ସିଡିଏସ୍ ବିପିନ ରାଓ୍ବତଙ୍କ ବିୟୋଗରେ ବିଧାନସଭାରେ ଶୋକ ପ୍ରସ୍ତାବ
ଭୁବନେଶ୍ୱର,୯ା୧୨(ବ୍ୟୁରୋ): ସିଡିଏସ୍ ବିପିନ ରାଓ୍ବତ ଏବଂ ତାଙ୍କ ସ୍ତ୍ରୀ ମଧୁଲିକାଙ୍କ ସମେତ ଅନ୍ୟ ୧୧ ଜଣ ସେନା ଅଧିକାରୀଙ୍କ ବିୟୋଗରେ ଆଜି ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ ହୋଇଛ। ଶୀତ ଅଧିବେଶନର ଅଷ୍ଟମ ଦିନରେ ଗୃହ ଆରମ୍ଭରୁ ମୁଖ୍ୟମନ୍ତ୍ରୀ ନବୀନ...
ବିଧାନସଭା ସଚିବ କରୋନା ପଜିଟିଭ୍
ଭୁବନେଶ୍ୱର,୯।୧୨(ବ୍ୟୁରୋ): ବିଧାନସଭା ସଚିବ ଦାଶରଥୀ ଶତପଥୀ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ଏହାସହ ତାଙ୍କ ଡ୍ରାଇଭର ମଧ୍ୟ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ପୂର୍ବରୁ ଦାଶରଥୀଙ୍କ ବ୍ୟକ୍ତିଗତ ସଚିବ ବି କରୋନାରେ ଆକ୍ରାନ୍ତ ହୋଇଥିଲେ। ଡିସେମ୍ବର ୧ରୁ...
ରାଜ୍ୟରେ ଆଉ ୨ ଜଣ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୨ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ୍ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଏବଂ କେନ୍ଦ୍ରାପଡାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।...
ରାଜ୍ୟରେ ୧୯୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୧୯୫ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ୍। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ...
ପାହାଡ଼ ଭିତରେ ପ୍ରାଚୀନ ଗୁମ୍ପା ଠାବ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ଓଡ଼ିଶାରେ ଏବେ ବି ବହୁ ଐତିହାସିକ କୀର୍ତ୍ତିରାଜ ଲୁକ୍କାୟିତ ହୋଇ ରହିଛି। ସେଗୁଡ଼ିକୁ ଖୋଜିବା ସହ ଲୋକଲୋଚନ ତଥା ସରକାରଙ୍କ ଦୃଷ୍ଟିକୁ ଆଣିବା ପାଇଁ ଅନେକ ସଂସ୍ଥା ତଥା ଅନୁଷ୍ଠାନ ପ୍ରୟାସ ଜାରି ରଖିଛନ୍ତି। ତେବେ ଏଭଳି ଏକ...
ମାପ ଓଜନରେ ବ୍ୟାପକ ଠକେଇ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ଗତ ୨ ବର୍ଷରେ ମାପ ଓ ଓଜନ ନିୟମ ଉଲ୍ଲଂଘନକାରୀଙ୍କ ଠାରୁ ୨ କୋଟି ୮୩ ଲକ୍ଷ ୬୮ ହଜାର ୩୬୫ ଟଙ୍କା ଆଦାୟ ହୋଇଛି । ୨୦୧୯-୨୦ରେ ୧ କୋଟି ୩୧ ଲକ୍ଷ ୯୪ ହଜାର ୬୧୫...
ଚାଷୀଙ୍କୁ ତୁରନ୍ତ କ୍ଷତିପୂରଣ ଦାବିକଲା କଂଗ୍ରେସ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ‘ଜୱାଦ’ଜନିତ ଅଦିନିଆ ବର୍ଷାରେ ଓଡ଼ିଶାରେ ବ୍ୟାପକ ଫସଲ ନଷ୍ଟ ହୋଇଛି। କେବଳ ଧାନ ଚାଷୀ ନୁହନ୍ତି, ପରିବା ଚାଷୀ ମଧ୍ୟ କ୍ଷତିଗ୍ରସ୍ତ ହୋଇଛନ୍ତି। ଏଭଳି ବିପତ୍ାତ ସମୟରେ ରାଜ୍ୟ ଓ କେନ୍ଦ୍ର ସରକାର ତୁରନ୍ତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ...
