ମେଟ୍ରୋ

କମୁଛି ସଂକ୍ରମଣ, ଆଜି ୪୮୪୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଦୈନିକ କରୋନା ସଂକ୍ରମଣ ଏବେ ତଳମୁହାଁ ରହିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୪୨ ନୂଆ ମାମଲା ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୭୧ ଜଣ ପିଲା ଅଛନ୍ତି। ୨୮୦୯ଜଣ କ୍ୱାରାଣ୍ଟାଇନ୍‌ ଥିବା ବେଳେ ୨୦୩୩ ଲୋକାଲ କେସ୍‌…

ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା କମୁଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଆଜି ଆଉ ୧୫ ଜଣଙ୍କ ଜୀବନ ନେଇଛି କରୋନା। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁ…

୩ ମହାନଗର ମେୟର ପଦବୀ ପାଇଁ ପ୍ରକାଶ ପାଇଲା ଚୂଡାନ୍ତ ତାଲିକା

ଭୁବନେଶ୍ୱର,୨୯।୧(ବ୍ୟୁରୋ): ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁର ମେୟର ପଦବୀ ପାଇଁ ସଂରକ୍ଷଣ ଚୂଡାନ୍ତ ତାଲିକା ପ୍ରକାଶ ପାଇଛି। ଏ ନେଇ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର, ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ। କଟକ…

ତ୍ରିକୋଣୀୟ ପ୍ରେମକୁ ନେଇ ଛାତ୍ରଙ୍କୁ ଛୁରାମାଡ଼

ଭୁବନେଶ୍ୱର,୨୯।୧(ବ୍ୟୁରୋ): ତ୍ରିକୋଣୀୟ ପ୍ରେମକୁ ନେଇ ରାଜଧାନୀରେ ଜଣେ ଛାତ୍ରୀଙ୍କୁ ଆକ୍ରମଣ ହେବା ସହ ଛାତ୍ରଙ୍କୁ ଛୁରାମାଡ଼ ହୋଇଛି। ପ୍ରଥମ ପ୍ରେମିକଙ୍କ ଛୁରାମାଡ଼ରେ ଦ୍ୱିତୀୟ ପ୍ରେମିକ ଆହତ ହୋଇଛନ୍ତି। ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ଶୈଳଶ୍ରୀବିହାର ଅଞ୍ଚଳରେ ଶୁକ୍ରବାର ଏହି ଘଟଣା ଘଟିଛି। ଛୁରା…

ବରଯାତ୍ରୀ ବେଶରେ ଆସି ୨ ଲକ୍ଷ ଟଙ୍କାର ଗହଣା ଚୋରି

ଭୁବନେଶ୍ୱର,୨୯।୧(ବ୍ୟୁରୋ): ରାଜଧାନୀରେ ଲୁଟେରା ଓ ଚୋରଙ୍କ ଉତ୍ପାତ ବଢ଼ି ଚାଲିଥିବାବେଳେ ନୂଆ ନୂଆ ପନ୍ଥା ଆପଣାଇ ପୋଲିସକୁ ଖୋଲା ଚ୍ୟାଲେଞ୍ଜ କରୁଛନ୍ତି। କେତେବେଳେ ଗ୍ରାହକ ବେଶରେ ତ ଆଉ କେତେ ବେଳେ ଅତିଥି ବେଶରେ ଆସି ଲୁଟ୍‌ପାଟ କରୁଛନ୍ତି। ୨ଜଣ ଚୋର…

ଓବିସି ସଂରକ୍ଷଣ ନେଇ ରାଜ୍ୟପାଳଙ୍କୁ ଫେରାଦ

ଭୁବନେଶ୍ୱର, ୨୯।୧(ବ୍ୟୁରୋ): ବେକାରୀ ସମସ୍ୟା, ଓବିସି ସଂରକ୍ଷଣ ଓ ଜାତି ଜନଗଣନାକୁ ନେଇ ସମାଜବାଦୀ ପାର୍ଟି ପକ୍ଷରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଛି। ପାର୍ଟିର ରାଜ୍ୟ ସଭାପତି ରବି ବେହେରାଙ୍କ ନେତୃତ୍ୱରେ ୩ଜଣିଆ ପ୍ରତିନିଧି ଦଳ…

ବ୍ୟାପକ ହେଉନି ଟେଲିମେଡିସିନ ସେବା

ଭୁବନେଶ୍ୱର, ୨୯ା୧(ବ୍ୟୁରୋ): କରୋନାର ତୃତୀୟ ଲହର ଓ ନୂଆ ଭାରିଆଣ୍ଟ୍‌ ଓମିକ୍ରନ୍‌ ପାଇଁ ରାଜ୍ୟରେ ସଂକ୍ରମଣ ହଠାତ୍‌ ବଢ଼ିଯାଇଥିଲା। ସ୍ଥିତି ଏପରି ହେଲା ଯେ ହସ୍ପିଟାଲଗୁଡ଼ିକରେ ମଧ୍ୟ ସଂକ୍ରମଣ ବ୍ୟାପି ଗଲା। ଡାକ୍ତର, ନର୍ସ, କର୍ମଚାରୀ ଆକ୍ରାନ୍ତ ହେବାରୁ ଏବେ ରାଜ୍ୟର…

