ଲିଫ୍ଟ ଦେଇ ଲୁଟିନେଲେ, ସାହାଯ୍ୟ ମାଗି ମାଡ଼ ଖାଇଲେ ବାଙ୍ଗାଲୋର ଫେରନ୍ତା ଯୁବକ
ଭୁବନେଶ୍ୱର,୩।୨(ବ୍ୟୁରୋ): ବାଙ୍ଗାଲୋର ଫେରନ୍ତା ଯୁବକଙ୍କୁ ନିଶା ଦେଇ ଲୁଟିଲେ ଲୁଟେରା। ପରେ ଯୁବକଜଣଙ୍କ ଉଦ୍ଧାର ପାଇଁ ସାହାଯ୍ୟ ମାଗିବାରୁ ନିର୍ଧୂମ ମାଡ଼ ଖାଇଲେ। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ରାଜଧାନୀରେ। ଲିଫ୍ଟ ନେଇ ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଥିବା ଯୁବକ ହେଲେ…
ରାଜ୍ୟରେ ଆଉ ୧୮ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର,୩।୧(ବ୍ୟୁରୋ): ରାଜ୍ୟରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୬୬୬କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
‘ସ୍ଥିତି ଦେଖି ସ୍କୁଲ୍ ଖୋଲିବା ନିଷ୍ପତ୍ତି ନିଆଯିବ’
ଭୁବନେଶ୍ବର,୩।୨(ବ୍ୟୁରୋ) କରୋନା ସ୍ଥିତି ନେଇ ଜନ ସାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଓମିସିୟୋର କିଟ୍ରେ ହାରାହାରି ୩୧୬୬୬ ଜଣଙ୍କର ସାମ୍ପୁଲ ଟେଷ୍ଟ କରାଯାଇଥିଲା। ସେଥିମଧ୍ୟରୁ ୧୭୨୯ ଜଣଙ୍କର ପଜିଟିଭ ଚିହ୍ନଟ ହୋଇଥିଲା। ସେମାନଙ୍କ ମଧ୍ୟରୁ ୫୭୬…
ଏବେ ବି ଖୋର୍ଦ୍ଧା ଶୀର୍ଷରେ
ଭୁବନେଶ୍ୱର,୩।୨(ବ୍ୟୁରୋ): ରାଜ୍ୟରୁ ଗତ ୨୪ ଘଣ୍ଟାରେ ଆଉ ୩,୬୨୯ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୫୧୫ ଜଣ ସଂକ୍ରମିତ ପିଲା ଥିବା ବେଳେ କ୍ୱାରାଣ୍ଟାଇନରୁ ୨୧୧୫ ଏବଂ ୧୫୧୪ ଲୋକାଲ କେସ୍ ରହିଛି । ଏହାକୁ…
୭ ଜିଲାରେ ବିଜୁଳି ସହ ଘଡ଼ଘଡ଼ି ବର୍ଷା
ଭୁବନେଶ୍ୱର,୩।୨(ବ୍ୟୁରୋ): ଆଜିଠାରୁ ରାଜ୍ୟରେ ବଦଳିବ ପାଗ । ବଙ୍ଗୋପସାଗରରୁ ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡିଶା ମୁହାଁ ହେଉଛି । ଆଜି ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାର ୭ ଜିଲାକୁ ବିଜୁଳି ଘଡ଼ଘଡ଼ି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…
ବିମାନବନ୍ଦରରେ ଦିବ୍ୟାଙ୍ଗ ଯାତ୍ରୀଙ୍କ ପାଇଁ ସ୍ବତନ୍ତ୍ର ହେଲ୍ପ ଡେସ୍କ
ଭୁବନେଶ୍ୱର, ୩।୨(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଦିବ୍ୟାଙ୍ଗ ଯାତ୍ରୀଙ୍କ ଯିବାଆସିବା ସୁବିଧା ସମ୍ପର୍କିତ ଏକ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ସିଆଇଏସ୍ଏଫ୍ର ସିଏଏସ୍ଓ ସୁଧୀର କୁମାରଙ୍କ ଆବାହକତ୍ୱରେ ଆୟୋଜିତ ବୈଠକକୁ ବିମାନବନ୍ଦର ନିର୍ଦ୍ଦେଶକ ପ୍ରଭାତ ରଞ୍ଜନ ବେଉରିଆ ଅଧ୍ୟକ୍ଷତା କରିଥିଲେ।…
୩୬ ଘଣ୍ଟା, ୭୦୦ କି.ମି.
