ମେଟ୍ରୋ

ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ବୁଧବାର ପାଗ ଶୁଖିଲା ରହିବା ନେଇ ଆଞ୍ଚୂିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ । ଅପରାହ୍ନରେ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେଓଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା…

ରାଜ୍ୟରୁ ପୁଣି ୨୨ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୨୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୭୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଭୁବନେଶ୍ୱରରୁ ୧୪ଜଣ…

ଖସୁଛି ଦୈନିକ ସଂକ୍ରମଣ: ଆଜି ୧୭୧୨ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୧୭୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୨୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୯୯୭ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୭୧୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…

ଖଣ୍ଡଗିରିରୁ ବିଶ୍ୱଶାନ୍ତିର ବାର୍ତ୍ତା

ଭୁବନେଶ୍ୱର, ୯।୨(ବ୍ୟୁରୋ):  ମନ୍ତ୍ରଧ୍ୱନି, ଘଣ୍ଟଘଣ୍ଟା ତାଳେ ତାଳେ ଗୁଞ୍ଜରିତ ହେଉଛି ଐତିହ୍ୟସ୍ଥଳୀ ଖଣ୍ଡଗିରି-ଉଦୟଗିରି। ଏଠାରେ କାଶୀ, ହରିଦ୍ୱାର, ବନାରସ, ନାସିକ ପ୍ରଭୃତି ସ୍ଥାନରୁ ଶତାଧିକ ସାଧୁ ସନ୍ନ୍ୟାସୀଙ୍କ ସମାଗମ ହୋଇଛି। ଐତିହ୍ୟସ୍ଥଳୀରେ ଥିବା ପବିତ୍ର ଜଳାଶୟ ରାଧାକୁଣ୍ଡରୁ ଜଳ ଆଣି କଳସ…

ପୁରାଣ କଥା କହେ ବିରାଟ ଗାଦି

କଟକ ଅଫିସ,୯।୨: ପ୍ରାଚୀନ ଇତିହାସ ସହ ଜଡିତ ହୋଇ ରହିଛି କଟକ ଜିଲାରେ ଅନେକ ସ୍ଥାନ। ସେଥିମଧ୍ୟରେ କଟକ ଜିଲା ଚୌଦ୍ୱାର ଅଞ୍ଚଳର ବିରାଟ ଗାଦି(ବଧି ପାର୍କ) ଅନ୍ୟତମ। ଏଠାରେ ହିନ୍ଦୁ, ବୌଦ୍ଧ ଓ ଜୈନ ଧର୍ମର ଅନେକ କୀର୍ତ୍ତିରାଜି ରହିଛି।…

ଆଜି ଗଜପତି ମହାରାଜାଙ୍କ ସାନ ଝିଅ ବାହାଘର

ପୁରୀ ଅଫିସ,୯।୨: ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ କନିଷ୍ଠ କନ୍ୟା ଦେବେଶୀ ଦେବୀଙ୍କ ବୁଧବାର ବିବାହ ଅନୁଷ୍ଠିତ ହେବ। ହରିୟାଣା ଗୁରୁଗ୍ରାମରେ ରହୁଥିବା ବର୍ଦ୍ଧମାନ ରାଜପରିବାର ରାଜକୁମାର ଆଦିତ୍ୟ କେହେରଙ୍କ ସହ ଦେବେଶୀଙ୍କ ବିବାହ ଭୁବନେଶ୍ୱରସ୍ଥିତ ଏକ ତାରକା ହୋଟେଲରେ…

୧୨ରୁ ଖୋଲିବ ଧର୍ମାନୁଷ୍ଠାନ

ଭୁବନେଶ୍ୱର, ୯।୨(ବ୍ୟୁରୋ):  ରାଜଧାନୀରେ ପୁଣି ଚଳଚଞ୍ଚଳ ହେବ ମନ୍ଦିର ବେଢ଼ା। କୋଭିଡ୍‌ ପାଇଁ ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଉଠିଥିବା ପାଚେରି ଭାଙ୍ଗିବ। ଦେବଦେବୀଙ୍କ ଦର୍ଶନ କରି ଶ୍ରଦ୍ଧାଳୁମାନେ ପୁଣି ଥରେ ଆଶୀର୍ବାଦ ଭିକ୍ଷା କରିପାରିବେ। ରାଜ୍ୟରେ କରୋନା ସଂକ୍ରମଣ କମିବା…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଣ୍ଡିତ ଦାମୋଦର ହୋତାଙ୍କ ଶେଷକୃତ୍ୟ

