ମେଟ୍ରୋ

ଖୋଲାରେ ବୟାନ ଦେଉଛନ୍ତି, ପୋଲିସ ପାଉନି

ଭୁବନେଶ୍ୱର, ୨୪।୪ (ବ୍ୟୁରୋ): ସାଇକେଲ ଚୋରି ସନ୍ଦେହରେ କମିଶନରେଟ ପୋଲିସ ଲୋକଙ୍କୁ ଥାନାକୁ ଟେକିନେଇ ମାଡ଼ ମାରୁଛି। କଥା ଆଦାୟ ପାଇଁ ଏମିତି ନିର୍ଯାତନା ଦେଉଛି ଯେ, ଶେଷରେ ଅଭିଯୁକ୍ତଙ୍କ ଜୀବନ ବି ଯାଉଛି। ହେଲେ ବଡ଼ବଡ଼ିଆଙ୍କୁ ଧରିବାକୁ ପୋଲିସ ସାହସ…

ରାଜଧାନୀରେ ଚାଞ୍ଚଲ୍ୟ: ସ୍ତ୍ରୀ-ଶାଳୀଙ୍କୁ ମାରି ଘରେ ରଖିଥିଲେ ବ୍ୟକ୍ତି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରରେ ଚାଞ୍ଚଲ୍ୟ। ହାଉସିଂବୋର୍ଡ ଅଞ୍ଚଳରେ ରହୁଥିବା ଜଣେ ବ୍ୟକ୍ତି ସ୍ତ୍ରୀ ଏବଂ ଶାଳିଙ୍କୁ ହତ୍ୟା କରିବା ପରେ ଦୁଇରୁ ତିନି ଦିନ ହେବ ଘରେ ରଖିଥିଲେ। ରବିବାର ଚନ୍ଦ୍ରଶେଖରପୁର ପୋଲିସ ଖବରପାଇ ମୃତଦେହକୁ ଜବତ କରିଛି। ଏଥିସହ…

ଖୋର୍ଦ୍ଧା-କଟକ ଆଗରେ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୩ ଜଣ ପିଲା ସଂକ୍ରମିତ ହୋଇଥିବା ନେଇ ରାଜ୍ୟ ସୂଚନା…

ଦଳ ବିରୋଧୀ କାର୍ଯ୍ୟ: ଭାଜପା କର୍ମକର୍ତ୍ତା ବହିଷ୍କୃତ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦଳ ବିରୋଧୀ କାର୍ଯ୍ୟ ଏବଂ ଦଳୀୟ ଅନୁଶାସନ ଭଙ୍ଗ କାରଣରୁ ଜଗତ୍‌ସିଂହପୁର ପୂର୍ବତନ ଜିଲା ଉପସଭାପତି ଅଜିତ କୁମାର ଦାସ, ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଓ ପାରାଦୀପ ନଗର ପୂର୍ବତନ ମଣ୍ଡଳ ସଭାପତି କୈଳାସ ଚନ୍ଦ୍ର ସାହୁ, ମହିଳା ମୋର୍ଚ୍ଚା…

୨୦୨୪ ପାଇଁ ବିଜେଡିର ରଣନୀତି

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେଡିକୁ ବିପୁଳ ଜନସମର୍ଥନ ମିଳିଛି। ଆସନ୍ତା ୨୦୨୪ରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ପଞ୍ଚାୟତ ଓ ପୌର ନିର୍ବାଚନ ଭଳି ବିଧାନସଭା ଓ ଲୋକ ସଭା ନିର୍ବାଚନରେ ଦଳ କିପରି କ୍ଲିନ୍‌ ସୁଇପ୍‌…

ପୁଣି ଜଣେ ରସିକିଆ ଡାକ୍ତର ଗିରଫ, ମିଛ କହି କରିଛନ୍ତି ୪ ବିବାହ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ଧରାପଡ଼ିଛନ୍ତି ଆଉ ଜଣେ ରସିକିଆ ଡାକ୍ତର। ଏକେ କିନ୍ତୁ ନକଲି ନୁହେଁ, ଅସଲି ଡାକ୍ତର ଧରା ପଡ଼ିଛନ୍ତି। ଏହି ଡାକ୍ତର ଜଣକ ୪ ଜଣ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ ହୋଇଛି। ଏହି ଅଭିଯୋଗରେ କଟକ ବଡ଼ ମେଡିକାଲର ଡାକ୍ତର…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୭୨୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଆଜି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର

ଭୁବନେଶ୍ୱର,୨୩ା୪(ବ୍ୟୁରୋ): ସାରା ରାଜ୍ୟରେ ଅସହ୍ୟ ଖରା ସହ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ସ୍ଥିତିରେ ଆଜି ରାଜ୍ୟରେ ସବୁଠୁ ଉତ୍ତପ୍ତ ସହର ଭାବେ ଭୁବନେଶ୍ୱର ସ୍ଥାନିତ ହୋଇଛି। ଶୁକ୍ରବାର ରାଜଧାନୀରେ ତାପମାତ୍ରା ୪୦.୮ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ…

ଚୋରା ବାଇକ୍‌ରେ ଲୁଟୁଥିଲା କଟୁରି ଗ୍ୟାଙ୍ଗ୍‌

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଚୋରା ବାଇକ୍‌ରେ ବୁଲୁଥିଲେ। ଏକୁଟିଆ ଯାଉଥିବା ଲୋକଙ୍କୁ ଟାର୍ଗେଟ କରି କଟୁରି ଦେଖାଇ ଲୁଟୁଥିଲେ। ରାଜଧାନୀ ଭୁବନେଶ୍ୱରରେ ଆତଙ୍କ ସୃଷ୍ଟି କରୁଥିବା କଟୁରୀ ଗ୍ୟାଙ୍ଗ୍‌ ଶେଷରେ ଧରାପଡ଼ିଛି। ଏହି ଗ୍ୟାଙ୍ଗ୍‌ର ୫ଜଣଙ୍କୁ ଧରିଛି ଖଣ୍ଡଗିରି ଥାନା ପୋଲିସ। ସେମାନେ ହେଲେ…

ଧରାପଡ଼ିଲେ ବ୍ରାଉନ୍‌ସୁଗାର ବେପାରୀ ସେକ୍‌ ଜାମ୍‌ସେଦ୍‌

ଭୁବନେଶ୍ୱର, ୨୩।୪(ବ୍ୟୁରୋ): ଲକ୍ଷ୍ମୀସାଗର ଥାନା ହଳଦିପଡ଼ିଆ ବସ୍ତିରୁ ମୋଷ୍ଟ ଓ୍ବାଣ୍ଟେଡ ବ୍ରାଉନ୍‌ସୁଗାର ବେପାରୀ ସେକ୍‌ ଜାମ୍‌ସେଦ୍‌ଙ୍କୁ କ୍ରାଇମ୍‌ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ଗିରଫ କରିଛି। ଜାମସେଦ୍‌ ହେଉଛନ୍ତି ଜେଲରେ ଥିବା ନିଶା ବେପାରୀ ଶିବ ପ୍ରସାଦ ଦାସ ଓରଫ ଶିବୁଙ୍କ…

ମୁହଁ ଖୋଲିଲେ ଅଭିଯୁକ୍ତ ସ୍ତ୍ରୀ

ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ପରକୀୟା ପ୍ରୀତିକୁ ବିରୋଧ କରିବାରୁ ଇଞ୍ଜିନିୟର ସ୍ବାମୀଙ୍କୁ ହତ୍ୟା ପାଇଁ ସୁପାରି ଦେବା ଘଟଣା ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଛି। ଏନେଇ ଦୁଇ ଥାନାରେ ଦୁଇ ମାମଲା ରୁଜୁ ହୋଇଥିବାବେଳେ ଗୁରୁବାର ମଞ୍ଚେଶ୍ୱର ଥାନା ପୋଲିସ ଇଞ୍ଜିନିୟରଙ୍କ ପୂର୍ବତନ…

ନକଲି ପ୍ରଶ୍ନପତ୍ର, ଗୁଜବକାରୀଙ୍କ ଉପରେ କଡ଼ା ନଜର

ଭୁବନେଶ୍ୱର, ୨୩ା୪(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ୍‌ ଏବଂ ଯୁକ୍ତ୨ ପରୀକ୍ଷା ନିମନ୍ତେ ପ୍ରଶାସନିକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏନେଇ ଶୁକ୍ରବାର ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରଶ୍ନପତ୍ର ନୋଡାଲ୍‌ ସେଣ୍ଟରରେ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?