ମେଟ୍ରୋ

ପାରାଦୀପ-ଭଦ୍ରସାହି ଅର୍ଥନୈତିକ କରିଡର ବିକାଶ ପାଇଁ ପ୍ରସ୍ତାବ ଦେଲା ରାଜ୍ୟ

ଭୁବନେଶ୍ୱର,୬।୩(ବ୍ୟୁରୋ): ପାରାଦୀପରୁ ଭଦ୍ରସାହି-ବଡ଼ବିଲ ଅର୍ଥନୈତିକ କରିଡର ବିକାଶ କରିବାକୁ ରାଜ୍ୟ ସରକାର କେନ୍ଦ୍ର ନିକଟରେ ଦାବି କରିଛନ୍ତି। ରାଜ୍ୟ ସରକାର ଜମି ଅଧିଗ୍ରହଣ କ୍ଷେତ୍ରରେ ସମସ୍ତ ସହଯୋଗ ଯୋଗାଇଦେବାକୁ ପ୍ରସ୍ତୁତ ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଶୁକ୍ରବାର କେନ୍ଦ୍ର…

ଦୁର୍ଘଟଣାରେ ସାମ୍ବାଦିକଙ୍କ ମୃତ୍ୟୁ

ଭୁବନେଶ୍ୱର,୬।୩(ବ୍ୟୁରୋ): ଖଣ୍ଡଗିରିରେ ଶନିବାର ରାତିରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ସାମ୍ବାଦିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜିତେନ୍ଦ୍ର ପ୍ରସାଦ ଦାସ (୪୨)। ତାଙ୍କ ଘର କେନ୍ଦ୍ରାପଡ଼ା ମହାକାଳପଡ଼ା ଥାନା ଅଧୀନ ଅନ୍ଦୁଳିରେ। ସେ ପ୍ରମେୟ ଖବରକାଗଜର ବରିଷ୍ଠ ସହ ସମ୍ପାଦକ…

ଖର୍ଚ୍ଚ ପାଇଁ ତରବର

ଭୁବନେଶ୍ୱର,୫ା୩(ବ୍ୟୁରୋ) ୨୦୨୧-୨୨ ଆର୍ଥିକ ବର୍ଷ ଶେଷ ହେବାକୁ ବସିବସିଥିବାବେଳେ ଅନେକ ବିଭାଗ ବଜେଟ ଅର୍ଥ ଖର୍ଚ୍ଚ କରିବାରେ ସକ୍ଷମ ହୋଇନାହାନ୍ତି। ଏପରି କି କେତେକ ବିଭାଗ ୪୦% ଅର୍ଥ ବି ଖର୍ଚ୍ଚ କରିପାରିନାହାନ୍ତି। ବିଭାଗଗୁଡ଼ିକ ବକେୟା ଅର୍ଥ ଖର୍ଚ୍ଚ ପାଇଁ ଏବେ…

ଟିକେଟକୁ ନେଇ କନ୍ଦଳ ତେଜୁଛି

ଭୁବନେଶ୍ୱର, ୬।୩ (ବ୍ୟୁରୋ): ପୌର ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପାଇଁ ଆଉ ମାତ୍ର ୨ଦିନ ସମୟ ରହିଛି। ତେବେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ରେ ଟିକେଟ ପାଇବାକୁ ଆଶାୟୀ ସଂଖ୍ୟା ଅଧିକ ରହୁଥିବାରୁ ପ୍ରାର୍ଥୀ ଚୟନ ବିଭିନ୍ନ ଦଳ…

ଗ୍ରାହକଙ୍କ ଚାହିଦା ସର୍ବୋଚ୍ଚ ପ୍ରାଥମିକତା

ଅନେକ ବାଧାବିଘ୍ନ ଅତିକ୍ରମ କରି ୯୦ ଦଶକରେ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନରେ ଆରମ୍ଭ କରିଥିଲେ ‘ଗ୍ରୀନ୍‌ ଚିଲିଜ୍‌’। ଦୃଢ଼ ଇଚ୍ଛାଶକ୍ତି ତଥା ଅକ୍ଳାନ୍ତ ପରିଶ୍ରମ ବଳରେ ସେହି ଅନୁଷ୍ଠାନ ଆଜି ଏକ ଲୋକପ୍ରିୟ ଫୁଡ୍‌କୋର୍ଟ ଓ ଗ୍ରୀନ୍‌ ଚିଲିଜ୍‌ ଗ୍ରୁପ୍‌ରେ ପରିଗଣିତ…

