ଅନ୍ଧାରରେ ଥିବା ଓଡ଼ିଶା ଏବେ ଆଲୋକିତ
ଭୁବନେଶ୍ୱର,୨୨।୪(ବ୍ୟୁରୋ): ଓଡ଼ିଶା ଜଳ ବିଦ୍ୟୁତ୍ ନିଗମର ୨୭ତମ ପ୍ରତିଷ୍ଠା ଦିବସ ଗୁରୁବାର ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶିଳ୍ପ, ଶକ୍ତି, ଏମ୍ଏସ୍ଏମ୍ଇ ଓ ଗୃହ ବିଭାଗ ମନ୍ତ୍ରୀ କ୍ୟାପ୍ଟେନ ଦିବ୍ୟଶଙ୍କର ମିଶ୍ର ଯୋଗଦେଇ କହିଛନ୍ତି,…
ପିଡବ୍ଲ୍ୟୁଡି ରାସ୍ତା ଖୋଳିବାକୁ ବିଏମ୍ସି ଦେଉଛି ଅନୁମତି
ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ମାର୍ଟସିଟିର ପୂର୍ଣ୍ଣାଙ୍ଗ ରୂପ ଦେବା ପାଇଁ ବିଭିନ୍ନ ଯୋଜନାରେ ଉନ୍ନୟନ କାର୍ଯ୍ୟ ଜାରି ରହିଛି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ ଅନେକ ସମୟରେ ରାସ୍ତାକୁ ମନଇଚ୍ଛା ଖୋଳି ଦିଆଯାଉଥିବା ଦେଖିବାକୁ ମିଳୁଛି। ଭୁବନେଶ୍ୱର…
ଦୋକାନୀଙ୍କଠାରୁ ୬ ଲକ୍ଷର ସୁନାଗହଣା ଲୁଟ୍: ବର୍ଷକରେ ୮ଥର ଲୁଟ୍ର ଶିକାର
ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜଧାନୀରେ ରାତି ହେଲେ ଲୁଟେରାମାନେ ଆତଙ୍କ ଖେଳାଉଛନ୍ତି। ପୋଲିସର କଡ଼ା ପାଟ୍ରୋଲିଂ ସତ୍ତ୍ୱେ ଗୁରୁବାର ରାତିରେ ଶତାବ୍ଦୀ ନଗରସ୍ଥିତ ଡେଲ୍ଟା ଛକ ନିକଟରେ ଜଣେ ସୁନା ଦୋକାନୀଙ୍କଠାରୁ ଦୁର୍ବୃତ୍ତମାନେ ୬ଲକ୍ଷ ଟଙ୍କାର ସୁନାଗହଣା ଲୁଟି ନେଇଥିବା ଖଣ୍ଡଗିରି ଥାନାରେ ଅଭିଯୋଗ…
ଅକ୍ଷୟ ତୃତୀୟାକୁ ‘କୃଷକ ଅଧିକାର ଦିବସ’ ପାଳିବ କିଷାନ କଂଗ୍ରେସ
ଭୁବନେଶ୍ୱର,୨୨।୪ (ବ୍ୟୁରୋ): ଓଡ଼ିଶା ପ୍ରଦେଶ କିଷାନ କଂଗ୍ରେସର ରାଜ୍ୟ କାର୍ଯ୍ୟକାରିଣୀ ଗୁରୁବାର ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ପିସିସି କିଷାନ କଂଗ୍ରେସ ଅଧ୍ୟକ୍ଷ ଅମିୟ କୁମାର ପଟ୍ଟନାୟକଙ୍କ ଅଧ୍ୟତାରେ ଆୟୋଜିତ ଏହି ବୈଠକରେ ଅକ୍ଷୟ ତୃତୀୟାକୁ କୃଷକ ଅଧିକାର ଦିବସ…
ସ୍ଥଗିତ ସ୍ଥାନରେ ମେ ୨୭ରେ ଭୋଟ
ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଗତ ପଞ୍ଚାୟତ ନିର୍ବାଚନ ସମୟରେ କେତେକ ସ୍ଥାନରେ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ପଦବୀ ଲାଗି ନିର୍ବାଚନ ହୋଇପାରି ନ ଥିଲା। ପ୍ରାର୍ଥୀଙ୍କ ମୃତ୍ୟୁ ଯୋଗୁ ସେସବୁ ସ୍ଥାନରେ ନିର୍ବାଚନ ସ୍ଥଗିତ ରଖାଯାଇଥିଲା। ଉକ୍ତ ସ୍ଥାନଗୁଡ଼ିକରେ…
୪୫ ମିନିଟ କାଟ ହେବ ବିଦ୍ୟୁତ୍
