ମେଟ୍ରୋ

‘ମାଲକାନଗିରିକୁ ଉଡିବ ବିମାନ’

ଭୁବନେଶ୍ୱର,୧୪।୪(ବ୍ୟୁରୋ): ୪ ଦିନିଆ କୋରାପୁଟ ଓ ମାଲକାନଗିରି ଜିଲା ଗସ୍ତରେ ରାଜ୍ୟ ମୁଖ୍ୟ ଶାସନ ସଚିବ ସୁୁରେଶ ଚନ୍ଦ୍ର ମହାପାତ୍ର। ଗସ୍ତର ପ୍ରଥମ ଦିନରେ ମାଲକାନଗିରି ଜିଲାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ସମୀକ୍ଷା କରିଛନ୍ତିି। ତାଙ୍କ ସହ ରାଜ୍ୟ ସରକାରଙ୍କ…

ପୁରୁଷ ହକି ବିଶ୍ୱକପ୍‌ର ଲୋଗୋ ଉନ୍ମୋଚନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ପୁରୁଷ ହକି ବିଶ୍ୱକପ୍‌ ଆସନ୍ତାବର୍ଷ ଭୁବନେଶ୍ୱର ଓ ରାଉରକେଲାରେ ଖେଳାଯିବ। ଏନେଇ କଳିଙ୍ଗ ହକି ଷ୍ଟାଡିୟମରେ ସଂଧ୍ୟାରେ ଏକ କାର୍ଯ୍ୟକ୍ରମ ରହିଛି । ଯେଉଁଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଲୋଗୋ ଉନ୍ମୋଚନ କରିବେ। ପୁରୁଷ ହକି ବିଶ୍ୱକପ…

ପୁଣି ସପ୍ତାହେ ପରେ ମନେ ପକାଇଦେବି: ଅପରାଜିତା

ଭୁବନେଶ୍ୱର,୧୪।୪(ବ୍ୟୁରୋ) : ରାଜଧାନୀ ଭୁବନେଶ୍ୱରର ୭୪ତମ ପ୍ରତିଷ୍ଠା ଦିବସ ପାଳନ ସମାରୋହକୁ ଏମ୍‌ପି ଅପରାଜିତା ଷଡଙ୍ଗୀକୁ ଡକା ନଯିବା ପ୍ରସଙ୍ଗକୁ ନେଇ ରାଜନୀତି ଜୋର ଧରିଛି। ଘଟଣାକୁ ନେଇ ଅପରାଜିତା କ୍ଷୋଭ ପ୍ରକାଶ କରିବା ସହ ଜଣେ ନିର୍ବାଚିତ ଜନପ୍ରତିନିଧିଙ୍କୁ କିଭଳି…

ରାଜ୍ୟରେ ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୪।୪(ବ୍ୟୁରୋ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରେ ୭ ଜଣ କ୍ୱାରେଣ୍ଟାଇନ୍‌ରୁ ଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ ବୟସର…

ଜୁନ୍‌ ୩୦ ଯାଏ ଚାଲିବ ରବିଧାନ ସଂଗ୍ରହ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟର ୧୭ ଜିଲାରେ ଚଳିତ ରବିଧାନ ବିକ୍ରି ନିମନ୍ତେ ମୋଟ ୨ ଲକ୍ଷ ୫୭ ହଜାର ୯୫୬ ଜଣ ଚାଷୀ ଅନ୍‌ଲାଇନ ମାଧ୍ୟମରେ ସେମାନଙ୍କର ନାମ ପଞ୍ଜୀକରଣ କରିଛନ୍ତି। ୨୦୨୧ ବର୍ଷର ରବିଧାନ ତୁଳନାରେ ୨୦୨୨ ବର୍ଷରେ ଚାଷୀମାନଙ୍କ ନାମ…

ଚିନ୍ତା ବଢ଼ାଉଛି ସଡ଼କ ଦୁର୍ଘଟଣା ମୃତ୍ୟୁ

ଭୁବନେଶ୍ୱର,୧୪ା୪(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଚିନ୍ତାଜନକ ରହିଛି। ଦୁର୍ଘଟଣାରେ ଅଙ୍କୁଶ ଲାଗୁ ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ମିଳିଥିବା ସୂଚନା ଅନୁଯାୟୀ ୨୦୨୦ ତୁଳନାରେ ରାଜ୍ୟରେ ୭.୨୪ ପ୍ରତିଶତ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବୃଦ୍ଧି ପାଇଛି।…

ଏକାଧିକ ଭୋଟର ତାଲିକାରେ ନାଁ ଥିଲେ କାଟ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ବୁଧବାର ରାଜ୍ୟର ୩୦ ଜିଲାର ଜିଲାପାଳଙ୍କ ସହ ଭିଡିଓ କନ୍‌ଫରେନ୍ସରେ ନିର୍ଭୁଲ୍‌ ଭୋଟର ତାଲିକା ନେଇ ଏକ ସମୀକ୍ଷା ବୈଠକ କରିଛନ୍ତି । ଏହି ଅବସରରେ ଲୋହାନି କହିଛନ୍ତି, ଏକାଧିକ…

