ଗାନ୍ଧୀ ମାର୍ଗରେ ରିହରସାଲ
ଭୁବନେଶ୍ୱର,୨୪।୧(ବ୍ୟୁରୋ): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଇଁ ଫୁଲ ଡ୍ରେସ୍ ରିହରସାଲ ସୋମବାର କରାଯାଇଛି। କୋଭିଡ୍ କଟକଣାରେ ଗାନ୍ଧୀ ମାର୍ଗରେ ଏହା ଅନୁଷ୍ଠିତ ହୋଇଥିବା ବେଳେ ପୋଲିସ ଡିଜି ସୁନିଲ ବଂଶଲ ଫୁଲ ଡ୍ରେସ ରିହରସାଲକୁ ନିରୀକ୍ଷଣ କରିଥିଲେ। ଏଥର ପରେଡ୍ରେ ୧୦ଟି…
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କରୋନା ସଂକ୍ରମିତ
ଭୁବନେଶ୍ୱର,୨୪।୧(ବ୍ୟୁରୋ): ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କୋଭିଡ୍ ପଜିଟିଭ ହୋଇଛନ୍ତି। ସେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୋମବାର ଟୁଇଟ୍ କରି ସୂଚନା ଦେଇଛନ୍ତି । ସଂକ୍ରମିତ ଚିହ୍ନଟ ହୋଇ ସେ ଏବେ ଚିକିତ୍ସିତ ହେଉଛନ୍ତି । ଗତ କିଛିଦିନରେ ଯେଉଁମାନେ…
ଆଜି ରାଜ୍ୟରୁ ୭,୨୯୧ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୪ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୭,୨୯୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୧୧,୯୫୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪,୨୨୬ ଜଣ ଚିହ୍ନଟ ହୋଇଥିବା…
ପାରମ୍ପରିକ ପିଠା ଦେଇଛି ପରିଚୟ
ଭୁବନେଶ୍ୱର,୨୪।୧(ବ୍ୟୁରୋ): ଓଡ଼ିଶାର ପାରମ୍ପରିକ ତଥା ଜଗନ୍ନାଥ ସଂସ୍କୃତି ସହ ଜଡ଼ିତ ପିଠା ଏବେ ପ୍ରାୟ ହଜିଯିବାକୁ ବସିଛି। ମାତ୍ର ଏହାକୁ ଉଜ୍ଜୀବିତ ରଖିବା ସହ ଏହା ମାଧ୍ୟମରେ ନିଜେ ଆତ୍ମନିର୍ଭରଶୀଳ ହୋଇ ଅନ୍ୟକୁ ରୋଜଗାରକ୍ଷମ କରାଇବାକୁ ଅଣ୍ଟା ଭିଡ଼ିଛନ୍ତି ଦୁଇ ବନ୍ଧୁ।…
ପଞ୍ଚାୟତ ପରେ ହୋଇପାରେ ପୌର ଭୋଟ୍
ଭୁବନେଶ୍ୱର,୨୪ା୧(ବ୍ୟୁରୋ): ରାଜ୍ୟରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ଶେଷ ହୋଇ ରବିବାର ସୁଦ୍ଧା ନାମାଙ୍କନ କାଏମ ତାଲିକା ପ୍ରକାଶ ପାଇସାରିଛି। ସବୁଦଳର ପ୍ରାର୍ଥୀ ତୃଣମୂଳସ୍ତରରୁ ଭୋଟ ହାତେଇବା ଲାଗି ନିଜର ପ୍ରସ୍ତୁତି କାର୍ଯ୍ୟ ମଧ୍ୟ ଆରମ୍ଭ କରିଦେଲେଣି। ଏହାରି…
ଆଉ ୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮,୫୨୫କୁ ବୃଦ୍ଧି
