ମେଟ୍ରୋ

ଆଜି ୫ ମହିଳାଙ୍କୁ ଗାଡି ଚାବି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ: ଏହି ଯୋଜନାରେ ମହିଳାଙ୍କୁ କାର୍‌ ଦେଉଛନ୍ତି ସରକାର

ଭୁବନେଶ୍ୱର,୧୨।୧: ଆଜି ମୁଖ୍ୟମନ୍ତ୍ରୀ ପୂର୍ତ୍ତ ବିଭାଗର ୬,୭୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ସମୁଦାୟ ୭୧ଟି ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥି ମଧ୍ୟରୁ ପ୍ରାୟ ୫,୬୩୦ କୋଟି ଟଙ୍କା ବିନିଯୋଗରେ ୩୯ଟି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିବା ବେଳେ, ପ୍ରାୟ ୧,୦୭୦…

ଏଲିଭେଟେଡ୍ କରିଡର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଖର୍ଚ୍ଚ ହେବ ୯୫୨ କୋଟି ଟଙ୍କା

ଭୁବନେଶ୍ୱର,୧୨।୧: ରାଜଧାନୀର ଟ୍ରାଫିକ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ଓଡିଶା ସରକାର ବଡ ପଦକ୍ଷେପ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୟଦେବ ବିହାରରୁ ନନ୍ଦନକାନନ ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ପ୍ରାୟ ୯୫୨ କୋଟି ଟଙ୍କା…

ଏଣିକି ସୁବଧାରେ ଯାତ୍ରା କରିବେ ଯାତ୍ରୀ: ସ୍ମାର୍ଟ କାର୍ଡ ବ୍ୟବସ୍ଥାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, ଏହି କାର୍ଡ ବ୍ୟବହାର କରି…

ଭୁବନେଶ୍ୱର,୧୨।୧: ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଆଜି ୧୪ଟି ନୂତନ ଅଟଳ ବସ୍‌ଷ୍ଟାଣ୍ଡକୁ ଲୋକାର୍ପିତ କରିଛନ୍ତି। ୧୫୬.୫୩ କୋଟି ଟଙ୍କା ବ୍ୟୟରେ ଏହି ବସ୍‌ଷ୍ଟାଣ୍ଡଗୁଡିକ ରାଜ୍ୟର ୧୦ଟି ଜିଲାରେ ନିର୍ମିତ ହୋଇଛି। ପୂର୍ବରୁ ୫୫ଟି ଅଟଳ ବସ୍‌ଷ୍ଟାଣ୍ଡ ଲୋକାର୍ପିତ ହୋଇଛି। ଆଗାମୀ ଦିନରେ…

କୋର୍ଟରେ ହାଜର ହେଲେ ପ୍ରଦୀପ ପାଣିଗ୍ରାହୀ: କହିଲେ…

ଭୁବନେଶ୍ୱର,୧୨।୧ ଟାଟା କନ୍ସଲଟାନ୍ସୀରେ ଚାକିରି ଦେବା ନାଁରେ ଠକେଇ ମାମଲାରେ ଭୁବନେଶ୍ୱର ଜେଏମଏଫ୍ସି-୧ରେ ହାଜର ହେଲେ ଏମ୍‌ପି ପ୍ରଦୀପ ପାଣିଗ୍ରାହୀ। ଆକାଶ ପାଠକ ମଧ୍ୟ ଭୁବନେଶ୍ୱର ଜେଏମଏଫ୍ସି-୧ରେ ହାଜର ହୋଇଛନ୍ତି। ଏବେ କୌଣସି ମନ୍ତବ୍ୟ ଦେବା ଠିକ ନୁହେଁ କହିଛନ୍ତି ପ୍ରଦୀପ…

ରାଜ୍ୟବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

ଭୁବନେଶ୍ୱର,୧୨।୧: ରାଜ୍ୟର ସଡକ ସୁରକ୍ଷା ଓ ବିକାଶ କ୍ଷେତ୍ରରେ ଆଜି ଏକ ଐତିହାସିକ ଦିନ। ସାରା ରାଜ୍ୟରେ ଏବେ ଜାତୀୟ ସଡକ ସୁରକ୍ଷା ମାସ ପାଳିତ ହେଉଥିବା ବେଳେ, ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଡକ ସୁରକ୍ଷା ପାଇଁ ଅନେକ…

ବ୍ୟକ୍ତିଗତ ଭାବେ ଭୁବନେଶ୍ୱର କୋର୍ଟରେ ହାଜର ହେଲେନି ପୀୟୂଷ, ଓକିଲଙ୍କ ଜରିଆରେ…

ଭୁବନେଶ୍ୱର,୧୨।୧: ଯାତ୍ରା ଅଭିନେତା ପୀୟୂଷ ତ୍ରିପାଠୀଙ୍କୁ ମଞ୍ଚ ମନା ପ୍ରସଙ୍ଗ ଥମିବାର ନାଁ ଧରୁନାହିଁ। ଭୁବନେଶ୍ୱର କୋର୍ଟରେ ହାଜର ହେବାକୁ କୁହାଯାଇଥିବା ବେଳେ ଆଜି ପୀୟୂଷ ବ୍ୟକ୍ତିଗତ ଭାବେ ହାଜର ହୋଇନାହାନ୍ତି। ଓକିଲଙ୍କ ଜରିଆରେ ପୀୟୂଷ କୋର୍ଟରେ ନିଜ ପକ୍ଷ ରଖିଛନ୍ତି।…

ବଡ଼ ସଙ୍କେତ ଦେଲେ ମୁଖ୍ୟମନ୍ତ୍ରୀ, ୨୦୦ ହେବ ଓଡ଼ିଶା ବିଧାନସଭାର ସିଟ୍ !

ଭୁବନେଶ୍ୱର,୧୨ା୧: ନୂଆ ବିଧାନସଭା ଗୃହ ଭତ୍ତିପ୍ରସ୍ତର ସ୍ଥାପନ ଅବସରରେ ବଡ଼ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଶାରେ ନୂଆ ବିଧାନସଭା ଏବଂ ନୂଆ ଲୋକସେବା ଭବନ ନିର୍ମାଣ ହେବ । ବିଧାନସଭାରେ ବର୍ତ୍ତମାନ ୧୪୭ ସିଟ୍‌ ରହିଛି, ଡିଲିମିଟେସନ୍‌ରେ…

କେମିତି ରହିବେ ନୀରୋଗ: ଅବଲମ୍ବନ କରନ୍ତୁ ଏହି ଉପାୟ

ଶରୀରକୁ ସୁସ୍ଥ, ସୁନ୍ଦର ଓ ସନ୍ତୁଳିତ ରଖିବା ପାଇଁ ଶାରୀରିକ ବ୍ୟାୟାମ ସହ ଯୋଗର ମଧ୍ୟ ଆବଶ୍ୟକତା ରହିଛି। ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ଆମେ ଆମ ଶରୀରର ଠିକ୍‌ ଭାବରେ ଯତ୍ନ ନେବାକୁ କେତେକାଂଶରେ ଭୁଲିଯାଉଛେ। ଏହାଦ୍ୱାରା ଆମେ ରୋଗକୁ…

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ, ୧୦ ଜିଲାରେ…

ଭୁବନେଶ୍ୱର,୧୨ା୧: ଲୋକସେବା ଭବନରେ ସୋମବାର ଶୁଭାରମ୍ଭ ହୋଇଛି ଜାତୀୟ ସଡ଼କ ସୁରକ୍ଷା ମାସ। ଏହି ପରିପ୍ରେକ୍ଷୀରେ ୧୪ଟି ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୧୦ଟି ଜିଲାରେ ମୋଟ୍‌ ୧୫୬.୫୩ କୋଟି ଟଙ୍କା ବ୍ୟୟରେ ବସ୍‌୍‌ଷ୍ଟାଣ୍ଡ ନିର୍ମାଣ…

ନୂଆ ଲୋକସେବା ଭବନ, ବିଧାନସଭା ପାଇଁ ମାଷ୍ଟରପ୍ଲାନ୍‌ ପ୍ରସ୍ତୁତ, ଖର୍ଚ୍ଚ ହେବ ଏତିକି କୋଟି…

ଭୁବନେଶ୍ୱର,୧୨ା୧: ନୂଆ ଲୋକସେବା ଭବନ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଗୋଟିଏ ସ୍ଥାନରେ ଲୋକସେବା ଭବନ ଓ ନୂଆ ବିଧାନସଭା ରହିବ। ୭୧ ଏକର ଜମିରେ ଏହା ନିର୍ମାଣ…

ସାଲିଆସାହିରେ ପୁଣି ଦେଶୀମଦ କାରଖାନା ଠାବ: ପୋକ ସାଲୁବାଲୁ ଫଳରୁ ତିଆରି ହେଉଥିଲା ପୋଚ

ଭୁବନେଶ୍ୱର,୧୨ା୧(ତ୍ରିନାଥ ମହାନ୍ତି):ସାଲିଆସାହିରେ ଦେଶୀ ମଦ କାରଖାନା ସତେଯେମିତି କୁଟୀର ଶିଳ୍ପ ପାଲଟିଛି। ଯେତେ ଚଢ଼ାଉ ଓ ଉଚ୍ଛେଦ ହେଲେ ମଧ୍ୟ ଏହି ବେଆଇନ କାରବାର ବନ୍ଦ ହେଉନି। ରବିବାର ଅବକାରୀ ବିଭାଗ ସାଲିଆସାହିର ନୟାଗଡ଼ ବସ୍ତିରେ ଚଢ଼ାଉ କରି ପୁଣି ଏକାଧିକ…

ଧାନପହ୍ଲା କିଆରି ନଷ୍ଟ କଲେ ବାର୍‌ହା ପଲ: ରବି ଫସଲ ପାଇଁ ଜମିରେ ବୁଣିଥିଲେ

ବରଗଡ,୧୨।୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀଙ୍କ ଦୁଃଖ ସରୁ ନାହିଁ। ଜିଲାର ଚାଷୀମାନେ ଏପର୍ଯ୍ୟନ୍ତ ଖରିଫ୍‌ରେ ଅମଳ ଧାନ ବିକ୍ରି କରି ନ ପାରି ହଟହଟାର ସମ୍ମୁଖୀନ ହେଉଛନ୍ତି। ଅନ୍ୟପଟେ ରବି ଚାଷକାର୍ଯ୍ୟ ଆରମ୍ଭରୁ ଚାଷୀଙ୍କୁ ବନ୍ୟଜନ୍ତୁ ଦାଉ ସାଧିଛନ୍ତି। ଜିଲାର ସୋହେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?