ଭାରତମାତାର ସୁଯୋଗ୍ୟ ସନ୍ତାନ ଥିଲେ ସୁଭାଷ ଚନ୍ଦ୍ର: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩ା୧(ବ୍ୟୁରୋ): ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ। ୧୮୯୭ ଜାନୁୟାରୀ ୨୩ରେ କଟକରେ ଜନ୍ମଗ୍ରହଣ କରିଥିଲେ ସୁଭାଷ ବୋଷ। ସେହିପରି ଆଜି ହେଉଛି ମହାନ ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ୨୧୩ ତମ ଜନ୍ମଜୟନ୍ତୀ । ଏହି ଅବସରରେ…
ଆଉ ୬ ମୁଣ୍ଡ ନେଲା କରେନା
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଆଉ ୬ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରେ ଅନୁଗୋଳର ୬୦ ବର୍ଷୀୟ ବୃଦ୍ଧା,ବାଲେଶ୍ୱରର ୬୩ ବର୍ଷୀୟ ବୃଦ୍ଧ, ଭଦ୍ରକର ୩୦ ବର୍ଷୀୟ ଯୁବକ, କଟକର ୮୫ ବର୍ଷୀୟ ବୃଦ୍ଧା, କନ୍ଧମାଳର ୩୨ ବର୍ଷୀୟ ବ୍ୟକ୍ତି, ସୁନ୍ଦରଗଡ଼ ଜିଲାର…
ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮,୫୨୦ ଆକ୍ରାନ୍ତ, ଅଛନ୍ତି ୯୩୭ ପିଲା
ଭୁବନେଶ୍ୱର,୨୩।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୮,୫୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନରୁ ୪,୯୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୩,୫୭୯ ଲୋକାଲ କେସ୍ ରହିଛି । ସେହିଭଳି ୯୩୭ ପିଲା ସଂକ୍ରମିତ ଅଛନ୍ତି।…
ଆଜି ରାଜ୍ୟରୁ ସୁସ୍ଥ ହେଲେ ୧୧,୩୪୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୨ା୧(ବ୍ୟୁରୋ): ଆଜି ରାଜ୍ୟରୁ ୧୧,୩୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୧,୧୦,୭୬୭ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩,୧୬୬…
ବସ୍ ଦୁର୍ଘଟଣା: ମୃତକଙ୍କ ପାଇଁ ୨ ଲକ୍ଷର ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୨ା୧(ବ୍ୟୁରୋ): ସୋର ବସ୍ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିମାନଙ୍କ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ…
ବଦଳୁଛି ପାଗ : କମିବ ଶୀତ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟରେ ପୁଣି ପାଗ ବଦଳିଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଛି । ଅଦିନିଆ ବର୍ଷା ପ୍ରଭାବରେ ତାପମାତ୍ରା ପରିବର୍ତ୍ତନ ହୋଇ ଶୀତ କମିବ। ଗତ ପଶ୍ଚିମା ଝଡ଼ଠାରୁ…
ସରିଲା ନାମାଙ୍କନ ପ୍ରକ୍ରିୟା, ଆଜି ପ୍ରାର୍ଥୀପତ୍ର ଯାଞ୍ଚ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲ ପ୍ରକ୍ରିୟା ସରିଯାଇଛି। ନାମାଙ୍କନ ଦାଖଲ ପରେ ଶନିବାର ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ । ଆସନ୍ତାକାଲିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ସୁଯୋଗ ରହିଛି । ସେହିଦିନ ହିଁ ଚୂଡାନ୍ତ ପ୍ରାର୍ଥୀ…
ରାଜ୍ୟରେ ସାମାନ୍ୟ ଖସିଲା ସଂକ୍ରମଣ, ଆଜି ୮,୮୪୫ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୨।୧(ବ୍ୟୁରୋ): ରାଜ୍ୟରେ ବଢିଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮,୮୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥି ମଧ୍ୟରୁ ୯୨୭ ଜଣ ପିଲା ଅଛନ୍ତି। କ୍ୱାରାଣ୍ଟାଇନ୍ରୁ ୫,୧୨୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩,୭୧୭ ଲୋକାଲ…
୩୦ଫୁଟ୍ ତଳକୁ ଖସିଲା କାର୍
ଭୁବନେଶ୍ବର,୨୨।୧(ବ୍ୟୁରୋ): ଭାରସାମ୍ୟ ହରାଇ ୩୦ଫୁଟ୍ ତଳକୁ ଖସିଲା କାର୍। ଭୁବନେଶ୍ବର ପଳାସପଲ୍ଲୀ ନିକଟ ପୁନାମାଗେଟ୍ ଓଭରବ୍ରିଜ ନିକଟରେ ଏହି ଦୁର୍ଘଟଣା ଘଟିଛି । ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଦୁର୍ଘଟଣାରେ ଗାଡିଟି ସମ୍ପୂର୍ଣ୍ଣ ଭାବେ ଭାଙ୍ଗିଯାଇଛି।…
ରାଜ୍ୟରେ ଆଉ ୭ ଜୀବନ ନେଲା କରୋନା
ଭୁବନେଶ୍ୱର,୨୨ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିଚାଲଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବଢିଚାଲିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ…
ସବୁଠି କଟକଣା ଉଲ୍ଲଂଘନ
ଭୁବନେଶ୍ୱର, ୨୨।୧ (ବ୍ୟୁରୋ): କଟକଣା କଡ଼ା, ହେଲେ କାର୍ଯ୍ୟକାରୀ ଶୂନ। ପୋଲିସ, ପ୍ରଶାସନଠାରୁ ସାଧାରଣ ଜନତା ସମସ୍ତେ ଢିଲା। ଯେଉଁଥିପାଇଁ ସଂକ୍ରମଣ ଓ ସକ୍ରିୟ ଆକ୍ରାନ୍ତ ସଂଖ୍ୟାରେ ଦେଶର ୧୦ ରାଜ୍ୟ ମଧ୍ୟରେ ଓଡ଼ିଶା ରହିଛି। ତେବେ ରାଜଧାନୀ ଭୁବନେଶ୍ୱର ପାଇଁ…
୨୮ କୋଟି ଟଙ୍କାର ହିସାବ ଦେଉନାହାନ୍ତି ୧୩୫ କଲେଜ
ଭୁବନେଶ୍ୱର, ୨୨।୧(ବ୍ୟୁରୋ): ବାତ୍ୟା ‘ଫନୀ ’ରେ ପ୍ରଭାବିତ ହୋଇଥିବା ୫ଟି ଜିଲାର ୧୪୫ଟି ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ମରାମତି ଓ ନବୀକରଣ ଲାଗି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୩୦ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ହେଲେ ଏହି ଟଙ୍କା କେଉଁ ବାଟରେ…
Archives


