଲୋକସେବା ଭବନ କିପରି ହେବ ତା’ର ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ କରିବାର ଦାୟିତ୍ୱ ଓଡ଼ିଶା ସେତୁ ଓ ନିର୍ମାଣ ନିଗମକୁ ଦିଆଯାଇଛି। ଓଡ଼ିଶା…

ପଛକୁ ପଛ ୩ ଲଘୁଚାପ; ୨୬ ଯାଏ ଅତି ପ୍ରବଳ ବର୍ଷା, ଏସବୁ ଜିଲାକୁ ସତର୍କ କଲା…

ଭୁବନେଶ୍ୱର,୨୦ା୯(ବନ୍ଦନା ସେଠୀ)- ଚଳିତ ମାସ ଶେଷ ସପ୍ତାହରେ ବଙ୍ଗୋପସାଗରରେ ଦାନା ବାନ୍ଧିବ ୩ ଲଘୁଚାପ। ଏହା ପ୍ରଭାବରେ  ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏବେ ମୌସୁମୀଜନିତ ନିମ୍ନଚାପରେଖା ଓ ଟ୍ରପ୍‌ଲାଇନ ପାଇଁ ରାଜ୍ୟରେ ବର୍ଷା ହେଉଛି। ଇତିମଧ୍ୟରେ ଉତ୍ତର…

ଦୁଇ ବ୍ଲକ ପାଇଁ ଖୁସିଖବର: ଯିବ ନୂତନ ରେଳଲାଇନ୍‌

ଭୁବନେଶ୍ୱର,୨୦।୯: ନିମାପଡ଼ା ଓ ଗୋପ ଦେଇ ଭୁବନେଶ୍ୱରରୁ ନୂତନ ରେଳଲାଇନ କୋଣାର୍କ ଯିବ । ଫାଇନାଲ ଲୋକେଶନ ସର୍ଭେ ପାଇଁ ଅନୁମୋଦନ ମିଳିଛି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ମୋ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ନିମାପଡ଼ା ଓ ଗୋପବାସୀଙ୍କ ଏହା ପାଇଁ…

ମୁଖ୍ୟମନ୍ତ୍ରୀଙ୍କୁ ସିଧା ସିଧା ପଚାରିଲେ ସୋଫିଆ, ରାଜନୀତିରେ ହଲଚଲ

ଭୁବନେଶ୍ୱର, ୧୯।୯: ଓଡ଼ିଶା ସରକାର ବିଗତ ତିନୋଟି ବିତ୍ତୀୟ ବର୍ଷରେ ଟିଭି ଓ ଖବରକାଗଜ ବିଜ୍ଞାପନ ପାଇଁ ମୋଟ ୩୮୦.୯୫ କୋଟି ଟଙ୍କା ଖର୍ଚ୍ଚା କରିଛନ୍ତି। ଏନେଇ ନିଜେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସଙ୍କ ପ୍ରଶ୍ନରେ…

ଦିଲ୍ଲୀରେ ନବୀନ, ବିଜେଡି କଲା ବଡ଼ ଘୋଷଣା…

ନୂଆଦିଲ୍ଲୀ,୨୦।୯: ଆରମ୍ଭ ହେଉ ହେଉ ଅଚଳ ହେଇଯାଉଛି ବିଧାନସଭା। ଦୁଇଦିନ ହେଲା ଗୃହ ବିରୋଧୀଙ୍କ ଗର୍ଜନରେ କମ୍ପୁଥିବାବେଳେ ସୁରୁଖୁରୁରେ ଚାଲିପାରୁନାହିଁ। ଶନିବାର ବି ହଟ୍ଟଗୋଳରେ ଗୃହ ୪ଟା ଯାଏ ମୁଲତବୀ ହୋଇଛି। ତେବେ ଏହାରି ଭିତରେ ବିଜେଡି ବଡ଼ ଆନ୍ଦୋଳନ କରିବ…

ଗୃହ ମୁଲତବୀକୁ ନେଇ ବଡ଼ କଥା କହିଦେଲେ ଜୟନାରାୟଣ: ନବୀନଙ୍କ ନାଁ ନେଇ

ଭୁବନେଶ୍ୱର,୨୦।୯: ଗୃହ ମୁଲତବୀକୁ ନେଇ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ନବୀନ ଅସୁସ୍ଥ, ସେ ଆସୁ ନଥିବାରୁ ବିଜେଡି ଗୃହକୁ ଅଚଳ କରୁଛି।ଆମେ ସବୁପ୍ରକାର ଆଲୋଚନା ପାଇଁ ପ୍ରସ୍ତୁତଥିବା ଜୟନାରାୟଣ କହିଛନ୍ତି। ଗୃହ ବିଧି ବ୍ୟବସ୍ଥାରେ ଚାଲେ, ଅନାସ୍ଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri