ମେଟ୍ରୋ

ଜନଜାତିଙ୍କ ଅଧିକାର ଛଡ଼ାଇନେଇଛନ୍ତି ସରକାର: ଭାଜପା

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଜନଜାତି ସମ୍ପ୍ରଦାୟଙ୍କ ସଶକ୍ତୀକରଣ ଏବଂ ସେମାନଙ୍କ ପରମ୍ପରାର ସଂରକ୍ଷଣ ପାଇଁ କେନ୍ଦ୍ର ସରକାର ସଂକଳ୍ପବଦ୍ଧ। ଜନଜାତିଙ୍କ ବିକାଶ ଲାଗି କେନ୍ଦ୍ର ବଜେଟରେ ୪ଗୁଣା ବୃଦ୍ଧି କରିଛନ୍ତି। ସେହିପରି ଜନଜାତି ଛାତ୍ରବୃତ୍ତି ପରିମାଣକୁ ୯୭୮ କୋଟିରୁ ୨୭୨୬ କୋଟି ଟଙ୍କାକୁ ବଢ଼ାଇଛନ୍ତି।…

‘ବିଧାୟକଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି’

ଭୁବନେଶ୍ୱର,୧୬।୪ (ବ୍ୟୁରୋ): ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ପକ୍ଷରୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ପାଇଁ ରାଜ୍ୟ କଂଗ୍ରେସ ପ୍ରଭାରୀ ଡ. ଏ.ଚେଲ୍ଲାକୁମାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହାକୁ ନେଇ ଏବେ ବିଭିନ୍ନ ଆଲୋଚନା ଓ ପର୍ଯ୍ୟାଲୋଚନା…

୩ ବର୍ଷରେ ଟ୍ରିବ୍ୟୁନାଲଙ୍କ ପାଇଁ ୬.୫୬ କୋଟି ଖର୍ଚ୍ଚ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦେଖାଦେଇଥିବା ଜଳ ବିବାଦର ସମାଧାନ ପାଇଁ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚରେ ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲ ଗଠନ କରିଛନ୍ତି। କେନ୍ଦ୍ର ଜଳଶକ୍ତି ମନ୍ତ୍ରଣାଳୟ ସୂଚନା ଅନୁଯାୟୀ ୨୦୨୧ ଡିସେମ୍ବର ପର୍ଯ୍ୟନ୍ତ ଟ୍ରିବ୍ୟୁନାଲ ପାଇଁ…

କେଶରୀ ମଲ୍‌ରେ ନିଆଁ

ଭୁବନେଶ୍ୱର,୧୬।୪ (ବ୍ୟୁରୋ): ଭୁବନେଶ୍ୱର ୟୁନିଟ୍‌-୨ ମାର୍କେଟ ବିଲ୍‌ଡିଂସ୍ଥିତ ବିଏମ୍‌ସି କେଶରୀ ମଲ୍‌ରେ ଶୁକ୍ରବାର ରାତି ୧୧ଟାରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ମଲ୍‌ର ପ୍ରଥମ ମହଲାରେ ଥିବା ଅଜୟ ଗାର୍ମେଣ୍ଟର ପ୍ରାୟ ସମସ୍ତ ପୋଷାକ ପୋଡ଼ି ପାଉଁଶ ହୋଇଯାଇଛି। ଏହି ଦୋକାନକୁ ଲାଗି…

ଖିଲାପୀ ଅଧିକାରୀଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୧୬।୪ (ବ୍ୟୁରୋ): ଚଳିତ ଆର୍ଥତ୍କ ବର୍ଷ ଆରମ୍ଭରୁ ରାଜସ୍ବ ଆଦାୟ ଉପରେ ଗୁରୁତ୍ୱ ଦେଉଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଗତ ୨୦୨୧-୨୨ ଆର୍ଥତ୍କ ବର୍ଷରେ ରେକର୍ଡ ପରିମାଣର ୧୫୦ କୋଟି ୫୧ଲକ୍ଷ ୮୫ହଜାର ୫୩ କୋଟି ଟଙ୍କା ରାଜସ୍ବ…

ସ୍ବର୍ଣ୍ଣାଦ୍ରି ବିଜେ କଲେ ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର,୧୬ା୪(ଡିଏନ୍‌.ଏ.): ପ୍ରଭୁ ଶ୍ରୀଲିଙ୍ଗରାଜ ଶୁକ୍ରବାର ସ୍ବର୍ଣ୍ଣାଦ୍ରି ବିଜେ କରିଛନ୍ତି। ଗୁରୁବାର ଶ୍ରୀଜୀଉମାନେ ରଥଖଳାରେ ରଥରେ ରହିଥିଲେ। ପାଞ୍ଚ ଦିନିଆ ରୁକୁଣା ରଥଯାତ୍ରାରେ ଶ୍ରୀଲିଙ୍ଗରାଜ ଭଉଣୀ ରୁକୁଣା ଦେବୀ ଓ ପ୍ରଭୁ ଦୋଳଗଗୋବିନ୍ଦଙ୍କୁ ସାଙ୍ଗରେ ଧରି ରାମେଶ୍ୱର ମନ୍ଦିର ଯାତ୍ରା କରିଥିଲେ।…

ହକି ବିଶ୍ୱକପ୍‌ ପାଇଁ ଆସିଥିଲା କୋକେନ୍‌

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଓଡ଼ିଶାରେ ଦାମୀ ନିଶାଦ୍ରବ୍ୟ କୋକେନ କାରବାରକୁ ନେଇ ହଇଚଇ ସୃଷ୍ଟି ହୋଇଛି। କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ଭୁବନେଶ୍ୱରରୁ ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ୨୦୨ ଗ୍ରାମ କୋକେନ୍‌ ଜବତ କରିବା ସହ ସମ୍ପୃକ୍ତ ୨ ନିଶା ମାଫିଆଙ୍କୁ ଗିରଫ…

କେଶରୀ ମଲ୍‌ରେ ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜଧାନୀର ମାର୍କେଟ ବିଲ୍ଡିଂରେ ଥିବା କେଶରୀ ମଲ୍‌ରେ ଶୁକ୍ରବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ସର୍ଟସର୍କିଟ ଯୋଗୁ ଏହି ଅଗ୍ନିକାଣ୍ଡି ଘଟିଥିବା ସନ୍ଦେହ କରାଯାଉଛି। ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଦୀର୍ଘ ସମୟ ଧରି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ…

ରାଜ୍ୟର ୪ ଜିଲାରେ ଭୂମିକମ୍ପ ଝଟ୍‌କା, ଭୟରେ ଘରୁ ବାହାରି ଆସିଲେ ଲୋକେ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜ୍ୟର ୪ ଜିଲାରେ ଶୁକ୍ରବାର ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ପୂର୍ବାହ୍ନ ୧୧ଟା ୧୯ରେ କିଛି ସମୟ ପାଇଁ ଗଞ୍ଜାମ, ନୟାଗଡ଼, ଫୁଲବାଣୀ ଓ ବୌଦ୍ଧ ଜିଲାରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି ା ଏ ନେଇ ଭୁବନେଶ୍ୱର ଆଞ୍ଚଳିକ…

ଏହି ସବୁ ଜିଲାରେ କାଳବୌଶାଖୀ ସମ୍ଭାବନା

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ କେତେକ ସ୍ଥାନରେ କାଳବୌଶାଖୀ ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ କୋରାପୁଟ, ରାୟଗଡା, କନ୍ଧମାଳ, ଗଜପତି, ଗଞ୍ଜାମ, ନୟାଗଡ ଓ ଖୋର୍ଦ୍ଧା ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା…

ଘୁଞ୍ଚିଲା ଓଜେଇଇ ଆବେଦନ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପକ୍ଷରୁ ଆବେଦନ ଅବଧିକୁ ଏପ୍ରିଲ ୩୦ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏପ୍ରିଲ ୧୩ ପର୍ଯ୍ୟନ୍ତ ଏହାର ଶେଷ ଅବଧି ଥିଲା । ପରୀକ୍ଷା ଆସନ୍ତା ଜୁନ୍‌ ପ୍ରଥମରୁ ଦ୍ୱିତୀୟ ସପ୍ତାହ ମଧ୍ୟରେ କରାଯିବ।…

ନକଲି ଡାକ୍ତର ଏବଂ ସ୍ତ୍ରୀଙ୍କୁ ଏକାଠି ଜେରା କରିବ ପୋଲିସ

ଭୁବନେଶ୍ବର,୧୫।୪(ବ୍ୟୁରୋ): ବହୁ ଚର୍ଚ୍ଚିତ ନକଲି ଡାକ୍ତର ରମେଶ ସ୍ବାଇଁ ଘଟଣାରେ ରମେଶ ଏବଂ ସ୍ତ୍ରୀ କମଳା ସ୍ବାଇଁଙ୍କୁ ଏକାଠି ପୋଲିସ ଶୁକ୍ରବାର ଜେରା କରିବ। ପୋଲିସ ଦୁଇ ଜଣଙ୍କୁ ରିମାଣ୍ଡରେ ଆଣିବା ପାଇଁ ଆବେଦନ କରିଥିଲା। ତେବେ ୭ ରେ କମଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?