ସପ୍ତମ ବେତନ କମିଶନ ଦରମାରେ ପାତରଅନ୍ତର

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ବହୁ ବିଳମ୍ବରେ ରାଜ୍ୟ ସରକାର ୬୬୨ ଏବଂ ୪୮୮ ଅନୁଦାନପ୍ରାପ୍ତ ବେସରକାରୀ କଲେଜ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ସପ୍ତମ ବେତନ କମିଶନ ହାରରେ ଦରମା ଦେବାକୁ ନିଷ୍ପତ୍ତି ନେଲେ। ୨୦୨୧ ଡିସେମ୍ବର ୩୧ ତାରିଖରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହାକୁ…

କେବିଏନ୍‌ ଗ୍ୟାଙ୍ଗ୍‌ ମୁଖ୍ୟ ବୁବୁ ଜେନା ଗିରଫ

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ରାଜଧାନୀରେ ମାରଣାସ୍ତ୍ର ଧରି ଆତଙ୍କ ସୃଷ୍ଟି କରିବା ସହ ଏହାର ଭିଡିଓ ଭାରଇରାଲ କରି ଚର୍ଚ୍ଚାକୁ ଆସିଥିବା କେବିଏନ୍‌ (କୋଇ ଭି ନହିଁ) ଗ୍ୟାଙ୍ଗର ମୁଖ୍ୟ ବୁବୁ ଜେନା ଶେଷରେ ଧରାପଡିଛନ୍ତି। ଶୁକ୍ରବାର ନୟାପଲ୍ଲୀ ଥାନା ପୋଲିସ ତାଙ୍କୁ ଖଣ୍ଡିଗିରି…

ଆସିପାରେ କାମଚଳା ବଜେଟ

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ରାଜ୍ୟ ସରକାର ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ବଜେଟ ପ୍ରସ୍ତୁତି ଏକ ପ୍ରକାର ଶେଷ କରିଦେଇଛନ୍ତି। ଗତ ସେପ୍ଟେମ୍ବରରୁ ଅର୍ଥ ବିଭାଗ ପକ୍ଷରୁ ବଜେଟ ଆଗତ ପ୍ରକ୍ରିୟାକୁ ଜୋର୍‌ଦାର ଭାବେ ଆରମ୍ଭ କରାଯାଇଥିଲା। ଇତିମଧ୍ୟରେ ଏହି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇସାରିଛି।…

୫୧ ଶିଳ୍ପ ନେଇଛନ୍ତି ୬୯୮୯.୩୯ କୋଟି

ଭୁବନେଶ୍ୱର,୨୯ା୧(ବ୍ୟୁରୋ): ଶିଳ୍ପାୟନ ପାଇଁ ସରକାର ଜମି ଦେଉଛନ୍ତି। ହେଲେ ବିଭିନ୍ନ ଶିଳ୍ପସଂସ୍ଥା ସେହି ଜମିକୁ ଉଦ୍ଦେଶ୍ୟ ବାହାରେ ଅନ୍ୟ କାର୍ଯ୍ୟରେ ବିନିଯୋଗ କରୁଛନ୍ତି। ଫଳରେ ମୂଲ୍ୟବାନ ଜମି ଦୀର୍ଘଦିନ ଧରି ତଥାକଥିତ ଶିଳ୍ପ ମାଲିକମାନଙ୍କ କବ୍‌ଜାରେ ରହୁଛି। ସରକାରୀ ଜମି ବନ୍ଧକ…

ପୁଣି ଖସିଲା ପାରଦ, ୩୧ ଯାଏ ଶୀତର ପ୍ରକୋପ ଜାରି

ଭୁବନେଶ୍ୱର,୨୮ା୧(ବ୍ୟୁରୋ)-ରାଜ୍ୟରେ ଗତ କିଛିଦିନ ହେବ ପାରଦ ଉପରମୁହାଁ ରହିଥିବା ବେଳେ ଗୁରୁବାରଠାରୁ ତଳମୁହାଁ ହୋଇଛି। କେତେକ ସ୍ଥାନରେ ଶୀତ ଲହରି ଆରମ୍ଭ ହୋଇଛି। ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡାବାୟୁ ପ୍ରବାହ ଯୋଗୁ ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ତଳକୁ ଖସିଛି। ୮ଟି ସ୍ଥାନରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri