ମେଟ୍ରୋ

ବନ୍ୟା, ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରୁହ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ହେବ ବୋଲି ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ପୂର୍ବାନୁମାନ କରିଛି। ଆସନ୍ତା ମୌସୁମୀ ସମୟରେ ବାତ୍ୟା ଓ ବନ୍ୟାକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଆରମ୍ଭ କରିବାକୁ ଜଳ ସମ୍ପଦ ବିଭାଗ ପକ୍ଷରୁ ଶନିବାର…

୪୦ ଡିଗ୍ରୀ ଉପରେ ୧୫ ସହର

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ତାତିର ପ୍ରକୋପ ବଢ଼ୁଛି। ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି। ଶନିବାର ରାଜ୍ୟର ୧୫ ସହରରେ ସର୍ବୋଚ୍ଚ ତାପମାତ୍ର ୪୦ ଡିଗ୍ରୀ ସେଲସିୟସ୍‌ ଅତିକ୍ରମ କରିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟର ସୂଚନାନୁଯାୟୀ ସୋନପୁରରେ ତାପମାତ୍ରା…

ଆଜି ବିଜୁବାବୁଙ୍କ ତିରୋଧାନ ଦିବସ: ନିରାଡ଼ମ୍ବରରେ ପାଳନ କରିବ ବିଜେଡି

ଭୁବନେଶ୍ୱର,୧୭।୪(ବ୍ୟୁରୋ)-ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସକୁ ବିଜୁ ଜନତା ଦଳ ନିରାଡ଼ମ୍ବର ଭାବେ ପାଳନ କରିବ । ଏ ନେଇ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସରେ ଓଡ଼ିଶାବାସୀଙ୍କ ସେବାରେ…

ଆଜି ରାଜ୍ୟରୁ ଆଉ ୧୯ ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୬୪୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ନୂଆ ଶିକ୍ଷାବର୍ଷରେ ଶତପ୍ରତିଶତ ସିଲାବସ ପଢ଼ାଯିବ: ମନ୍ତ୍ରୀ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ନୂଆ ଶିକ୍ଷା ବର୍ଷ ମେ’ ପହିଲାରୁ ଆରମ୍ଭ ହେବ । ଏଥିରେ ଶତ ପ୍ରତିଶତ କୋର୍ସ ପାଠପଢା ହେବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଏବେ କରୋନା ମହାମାରୀର ପ୍ରଭାବ…

ଲିଙ୍ଗିପୁର ଏଟିଏମ୍‌ରୁ ଲୁଟ ଘଟଣା: ୨ ବାଲାଂଦେଶୀ ଗିରଫ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଭୁବନେଶ୍ବର ଲିଙ୍ଗିପୁର ଏଟିଏମ୍‌ ଲୁଟ ଘଟଣାରେ ବାଲାଂଦେଶୀ ଲିଙ୍କ୍‌ ସାମ୍ନାକୁ ଆସିଛି। କମିଶନରେଟ ପୋଲିସର ସ୍ପୋଶଲ ସ୍କ୍ବାଡ୍‌ ଘଟଣାରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ବାଲାଂଦେଶର ଖୋକନ ମୂଲା ଏବଂ ମିରାଜୁନ ମେହବାନ ମୂଲା। ଓଡ଼ିଶା…

ମନ୍ତ୍ରୀ ଅରୁଣ ସାହୁଙ୍କ ବାସଭବନକୁ ଟମାଟୋ ମାଡ଼

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁଙ୍କ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନକୁ ଟମାଟୋ ମାଡ଼ କରିଛି ଛାତ୍ର କଂଗ୍ରେସ। ସେଲ୍ଫ ଫାଇନାନ୍ସ ପାଠ୍ୟକ୍ରମରେ କଟକଣା ଓ ଜାଲ ସାର୍ଟିଫିକେଟ ଆଡମିଶନ ପ୍ରସଙ୍ଗକୁ ବିରୋଧ କରି ଶନିବାର କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ…

ରାଜଧାନୀରୁ କୋକେନ୍‌ କାରବାର : ୨ ଅଭିଯୁକ୍ତ ଯିବେ ରିମାଣ୍ଡରେ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜଧାନୀରୁ କୋକେନ୍‌ ମିଳିବା ଘଟଣାରେ ଗିରଫ ଅଭିଯୁଙ୍କୁ ରିମାଣ୍ଡରେ ଆଣି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ଖୋଳତାଡ଼ କରିବ। ୨ ଅଭିଯୁକ୍ତ ରବି ଓ ସନ୍ନିଙ୍କୁ ୫ ଦିନ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ ହୋଇଥିବା ବେଳେ ଶନିବାର ରିମାଣ୍ଡ ନେଇ…

୧୬ରେ ଆକାଶରେ ଚମକିବ କି ଫିଙ୍କ୍‌ ମୁନ୍‌

ଭୁବନେଶ୍ୱର,୧୬।୪ (ବ୍ୟୁରୋ): ଶନିବାର ଚୈତ୍ର ପୂର୍ଣ୍ଣିମାରେ ‘ଗୋଲାପୀ ଜହ୍ନ’ (ପିଙ୍କ୍‌ ମୁନ୍‌) ଆକାଶରେ ଚମକିବ। ଏ ନେଇ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତେବେ ଏହାର ସତ୍ୟତା ଉପରେ ପଠାଣିସାମନ୍ତ ପ୍ଲାନେଟାରିୟମ ଉପନିର୍ଦ୍ଦେଶକ ଶୁଭେନ୍ଦୁ ପଟ୍ଟନାୟକ ତାଙ୍କ ମତ ରଖିଛନ୍ତି। ସେ…

ଜୁନ୍‌ରେ ୧୦ ଦିନ ଖରାଛୁଟି

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଏହାକୁ ଦୃଷ୍ଟିରେ ରଖି ଜୁନ୍‌ ୬ରୁ ୧୬ ପର୍ଯ୍ୟନ୍ତ ସ୍କୁଲ୍‌ରେ ଖରାଛୁଟି ପାଇଁ ନିଷ୍ପତ୍ତି ନେଇଛନ୍ତି ସରକାର। ବର୍ତ୍ତମାନ ପୂର୍ବଭଳି ସକାଳୁଆ ସ୍କୁଲ୍‌ ଚାଲୁ ରହିବ। ସେହିପରି ସକାଳୁଆ ସ୍କୁଲ୍‌ ସମୟରେ ମଧ୍ୟ…

ଆଜି ଶର୍ମିଷ୍ଠାଙ୍କ ୨ ସହଯୋଗୀଙ୍କୁ ଜେରା

ଭୁବନେଶ୍ୱର,୧୬।୪(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ଶନିବାର କ୍ରାଇମବ୍ରାଞ୍ଚ ଟିମ୍‌ ଶର୍ମିଷ୍ଠାଙ୍କ ୨ ସହଯୋଗୀ ଭାଗ୍ୟଧର ଓ ବିବେକକୁ ପଚରାଉଚରା କରିବ। ଏଥିପାଇଁ ଚାନ୍ଦବାଲି କୋର୍ଟ ଅନୁମତି ଦେଇଛନ୍ତି। ଗତ ମାସ ୧୨ରେ ଉଭୟଙ୍କୁ ଗିରଫ କରିଥିଲା ଚାନ୍ଦବାଲି ପୋଲିସ।…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୪ ଜଣ ଲୋକାଲ କେସ ରହିଛନ୍ତି । ସେହିପରି ଆକ୍ରାନ୍ତଙ୍କ ମଧ୍ୟରେ ୧୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?