ଭୁବନେଶ୍ୱର,୨୨ା୪(ବ୍ୟୁରୋ): ଟାଟା ପାୱାର ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍ ଲିଃ(ଟିପିସିଓଡିଏଲ) ଅଞ୍ଚଳରେ ଅସ୍ଥାୟୀ ଭାବେ ବିଦ୍ୟୁତ୍ କାଟ ଜାରି ରହିବ । କିଛି ଅଞ୍ଚଳରେ ଅଧ ଘଣ୍ଟାରୁ ୪୫ମିନିଟ୍ ପର୍ଯ୍ୟନ୍ତ ବିଦ୍ୟୁତ୍ କାଟ ହେବ ବୋଲି ଟିପିସିଓଡିଏଲର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ସେନ୍…
୧୫୫.୯୨ କୋଟିରେ ହେବ ୩ କ୍ୟାନ୍ସର ୟୁନିଟ୍
ଭୁବନେଶ୍ୱର,୨୨ା୪: ଓଡ଼ିଶାର ୩ ମେଡିକାଲ କଲେଜରେ ନୂଆ କ୍ୟାନ୍ସର କେୟାର ସେଣ୍ଟର ଖୋଲିବା ପାଇଁ ଗୁରୁବାର ରାଜ୍ୟ ସରକାର ୧୫୫.୯୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ବ୍ରହ୍ମପୁରସ୍ଥିତ ଏମ୍କେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ କ୍ୟାନ୍ସର କେୟାର ସେଣ୍ଟର ସ୍ଥାପନ ଲାଗି…
ପରକୀୟା ପ୍ରୀତି: ସ୍ବାମୀଙ୍କୁ ହତ୍ୟା ପାଇଁ ସୁପାରି
ଭୁବନେଶ୍ୱର, ୨୨ା୪(ବ୍ୟୁରୋ):ଇଞ୍ଜିନିୟର ସ୍ବାମୀଙ୍କ ବଦଳି ପରେ ସ୍ତ୍ରୀଙ୍କୁ ନେବାଆଣିବା କରିବା ଭିତରେ ତାଙ୍କ ସହ ଡ୍ରାଇଭରଙ୍କ ଗଢ଼ିଉଠେ ପ୍ରେମ ସମ୍ପର୍କ। ସ୍ବାମୀଙ୍କ ବାରଣ ସତ୍ତ୍ୱେ ଚାଲେ ମିଳାମିଶା। ଏହାକୁ ନେଇ ଦାମ୍ପତ୍ୟ ଜୀବନରେ ଉଠେ ଝଡ଼। ସ୍ତ୍ରୀ ମହିଳା ଥାନାରେ ସ୍ବାମୀଙ୍କ…
ରାଉରକେଲା ପ୍ରଦୂଷଣ ହକି ପାଇଁ ବାଧା
ଭୁବନେଶ୍ୱର,୨୨/୪(ବ୍ୟୁରୋ):୨୦୨୩ ଜାନୁୟାରୀରେ ଓଡ଼ିଶାରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍ ଆଗରେ ପ୍ରଦୂଷଣ ବାଧକ ସାଜିଛି। ଭୁବନେଶ୍ୱର ଓ ରାଉରକେଲାରେ ହକି ବିଶ୍ୱକପ୍ର ସମସ୍ତ ମ୍ୟାଚ ଖେଳାଯିବ। ଏଥିରେ ୧୬ଟି ଦେଶ ଭାଗ ନେବାକୁ ଯାଉଛନ୍ତି। ଏଥିପାଇଁ ସରକାର ବ୍ୟାପକ ପ୍ରସ୍ତୁତି…
ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୭୦୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
୨୪ ପରେ ବଢ଼ିବ ତାତି
ଭୁବନେଶ୍ୱର,୨୧।୪(ବ୍ୟୁରୋ): ରାଜ୍ୟରେ ଏପ୍ରିଲ ୨୪ ତାରିଖ ପରେ ତାତି ବଢ଼ିବ। ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାତି ୪୩ ଡିଗ୍ରୀରୁ ୪୬ ଡିଗ୍ରୀ ମଧ୍ୟରେ ରହିବାର ସମ୍ଭାବନା ରହିଛି। ଏହା ସହ ଉପକୂଳ ଓଡ଼ିଶାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିବା…
ମେ’୨୭ରେ ସ୍ଥଗିତ ଥିବା ସ୍ଥାନରେ ପଞ୍ଚାୟତ ନିର୍ବାଚନ
ଭୁବନେଶ୍ୱର,୨୧।୪(ବ୍ୟୁରୋ): ପଞ୍ଚାୟତ ନିର୍ବାଚନରେ ପା୍ରର୍ଥୀଙ୍କ ମୃତ୍ୟୁ ଯୋଗୁ ସ୍ଥଗିତ ଥିବା ନିର୍ବାଚନ ମେ’୨୭ରେ ହେବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ଏପ୍ରିଲ ୨୬ରେ ବିଧିବଦ୍ଧ ଭାବେ ନିର୍ବାଚନ ଅଧିକାରୀଙ୍କ ଦ୍ୱାରା ବିଜ୍ଞପ୍ତି ପ୍ରକାଶ…

