ମେଟ୍ରୋ

ଜୁନ୍‌ ୩ୟ ସପ୍ତାହରେ ଓଡ଼ିଶା ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ପ୍ରଶାନ୍ତ ମହାସାଗରରେ ‘ଲା-ନିନା’ ପ୍ରଭାବ ଥିବାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପାଇଁ ପାଗ ଅନୁକୂଳ ରହିବ। ଭାରତ ମହାସାଗରରେ ଡାଇପୋଲ ନକାରାତ୍ମକ ସ୍ଥିତି କାରଣରୁ ସମୁଦ୍ର ଉପରିଭାଗ ତାପମାତ୍ରା ବୃଦ୍ଧି ପାଇବ। ଫଳରେ ମୌସୁମୀ ଆଗମନରେ ସୁବିଧା ହେବ।…

ରାଜଧାନୀରେ ଚାଞ୍ଚଲ୍ୟ: ଗଛରେ ଝୁଲୁଛି ଯୁବକଙ୍କ ମୃତଦେହ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜଧାନୀର ନାଲ୍‌କୋ ଛକରେ ଥିବା ଏକ ଗଛରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମିଳିଛି । ଯୁବକଙ୍କୁ କେହି ହତ୍ୟା ପରେ ଏଠାରେ ଟାଙ୍ଗିଦେଇଥିବା ସନ୍ଦେହ କରାଯାଉଛି। ସୂଚନାନୁସାରେ, ଶୁକ୍ରବାର ସକାଳେ ରାଜଧାନୀର ଜନଗହଳିପୂର୍ଣ୍ଣ ନାଲ୍‌କୋ ଛକରେ ଥିବା…

ଆଜି ରାଜ୍ୟରୁ ୧୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୯୦୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୦ ଜଣ ଚିହ୍ନଟ ହୋଇଥିବା…

ଚୁଡ଼ି ବେପାରୀରୁ ଆନ୍ତଃରାଜ୍ୟ ନିଶା ମାଫିଆ

ଭୁବନେଶ୍ୱର,୧୫।୪(ବ୍ୟୁରୋ): କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌) ମଙ୍ଗଳବାର ଭୁବନେଶ୍ୱରରୁ ଦୁଇ ଆନ୍ତଃରାଜ୍ୟ ନିଶା ମାଫିଆଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୨୦୨ ଗ୍ରାମର ନିଷେଧ ନିଶାଦ୍ରବ୍ୟ ‘କୋକେନ’ ଜବତ କରିଥିଲା। ତେବେ କୋକେନ କାରବାର ଧରାପଡ଼ିବା ଓଡ଼ିଶାରେ ପ୍ରଥମ ଘଟଣା ହୋଇଥିବାବେଳେ…

ତଦନ୍ତ ନ କଲେ ସପ୍ତାହେ ପରେ ପୁଣି ମନେପକାଇଦେବି: ଅପରାଜିତା

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରର ୭୪ତମ ପ୍ରତିଷ୍ଠା ଦିବସରେ ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ଡକା ନ ଯିବା ଘଟଣାକୁ ନେଇ ରାଜନୀତି ବଢ଼ିବାରେ ଲାଗିଛି। ଅପରାଜିତା ଏକଥାକୁ ସହଜରେ ଗ୍ରହଣ କରିପାରିନାହାନ୍ତି। ପ୍ରଥମେ ବୁଧବାର ଟୁଇଟ୍‌ କରି ତାଙ୍କୁ କାହିଁକି ଡକାଗଲା ନାହିଁ,…

ପିସିସି ସଭାପତି ପରିବର୍ତ୍ତନ ନେଇ ମୁହଁ ଖୋଲିଲେ ନିରଞ୍ଜନ

ଭୁବନେଶ୍ୱର,୧୫।୪ (ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଅନୁମତି ପରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାକୁ ନେଇ କଂଗ୍ରେସ ଶିବିର ଚଳଚଞ୍ଚଳ ରହିଥିବାବେଳେ ଗୁରୁବାର ପିସିସି ସଭାପତି ନିରଞ୍ଜନ…

୨୦୨୪ ମାର୍ଚ୍ଚରୁ ମାଲକାନଗିରିରୁ ବିମାନ ଉଡ଼ାଣ

ଭୁବନେଶ୍ୱର,(ବ୍ୟୁରୋ)/ମାଲକାନଗିରି/ଜୟପୁର,୧୫ା୪(ଡି.ଏନ୍‌.ଏ./ନି.ପ୍ର.): ଆସନ୍ତା ୨୦୨୪ ମାର୍ଚ୍ଚରେ ମାଲକାନଗିରିରୁ ବିମାନ ଉଡ଼ାଣ ଆରମ୍ଭ ହେବ। ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଗୁରୁବାର ମାଲକାନଗିରି ଜିଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ପରେ ଏହି ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ ସୂଚନା…

ଦେଶର ଉତ୍ତପ୍ତ ସହର ସୋନପୁର: ପାରଦ ଛୁଇଁଲା ୪୪.୨ ଡିଗ୍ରୀ

ଭୁବନେଶ୍ୱର,୧୫।୪(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ତାତିର ପ୍ରକୋପ ଜାରି ରହିଛି। ଏପରି କି ରାଜ୍ୟର ତାପମାତ୍ରା ସମଗ୍ର ଦେଶରେ ରେକର୍ଡ ଭାଙ୍ଗିଛି। ଗୁରୁବାର ସୋନପୁରରେ ସର୍ବାଧିକ ତାପମାତ୍ରା ୪୪.୨ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଏହା ସହିତ ସୋନପୁର କେବଳ…

ପିସିସି ସଭାପତି ପରିବର୍ତ୍ତନ ନେଇ ମୁହଁ ଖୋଲିଲେ ନିରଞ୍ଜନ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଅନୁମତି ପରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ସଭାପତି ପରିବର୍ତ୍ତନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଏହାକୁ ନେଇ କଂଗ୍ରେସ ଶିବିର ଚଳଚଞ୍ଚଳ ରହିଥିବାବେଳେ ଗୁରୁବାର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ…

ଜୁନ୍‌ ତୃତୀୟ ସପ୍ତାହରେ ମୌସୁମୀ

ଭୁବନେଶ୍ୱର,୧୪ା୪(ବ୍ୟୁରୋ):ଚଳିତ ବର୍ଷ ଦେଶରେ ଭଲ ବର୍ଷା ହେବ। ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସ୍ବାଭାବିକ ବର୍ଷା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ପାଣିପାଗ ବିଭାଗର ଏହି ଘୋଷଣା ଚାଷୀଙ୍କ ପାଇଁ ଖୁସି ଖବର ଆଣିଛି। ପ୍ରଶାନ୍ତ ମହାସାଗରରେ ଲା-ନିନା ରହୁଥିବାରୁ…

ଅସହ୍ୟ ତାତିରେ ଜଳୁଛି ଓଡ଼ିଶା

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଜାରି ରହିଛି ଗ୍ରୀଷ୍ମ ପ୍ରବାହ। ଆଜି ରାଜ୍ୟରେ ୪୦ ଡିଗ୍ରୀ ଉପରେ ୧୬ ସହର। ୪୪.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରି ସୋନପୁର ସବୁଠାରୁ ଉତ୍ତପ୍ତ ସହର। ସେହିପରି ବଲାଙ୍ଗୀର ୪୨.୮ ଡିଗ୍ରୀ, ବାରିପଦା ୪୨.୫ ଡିଗ୍ରୀ, ଝାରସୁଗୁଡା ୪୨.୨…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୮,୬୦୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?