୧୩ରେ ‘ଦିବ୍ୟ କାଶୀ-ଭବ୍ୟ କାଶୀ’ର ଲୋକାର୍ପଣ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭଗବାନ ଶିବଙ୍କ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ମଧ୍ୟରୁ ଏକ ପ୍ରାଚୀନ ଧାର୍ମିକ ସହର କାଶୀ ବିଶ୍ୱନାଥ ଧାମର ସୌନ୍ଦର୍ଯ୍ୟକରଣ ଓ ସାମଗ୍ରିକ ବିକାଶ କାର୍ଯ୍ୟ ‘ଦିବ୍ୟ କାଶୀ-ଭବ୍ୟ କାଶୀ’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୩ ତାରିଖରେ ଲୋକାର୍ପଣ କରିବେ।...
ଫଟୋ ଦେଖାଇ ମୁହାଁମୁହିଁ
ଭୁବନେଶ୍ୱର,୯।୧୨(ବ୍ୟୁରୋ): ମମିତା ମେହେର ହତ୍ୟା ପ୍ରସଙ୍ଗକୁ ନେଇ ବିଧାନସଭା ଗତ ୭ ଦିନ ଧରି ଅଚଳ ରହିଛି। ପୂର୍ବରୁ ବିରୋଧୀ ଦଳ ବିଧାନସଭାରେ ହଟ୍ଟଗୋଳ କରୁଥିଲେ। ଗତ ଦୁଇଦିନ ହେବ ବିରୋଧୀଙ୍କୁ କାଉଣ୍ଟର କରିବାକୁ ଶାସକ ଦଳର ସଦସ୍ୟମାନେ ମଧ୍ୟ...
୮,୧୬୮ ପିଲା ଅଧାରୁ ପାଠ ଛାଡ଼ିଛନ୍ତି
ଭୁବନେଶ୍ୱର, ୯।୧୨(ବ୍ୟୁରୋ): ୨୦୧୯-୨୦ ଶିକ୍ଷା ବର୍ଷରେ ୮,୧୬୮ ପିଲା ଅଧାରୁ ପାଠ ଛାଡ଼ିଛନ୍ତି। ଏଥିମଧ୍ୟର ନୂଆପଡ଼ାରୁ ସର୍ବାଧିକ ୮୯୬, ଗଞ୍ଜାମ ୫୮୩, ମୟୂରଭଞ୍ଜ ୫୪୨, ସୁନ୍ଦରଗଡ଼ ୫୨୬, ଖୋର୍ଦ୍ଧା ୬୦୩, କେନ୍ଦୁଝର ୬୮୧, କଳାହାଣ୍ଡି ୫୨୮ ପିଲା ରହିଛନ୍ତି। ସେହିଭଳି...
ଶ୍ରେଷ୍ଠ ୧୮ ପ୍ରତିଯୋଗୀ ଜାତୀୟ ସ୍ତରରେ ଭାଗନେବେ
ଭୁବନେଶ୍ୱର, ୯।୧୨(ବ୍ୟୁରୋ): ଓସେପା ପକ୍ଷରୁ ଚାଲିଥିବା ଦୁଇ ଦିନିଆ ରାଜ୍ୟସ୍ତରୀୟ କଳା ଉତ୍ସବ-୨୦୨୧ ବୁଧବାର ଶେଷ ହୋଇଛି। କରୋନା କଟକଣା ଯୋଗୁ ଛାତ୍ରୀଛାତ୍ରମାନେ ଭର୍ଚୁଆଲ ମାଧ୍ୟମରେ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ। ଜିଲା ସ୍ତରରେ କୃତିତ୍ୱ ହାସଲ କରିଥିବା ୯୦ଜଣ...
ଆନ୍ଦୋଳନକୁ ଓହ୍ଲାଇଲେ ଅଣନିଯୁକ୍ତ ଡାକ୍ତର
ଭୁବନେଶ୍ୱର,୯।୧୨: ସରକାର କହୁଛନ୍ତି ରାଜ୍ୟରେ ଡାକ୍ତର ନାହାନ୍ତି। କିନ୍ତୁ ଏପଟେ ୧୬୦୦ ଡାକ୍ତର ବେକାର ହୋଇ ବସିଛନ୍ତି। ଏଭଳି ଅଭିଯୋଗ ଆଣି ବେକାର ବସିଥିବା ଡାକ୍ତରମାନେ ବୁଧବାର ଆନ୍ଦୋଳନକୁ ଓହ୍ଲାଇଥିଲେ। ବିଧାନସଭା ସମ୍ମୁଖ ଲୋୟର ପିଏମ୍ଜିରେ ଧାରଣାରେ ବସିବା ସହ...
Archives