ବିପର୍ଯ୍ୟୟ ମୁକାବିଲା ଶିକ୍ଷା ଘୋଷଣାରେ ସୀମିତ

ଭୁବନେଶ୍ୱର,୬।୩(ବ୍ୟୁରୋ): ପ୍ରତ୍ୟେକ ବର୍ଷ ଓଡ଼ିଶା ବନ୍ୟା, ବାତ୍ୟା, ମରୁଡ଼ି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ଗତ ୨ ବର୍ଷ ହେବ ସମଗ୍ର ବିଶ୍ୱ ସହିତ ଓଡ଼ିଶା କୋଭିଡ୍‌-୧୯ ମହାମାରୀ ସଂକ୍ରମଣରେ ଅଣନିଃଶ୍ୱାସୀ ହୋଇଛି। ପ୍ରାକୃତିକ ବିପର୍ଯ୍ୟୟଠାରୁ ଏହି ମହାମାରୀର ପ୍ରକୋପ…

ଡ. ସୁନୀତି ମୁଣ୍ଡ୍‌ ଭାଜପାର ମେୟର ପ୍ରାର୍ଥୀ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା ଜାରି ରହିଛି। ପୂର୍ବରୁ କଂଗ୍ରେସ ଏବଂ ବିଜେଡି ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଥିବା ବେଳେ ଏବେ ଭାଜପା ମଧ୍ୟ ତା’ର ପ୍ରାର୍ଥୀ ଘୋଷଣା କରିଛି। ଭୁବନେଶ୍ୱର ମହାନଗର ନିଗମ …

‘ବିଜୁବାବୁ ଆଙ୍କିଥିଲେ ବିକାଶର ନକ୍ସା’

ଭୁବନେଶ୍ୱର,୫।୩(ବ୍ୟୁରୋ): ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶନିବାର ୧୦୬ ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ଲୋକଙ୍କ କଲ୍ୟାଣ ଓ…

୩ ମହାନଗର ନିଗମ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୫।୩(ବ୍ୟୁରୋ): ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ତିନୋଟି ମହାନଗର ନିଗମ ପାଇଁ ବିଜେଡି ଶନିବାର ମେୟର ପ୍ରାର୍ଥୀ ଘୋଷଣା କରିଛି। ବରିଷ୍ଠ ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କୁ ଭୁବନେଶ୍ୱର ମହାନଗର ନିଗମର ମେୟର ପ୍ରାର୍ଥୀ ଭାବେ ଦଳ ଘୋଷଣା କରିଛି। ବର୍ତ୍ତମାନ…

ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ ସିଟ ଆଲର୍ଟମେଣ୍ଟ

ଭୁବନେଶ୍ୱର,୫।୩(ବ୍ୟୁରୋ): ରାଜ୍ୟରେ ମେଡିକାଲ ନାମଲେଖା ପାଇଁ ଯୁଗ୍ମ ପ୍ରବେଶିକା ପରୀକ୍ଷା ପକ୍ଷରୁ ଶନିବାର ଦ୍ୱିତୀୟ ପର୍ଯ୍ୟାୟ ସିଟ ଆଲର୍ଟମେଣ୍ଟ ପ୍ରକାଶ ପାଇବ । ସେହି ଆଧାରରେ ଛାତ୍ରୀଛାତ୍ରଙ୍କୁ ସିଟ ଦିଆଯିବ । ଏହାପରେ ଆସନ୍ତା ୮ରୁ ୧୧ ତାରିଖ ଭିତରେ ସିଟ…

ଆଜି ଘୋଷଣା ହୋଇପାରେ ବିଜେପି ଓ ବିଜେଡି ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୫।୩(ବ୍ୟୁରୋ): ପୌର ପାଇଁ ରାଜନୀତି ସରଗରମ ରହିଛି। ମାର୍ଚ୍ଚ ୨ରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହେଇଥିବା ବେଳେ ୭ରେ ନାମାଙ୍କନ ପତ୍ର ଦାଖଲ ସରିବ। ସବୁ ରାଜନୈତିକ ଦଳ ଚୂଡାନ୍ତ ତାଲିକା ପ୍ରକାଶ କରିନାହାନ୍ତି। ତେବେ କିଏ ଟିକେଟ ପାଇବ ତାହାକୁ…

ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri