ମେଟ୍ରୋ

ବିକଶିତ ହେବ ଅଣଆକାଂକ୍ଷା ଜିଲା

ଭୁବନେଶ୍ୱର,୨୫।୧(ବ୍ୟୁରୋ): ଅନୁନ୍ନତ ଜିଲାର ବିକାଶ ପାଇଁ ଆଂକାକ୍ଷା ଯେଜନାରେ କେନ୍ଦ୍ର ସରକାର ଓଡ଼ିଶାର ୧୦ଜିଲାକୁ ସାମିଲ କରିଥିଲେ। ଏବେ ଏବେ ଅଣଆକାଂକ୍ଷା ଜିଲାର ସ୍ବତନ୍ତ୍ର ବିକାଶ ଉପରେ ଧ୍ୟାନ ଦିଆଯିବାକୁ ନିଷ୍ପତ୍ତି ନିଆଯାଇଛି। ଉକ୍ତ ଜିଲାଗୁଡ଼ିକୁ ନୀତି ଆୟୋଗ ପ୍ରତ୍ୟକ୍ଷ ତଦାରଖ…

ସ୍କୁଲ ପାଇଁ ୪୦ଲକ୍ଷ ଦେଲେ ପୁରାତନ ଛାତ୍ରୀଛାତ୍ର

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ରାଜ୍ୟର ଅନ୍ୟତମ ପୁରାତନ ଶିକ୍ଷାନୁଷ୍ଠାନ ୟୁନିଭର୍‌ସିଟି ହାଇସ୍କୁଲ ବାଣୀବିହାରର ପୁରାତନ ଛାତ୍ରୀଛାତ୍ର ‘ମୋ ସ୍କୁଲ୍‌ ଅଭିଯାନ’ରେ ସାମିଲ ହୋଇ ନିଜ ବିଦ୍ୟାଳୟର ଭିତ୍ତିଭୂମି ବିକାଶ ପାଇଁ ୪୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ବିଦ୍ୟାଳୟ ପୁରାତନ…

ଜାଲ୍‌ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇଥିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଜାଲ୍‌ ଦିବ୍ୟାଙ୍ଗ ପ୍ରମାଣପତ୍ର ଦେଇ ନାମ ଲେଖାଇଥିଲେ ଏଣିକି ଛାତ୍ରୀଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ। ୨୦୧୯-୨୦, ୨୦୨୦-୨୧, ୨୦୨୧-୨୨ ଶିକ୍ଷାବର୍ଷରେ ବିଭିନ୍ନ ଉଚ୍ଚଶିକ୍ଷା ଅନୁଷ୍ଠାନରେ ନାମ ଲେଖାଇଥିବା ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ପ୍ରମାଣପତ୍ରର ପୁନଃ ଯାଞ୍ଚ କରାଯିବ। ଜାଲ୍‌ ବୋଲି…

‘କୋଭିଡ୍‌ ପଜିଟିଭ୍‌ ହେଲେ ବ୍ୟସ୍ତ ହୁଅନ୍ତୁ ନାହିଁ’

ଭୁବନେଶ୍ୱର, ୨୫।୧ (ବ୍ୟୁରୋ): ରିପୋର୍ଟ କୋଭିଡ୍‌ ପଜିଟିଭ୍‌ ଆସିଲେ ହଠାତ୍‌ ବ୍ୟତିବ୍ୟସ୍ତ ହୁଅନ୍ତୁ ନାହିଁ। ଏଥିପାଇଁ ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ଟୋଲ୍‌ ଫ୍ରି ନମ୍ବର ୧୯୨୯ ଏବଂ ୧୦୪ କୁ ଫୋନ୍‌ କରି ନିଜର ସ୍ଥିତି, ଯନତ୍ ସମ୍ପର୍କରେ ପଚାରି…

ଗୋଷ୍ଠୀ ସଂକ୍ରମଣ ମୁହାଁ ଓଡ଼ିଶା

ଭୁବନେଶ୍ୱର, ୨୫।୧(ବ୍ୟୁରୋ):  ବିଭିନ୍ନ ରାଜ୍ୟରୁ ମିଳିଥିବାରୁ ତଥ୍ୟ ଅନୁସାରେ ଦେଶରେ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ ହୋଇଥିବା କେନ୍ଦ୍ର ସରକାର କହିବା ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଏ ନେଇ ପ୍ରତିକ୍ରିୟା ରଖିଛି। ସୋମବାର ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି,…

ଡାକ୍ତରୀ ଶିକ୍ଷାରେ ସଂରକ୍ଷଣ ଦେବାକୁ କିଏ ମନା କରିଛି: ଭାଜପା

ଭୁବନେଶ୍ୱର,୨୫ା୧(ବ୍ୟୁରୋ): ସବୁ ରାଜ୍ୟରେ ଶିକ୍ଷାକ୍ଷେତ୍ରରେ ଓବିସିଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ରହିଥିବାବେଳେ ଓଡ଼ିଶାରେ ତାହା ଦିଆଯାଉନାହିଁ। ଡାକ୍ତରୀ ଶିକ୍ଷାରେ ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ସଂରକ୍ଷଣକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେବା ପରେ ଉଚ୍ଚତମ ନ୍ୟାୟାଳୟ ମଧ୍ୟ ଏହି ନିଷ୍ପତ୍ତିକୁ…

