ମେଟ୍ରୋ

ଜିଆର୍‌ଏସ୍‌ଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜିଆର୍‌ଏସ୍‌ଙ୍କ ଘରେ ସୋମବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଭୁବନେଶ୍ୱର କଳାରାହାଙ୍ଗ ପଞ୍ଚାୟତର ଜିଆରଏସ୍‌ ବାବୁଲି ଚରଣ ପଢ଼ିହାରୀଙ୍କ ଘରେ ଏହି ଚଢ଼ାଉ କରାଯାଇଛି। ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ ଜାରି ରହିଛି। ରଘୁନାଥପୁର…

କୋମାରେ ବାତ୍ୟା ନିରୋଧୀ ବିଦ୍ୟୁତ୍‌ ଭିତ୍ତିଭୂମି

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ବିଭିନ୍ନ ସମୟରେ ଦେଖାଦେଉଥିବା ପ୍ରାକୃତିକ ବିପର୍ଯ୍ୟୟ ରାଜ୍ୟ ଆର୍ଥିକ ମେରୁଦଣ୍ଡକୁ ଦୋହଲାଇ ଦେଉଛି। ଗତ ୧୦ ବର୍ଷ ମଧ୍ୟରେ ରାଜ୍ୟକୁ ୭ଟି ଭୟଙ୍କର ବାତ୍ୟାର ସମ୍ମୁଖୀନ ହେବାକୁ ପଡ଼ିଛି। ଏଥିରେ ପ୍ରାୟ ୩୫ ହଜାର କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିବା…

୭ ଦିନରେ ଧରାହେଲାଣି ୧୦୯୬ ସ୍କୁଲ ଗାଡ଼ି

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସ୍କୁଲପିଲାଙ୍କୁ ନେଉଥିବା ବସ୍‌ ଏବଂ ଅନ୍ୟ ଗାଡିଗୁଡ଼ିକର ଫିଟ୍‌ନେସ୍‌ ଉପରେ ରାଜ୍ୟ ପରିବହନ ପ୍ରାଧିକରଣ(ଏସ୍‌ଟିଏ) ଅଧିକ ଗୁରୁତ୍ୱ ଦେବା ଆରମ୍ଭ କରିଛି। ସେଥିଲାଗି କିଛିଦିନ ହେଲା ରାଜ୍ୟର ବିଭିନ୍ନ ଜିଲାରେ ସ୍କୁଲ ବସ୍‌ଗୁଡ଼ିକ ଉପରେ ଜୋର୍‌ଦାର ଚଢ଼ାଉ କରାଯାଉଛି। ଗତ…

ପ୍ରଭାବିତ ହେବ ପରୀକ୍ଷା: ସମୟ ପରିବର୍ତ୍ତନ ଦାବି

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ଏପ୍ରିଲରୁ ରାଜ୍ୟରେ ଅସହ୍ୟ ହୋଇଛି ଖରାତାତି। ସକାଳ ୯ଟା ପରେ ଘରୁ ବାହାରିବା ବି କଷ୍ଟ ହୋଇପଡୁଛି। ଏଭଳି ସ୍ଥିତିରେ ପିଲାମାନେ କିପରି ସ୍କୁଲ ଯିବା ଆସିବା କରିବେ ତାହାକୁ ନେଇ ଚିନ୍ତା ବଢ଼ିଛି। ପୁଣି ଆଗକୁ ପରୀକ୍ଷା…

ସାରା ଓଡ଼ିଶାରେ ତାତି: ୪୩ ଡିଗ୍ରୀ ଟପିଲା ଭୁବନେଶ୍ୱର

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଓଡ଼ିଶାରେ ଡହ ଡହ ଖରା ସାଙ୍ଗକୁ ଗରମ ପବନ ଦେହକୁ ସିଝାଇ ଦେଉଛି। ପାରଦ ଏବେ ୪୩ ଡିଗ୍ରୀ ଟପିଥିବାବେଳେ ସହରଠୁ ଗାଁ, ରାସ୍ତାରୁ କୋଠା ସବୁକିଛି ତାତି ଯାଉଛି। ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଥିବାବେଳେ ସକାଳ ୧୦ରୁ…

ଦର୍ଲିପାଲିରେ ବିଦ୍ୟୁତ୍‌ ଉତ୍ପାଦନ ବାଧା: ଆଜି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ଦର୍ଲିପାଲିସ୍ଥିତ ଏନ୍‌ଟିପିସିର ପାଓ୍ବାର ଷ୍ଟେଶନରେ ସମସ୍ୟା ଦେଖାଦେବାରୁ ବିଦ୍ୟୁତ୍‌ ଉତ୍ପାଦନ ବାଧାପ୍ରାପ୍ତ ହୋଇଛି। ଫଳରେ ବିଦ୍ୟୁତ୍‌ ଯୋଗାଣରେ ମଧ୍ୟ ଅସୁବିଧା ହେଉଛି। ଏହି ପାଓ୍ବାର ଷ୍ଟେଶନରେ ୨ଟି ୟୁନିଟ୍‌ ମଧ୍ୟରୁ ଗୋଟିଏ କାର୍ଯ୍ୟକ୍ଷମ ଥିବାବେଳେ ୮ ଶହ…

ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ପରଲୋକ

କଟକ ଅଫିସ,୨୪।୪: ବିଶିଷ୍ଟ ସାହିତି୍ୟକା ତଥା ପଦ୍ମଶ୍ରୀ ବୀଣାପାଣି ମହାନ୍ତିଙ୍କ ରବିବାର ରାତି ପ୍ରାୟ ୯ଟାରେ ତାଙ୍କ କଟକସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା। ସାହିତି୍ୟକା ବୀଣାପାଣି ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ, କେନ୍ଦ୍ର ସାହିତ୍ୟ…

ଅଭିନେତ୍ରୀଙ୍କୁ ପ୍ରତାରଣା କରି ଗିରଫ ହେଲେ ଅଭିନେତା

ଫୁଲନଖରା,୨୪।୪:(ଡି.ଏନ୍‌.ଏ.): ଜଣେ ଅଭିନେତ୍ରୀଙ୍କୁ ପ୍ରତାରଣା କରି ଗିରଫ ହେଲେ ଅଭିନେତା। ଗିରଫ ଅଭିନେତା ଜଣକ ହେଲେ ବ୍ୟାସନଗର ଥାନା ଅଧୀନ ଯାଜପୁର ରୋଡ଼ର ଏମ୍‌.ସୁମନ କୁମାର। ଅଭିଯୋଗ ମୁତାବକ, ଅଭିନେତା ସୁମନ ୨ ବର୍ଷ ଧରି ଜଣେ ଅଭିନେତ୍ରୀଙ୍କ ସହ ପାହାଳ…

ସିବିଆଇ ହାତରେ ଧରାପଡ଼ିଲେ ଇଓଡ୍‌ବ୍ଲ୍ୟୁ କନ୍‌ଷ୍ଟେବଳ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଭୁବନେଶ୍ୱର ଆସି ସାଢ଼େ ୪ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଦିଲ୍ଲୀ ଅର୍ଥନୈତିକ ଅପରାଧ ଶାଖା(ଇଓଡ୍‌ବ୍ଲ୍ୟୁ )ର କନ୍‌ଷ୍ଟେବଳ ଅମିତ୍‌ ଲାହୁଚା ରବିବାର ଗିରଫ ହୋଇଛନ୍ତି। ସୂଚନାଯୋଗ୍ୟ, ୨୦୧୬ରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନାଁରେ…

ରାଜଧାନୀରେ ଅସହ୍ୟ ତାତି: ୪୩ ଡିଗ୍ରୀ ଛୁଇଁଲା ତାପମାତ୍ରା

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜାରି ରହିଛି। ରବିବାର ଦିନ ସାଢେ ଦୁଇଟା ସୁଦ୍ଧା ଭୁବନେଶ୍ୱର ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି…

ଏମ୍ସ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟିନେଲେ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଭୁବନେଶ୍ୱର ଏମ୍ସ କର୍ମଚାରୀଙ୍କୁ ଆକ୍ରମଣ କରି ଲୁଟ୍‌ ଅଭିଯୋଗ। ଜୁନିୟର ଆଡମିନ୍‌ଷ୍ଟ୍ରେଟିଭ୍‌ ଅଫିସର ପ୍ରବୀଣ କୁମାର ପାଠକକୁ ଆକ୍ରମଣ କରି ସୁନାଚେନ୍‌ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଏଥିରେ ସେ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ଏମ୍ସ ନିକଟବର୍ତ୍ତୀ ସୁଆଙ୍ଗ ପଡ଼ିଆଠାରେ…

‘ଥିଲେ ଦିଅ, ନ ଥିଲେ ନିଅ’

ଭୁବନେଶ୍ୱର,୨୪।୪(ବ୍ୟୁରୋ): ସ୍ଥାନୀୟ ୩୪ ନଂ ୱାର୍ଡ ସତ୍ୟନଗର ଡେଭେଲପମେଣ୍ଟ ଓ କଲ୍‌ଚରାଲ୍‌ ସୋସାଇଟିଠାରେ ଶନିବାର ଉଡ୍ର ଚାରିଟେବୁଲ୍‌ ଟ୍ରଷ୍ଟ ପକ୍ଷରୁ ‘ଥିଲେ ଦିଅ, ନ ଥିଲେ ନିଅ’ ଅଭିଯାନ ମାଧ୍ୟମରେ ବସ୍ତ୍ର ଓ ଛତା ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?