ମେଟ୍ରୋ

ଝଡବର୍ଷା ନେଇ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଉତ୍ତରପୂର୍ବ ମଧ୍ୟବର୍ତ୍ତୀ ଓ ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟର କିଛି ଜିଲାରେ ମଧ୍ୟମ ଧରଣର ଝଡବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୧୨ଟି…

ବଢ଼ିଲା ଓମ୍‌ଫେଡ୍‌ ଦର

ଭୁବନେଶ୍ୱର,୨୧।୪(ବ୍ୟୁରୋ): ଗୁରୁବାରଠାରୁ ବଢ଼ିଛି ଓମ୍‌ଫେଡ୍‌ କ୍ଷୀର ଦର । ଲିଟର ପିଛା ଓମ୍‌ଫେଡ୍‌ କ୍ଷୀର ୨ ଟଙ୍କା ବୃଦ୍ଧି ପାଇଛି । ଏହାଦ୍ୱାରା ୫ଶହ ମିଲିଲିଟର କ୍ଷୀରର ଦାମ ୨୩ ଟଙ୍କାରୁ ବଢି ୨୪ ଟଙ୍କାରେ ବିକ୍ରି କରାଯାଉଛି । ଓମଫେଡ…

ରାଜ୍ୟରେ ୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୪(ବ୍ୟୁରୋ) : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ୫ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଲୋକାଲ୍‌ କେସ୍‌ ରହିଛି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ…

ଖନନବେଳେ ମାଟି ତଳୁ ମିଳିଲା ମୂର୍ତ୍ତି

ଭୁବନେଶ୍ୱର,୨୧।୪(ବ୍ୟୁରୋ): ପୁରୁଣା ଭୁବନେଶ୍ୱର ଅଞ୍ଚଳର ସୁକସାରି ମନ୍ଦିର ପାର୍ଶ୍ୱରେ ବୁଧବାର ସକାଳେ ଖନନ କାର୍ଯ୍ୟ ଚାଲିଥିବାବେଳେ ମାଟିତଳୁ ଏକ ପ୍ରାଚୀନ ଦେବୀଙ୍କ ମୂର୍ତ୍ତି ମିଳିଛି। ଭୁବନେଶ୍ୱରକୁ ସୌନ୍ଦର୍ଯ୍ୟକରଣ କରିବା ପାଇଁ ଏଏସ୍‌ଆଇ ପକ୍ଷରୁ ସୁକସାରି ମନ୍ଦିର ପାର୍ଶ୍ୱରେ ଖନନ କାର୍ଯ୍ୟ ଚାଲିଥିଲା।…

‘ଅଦ୍ୱିକା ଆପ୍‌’ ମାଧ୍ୟମରେ ଜୀବନକୌଶଳ ଶିକ୍ଷା

ଭୁବନେଶ୍ୱର, ୨୧।୪(ବ୍ୟୁରୋ):ବାଲ୍ୟ ବିବାହ ରୋକିବା ପାଇଁ ରାଜ୍ୟ ସରକାରଙ୍କ ‘ଅଦ୍ୱିକା’ କାର୍ଯ୍ୟକ୍ରମକୁ ଅଧିକ ସୁଗମ ଓ ସାର୍ବଜନୀନ କରିବା ଲାଗି ପ୍ରସ୍ତୁତ ହୋଇଛି ‘ଅଦ୍ୱିକା ଆପ୍‌’। ବୁଧବାର ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ…

ସ୍କୁଲ ପିଲାଙ୍କୁ ନେଉଛି ଅନ୍‌ଫିଟ୍‌ ଯାନ

ଭୁବନେଶ୍ୱର,୨୧ା୪(ବ୍ୟୁରୋ): ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସ୍କୁଲ ପିଲାଙ୍କୁ ନେବା ଆଣିବା କରୁଥିବା ଯାନଗୁଡିକୁ ଯାଞ୍ଚ କରାଯାଉଛି। ଏ ନେଇ ବିଭାଗ ପକ୍ଷରୁ ସପ୍ତାହେ ବ୍ୟାପୀ ସ୍ବତନ୍ତ୍ର ଡ୍ରାଇଭ୍‌ ଆରମ୍ଭ କରାଯାଇଛି। ତେବେ ପିଲାମାନଙ୍କୁ ନେଉଥିବା ଯାନଗୁଡିକ ମଧ୍ୟରୁ ଅଧିକାଂଶ ଅନ୍‌ଫିଟ୍‌…

ପୁଣି ଘାରିଲା କରୋନା ଭୟ: କୋଭିଡ୍‌ ନିୟମ ପାଳିବାକୁ ଜିଲାପାଳଙ୍କୁ ଚିଠି

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ଦେଶରେ ପୁଣି କରୋନା ବ୍ୟାପିବାରେ ଲାଗିଛି। ଦିଲ୍ଲୀ, ଉତ୍ତରପ୍ରଦେଶ ପରି ଅନେକ ରାଜ୍ୟରେ ସଂକ୍ରମଣ ବୃଦ୍ଧି ପାଉଥିବାରୁ ଓଡ଼ିଶାରେ ସମ୍ଭାବ୍ୟ ପରିସ୍ଥିତିର ମୁକାବିଲା କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟରେ ସର୍ଭେଲାନ୍ସ ଜାରି ରଖିବା ସହ ସତର୍କ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୬୮୭ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ସୋନପୁରରେ ଅଗ୍ନି ବର୍ଷା

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରକୋପ ବଢ଼ିବାରେ ଲାଗିଛି। ବିଶେଷକରି ପଶ୍ଚିମ ଓଡ଼ିଶାରେ ଯେମିତି ଅଗ୍ନି ବର୍ଷୁଛି। ଏଥିରୁ ସୋନପୁର ଜିଲା ସବୁଠୁ ଊର୍ଦ୍ଧ୍ୱରେ ରହିଛି। ସମଗ୍ର ଦେଶରେ ରେକର୍ଡ କରିଥିବା ସୋନପୁର କ୍ରମାଗତ ଦିତୀୟ ଦିନରେ ରାଜ୍ୟର ସବୁଠୁ ଉତ୍ତପ୍ତ ସହର…

ଆଉ ନାହାନ୍ତି ବିଶିଷ୍ଟ କଥାକାର ରବୀନ୍ଦ୍ରନାଥ ଦାସ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିଶିଷ୍ଟ ନାଟ୍ୟକାର ତଥା କଥାକାର ରବୀନ୍ଦ୍ରନାଥ ଦାସ ଆଉ ନାହାନ୍ତି। ଏଠାକାର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ତାଙ୍କର ଦେହାନ୍ତ ହୋଇଛି। ତେବେ କଥାକାରଙ୍କ ପରଲୋକକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକବ୍ୟକ୍ତ କରିଛନ୍ତି। ଟୁଇଟ୍‌ କରି…

ରାଜ୍ୟପାଳଙ୍କୁ ସିଏଜି ରିପୋର୍ଟ ପ୍ରଦାନ

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ଆସନ୍ତା ବଜେଟ ଅଧିବେଶନରେ ଉପସ୍ଥାପିତ ହେବାକୁ ଥିବା ଭାରତର ମହାଲେଖା ନିୟନ୍ତ୍ରକ ତଥା ମହାସମୀକ୍ଷକଙ୍କ ୨୦୧୯-୨୦ ସମାପ୍ତ ବର୍ଷ ପାଇଁ ‘ସମ୍ପାଦନ ଏବଂ ଅନୁପାଳନ ରିପୋର୍ଟ-୩’ ଲେଖା ପରୀକ୍ଷା ପ୍ରତିବେଦନ (ସିଏଜି ରିପୋର୍ଟ) ଓଡ଼ିଶାର ପ୍ରଧାନ ମହାଲେଖାକାର ଅନନ୍ତ କିଶୋର…

କୋକେନ୍‌ ଘଟଣାରେ ବିଦେଶୀ ଲିଙ୍କ୍‌ : ଆସୁଥିଲା ୬ ଦେଶରୁ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜଧାନୀରୁ କୋକେନ୍‌ ଜବତ ଘଟଣାରେ ବିଦେଶୀ ଲିଙ୍କ୍‌ ସାମ୍ନାକୁ ଆସିଛି। ମୋବାଇଲ ମାଫିଆଙ୍କ ସିକ୍ରେଟ୍‌ ଖୋଲିଛି। ଏହି କୋକେନ୍‌ ବିଦେଶରୁ ଓଡ଼ିଶାକୁ ଆସୁଥିଲା ବେଳେ ୬ଟି ଦେଶର ମାଫିଆଙ୍କ ସହ ରବି ଲିଙ୍କରେ ଥିଲେ । ଚୀନ, ଫ୍ରାନ୍ସ, ଆମେରିକା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?