ଭୁବନେଶ୍ୱର, ୯।୨ (ବ୍ୟୁରୋ):ବିଶିଷ୍ଟ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଗାୟକ, ଗବେଷକ ତଥା ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପଣ୍ତିତ ଡ. ଦାମୋଦର ହୋତାଙ୍କର ମଙ୍ଗଳବାର ପୁରୀ ସ୍ବର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ସ୍ବର୍ଗତ ହୋତାଙ୍କୁ ପୁରୀ…

ଖବରଦାତା ରୋହିତ ବିଶ୍ୱାଳଙ୍କ ପରିବାରକୁ ସରକାର ଦେଲେ ଅନୁକମ୍ପା ରାଶି

ଭୁବନେଶ୍ୱର (ବ୍ୟୁରୋ)/ମ. ରାମପୁର, ୯ା୨(ଡି.ଏନ୍‌.ଏ):ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ପ୍ରାଣ ହରାଇଥିବା ‘ଧରିତ୍ରୀ’ ଖବରକାଗଜର କଳାହାଣ୍ଡି ଜିଲା ମଦନପୁର-ରାମପୁର ବ୍ଲକ୍‌ ଖବରଦାତା ରୋହିତ ବିଶ୍ୱାଳଙ୍କ ପରିବାରକୁ ୪ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯାଇଥିବା ମଙ୍ଗଳବାର ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ…

ଚାଉଳକୁ ନେଇ ବିଜେଡି, ଭାଜପା ନାଟକ କରୁଛନ୍ତି: କଂଗ୍ରେସ

ଭୁବନେଶ୍ୱର, ୯ା୨(ବ୍ୟୁରୋ):ଅରୁଆ ଓ ଉଷୁନା ଚାଉଳକୁ ନେଇ ରାଜନୀତି ଜୋର୍‌ ଧରିଛି। ସମ୍ପ୍ରତି ପଞ୍ଚାୟତ ନିର୍ବାଚନ ଥିବାରୁ ଅରୁଆ ଓ ଉଷୁନା ଚାଉଳକୁ ନେଇ ଉଭୟ ଶାସକ ବିଜେଡି ଏବଂ ଭାଜପା ନାଟକବାଜି କରୁଛନ୍ତି ବୋଲି ପ୍ରଦେଶ କଂଗ୍ରେସ କିଷାନ ସେଲ୍‌…

ଶାସକ ଦଳର ଗୁଣ୍ଡାଗର୍ଦ୍ଦି ଗଣତନ୍ତ୍ର ପ୍ରତି ବିପଦ: ଭାଜପା

ଭୁବନେଶ୍ୱର, ୯ା୨(ବ୍ୟୁରୋ):ସରକାରୀ କଳର ଅପବ୍ୟବହାର କରି ଶାସକ ଦଳ କାର୍ଯ୍ୟକର୍ତ୍ତାଙ୍କ ଗୁଣ୍ଡାଗର୍ଦ୍ଦି ବର୍ତ୍ତମାନ ରାଜ୍ୟର ସ୍ବଚ୍ଛ ଗଣତନ୍ତ୍ର ପ୍ରତି ବିପଦ ଆଣିଛି। ଏହାସତ୍ତ୍ୱେ ଭୋଟରଙ୍କୁ ପ୍ରଭାବିତ କରିବା ପାଇଁ ସମସ୍ତ ବିଧିବ୍ୟବସ୍ଥାକୁ ଫୁ କରିଦେଇ ବ୍ୟାପକ ଅର୍ଥ ବଣ୍ଟନ ନିର୍ବାଚନ ଆଚରଣ…

ଯୁକ୍ତ୨: ମାର୍କ ଅପ୍‌ଲୋଡ୍‌ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର, ୯ା୨(ବ୍ୟୁରୋ):ଦ୍ୱାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ତ୍ରୈମାସିକ ଶେଷ ପରୀକ୍ଷା ମାର୍କକୁ ଷ୍ଟୁଡେଣ୍ଟ ଏକାଡେମିକ୍‌ ମ୍ୟାନେଜମେଣ୍ଟ ସିଷ୍ଟମ (ସାମ୍ସ)ରେ ଅପ୍‌ଲୋଡ୍‌ କରିବା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ନିର୍ଦ୍ଦେଶ ଦେଇଛି। ଏ ନେଇ ପରିଷଦ ପକ୍ଷରୁ ମଙ୍ଗଳବାର ସମସ୍ତ ଉଚ୍ଚ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri