ମେଟ୍ରୋ

ଭୁବନେଶ୍ୱରରେ ନିର୍ମାଣ ହେବ ୨ ଫୁଟ୍‌ ଓଭରବ୍ରିଜ୍‌, ୧ ଫ୍ଲାଇଓଭର୍‌

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ୨ଟି ଫୁଟ୍‌ ଓଭରବ୍ରିଜ୍‌ ଓ ଗୋଟିଏ ଫ୍ଲାଇ ଓଭର୍‌ ନିିର୍ମାଣ ହେବ। ଏନେଇ ଦେଇଥିବା ପ୍ରସ୍ତାବକୁ କେନ୍ଦ୍ର ସରକାର ମଞ୍ଜୁରୀ ଦେଇଥିବା ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡଙ୍ଗୀ ବୁଧବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। କସମୋପୋଲିସ ଛକରେ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୫୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୫୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୪୧୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

କାହାକୁ ଭୋଟ୍‌ ଦେଲେ ଏଜେଣ୍ଟଙ୍କୁ ଦେଖାଇବେ କାଉନ୍‌ସିଲର୍‌

ଭୁବନେଶ୍ୱର,୬।୪(ବ୍ୟୁରୋ): ଗୁରୁବାର ପୌର ଉପାଧ୍ୟକ୍ଷ ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ନିର୍ବାଚନ ବିଧି ସମ୍ପର୍କରେ ରାଜ୍ୟ ନିର୍ବାଚନ କମିଶନଙ୍କ ସଚିବ ବୁଧବାର ସବିଶେଷ ସୂଚନା ଦେଇଛନ୍ତି। ନିୟମାନୁସାରେ କାଉନସିଲର କାହାକୁ ଭୋଟ ଦେଲେ ସମ୍ପୃକ୍ତ ଦଳ ପକ୍ଷରୁ ନିଯୁକ୍ତ ଏଜେଣ୍ଟଙ୍କୁ…

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା, ଏସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବା ବେଳେ ୭ ଜିଲାକୁ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏହି ଜିଲାଗୁଡ଼କ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଏବଂ କୋରାପୁଟ ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

କୋର୍ଟ ଚାଲାଣ ହେଲେ ରୋଷଘର ଭାଙ୍ଗିଥିବା ଅଭିଯୁକ୍ତ

ପୁରୀ ଅଫିସ,୬ା୪: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳର ଜଗନ ମହାପାତ୍ରଙ୍କୁ ଶ୍ରୀମନ୍ଦିର ରୋଷଘର ଭାଙ୍ଗିବା ଅଭିଯୋଗରେ ବୁଧବାର କୋର୍ଟ ଚାଲାଣ କରାଯାଇଛି। ସୂଚନାଯୋଗ୍ୟ, ଜଗନ ପୁରୀ ବୁଲିବାକୁ ଯାଇଥିଲେ। ସିଂହଦ୍ୱାର ଦେଇ ଶ୍ରୀମନ୍ଦିରରେ ପଶିଥିଲେ। ଶ୍ରୀମନ୍ଦିରରେ ବୁଲୁଥିବା ବେଳେ ସେ…

ଜାଲ ସାର୍ଟିଫିକେଟ ଦେଇ ନାମ ଲେଖାଇଥିଲେ ଦଣ୍ଡିତ ହେବେ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୬।୪(ବ୍ୟୁରୋ): ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟରେ ଜାଲ ଦିବ୍ୟାଙ୍ଗ ସାର୍ଟିଫିକେଟ୍‌ ଜରିଆରେ ନାମ ଲେଖା ଘଟଣାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ପ୍ରତିକ୍ରିୟା ରଖିଛନ୍ତି । ଜାଲ ସାର୍ଟିଫିକେଟ ଦେଇ ଯଦି କେହି ନାମ ଲେଖାଇଛନ୍ତି, ତାହେଲେ ଆଇନ ଅନୁଯାୟୀ ଦଣ୍ଡିତ ହେବେ।…

ବିଜେଡିରେ ମିଶିଲେ ବିଏମ୍‌ସି ଓ୍ବାର୍ଡ ୯ର ସ୍ବାଧୀନ ପ୍ରାର୍ଥୀ

ଭୁବନେଶ୍ୱର,୬।୪(ବ୍ୟୁରୋ): ବିଏମ୍‌ସି ଓ୍ବାର୍ଡ ୯ର ସ୍ବାଧୀନ ପ୍ରାର୍ଥୀ ସୁଷମା ସାହୁ ବୁଧବାର ବିଧିବଦ୍ଧ ଭାବେ ବିଜେଡିରେ ସାମିଲ ହୋଇଛନ୍ତି। ସଂଗଠନର ସମ୍ପାଦକ ଶ୍ରୀଯୁକ୍ତ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି । ଚଳିତ ଥର ବିଏମ୍‌ସି ନିର୍ବାଚନରେ…

ଆଜି ୧୬ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୪(ବ୍ୟୁରୋ): ରାଜ୍ୟରେ ବୁଧବାର ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ଧରାପଡ଼ିଲା ହାଇଓ୍ବେ ଲୁଟେରା ଗ୍ୟାଙ୍ଗ୍‌

ଖୋର୍ଦ୍ଧା ଅଫିସ,୬ା୪: ଖୋର୍ଦ୍ଧା ପୋଲିସ ମଙ୍ଗଳବାର ଏକ ହାଇଓ୍ବେ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଏହି ଗ୍ୟାଙ୍ଗ୍‌ର ଜଣେ ନାବାଳକ ସମେତ ୫ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଜଟଣୀ ଥାନା ବେଣାପଞ୍ଜୁରୀ ଗ୍ରାମର ଅମଜାଦ୍‌ ଖାନ ଓରଫ କ୍ରିଷ୍ଣା…

ଅପରାହ୍ନ ୩ଟା ୩୦ରେ ରୁକୁଣା ରଥ ଟଣା

ପୁରୁଣା ଭୁବନେଶ୍ୱର,୬ା୪ (ଡି.ଏନ୍‌.ଏ.): ଆସନ୍ତା ୯ତାରିଖ ଅର୍ଥାତ୍‌ ଶନିବାର ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଅନୁଷ୍ଠିତ ହେବ। ଏନେଇ ମଙ୍ଗଳବାର ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ସ୍ଥାନୀୟ ସର୍କିଟ ହାଉସ ପରିସରରେ ଏକ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ…

ବଢ଼ୁଛି ସାଇବର ଠକଙ୍କ ଦୌରାତ୍ମ୍ୟ

ଭୁବନେଶ୍ୱର,୬।୪ (ବ୍ୟୁରୋ): ବାରମ୍ବାର ସଚେତନତା ସତ୍ତ୍ୱେ ସାଇବର ଠକଙ୍କ ଜାଲରେ ପଡ଼ୁଛନ୍ତି ଲୋକେ। ଫଳରେ ଲକ୍ଷ ଲକ୍ଷ ଟଙ୍କା ଆଖି ପିଛୁଳାକେ ହରାଇ ବସୁଛନ୍ତି। ଗତ ଜାନୁୟାରୀରେ ରାଜଧାନୀରୁ ସାଇବର ଠକ ୧ କୋଟି ୩୧ ଲକ୍ଷ ୨୫ ହଜାର ୩୦…

ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଧରାପଡ଼ିଲେ ୮ ଛାତ୍ରୀଛାତ୍ର

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟର ଅନ୍ୟତମ ପ୍ରତିଷ୍ଠିତ କଲେଜ ଭୁବନେଶ୍ୱରର ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ୮ଜଣ ଛାତ୍ରୀଛାତ୍ର ଜାଲ୍‌ ଦିବ୍ୟାଙ୍ଗ ସାର୍ଟିଫିକେଟ୍‌ ଦେଇ ନାମ ଲେଖାଇଥିବା ଜଣାପଡ଼ିଛି। ଗତ ୩ ବର୍ଷ ମଧ୍ୟରେ ଏହି ୮ଜଣ ଛାତ୍ରୀଛାତ୍ର କଲେଜରେ ନାମ ଲେଖି ପାଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?