ମେଟ୍ରୋ

୩୧ ପର୍ଯ୍ୟନ୍ତ ଇଞ୍ଜିନିୟରିଂ ନାମଲେଖା ଅବଧି ବୃଦ୍ଧି

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ରାଜ୍ୟରେ ଖାଲି ପଡିଥିବା ଇଞ୍ଜିନିୟରିଂ ସିଟ୍‌ରେ ନାମଲେଖା ଅବଧି ବୃଦ୍ଧି ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ଓଡ଼ିଶା ପ୍ରାଇଭେଟ୍‌ ଇଞ୍ଜିନିୟରିଂ କଲେଜ ଆସୋସିଏଶନ (ଓପେକା) ପକ୍ଷରୁ ପ୍ରଥମେ ହାଇକୋର୍ଟ ଓ ପରେ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା। ଏହାର...

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର,୧୮ା୧୨(ବ୍ୟୁରୋ): ସମଗ୍ର ରାଜ୍ୟ ହାଡ଼ଭଙ୍ଗା ଶୀତରେ କମ୍ପୁଛି। ସଞ୍ଜ ହେବା ମାତ୍ରେ ମାଡ଼ିଆସୁଛି ପ୍ରଚଣ୍ଡ ଶୀତ। ଦେହ ହାତ କୋଲ ମାରିଯାଉଛି। ଗାଁଠୁ ସହର ସବୁଠି ଶୀତର ପ୍ରକୋପ ବଢ଼ିଯାଇଛି। ସକାଳୁ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। କେତେକ ସ୍ଥାନରେ...

କେନ୍ଦ୍ରାପଡ଼ାରେ ମିତ୍ତଲ କରିବ ମେଗା ଷ୍ଟିଲ୍‌ ପ୍ଲାଣ୍ଟ

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ାଠାରେ ଆର୍ସେଲର ମିତ୍ତଲ ନିପନ ଷ୍ଟିଲ୍‌ ପକ୍ଷରୁ ୧ ଲକ୍ଷ ୨ ହଜାର ୨୭୫ କୋଟି ଟଙ୍କାର ପୁଞ୍ଜି ବିନିଯୋଗରେ ଏକ ବୃହତ୍‌ ଷ୍ଟିଲ୍‌ପ୍ଲାଣ୍ଟ ସ୍ଥାପନ ହେବ। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ସଂକ୍ରମଣ ବଢ଼ିଲେ ଖୋଲିବ କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ): ପଡ଼ୋଶୀ ରାଜ୍ୟ ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗରେ ‘ଓମିକ୍ରନ୍‌’ ଆକ୍ରାନ୍ତ ଚିହ୍ନଟ ହେବା ପରେ ଓଡ଼ିଶା ପାଇଁ ଚିନ୍ତା ବଢ଼ିଛି। ଯଦିଓ ରାଜ୍ୟରେ ଏ ପର୍ଯ୍ୟନ୍ତ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି, ତଥାପି ରାଜ୍ୟ ସରକାର ସତର୍କତାମୂଳକ ପଦକ୍ଷେପ...

ରାଜ୍ୟରେ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନା ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮ ହଜାର ୪୪୧କୁ ବୃଦ୍ଧି ପାଇଛି। କେବଳ କଳାହାଣ୍ଡି ଜିଲାରୁ ଜଣେ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୫୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୧୨(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍‌। ଆକ୍ରାନ୍ତଙ୍କ ମଧ୍ୟରୁ ୯୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୩ ଜଣ ଲୋକାଲ...

ମେଡିକାଲ ଆସେସ୍‌ମେଣ୍ଟ ବୋର୍ଡ ପୁନର୍ଗଠିତ

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ):ରାଜ୍ୟର ବିଭିନ୍ନ ମେଡିକାଲ କଲେଜଗୁଡ଼ିକରେ ଚିକିତ୍ସା ମୂଲ୍ୟାଙ୍କନ ବୋର୍ଡ (ମେଡିକାଲ ଆସେସ୍‌ମେଣ୍ଟ ବୋର୍ଡ)ର ପୁନର୍ଗଠନ କରାଯାଇଛି ା ଏହି ବୋର୍ଡଗୁଡ଼ିକ ଭିନ୍ନକ୍ଷମ ପ୍ରମାଣପତ୍ର ପ୍ରଦାନରେ ଦେଖାଦେଉଥିବା ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ଅପିଲ୍‌ ପ୍ରାଧିକରଣଙ୍କୁ ସହାୟତା ଦେବେ ା ଭିନ୍ନକ୍ଷମ...