ଭୁବନେଶ୍ୱର,୩।୨(ବ୍ୟୁରୋ): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡ଼ା ଅଞ୍ଚଳରୁ ଜଣେ ବ୍ୟବସାୟୀଙ୍କ ପୁଅଙ୍କୁ ଅପହରଣ କରି ୩୦ ଲକ୍ଷ ଟଙ୍କାରେ ମୁଣ୍ଡ ଜାମିନ ଘଟଣାରେ କମିଶନରେଟ ପୋଲିସକୁ ସଫଳତା ମିଳିଛି। ତ୍ୱରିତ ପଦକ୍ଷେପ ଯୋଗୁ ଜଣେ ଯୁବକଙ୍କ ଜୀବନ ବଞ୍ଚତ୍ୟାଇଛି। ୩୬…
୨୪ରେ ଚୂଡ଼ାନ୍ତ ଭୋଟର ଲିଷ୍ଟ୍
ଭୁବନେଶ୍ୱର,୩ା୨(ବ୍ୟୁରୋ): ପୌର ନିର୍ବାଚନ ଲାଗି ରାଜ୍ୟ ନିର୍ବାଚନ କମିଶନ ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଭାରତର ନିର୍ବାଚନ କମିଶନଙ୍କ ଭୋଟର ତାଲିକାକୁ ଆଧାର କରି ପୌର ନିର୍ବାଚନ ପାଇଁ ଭୋଟର ତାଲିକା ପ୍ରସ୍ତୁତ କରାଯିବ। ଯେଉଁମାନଙ୍କର ନାମ ବିଧାନସଭା ନିର୍ବାଚନମଣ୍ଡଳୀ ଭୋଟର ତାଲିକାରେ…
ବ୍ୟବସାୟୀଙ୍କ ପୁଅଙ୍କୁ ଅପହରଣ କରି ମାଗିଥିଲେ ୩୦ ଲକ୍ଷ
ଭୁବନେଶ୍ୱର,୨।୨(ବ୍ୟୁରୋ): ଭୁବନେଶ୍ୱର ଲକ୍ଷ୍ମୀଶାଗର ଥାନା ଝାରପଡ଼ା ଅଞ୍ଚଳର ଜଣେ ବ୍ୟବସାୟୀଙ୍କ ପୁଅଙ୍କୁ ଅପହରଣ କରି ୩୦ ଲକ୍ଷ ମୁଣ୍ଡ ଜାମିନ ମାଗିଥିଲେ। ହେଲେ କମିଶନରେଟ ପୋଲିସ ୩୬ ଘଣ୍ଟାର ଅପରେଶନ କରି ଶେଷରେ ୪ ଅପହର୍ତ୍ତାଙ୍କୁ ନୟାଗଡ଼ରୁ ଗିରଫ କରିବାରେ ସକ୍ଷମ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦୬୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨ା୨(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୬୦୬୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୨,୧୫,୩୮୦ ଆକ୍ରାନ୍ତ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଆଜି…
ଓଡିଶାକୁ ରେଳ ଅନୁଦାନ
ଭୁବନେଶ୍ୱର,୨।୨(ବ୍ୟୁରୋ): ବଜେଟ୍ରେ ଓଡିଶାକୁ ରେଳ ଅନୁଦାନ ନେଇ ସୂଚନା। ଖୋର୍ଦ୍ଧା- ବଲାଙ୍ଗୀର ରେଳ ପାଇଁ ୮୯୧ କୋଟି ମଞ୍ଜୁର ହୋଇଛି। ସେହିପରି ଅନୁଗୋଳ- ସୁକିନ୍ଦା ରେଳ ଲାଇନ୍ ପାଇଁ ୪୭୫ କୋଟି, ହରିଦାସପୁର- ପାରାଦୀପ ଲାଇନ୍ ପାଇଁ ୮୫ କୋଟି ମଞ୍ଜୁର।…
ପିଲାଙ୍କ ଉପସ୍ଥାନ ତଥ୍ୟ ପଠାଇବେ ସ୍କୁଲ୍ ପ୍ରିନ୍ସିପାଲ
ଭୁବନେଶ୍ୱର,୨।୨(ବ୍ୟୁରୋ): ଛାତ୍ରୀଛାତ୍ରଙ୍କ ଅନଲାଇନ୍ ପାଠପଢା ଉପରେ ଗୁରୁତ୍ୱାରୋପ କରାଯାଇଛି। ଉଭୟ ଅନ୍ଲାଇନ ଏବଂ ଅଫ୍ଲାଇନ କ୍ଲାସ କରୁଥିବା ପିଲାଙ୍କ ଉପସ୍ଥାନ ତଥ୍ୟ ଜଣାଇବା ପାଇଁ ସ୍କୁଲ୍ ଅଧ୍ୟକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏକାଦଶ ଓ ଦ୍ୱାଦଶ ଶ୍ରେଣୀରେ କେତେ ପିଲା ଅନ୍ଲାଇନ ଓ…
Archives


