ଘରୁ ମିଳିଲା ନଗଦ ୨ କୋଟି ଟଙ୍କା, ୨୦ ସୁନା ବିସ୍କୁଟ୍
ଭୁବନେଶ୍ୱର,୮।୪ (ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କ ନିକଟରୁ ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠାବ ହେବାରେ ଲାଗିଛି। ଗୁରୁବାର ଭୁବନେଶ୍ୱର ଆଇଗିଣିଆଠାରେ ଥିବା ଟାଟା…
ଓଡ଼ିଶାକୁ ୨୭୨୫ କୋଟି ଋଣ ଉଠାଣ ଅନୁମତି
ଭୁବନେଶ୍ୱର,୮ା୪(ବ୍ୟୁରୋ): ବିଦ୍ୟୁତ୍ ସଂସ୍କାର ପାଇଁ ଓଡ଼ିଶାକୁ ୨୭୨୫ କୋଟି ଟଙ୍କାର ଋଣ ଉଠାଣ ନିମନ୍ତେ ମଞ୍ଜୁରୀ ମିଳିଛି । ଓଡ଼ିଶା ସମେତ ଦେଶର ୧୦ଟି ରାଜ୍ୟକୁ ୨୦୨୧-୨୨ ଆର୍ଥିକ ବର୍ଷରେ ବିଦ୍ୟୁତ୍ କ୍ଷେତ୍ରରେ ସଂସ୍କାର ପାଇଁ ଅର୍ଥ ମନ୍ତ୍ରଣାଳୟ ବ୍ୟୟ ବିଭାଗ…
ସରକାରୀ କର୍ମଚାରୀଙ୍କୁ ବିନା ସୁଧରେ ଆଡ୍ଭାନ୍ସ
ଭୁବନେଶ୍ୱର,୮ା୪(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢୁଛି। କରୋନା ସମୟରେ ଲୋକଙ୍କ ଆର୍ଥିକ ଅବସ୍ଥା ଭଲ ନ ଥିବା ବେଳେ ତୈଳ ଦର ବୋଝ ଉପରେ ନଳିତାବିଡ଼ା ହୋଇଛି। ତୈଳ ଦର ବୃଦ୍ଧି ଯୋଗୁ ଲୋକମାନେ ଇ-ଯାନ…
ବିଜେଡି ଦଖଲରେ ୯୧
ଭୁବନେଶ୍ୱର,୮ା୪(ବ୍ୟୁରୋ):ରାଜ୍ୟର ୧୦୫ ପୌର ପରିଷଦ/ଏନ୍ଏସି ଉପାଧ୍ୟକ୍ଷ ପଦବୀ ନିର୍ବାଚନ ଗୁରୁବାର ଶେଷ ହୋଇଛି। ଏହି ନିର୍ବାଚନରେ ମଧ୍ୟ ବିଜେଡିକୁ ବିପୁଳ ସଫଳତା ମିଳିଛି। ମିଳିଥିବା ସୂଚନା ଅନୁଯାୟୀ ବିଜେଡି ୯୧ଟି ଉପାଧ୍ୟକ୍ଷ ପଦ ହାତେଇଛି। ଭାଜପାକୁ ମାତ୍ର ୬ଟି ଉପାଧ୍ୟକ୍ଷ ପଦବୀରେ…
ଯନ୍ତ୍ରୀଙ୍କ ଘରୁ ମିଳିଲା ନଗଦ ୨ କୋଟି
ଭୁବନେଶ୍ୱର,୭।୪(ବ୍ୟୁରୋ): ଗଞ୍ଜାମ ଜିଲା ଭଞ୍ଜନଗର କ୍ଷୁଦ୍ର ଜଳସେଚନ ବିଭାଗର ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କ ଘରୁ ମିଳିଲା ନଗଦ ୨ କୋଟି ଟଙ୍କା । ଯାହା ଓଡ଼ିଶା ଭିଜିଲାନ୍ସ ଇତିହାସରେ ପ୍ରଥମ ଘଟଣା। ଯନ୍ତ୍ରୀଙ୍କର ଭୁବନେଶ୍ୱର ସ୍ଥିତ ଟାଟା ଆରିଆନା ଫ୍ଲାଟ୍ରୁ ଏତେ…
କାଳବୈଶାଖୀ ପ୍ରଭାବରେ କିଛି ଜିଲାରେ ଘଡଘଡି ସହ ବର୍ଷା
ଭୁବନେଶ୍ୱର,୭।୪(ବ୍ୟୁରୋ): କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କିଛି ଜିଲାରେ ବିଜୁଳି,ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। କେନ୍ଦୁଝର, ମୟୁରଭଞ୍ଜ, କନ୍ଧମାଳ, ରାୟଗଡା, କୋରାପୁଟ, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ, ଦେବଗଡ, ସୁନ୍ଦରଗଡ…
ଜେଲ ଗଲେ ଶର୍ମିଷ୍ଠା,ଝୁନୁ