ଥରକରେ ୬,୧୩୧ ଶିକ୍ଷକଙ୍କୁ ନିଯୁକ୍ତି

ଭୁବନେଶ୍ୱର,୧୭ା୧୨(ବ୍ୟୁରୋ):ପିଲାମାନେ ଅନନ୍ତ ସମ୍ଭାବନାର ପ୍ରତୀକ। ସେମାନଙ୍କ ମଧ୍ୟରେ ନୂଆ ଆଶା ଜାଗ୍ରତ କରିବା, ସେମାନଙ୍କ କଳ୍ପନାକୁ ଶକ୍ତିଦେବା ଏବଂ ଅଧ୍ୟୟନ ପ୍ରତି ଆଗ୍ରହ ସୃଷ୍ଟି କରିବାରେ ଶିକ୍ଷକମାନେ ପ୍ରମୁଖ ଭୂମିକା ଗ୍ରହଣ କରିଥାନ୍ତି। ଛାତ୍ରୀଛାତ୍ରଙ୍କ ମଧ୍ୟରେ ସୃଜନୀଶକ୍ତିର ବିକାଶ ସହିତ...

ଧର୍ମଘଟ ଯୋଗୁ ବ୍ୟାଙ୍କିଙ୍ଗ୍‌ ସେବା ବାଧାପ୍ରାପ୍ତ

ଭୁବନେଶ୍ୱର,୧୭ା୧୨:କେନ୍ଦ୍ର ସରକାରଙ୍କ ବ୍ୟାଙ୍କ ଘରୋଇକରଣ ନିଷ୍ପତ୍ତି ବିରୋଧରେ ୟୁନାଇଟେଡ୍‌ ଫୋରମ୍‌ ଅଫ୍‌ ବ୍ୟାଙ୍କ ୟୁନିୟନ (ୟୁଏଫ୍‌ବିୟୁ) ପକ୍ଷରୁ ୨ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ ଡାକରା ଦିଆଯାଇଥିଲା। ଏହି ପରିପ୍ରେକ୍ଷୀରେ ଗୁରୁବାର ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟର ପ୍ରଥମ ଦିନ ଶାନ୍ତିଶୃଙ୍ଖଳାର ସହ...

ଇସ୍ପାତ ଓ ଖଣି ବିଭାଗର ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୧୭ା୧୨(ବ୍ୟୁରୋ):ରାଜ୍ୟରୁ କରୋନା କଟକଣା ଏକ ପ୍ରକାର କୋହଳ ହୋଇସାରିଛି। ହେଲେ କିଛିଦିନ ହେବ ସ୍କୁଲ ଶିକ୍ଷକ ଏବଂ ଚାତ୍ରୀଛାତ୍ରମାନେ କେତେଗୁଡିଏ ସ୍ଥାନରେ କରୋନା ପଜେଟିଭ ହେଉଥିବା ଲକ୍ଷ୍ୟ କରାଯାଇଛି। ସେହିପରି ରାଜ୍ୟ ସରକାର ଷ୍ଟିଲ୍‌ ଏବଂ ମାଇନ୍ସ ବିଭାଗର...

ପ୍ରଥମ ପର୍ଯ୍ୟାୟରେ ଗଲା ୧.୯୬ ଲକ୍ଷ ବହି

ଭୁବନେଶ୍ୱର, ୧୭।୧୨(ବ୍ୟୁରୋ):ଶିକ୍ଷାବର୍ଷ ୨୦୨୨-୨୩ ନିମନ୍ତେ ରାଜ୍ୟ ସରକାରଙ୍କ ଗଣଶିକ୍ଷା ବିଭାଗ ପକ୍ଷରୁ ମାଗଣା ପାଠ୍ୟପୁସ୍ତକ ବିତରଣ କାର୍ଯ୍ୟକ୍ରମ ଗୁରୁବାରଠାରୁ ଆରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ ପାଠ୍ୟପୁସ୍ତକ ଉତ୍ପାଦନ ବିକ୍ରୟ କେନ୍ଦ୍ରଠାରେ ଅନୁଷ୍ଠାନର ନିର୍ଦ୍ଦେଶକ ବିକାଶ ଚନ୍ଦ୍ର ମହାପାତ୍ର ଏବଂ ପ୍ରାଥମିକ ଶିକ୍ଷା...

ଝାରପଡ଼ା ଜେଲ୍‌ରେ ଏନ୍‌ଆଇଏ ଟିମ: ମାଓବାଦୀ ନେତା ଦୁବାସି ଶଙ୍କରଙ୍କୁ ଜେରା

ଭୁବନେଶ୍ୱର,୧୬।୧୨ (ବ୍ୟୁରୋ): ଦୁର୍ଦ୍ଦାନ୍ତ ମାଓବାଦୀ ନେତା ଦୁବାସି ଶଙ୍କରଙ୍କୁ ଜେରା କରିବାକୁ ଗୁରୁବାର ଏନ୍‌ଆଇଏ ଟିମ୍‌ ଝାରପଡ଼ା ଜେଲ୍‌ରେ ପହଞ୍ଚିଛନ୍ତି । ଦୁବାସି ଶଙ୍କରଙ୍କୁ ଜେରା ଚାଲଥିବା ଜଣାପଡ଼ିଛି। ମାଓନେତା ଦୁବାସିଙ୍କୁ ଏନ୍‌ଆଇଏର ୨ ଜଣିଆ ଟିମ ଜେରା କରୁଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri