ମେଟ୍ରୋ

ଆଜିଠୁ ସିବିଏସ୍‌ଇ ପରୀକ୍ଷା

ଭୁବନେଶ୍ୱର, ୨୬।୪ (ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦ୍ୱାରା ପରିଚାଳିତ ଦଶମ ଓ ଦ୍ୱାଦଶ ଟର୍ମ-୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହେବ। ଦେଶରେ ପ୍ରାୟ ୩୫ ଲକ୍ଷ ପିଲା ପରୀକ୍ଷା ଦେବେ। ଦଶମ ଶ୍ରେଣୀରେ ୨୧ ଲକ୍ଷରୁ ଊର୍ଦ୍ଧ୍ୱ…

ଯୁକ୍ତ୨ ପରୀକ୍ଷା: ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୨୬।୪(ବ୍ୟୁରୋ):ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ୨୮ ତାରିଖରୁ ଆରମ୍ଭ ହେବ। ମେ’ ୩୧ ପର୍ଯ୍ୟନ୍ତ ଏହି ପରୀକ୍ଷା ଚାଲିବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ପ୍ରାୟତଃ ଶେଷ ହୋଇଛି। ପରୀକ୍ଷାକୁ ଦୃଷ୍ଟିରେ ରଖି ପରିଷଦ ପକ୍ଷରୁ…

ବଲାଙ୍ଗୀର ରାଜ୍ୟର ଉତ୍ତପ୍ତ ସହର

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ସୋମବାର ରାଜ୍ୟର ୨୭ ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି । ବଲାଙ୍ଗୀରରେ ୪୪ ଡିଗ୍ରୀ ତାପମାତ୍ରା ହେବା ସହ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଛି। ଟିଟିଲାଗଡ଼ରେ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ଆଉ ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୭୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

୨୬ରୁ ୫ ଦିନ ସ୍କୁଲ୍‌ ଛୁଟି

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟର ସମସ୍ତ ସ୍କୁଲ୍‌ ମଙ୍ଗଳବାରଠାରୁ ୫ ଦିନ ଛୁଟି। ଏ ନେଇ ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ କାଲିଠାରୁ ଆସନ୍ତା ୩୦ ପର୍ଯ୍ୟନ୍ତ ଛୁଟି ରହିବ। ପ୍ରବଳ ଗ୍ରୀଷ୍ମ…

ଯୁକ୍ତ୨ ପିଲାଙ୍କ ପାଇଁ ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଯୁକ୍ତ୨ ପରୀକ୍ଷା ପାଇଁ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିଛି। ଏଥିପାଇଁ ସିଏଚ୍‌ଏସଇ କାର୍ଯ୍ୟାଳୟରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ସୋମବାରରୁ ମେ ୩୧ ଯାଏ ଏହି କଣ୍ଟ୍ରୋଲ ରୁମ ଚାଲୁ ରହିବ । କୌଣସି ସମସ୍ୟା ଥିଲେ, ଦ୍ୱନ୍ଦ…

ଡହଡ଼ହ ଖରାରେ ଶିଝୁଛି ରାଜଧାନୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ୩ ଦିନ ହେଲା ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେଉଛି। ଡହଡ଼ହ ଖରାରେ ଶିଝୁଛି ସାରା ସହର । ଗରମ ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅତିଷ୍ଠ କରିପକାଉଛି। ସକାଳ ୯ଟାରୁ ଘରୁ ବାହାରିବା ଅସମ୍ଭବ ହୋଇପଡୁଛି। ବିଶେଷକରି ରାଜଧାନୀ ଭୁବନେଶ୍ୱରର…

‘କୋଭିଡ୍‌ ମୁକାବିଲା ପାଇଁ ପ୍ରସ୍ତୁତ ରୁହ’

ଭୁବନେଶ୍ୱର,୨୫।୪(ବ୍ୟୁରୋ): କରୋନାର ୪ର୍ଥ ଲହରକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, କୋଭିଡ୍‌ ମୁକାବିଲା ପାଇଁ ପ୍ରସ୍ତୁତ ରୁହ, ସବୁ ପ୍ରକାର ପଦକ୍ଷେପ ନିଆଯାଉଛି। କରୋନା ଅନ୍ୟ ରାଜ୍ୟ ତୁଳନାରେ ଆମ ରାଜ୍ୟରେ ନିୟନ୍ତ୍ରଣରେ ରହିଛି।…

ନିଷ୍ଠାର ସହ କାମ କରିବାକୁ ମେୟର, ପୌରାଧ୍ୟକ୍ଷଙ୍କୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଲୋକସେବା ଭବନରେ ସୋମବାର ନବନିର୍ବାଚିତ ମେୟର ଏବଂ ପୌରାଧ୍ୟକ୍ଷମାନଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‘ପୌର ଶାସନ ପ୍ରଣାଳୀ ଓ ଉନ୍ନୟନ ପଦ୍ଧତି’ ଶୀର୍ଷକ କର୍ମଶାଳାକୁ ଉଦଘାଟନ କରି ନିଜ ନିଜ ସହରରେ ନିଷ୍ଠାର ସହ କାମ କରିବାକୁ ମେୟର…

ବିଦ୍ୟୁତ୍‌ କାଟ୍‌ ନ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ପ୍ରବଳ ତାତି ଓ ପିଲାଙ୍କ ପରୀକ୍ଷାକୁ ଦୃଷ୍ଟିରେ ରଖି ବିଜୁଳି ବିତରଣ କମ୍ପାନୀଗୁଡ଼ିକ ନିରବଚ୍ଛିନ୍ନ ବିଦ୍ୟୁତ୍‌ ସେବା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ରାଜ୍ୟରେ ବିଦ୍ୟୁତ୍‌ କାଟ୍‌ ସମସ୍ୟା ଦେଖାଦେଇଥିବା ବେଳେ…

ଆଜି ରାଜ୍ୟରୁ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟରୁ ସୋମବାର ୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୯୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୫ ଜଣ ଚିହ୍ନଟ ହୋଇଥିବା…

ବାପ-ପୁଅଙ୍କୁ ଗୁଳିମାଡ଼

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଭୁବନେଶ୍ବର ଜାଆଁଳାରେ ଘଟିଛି ଗୁଳିକାଣ୍ଡ। ସୁନାଦୋକାନୀଙ୍କୁ ଲୁଟ୍‌ ଉଦ୍ଦେଶ୍ୟରେ ଏହି ଗୁଳିମାଡ଼ ହୋଇଥିବା ଜଣାପଡ଼ିଛି। ଏଥିରେ ବାପ-ପୁଅ ଗୁରୁତର ହୋଇଛନ୍ତି। ସୂଚନାନୁସାରେ, ଦକ୍ଷିଣମୁଣ୍ଡ ମୁହାଣର ଭଗବାନ ସୁବୁଦ୍ଧି ଏବଂ ପୁଅ ଲୋକନାଥ ସୁବୁଦ୍ଧି ଦୋକାନ ବନ୍ଦ କରି ଘରକୁ ଫେରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?