ଭୁବନେଶ୍ୱର,୭।୪(ବ୍ୟୁରୋ): କ୍ୟାମେରାମ୍ୟାନ୍ ମାନସ ସ୍ବାଇଁ ହତ୍ୟା ମାମଲାରେ ବିଚାର ବିଭାଗୀୟ ହାଜତକୁ ଗଲେ ଶର୍ମିଷ୍ଠା ରାଉତ୍ ଓ ତାଙ୍କ ସହଯୋଗୀ ଝୁନୁ ଭୋଇ। ଦ୍ୱିତୀୟ ପର୍ଯ୍ୟାୟ ୩ ଦିନିଆ ରିମାଣ୍ଡ ସରିବା ପରେ ଗୁରୁବାର କ୍ରାଇମ୍ବ୍ରାଞ୍ଚ ଉଭୟଙ୍କୁ କୋର୍ଟରେ ହାଜର କରିଥିଲା।…
୫ ଦିନିଆ ରିମାଣ୍ଡରେ ଯିବେ ରସିକିଆ ନକଲି ଡାକ୍ତରଙ୍କ ଦ୍ୱିତୀୟ ସ୍ତ୍ରୀ
ଭୁବନେଶ୍ୱର,୭ା୪(ବ୍ୟୁରୋ): ରିମାଣ୍ଡରେ ଯିବେ ରସିକିଆ ନକଲି ଡାକ୍ତର ରମେଶ ସ୍ବାଇଁଙ୍କ ଦ୍ୱିତୀୟ ସ୍ତ୍ରୀ କମଳା ସ୍ବାଇଁ। କମଳାଙ୍କୁ ପୋଲିସ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଭୁବନେଶ୍ୱର ଏସ୍ଡିଜେଏମ ଅନୁମତି ଦେଇଛନ୍ତି। କମଳାଙ୍କୁ ୭ ଦିନିଆ ରିମାଣ୍ଡରେ ନେବା ପାଇଁ ଆବେଦନ…
ରାଜ୍ୟରେ ୨୦୮ ଆକ୍ଟିଭ୍ କେସ୍, ଆଜି ଚିହ୍ନଟ ହେଲେ ୨୮ ଆକ୍ରାନ୍ତ
ଭୁବନେଶ୍ୱର,୭।୪(ବ୍ୟୁରୋ): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୭ଜଣ ଥିବା ବେଳେ ୧୧ ଲୋକାଲ କେସ୍ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୩ ପିଲା ଅଛନ୍ତି। ନୂତନ ପଜିଟିଭ୍ଙ୍କ ପରେ…
ଆଜି ପୌର ଉପାଧ୍ୟକ୍ଷ ନିର୍ବାଚନ; ସକାଳ ୧୦ରୁ ହେବ ନାମାଙ୍କନ ଦାଖଲ
ଭୁବନେଶ୍ୱର,୭।୪(ବ୍ୟୁରୋ): ୧୦୫ଟି ପୌରାଞ୍ଚଳରେ ଉପାଧ୍ୟକ୍ଷ ପଦ ପାଇଁ ଗୁରୁବାର ନିର୍ବାଚନ ହେବ। ଏଥିସହିତ କଟକ ମହାନଗର ନିଗମର ଡେପୁଟି ମେୟର ପଦ ପାଇଁ ମଧ୍ୟ ଭୋଟ ହେବ। ୧୦୫ ପୌରାଞ୍ଚଳରେ ୫୮ଟି ଏନଏସି ଓ ୪୭ଟି ମ୍ୟୁନିସିପାଲିଟି ଥିବା ବେଳେ ସକାଳ…
ଦଳ ନିଷ୍ପତ୍ତିକୁ ସଭିଙ୍କ ନଜର
ଭୁବନେଶ୍ୱର,୭।୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ନିର୍ବାଚନରେ ବିଜେଡି ଭଲ ପ୍ରଦର୍ଶନ କରିଥିବା ବେଳେ ଏବେ ଡେପୁଟି ମେୟର ନିର୍ବାଚନ ନେଇ ଚର୍ଚ୍ଚା ଜୋର୍ ଧରିବାରେ ଲାଗିଛି। ଶାସକ ଦଳ ୬୭ଟି କର୍ପୋରେଟର ଆସନ ମଧ୍ୟରୁ ୪୮ଟି ନିଜ ଅକ୍ତିଆରକୁ ନେଇଥିବା ବେଳେ…
କାଶୀରେ ଗୋଟେ, ଲିଙ୍ଗରାଜ ପାଇଁ ଆଉ ଗୋଟେ
ଭୁବନେଶ୍ୱର,୭ା୪(ବ୍ୟୁରୋ): ଶ୍ରୀଲିଙ୍ଗରାଜ ମନ୍ଦିର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବିକାଶ ପାଇଁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଆଇନ ଭଳି ସ୍ବତନ୍ତ୍ର ଆଇନ ଆଣିବା ସକାଶେ ରାଜ୍ୟ ସରକାର ୨୦୨୦ରେ ଅଧ୍ୟାଦେଶ ଆଣିଛନ୍ତି। ତେବେ ଏହା ଉପରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ରୋକ…

