ମେଟ୍ରୋ

ପୁଣି ପୀୟୂଷଙ୍କ ପାଇଁ ବଢ଼ିଲା ଅଡୁଆ: ଆଉ ଚଢ଼ିବେନି ମଞ୍ଚକୁ, ବଢ଼ିଲା …

ଭୁବନେଶ୍ୱର,୧୦।୧: ଯାତ୍ରା ଖଳନାୟକ ପୀୟୂଷ ତ୍ରିପାଠୀଙ୍କୁ ମିଳିଲା ଭୁବନେଶ୍ବର କୋର୍ଟ ଅର୍ଡର କପି। ମଞ୍ଚ ବାରଣ ନେଇ ଭୁବନେଶ୍ବର କୋର୍ଟ ଅର୍ଡର କପ ମିଳିଛିି। ମାମଲାରେ ପକ୍ଷଭୁକ୍ତ ହୋଇଥିବା ସଞ୍ଜୀବ ପାଢ଼ୀଙ୍କୁ ମଧ୍ୟ ଅର୍ଡର କପି ମିଳିଥିବା ଜଣାପଡ଼ିଛି। ଆସନ୍ତା ୧୨…

ଭୁବନେଶ୍ୱର ବିମାନବନ୍ଦର ପଡ଼ିଆରେ ନିଆଁ, ନିର୍ଦ୍ଦେଶକ କହିଲେ…

ଭୁବନେଶ୍ୱର,୧୦ା୧: ବିଜୁ ପଟ୍ଟନାୟକ ବିମାନବନ୍ଦର ପଡ଼ିଆରେ ଶନିବାର ନିଆଁ ଲାଗିଛି। ଶୁଖିଲା ଘାସରେ ଭୟଙ୍କର ନିଆଁ ଲାଗିଥିବାବେଳେ ଅଗ୍ନିଶମ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଏହାକୁ ଆୟତ୍ତ କରିଛନ୍ତି। ତେବେ ବର୍ତ୍ତମାନ ସୁଦ୍ଧା କାରଣ ଅସ୍ପଷ୍ଟ ରହିଛି। ଅନ୍ୟପକ୍ଷରେ ଏହି ନିଆଁରେ କୌଣସି…

ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି: ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ…

ଭୁବନେଶ୍ୱର,୧୦।୧: ସ୍କୁଲ ଓ ଗଣଶିକ୍ଷା ବିଭାଗ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଛାତ୍ରୀଛାତ୍ର ବିଦ୍ୟାଳୟକୁ ନିୟମିତ ନ ଗଲେ ଘରକୁ ଯିବେ ସ୍କୁଲ କର୍ତ୍ତୃପକ୍ଷ। ସପ୍ତାହେ ପିଲା ସ୍କୁଲରେ ଅନୁପସ୍ଥିତ ରହିଲେ ଘରକୁ ଶିକ୍ଷକ ଯିବେ। ଏନେଇ ସମସ୍ତ ଡିଇଓ ଓ…

ମୋକିମ୍‌ଙ୍କ ବଡ଼ ଘୋଷଣା: ମାର୍ଚ୍ଚ ଶେଷ ସୁଦ୍ଧା…

ଭୁବନେଶ୍ୱର,୧୦।୧: ନୂଆ ଦଳ ଗଠନ ନେଇ ମହମ୍ମଦ ମୋକିମ୍‌ ବଡ଼ ସୂଚନା ଦେଇଛନ୍ତି। ମୋକିମ୍‌ କହିଛନ୍ତି, ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ। ନୂଆ ଦଳ ନେଇ ସମୀକରଣ ଚାଲିଛି, ପୂରା ରାଜ୍ୟରୁ ମତାମତ ନିଆଯାଉଛି। ଆସନ୍ତା ୧୨…

ଭିତରେ ବସିଥିଲେ ଯାତ୍ରୀ: ହଠାତ୍‌ ମଝି ରାସ୍ତାରେ ହୁତୁହୁତୁ ହୋଇ ଜଳିଲା ‘ଆମ ବସ୍‌’

ଭୁବନେଶ୍ବର: କଳିଙ୍ଗ ଷ୍ଟୁଡିଓ ଛକରେ ଜଳିଗଲା ଆମ ବସ୍‌। ହଠାତ୍‌ ଧୂଆଁ ବାହାରିବାରୁ ଯାତ୍ରୀମାନେ ଓହ୍ଲାଇ ପଡ଼ିଥିଲେ। ଏହାପରେ ବସ୍‌ଟି ହୁତୁହୁତୁ ହୋଇ ମଝି ରାସ୍ତାରେ ଜଳିଯାଇଛି। ଘଟଣା ସର୍ମ୍ପକରେ ଖବରପାଇ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ସର୍ଟସର୍କିଟ…

ଆଜିଠୁ ଆକାଶରେ ଘଟିବ ଏମିତି କିଛି: ମାସେ ଯାଏ ଖାଲି ଆଖିରେ…

ଭୁବନେଶ୍ୱର, ୧୦ା୧(ସୁଚିସ୍ମିତା ସାହୁ):ସୌରଜଗତର ସବୁଠାରୁ ବଡ଼ ଗ୍ରହ ବୃହସ୍ପତି ଶନିବାରଠାରୁ ଆକାଶରେ ଅଧିକ ବଡ଼ ଓ ଉଜ୍ଜ୍ୱଳ ଦେଖାଯିବେ। ମହାକାଶରେ ପୃଥିବୀ, ସୂର୍ଯ୍ୟ ଏବଂ ବୃହସ୍ପତି ଏକ ସରଳରେଖାରେ ଖୁବ୍‌ ନିକଟରେ ରହିବେ। ଏହି ବିରଳ ଓ ଚମତ୍କାର ଦୃଶ୍ୟକୁ ଖାଲି…

ଏମାନଙ୍କୁ ମିଳିବ ପକ୍କା ଘର: ୩୪ ଲକ୍ଷ ଲୋକଙ୍କର ହେଲା ସର୍ଟଲିଷ୍ଟ , ତାଲିକାରେ…

ଭୁବନେଶ୍ୱର,୯।୧: ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଉପହାର ଦେଇଛନ୍ତି। ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ଆବେଦନ ହୋଇଛି । ୩୪ ଲକ୍ଷଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର…

ସରକାରଙ୍କ ନୂଆବର୍ଷ ଭେଟି: ଜାନୁଆରୀରେ ଗରିବ ଲୋକଙ୍କୁ ମିଳିବ…

ଭୁବନେଶ୍ୱର,୯।୧: ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଉପହାରଦେଇଛନ୍ତି। ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ମିଳିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ଆବେଦନ ହୋଇଛି । ୩୪ ଲକ୍ଷଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର ସରକାରଙ୍କୁ…

ଓଡିଶା ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ପୋଷ୍ୟପୁତ୍ରଙ୍କୁ ମିଳିପାରିବ ଅନୁକମ୍ପାମୂଳକ ନିଯୁକ୍ତି

କଟକ,୯।୧: ପୋଷ୍ୟପୁତ୍ରମାନଙ୍କୁ ଅନୁକମ୍ପାମୂଳକ ନିଯୁକ୍ତି ଦେବା କ୍ଷେତ୍ରରେ ବଡ ରାୟ ଦେଇଛନ୍ତି ଓଡିଶା ହାଇକୋର୍ଟ। କେନ୍ଦ୍ରୀୟ ପ୍ରଶାସନିକ ଟ୍ରିବ୍ୟୁନାଲ୍ (CAT) ଦେଇଥିବା ଆଦେଶକୁ ଓଡ଼ିଶା ହାଇକୋର୍ଟ କାଏମ୍ ରଖିବା ସହ ଦକ୍ଷିଣ-ପୂର୍ବ ରେଳବାଇ କର୍ତ୍ତୃପକ୍ଷଙ୍କ ଆବେଦନକୁ ଖାରଜ କରିଦେଇଛନ୍ତି। ହାଇକୋର୍ଟର ବିଚାରପତି…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ମିଳିବ ପାଉଁଜି, ଶାଢ଼ୀ, ଚୁଡ଼ି

ଭୁବନେଶ୍ୱର,୯।୧: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଆର୍ଥିକ ସହାୟତା ସହିତ ସରକାର ଉପହାର ମଧ୍ୟ ଦେବେ। ଏନେଇ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଯୋଗ୍ୟ କନ୍ୟାଙ୍କୁ ଉପହାର ପ୍ରଦାନ କରିବା ପାଇଁ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ…

ମହିଳାଙ୍କ ପାଇଁ ସୁରକ୍ଷିତ ସହର: ସପ୍ତମରୁ ୩୪ ନମ୍ବରକୁ ଖସିଲା ଭୁବନେଶ୍ୱର

ଭୁବନେଶ୍ୱର,୯।୧: ଦେଶରେ ମହିଳାଙ୍କ ପାଇଁ କେଉଁ ସହର ସୁରକ୍ଷିତ ତାହାର ଏକ ତାଲିକା ପ୍ରକାଶ ପାଇଛି। ଅବତାର ଗ୍ରୁପ୍‌ ପକ୍ଷରୁ ପ୍ରକାଶିତ ‘ଟପ୍ ସିଟିଜ୍ ଫର୍ ୱିମେନ ଇନ୍ ଇଣ୍ଡିଆ’ ରିପୋର୍ଟ ଅନୁଯାୟୀ, ଦେଶର ୧୨୫ ସହର ମଧ୍ୟରେ ଭୁବନେଶ୍ୱର ୩୪ତମ…

ଏପ୍ରିଲ ପହିଲା ଯାଏ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ କୋହଳ, ଟୋଲ ଗେଟରେ ବି….

କଟକ,୯।୧(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ବିଭାଗ ମନ୍ତ୍ରୀ ବିଭୂତିଭୂଷଣ ଜେନା ପ୍ରଦୂଷଣ ଯାଞ୍ଚ ଓ ଜରିମାନାକୁ ନେଇ ଗୁରୁବାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ପ୍ରଦୂଷଣ ଯାଞ୍ଚ ପାଇଁ ଜନସାଧାରଣଙ୍କ ସମସ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ଏପ୍ରିଲ ପହିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?