ଭୁବନେଶ୍ୱର,୨୪ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଏହି କିଛିଦିନ ହେବ ୧୦ ହଜାର ତଳେ ରହୁଥିବା ବେଳେ ମୃତ୍ୟୁସଂଖ୍ୟାରେ ବି ବ୍ରେକ୍ ଲାଗୁନି। ସୋମବାର ଆଉ ୫ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ଯୁକ୍ତ୨ ପରୀକ୍ଷା ପାଇଁ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର,୨୪।୧(ବ୍ୟୁରୋ): କରୋନା ପାଇଁ ଗତବର୍ଷ ବିନା ପରୀକ୍ଷାରେ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶ ପାଇଥିଲା। କିନ୍ତୁ ଚଳିତବର୍ଷ ମାଟ୍ରିକ ପରୀକ୍ଷା ନ ହେଲେ ବିକଳ୍ପ ପଦ୍ଧତିରେ ଫଳ ପ୍ରକାଶ ପାଇଁ ବ୍ୟବସ୍ଥା କରାଯାଇଛି। ହେଲେ ଯୁକ୍ତ୨ ପାଇଁ…
୧୩ ଜିଲାକୁ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୨୪ା୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ଦୁଇଦିନ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ସୋମବାର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଓ ମଙ୍ଗଳବାର ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ରାୟଗଡ଼ା, କୋରାପୁଟ,…
ସରିଲା ଯାଞ୍ଚ: ୨ ଲକ୍ଷ ୨୦ ହଜାର ୪୧୪ ପ୍ରାର୍ଥିପତ୍ର କାଏମ
ଭୁବନେଶ୍ୱର,୨୩।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ରବିବାର ପ୍ରାର୍ଥିପତ୍ର ଯାଞ୍ଚ ଶେଷ ହୋଇଛି । ଯାଞ୍ଚ ବେଳେ ୮ହଜାର ୬୪୮ନାମାଙ୍କନପତ୍ର କଟିଥିବା ବେଳେ ୨ଲକ୍ଷ ୨୦ହଜାର ୪୧୪ ପ୍ରାର୍ଥିପତ୍ର କାଏମ ରହିଛି । ସରପଞ୍ଚ ପଦ ପାଇଁ ୩୨ହଜାର ୮୬୦ ପ୍ରାର୍ଥିପତ୍ର…
କମିନି ଟେଷ୍ଟିଂ, କମୁଛି ସଂକ୍ରମଣ
ଭୁବନେଶ୍ୱର,୨୩।୧(ବ୍ୟୁରୋ): କରୋନା ସଂକ୍ରମଣ ଧୀରେଧୀରେ କମିବା ଆରମ୍ଭ ହୋଇଛି । ଗତ ୧୨ ତାରିଖଠାରୁ ସଂକ୍ରମଣ କମିବା ଆରମ୍ଭ କରିଛି । କିନ୍ତୁ ଟେଷ୍ଟିଂ ସଂଖ୍ୟା କମିନାହିଁ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି । ସେ ଆହୁରି ମଧ୍ୟ…
ଶଙ୍ଖ ଧରିଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା
ଭୁବନେଶ୍ୱର,୨୩।୧(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡି ନିର୍ବାଚନମଣ୍ଡଳୀର ଗୁମ୍ମା ବ୍ଲକର ପୂର୍ବତନ ଅଧ୍ୟକ୍ଷା ମରିୟମ ରଇତ ଭାଜପା ଛାଡି ରବିବାର ବିଜେଡିରେ ଯୋଗ ଦେଇଛନ୍ତି । ମରିୟମଙ୍କ ସହିତ ତାଙ୍କ ସମର୍ଥକ ଦେବଚନ୍ଦ୍ର ପ୍ରଧାନ ଏବଂ ଅନ୍ୟମାନେ ଶଙ୍ଖ ଧରିଛନ୍ତି । ଜିଲା…
ଭାରତମାତାର ସୁଯୋଗ୍ୟ ସନ୍ତାନ ଥିଲେ ସୁଭାଷ ଚନ୍ଦ୍ର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ। ୧୮୯୭ ଜାନୁୟାରୀ ୨୩ରେ କଟକରେ ଜନ୍ମଗ୍ରହଣ କରିଥିଲେ ସୁଭାଷ ବୋଷ। ସେହିପରି ଆଜି ହେଉଛି ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ ତମ ଜନ୍ମଜୟନ୍ତୀ । ଏହି ଅବସରରେ…
Archives


