ଆଗାମୀ ୫ ଦିନ ଯାଏ ପାଗ ଶୁଖିଲା, ବଢ଼ିବ ଥଣ୍ଡା
ଭୁବନେଶ୍ୱର,୧୧।୨(ବ୍ୟୁରୋ): ପଶ୍ଚିମା ଝଡର ପ୍ରଭାବ କମିଛି । ଏବେ ସ୍ବାଭାବିକ ହେବ ରାତ୍ରି ତାପମାତ୍ରା । ତେବେ ରାଜ୍ୟରେ ସାମାନ୍ୟ ବଢ଼ିବ ଥଣ୍ଡା। ଆଗାମୀ ୩ ଦିନ ମଧ୍ୟରେ ରାତ୍ରି ତାପମାତ୍ରା ଧୀରେ ଧୀରେ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ…
ଆଜି ରାଜ୍ୟରୁ ୧୫୭୨ ଆକ୍ରାନ୍ତ ଚିହ୍ନଟ, ଶୀର୍ଷରେ ଖୋର୍ଦ୍ଧା
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୫୭୨ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୭୪,୫୭୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯୧୮ ଜଣ ଚିହ୍ନଟ ହୋଇଥିବା…
କେନ୍ଦ୍ରରେ ପହଞ୍ଚିନି ବିଧାନ ପରିଷଦ ସଂକଳ୍ପ
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଓଡ଼ିଶାରେ ବିଧାନ ପରିଷଦ ଗଠନ ସମ୍ପର୍କିତ କୌଣସି ସଂକଳ୍ପ କେନ୍ଦ୍ର ସରକାରଙ୍କ ହସ୍ତଗତ ହୋଇନାହିଁ। ଏଭଳି କିଛି ସଂକଳ୍ପ କେନ୍ଦ୍ର ପାଖରେ ପହଞ୍ଚି ନାହିଁ ବୋଲି କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରୀ କିରେନ୍ ରିଜିଜୁ ଗୁରୁବାର ବିଜେଡି ରାଜ୍ୟ…
ଓୟୁଏଟି କ୍ୟାମ୍ପସରେ ମହିଳା ପ୍ରଫେସରଙ୍କ ଆତ୍ମହତ୍ୟା
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଭୁବନେଶ୍ବର ଓୟୁଏଟି କ୍ୟାମ୍ପସରେ ଗୁରୁବାର ରାତିରେ ମହିଳା ପ୍ରଫେସର ଆତ୍ମହତ୍ୟା କରିଛନ୍ତି। ତେବେ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଥିବା ବେଳେ ଗୁରୁବାର ସକାଳୁ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ଓୟୁଏଟି କ୍ୟାମ୍ପସ ପରିସରରୁ…
ଅର୍ଥ ଖର୍ଚ୍ଚ କରିପାରୁ ନାହାନ୍ତି ବିଭାଗ
ଭୁବନେଶ୍ୱର,୧୧ା୨(ବ୍ୟୁରୋ): ଆସନ୍ତା ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଅର୍ଥ ବିଭାଗ ପକ୍ଷରୁ ବଜେଟ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହା ପୂର୍ବରୁ ସମସ୍ତ ବିଭାଗ ଚଳିତ ଆର୍ଥିକ ବର୍ଷର ନିର୍ଦ୍ଧାରିତ ସମୟ ମଧ୍ୟରେ ନିଜ ନିଜର ବଜେଟ ଅର୍ଥ ଖର୍ଚ୍ଚ କରିବା ସହ…
ଦୁର୍ଦ୍ଦାନ୍ତ ଅପରାଧୀ କିଶୋର କୁମାର ଗିରଫ
ଭୁବନେଶ୍ୱର,୧୧।୨(ବ୍ୟୁରୋ): ଚଣ୍ଡିଖୋଲ ବଜାରରେ ଏକ ହତ୍ୟା ମାମଲାରେ ଫେରାର ଥିବା ଜଣେ ହାର୍ଡକୋର୍ ଅପରାଧୀଙ୍କୁ ଗୁରୁବାର କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍) ୭ ବର୍ଷ ପରେ କଟକରୁ ଗିରଫ କରିଛି। ସେ ହେଲେ କଟକ ଜିଲା ସଦର ଥାନା ଅଞ୍ଚଳର…
ମିହିରଙ୍କ ୭ଫୁଟର ପ୍ରତିମୂର୍ତ୍ତି ତିଆରି କଲେ କୁମ୍ଭାରସାହି ବାସିନ୍ଦା
ଭୁବନେଶ୍ୱର,୧୧।୨(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ରର ବରିଷ୍ଠ ଅଭିନେତା ମିହିର ଦାସଙ୍କର ନିକଟରେ ପରଲୋକ ଘଟିଛି। ସେ ଦର୍ଶକଙ୍କ ଗହଣରେ ନାହାନ୍ତି ସତ, କିନ୍ତୁ ନିଜର ଚମତ୍କାର, ହୃଦୟ ସ୍ପର୍ଶୀ ଅଭିନୟ ପାଇଁ ସମସ୍ତଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ଛାଡ଼ି ଯାଇଛନ୍ତି। କଳାକାର…
ପଞ୍ଚାୟତ ନିର୍ବାଚନ: ଡାକବାଜି ଯନ୍ତ୍ରକୁ ମିଳିବ ଅନୁମତିପତ୍ର
ଭୁବନେଶ୍ୱର,୧୧।୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନରେ ପ୍ରାର୍ଥୀମାନଙ୍କୁ ଗାଡ଼ି ଓ ଡାକବାଜି ଯନ୍ତ୍ର ଯୋଗେ ପ୍ରଚାର କରିବାକୁ ରାଜ୍ୟ ନିର୍ବାଚନ କମିଶନ ଅନୁମତି ଦେଇଛନ୍ତି। ଉପଜିଲାପାଳଙ୍କ ସମେତ ସ୍ଥାନୀୟ ତହସିଲଦାରମାନେ ଗାଡ଼ି ଓ ଡାକବାଜି ଯନ୍ତ୍ର ବ୍ୟବହାର ନିମନ୍ତେ ଅନୁମତି ପ୍ରଦାନ କରିପାରିବେ।…
ପତିଆରା ଲଢ଼େଇ ପାଇଁ ବ୍ୟସ୍ତ
ଖୋର୍ଦ୍ଧା ଅଫିସ,୧୧ା୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନକୁ ମାତ୍ର ସପ୍ତାହେ ବାକି ଥିବାବେଳେ ଗଁା ରାଜନୀତି ବେଶ୍ ସରଗରମ ରହିଛି। ୫ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନରେ ଖୋର୍ଦ୍ଧା ଜିଲାରେ ୩ପ୍ରମୁଖ ଦଳ ମଧ୍ୟରେ କଡ଼ା ଟକ୍କର ହେବାର ସମ୍ଭାବନା ରହିଛି। ଜିଲାରେ…
୨୮ରୁ ସ୍କୁଲ ଯିବେ ୧ରୁ ୭ମ ପିଲା
ଭୁବନେଶ୍ୱର, ୧୧ା୨(ବ୍ୟୁରୋ):ପ୍ରଥମରୁ ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ଆସନ୍ତା ୧୪ ତାରିଖଠାରୁ ସ୍କୁଲ ଖୋଲିବ। ସ୍କୁଲ ଖୋଲିଲେ ମଧ୍ୟ ଛାତ୍ରୀଛାତ୍ରମାନେ ସ୍କୁଲ ଯିବେ ନାହିଁ। ଆସନ୍ତା ୨୮ ତାରିଖରୁ ଅଫ୍ଲାଇନ୍ କ୍ଲାସ ବା ଶ୍ରେଣୀଗୃହ ପାଠପଢ଼ା ଆରମ୍ଭ ହେବ। ସେତେଦିନ ପର୍ଯ୍ୟନ୍ତ…
ବିଜ୍ଞାନ ଲେଖକ ପ୍ରଫେସର ରମେଶ ଚନ୍ଦ୍ର ପରିଡ଼ାଙ୍କୁ ଜାତୀୟ ପୁରସ୍କାର
ଭୁବନେଶ୍ୱର,୧୦ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟର ‘ନ୍ୟାଶନାଲ କାଉନ୍ସିଲ ଅଫ୍ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜି କମ୍ୟୁନିକେଶନ ବିଭାଗ ବିଜ୍ଞାନକୁ ଜନପ୍ରିୟ କରୁଥିବା ବ୍ୟକ୍ତି ବିଶେଷ ତଥା ଅନୁଷ୍ଠାନକୁ ପ୍ରତିବର୍ଷ ଜାତୀୟ ବିଜ୍ଞାନ ଦିବସ ଅବସରରେ ପୁରସ୍କୃତ କରାଯାଇଥାଏ। ୨୦୨୧…
ଦଶମ,ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ
ଭୁବନେଶ୍ବର,୧୦।୨(ବ୍ୟୁରୋ): ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ତେବେ ପରୀକ୍ଷା ପୂର୍ବରୁ ବ୍ୟାପକ ଆଲୋଚନା କରାଯିବ ବୋଲି ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି । ଆଲୋଚନା ପରେ ବୋର୍ଡ ଓ କାଉନସିଲ ମୁଖ୍ୟ ପରୀକ୍ଷା ସମୟ…
Archives