ଦେଶର ଶ୍ରେଷ୍ଠ ୫ ଆକାଂକ୍ଷୀ ଜିଲା ତାଲିକା: ତୃତୀୟରେ ମାଲକାନଗିରି

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଦେଶର ଶ୍ରେଷ୍ଠ ୫ ଆକାଂକ୍ଷୀ ଜିଲା ତାଲିକାରେ ତୃତୀୟ ସ୍ଥାନରେ ମାଲକାନଗିରି ରହିଛି। ନିତି ଆୟୋଗଙ୍କ ଆକାଂକ୍ଷୀ ଜିଲା ତାଲିକାର ୩ୟ ସ୍ଥାନରେ ମାଲକାନଗିରି ଥିବା ବେଳେ ୧ମରେ ଆସାମର ଉଦଲଗିରି,୨ୟରେ କର୍ନାଟକର ୟାଦର୍ଗି, ୪ର୍ଥରେ ଛତିଶଗଡ଼ର ସୁକମା ଓ…

ପୂର୍ବତନ ଡିଜିପି ଅଭୟଙ୍କୁ ନୂଆ ନିଯୁକ୍ତି: ହେଲେ ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ ଅଧ୍ୟକ୍ଷ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ପୂର୍ବତନ ପୋଲିସ ଡିଜିି ଅଭୟଙ୍କୁ ରାଜ୍ୟ ସରକାର ନୂତନ ନିଯୁକ୍ତି ଦେଇଛନ୍ତି। ତାଙ୍କୁ ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ(ଓଏସ୍‌ଏସ୍‌ସି) ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ସେ ୫ ବର୍ଷ କିମ୍ବା ୬୨ ବର୍ଷ ବୟସ ହେଲା ପର୍ଯ୍ୟନ୍ତ କାର୍ଯ୍ୟ କରିପାରିବେ।…

ଶର୍ମିଷ୍ଠାଙ୍କ ବିରୋଧରେ ଆଉ ଏକ ବଡ଼ ପ୍ରମାଣ

ଭୁବନେଶ୍ୱର,୧୩ା୪(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚକୁ ଆଉ ଏକ ବଡ଼ ପ୍ରମାଣ ମିଳିଛି। ମାନସଙ୍କ ମୃତଦେହ ନୟାଗଡ଼ରେ ପୋତିବା ପରେ ହତ୍ୟାକାଣ୍ଡରେ ବ୍ୟବହୃତ ସାମଗ୍ରୀକୁ ପୁଣି ଚଣ୍ଡିଖୋଲର ଶଙ୍ଖାରିଗଡ଼ାକୁ ଆଣି ପୋତା ଯାଇଥିଲା। ଉକ୍ତ ଦିନ ଚଣ୍ଡିଖୋଲ ବନ୍ଦାଳ…

ରାଜଧାନୀ ପ୍ରତିଷ୍ଠା ଦିବସକୁ ଡକାଗଲା ନାହିଁ: ମୁଖ୍ୟମନ୍ତ୍ରୀଙ୍କୁ ଫେରାଦ ହେଲେ ଅପରାଜିତା

ଭୁବନେଶ୍ୱର,୧୩।୪(ବ୍ୟୁରୋ): ବୁଧବାର ଭୁବନେଶ୍ୱରର ୭୪ତମ ପ୍ରତିଷ୍ଠା ଦିବସ। ଦୁଇ ବର୍ଷ ଧରି କରୋନା କଟକଣାକୁ ନେଇ ଉତ୍ସବ ପାଳନ ହୋଇ ନ ଥିବାବେଳେ ଚଳିତ ବର୍ଷ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ହେଲେ ଭୁବନେଶ୍ୱର ଏମ୍‌ପି ଅପରାଜିତା…

ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ୍‌ରେ ବୋମା! ଯାତ୍ରୀଙ୍କୁ ବାହାର କରି ଚାଲିଛି ଯାଞ୍ଚ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସରେ ବୋମା ଥିବା ନେଇ ସୂଚନା ମିଳିଛି। ଏହାପରେ ଟ୍ରେନ୍‌କୁ ଅଟକାଇ ବମ ସ୍କ୍ବାର୍ଡ ବୁଧବାର ଯାଞ୍ଚ ଆରମ୍ଭ କରିଛି । ମଙ୍ଗଳବାର ଭୁବନେଶ୍ୱରରୁ କୋଣାର୍କ ଏକ୍ସପ୍ରେସ୍‌ ଛାଡ଼ିଥିଲା। ତେବେ ଏହି ଏକ୍ସପ୍ରେସରେ ବୋମା ଥିବା ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?