ମେଟ୍ରୋ

ଶାଳୀଘରୁ ଚୋରି ସୁନା ବନ୍ଧା ପକାଇ ଆଇପିଏଲ୍‌ ବେଟିଂରେ ଲଗାଇଥିଲେ ଟଙ୍କା: ଭିଣୋଇ ଗିରଫ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ଶାଳୀଘରକୁ ଯାଇ ସୁନା ଗହଣା ଚୋରି କରିବା ଅଭିଯୋଗରେ ମଞ୍ଚେଶ୍ୱର ଥାନା ପୋଲିସ ଅଭିଯୁକ୍ତ ଭିଣୋଇଙ୍କୁ ଗିରଫ କରିଛି। ସେ ହେଲେ ଲିଙ୍ଗରାଜ ଥାନା ଅନ୍ତର୍ଗତ ପୁରୁଣା ଭୁବନେଶ୍ୱରର ଅଭିଶେଖ ମହାପାତ୍ର (୩୨)। ତାଙ୍କଠାରୁ ଗୋଟେ ସୁନା ହାର, ଗୋଟେ…

ଗରିବ ଟଙ୍କା ହଡ଼ପ କରିବାକୁ ସରକାରଙ୍କ ପ୍ରୟାସ ଲଜ୍ଜାଜନକ: ଭାଜପା

ଭୁବନେଶ୍ୱର,୧୮।୪(ବ୍ୟୁରୋ): ସମାଜର ତଳସ୍ତରରେ ବାସ କରୁଥିବା ସବୁଠୁ ଗରିବ ଲୋକ କିଭଳି ବିକାଶର ଲାଭ ପାଇପାରିବେ ସେନେଇ କେନ୍ଦ୍ରରେ ମୋଦି ସରକାର କାର୍ଯ୍ୟରତ। ଅନ୍ତ୍ୟୋଦୟକୁ ପ୍ରାଥମିକତା ଦେଇ ଆର୍ଥିକ ଦୁର୍ବଳ ଅନଗ୍ରସର ଲୋକଙ୍କୁ ଦେଶର ଆର୍ଥିକ ଅର୍ଥନୈତିକ ବ୍ୟବସ୍ଥା ସହ ଯୋଡ଼ିହେବା…

ଖୁବ୍‌ଶୀଘ୍ର ପିସିସି ସଭାପତିଙ୍କ ନାମ ଘୋଷଣା

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ନେଇ ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଅନୁମତି ଦେବାପରେ ରାଜ୍ୟ ପ୍ରଭାରୀ ଡ. ଏ. ଚେଲ୍ଲାକୁମାରଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଏଥିପାଇଁ ସେ ଆସନ୍ତା ୨୨ ତାରିଖରେ…

ଆଜିଠୁ ଲୋକସେବା ଭବନ ଯାଇପାରିବେ ସାଧାରଣ ଜନତା, ଖବରଦାତା

ଭୁବନେଶ୍ୱର,୧୮ା୪(ବ୍ୟୁରୋ): ସାଧାରଣ ଲୋକମାନେ ସୋମବାର ଠାରୁ ଲୋକସେବା ଭବନ, ରାଜୀବ ଭବନ ଏବଂ ଖାରବେଳ ଭବନରେ ନିଜର ଅଭିଯୋଗ ରଖିପାରିବେ। କରୋନା ଲାଗି ଦୀର୍ଘ ୨ ବର୍ଷ ଧରି ରହିଥିବା କଟକଣାକୁ ରାଜ୍ୟ ସରକାର ମଙ୍ଗଳବାର ଉଠାଇ ଦେଇଛନ୍ତି। ବର୍ତ୍ତମାନ ସଂକ୍ରମଣ…

ଅଚଳାବସ୍ଥାରେ ଇ-ଟଏଲେଟ୍‌

ଭୁବନେଶ୍ୱର,୧୮।୪ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ବଚ୍ଛ, ସବୁଜ, ସୁନ୍ଦର କରି ଗଢିତୋଳିବା ପାଇଁ ବିଏମ୍‌ସି ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ସ୍ମାର୍ଟ ସିଟିକୁ ଯେପରି ବାହ୍ୟ ମଳମୁକ୍ତ ଅଞ୍ଚଳ କରାଯାଇ ପାରିବ ସେଥିପାଇଁ ଇ-ଟଏଲେଟ୍‌ର ବ୍ୟବସ୍ଥା ରହିଛି। ଏଥିସହ ବାହାରେ ମଳତ୍ୟାଗ…

ଆଉନାହାନ୍ତି ସୁନାମଧନ୍ୟ ସଂଗୀତଜ୍ଞ ପ୍ରଫୁଲ୍ଲ କର

ଭୁବନେଶ୍ବର,୧୭୲୪( ବ୍ୟୁରୋ):ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ, କଣ୍ଠଶିଳ୍ପୀ ତଥା ଗୀତିକାର ପ୍ରଫୁଲ୍ଲ କରଙ୍କ ପରଲୋକ ଘଟିଛି। ରବିବାର ଭୁବନେଶ୍ବରର ସତ୍ୟ ନଗରସ୍ଥିତ ବାସଭବନରେ ସେ ଶେଷନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ହୋଇଥିଲା। ସେ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୬୫୨ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଏସବୁ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାଜ୍ୟର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିି ଦେଉଛି। ରବିବାର ୧୫ଟି ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଶନିବାର ଭଳି ଆଜି ମଧ୍ୟ ସୋନପୁରରେ ସର୍ବାଧିକ…

ଲିଙ୍ଗିପୁର ଏଟିଏମ୍‌ ଲୁଟ୍‌ ଘଟଣା: ଡେମୋ ଦେଖାଇଲେ ଅଭିଯୁକ୍ତ

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ଭୁବନେଶ୍ବର ଲିଙ୍ଗିପୁର ଏଟିଏମ୍‌ ଲୁଟ୍‌ ଘଟଣାରେ କ୍ରାଇମ ସିନ୍‌ ରିକ୍ରିଏଶନ କରିଛି ପୋଲିସ। ୨ ଲୁଟେରାଙ୍କୁ ନେଇ ପୋଲିସ୍‌ ଲୁଟ୍‌ ଘଟଣାର ଡେମୋ କରିଛି। ଏଟିଏମ ସ୍ଥଳ, ଶିଶୁଭବନ, ଲିଙ୍ଗିପୁର ପେଟ୍ରୋଲ ପମ୍ପ, ଦୟାନଦୀ କୂଳକୁ ନେଇ ଡେମୋ କରାଯାଇଛି।…

ବିଜୁବାବୁଙ୍କ ତିରୋଧାନ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଆଜି ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ। ଏହି ଅବସରରେ ତାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ବିଜୁ ବାବୁଙ୍କ ନୀତି ଓ ଆଦର୍ଶ ସର୍ବଦା ଆମକୁ ଲୋକଙ୍କ ସେବା କରିବାକୁ ଅନୁପ୍ରାଣିତ କରିବ ।…

ଗତ ୨୪ ଘଣ୍ଟାରେ ମାତ୍ର ୧୦ ସଂକ୍ରମିତ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭ଜଣ ଥିବା ବେଳେ ଲୋକାଲ କେସ୍‌ ୩ ରହିଛି। ସେହିଭଳି ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ପିଲା ଥିବା ନେଇ ରବିବାର ରାଜ୍ୟ ସୂଚନା…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବାସଭବନକୁ ଅଣ୍ଡା, ଟମାଟୋ ମାଡ଼

ଭୁବନେଶ୍ୱର,୧୭।୪ (ବ୍ୟୁରୋ): ସେଲ୍ଫ ଫାଇନାନ୍ସିଂ କୋର୍ସର ସିଟ୍‌ ସଂଖ୍ୟା ହ୍ରାସ ଓ ଜାଲ ଦିବ୍ୟାଙ୍ଗ ସାର୍ଟିଫିକେଟରେ ନାମଲେଖାକୁ ବିରୋଧ ସହ ବିଭିନ୍ନ ଦାବି ନେଇ ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଶନିବାର ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଭୁବନେଶ୍ୱରସ୍ଥିତ ବାସଭବନକୁ ଘେରାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?