ଓଡ଼ିଶା ପାଇକ ରେଜିମେଣ୍ଟ ଗଠନ ଦାବି

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଦେଶର ସୁରକ୍ଷା କ୍ଷେତ୍ରରେ ପଞ୍ଜାବ ରେଜିମେଣ୍ଟ, ଗୁର୍ଖା ରେଜିମେଣ୍ଟ, ଆସାମ ରେଜିମେଣ୍ଟ ଆଦି ଗଠନ ହୋଇଛି। ହେଲେ ପ୍ରଥମ ସ୍ବାଧୀନତା ସଂଗ୍ରାମ ପାଇକ ବିଦ୍ରୋହ ନାମରେ ଓଡ଼ିଶା ପାଇକ ରେଜିମେଣ୍ଟ ଗଠନ ନ ହେବା ଅତ୍ୟନ୍ତ ଦୁଃଖ ଓ…

‘ମାଓବାଦୀ ସଙ୍ଗଠନରେ ଯୋଗଦେଉନାହାନ୍ତି ଯୁବଗୋଷ୍ଠୀ’

ଭୁବନେଶ୍ୱର, ୨୫।୧(ବ୍ୟୁରୋ): ଓଡ଼ିଶାର ମାଓବାଦୀ ପ୍ରଭାବିତ ମାଲକାନଗିରି ଜିଲାର ସ୍ବାଭିମାନ ଅଞ୍ଚଳରେ ଜାନୁୟାରୀ ୨୬ ଗଣତନ୍ତ୍ର ଦିବସରୁ ବହୁ ପ୍ରତୀକ୍ଷିତ ବୋଟ୍‌ ଆମ୍ବୁଲାନ୍ସ ସେବା ଆରମ୍ଭ ହେବ। ଫଳରେ ଜଳବନ୍ଦୀ ଅଞ୍ଚଳର ୧୫୧ ଗ୍ରାମର ବାସିନ୍ଦା ଉପକୃତ ହେବେ। ଲାଲ୍‌ବାହିନୀ ଉପଦ୍ରୁତ…

ଫୁଲ୍‌ ଡ୍ରେସ୍‌ ପରେଡ୍‌ ଅଭ୍ୟାସ ନିରୀକ୍ଷଣ କଲେ ଡିଜିପି

ଭୁବନେଶ୍ୱର,୨୫।୧(ବ୍ୟୁରୋ): ମହାତ୍ମାଗାନ୍ଧୀ ମାର୍ଗରେ ବୁଧବାର ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳନ ହେବ। ଏଥିପାଇଁ ଶନିବାରଠାରୁ ପରେଡ଼ ଅଭ୍ୟାସ କରାଯାଉଛି। ସୋମବାର ଫୁଲ୍‌ଡ୍ରେସ୍‌ ପରେଡ଼ ଅନୁଷ୍ଠିତ ହୋଇଥିଲା। ପୋଲିସ ଡିଜି ସୁନୀଲ ବଂଶଲ ଯୋଗଦେଇ ପରେଡ଼ ଅଭ୍ୟାସକୁ ନିରୀକ୍ଷଣ କରିଥିଲେ। ଏହି ଅବସରରେ…

ମଙ୍ଗଳବାର ବସିବ ସମୀକ୍ଷା ବୈଠକ

ଭୁବନେଶ୍ବର,୨୪।୧(ବ୍ୟୁରୋ): ରାଜ୍ୟରେ କୋଭିଡ୍‌ ସ୍ଥିତିକୁ ନେଇ ସମୀକ୍ଷା ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ ମଙ୍ଗଳବାର ରାଜ୍ୟର କୋଭିଡ଼ ସ୍ଥିତିର ସମୀକ୍ଷା କରିବେ। ଅପରାହ୍ନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ କୋଭିଡ଼ର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି ।…

ବିଶ୍ୱବିଦ୍ୟାଳୟ ସଂଶୋଧିତ ଆଇନ୍‌କୁ କାଏମ୍‌ ରଖିଲେ ହାଇକୋର୍ଟ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ସଂଶୋଧିତ ଆଇନ୍‌କୁ ହାଇକୋର୍ଟ କାଏମ୍‌ ରଖିଛନ୍ତି। ସଂଶୋଧିତ ଆଇନ୍‌କୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ସମସ୍ତ ମାମଲାକୁ ଖାରଜ କରିଦେଇଛନ୍ତିି। ତେବେ ରାଜ୍ୟ ସରକାର ବିଶ୍ୱବିଦ୍ୟାଳୟ ସଂଶୋଧିତ ଆଇନ୍‌ ୨୦୨୦ ଆଣିଥିଲେ। ଏହି ଆଇନ୍‌ ୟୁଜିସି ନିୟମ ଉଲ୍ଲଙ୍ଘନ ଅଭିଯୋଗରେ…

୨୬ରୁ ପୁଣି ବଢିବ ଶୀତ

ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୬ରୁ ଶୀତ ବଢିବ। ଆଗାମୀ ୨ଦିନ ମଧ୍ୟରେ ତାପମାତ୍ରା ୩ରୁ ୫ ଡିଗ୍ରୀ ଖସିବ। ପାଗ ମଧ୍ୟ ଶୁଖିଲା ରହିବ। ଏ ନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଆଜି ରାତି ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri