ମେଟ୍ରୋ

ସ୍ଥାନାନ୍ତର ହେଲା ରାଜଧାନୀର ୧ ନଂ ପରିବା ହାଟ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜଧାନୀରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ୧ନଂ ପରିବା ହାଟକୁ ସ୍ଥାନାନ୍ତର କରାଯାଇଛି। ବୁଧବାରଠାରୁ ଏହି ହାଟ ୟୁନିଟ-୧ ହାଇସ୍କୁଲ ପଡ଼ିଆରେ ବସିଛି। ପୂର୍ବ ଭଳି କଟକଣା ମାନି ଦୋକାନୀମାନଙ୍କୁ ବେପାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ପ୍ରତି ଦୋକାନ…

ଆଜି ନାମାଙ୍କନ ଦାଖଲର ତୃତୀୟ ଦିନ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଆଜି ତୃତୀୟ ଦିନ। ମଙ୍ଗଳବାର ନୋମିନେସନର ଦ୍ବିତୀୟ ଦିନରେ ମୋଟ ୧୩ ହଜାର ୩ ଶହ ୫୬ ଜଣ ପାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ସେଥିମଧ୍ୟରୁ ୧୦ହଜାର ୭ ଶହ…

ରାଜ୍ୟରୁ ପୁଣି ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ…

ଓଡ଼ିଶାରେ ପହଞ୍ଚିଲା ଓମିକ୍ରନ ଟେଷ୍ଟିଂ କିଟ୍‌

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଓମିକ୍ରନ ଟେଷ୍ଟିଂ କିଟ୍‌ ଓମିସିୟୋର ଓଡ଼ିଶାରେ ପହଞ୍ଚିଛି। ଏଣିକି ରାଜ୍ୟରେ ଓମିକ୍ରନ ଟେଷ୍ଟ ସହଜ ହେବ । ଓମିକ୍ରନ ଟେଷ୍ଟିଂ କିଟ୍‌ ଓଡ଼ିଶାରେ ପହଞ୍ଚିବା ପରେ ଆଉ ଜେନମ ସିକ୍ୱେନ୍ସିଂ କରିବା ଆବଶ୍ୟକ ପଡିବନି । ପ୍ରଥମ ପର୍ଯ୍ୟାୟରେ କିଛି…

୧୧ ହଜାର ଉପରେ ଦୈନିକ ସଂକ୍ରମଣ: ଆଜି ୧୧୬୦୭ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ବୁଧବାର ରାଜ୍ୟରେ ୧୧୬୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୯୯୧ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୭୨୮ ଜଣ…

ଆଉ ୨ ଦିନ ଅସମ୍ଭାଳ ଶୀତ: ୨୧ରୁ ପୁଣି ବର୍ଷା

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଶୀତରେ ଥରୁଛି ଓଡ଼ିଶା । ରାଜ୍ୟରେ ରାତି ତାପମାତ୍ରାରେ ଆଗାମୀ ୨ ଦିନ ଯାଏ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ମାତ୍ର ପରବର୍ତ୍ତୀ ୩ ଦିନ ରାତି ତାପମାତ୍ରା ୩ ରୁ ୪ ଡ଼ିଗ୍ରୀ ଯାଏ ବୃଦ୍ଧି ପାଇବା…

ସଂଶୟ ଦୂର ପାଇଁ ଖରାଛୁଟିରେ ସ୍ଵତନ୍ତ୍ର କ୍ଲାସ୍‌

ଭୁବନେଶ୍ୱର, ୧୯।୧(ବ୍ୟୁରୋ): ଏଥର ଖରାଛୁଟିରେ ଛାତ୍ରୀଛାତ୍ରଙ୍କର ଡାଉଟ୍‌ କ୍ଲିୟର (ସଂଶୟ ଦୂର) କ୍ଲାସ୍‌ କରାଯିବ। କରୋନା ସ୍ଥିତିରେ ସୁଧାର ଆସିଥିଲେ ଅଫ୍‌ଲାଇନ୍‌ ନଚେତ୍‌ ଅନ୍‌ଲାଇନ୍‌ରେ ଡାଉଟ୍‌ କ୍ଲିୟର ନେଇ ସ୍ଵତନ୍ତ୍ର କ୍ଲାସ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଚିନ୍ତା କରିଛି।…

କେନ୍ଦ୍ର ସରକାରଙ୍କ ପୋଷ୍ଟର, ବ୍ୟାନର ହଟାଯାଉ: ବିଜେଡି

ଭୁବନେଶ୍ୱର,୧୯।୧(ବ୍ୟୁରୋ): ପେଟ୍ରୋଲ ପମ୍ପ, ଜାତୀୟ ରାଜପଥ କଡ଼, ରେଳ ଷ୍ଟେଶନ, ବିମାନବନ୍ଦର ସମେତ ବିଭିନ୍ନ କେନ୍ଦ୍ରୀୟ ପ୍ରତିଷ୍ଠାନରେ ଲାଗିଥିବା କେନ୍ଦ୍ର ସରକାରଙ୍କ ପୋଷ୍ଟର ବ୍ୟାନରକୁ ହଟାଇବାକୁ ବିଜେଡି ଦାବି କରିଛି। ମଙ୍ଗଳବାର ଏ ସଂକ୍ରାନ୍ତରେ ବିଜେଡିର ଏକ ପ୍ରତିନିଧି ଦଳ ରାଜ୍ୟ…

ମା’ଙ୍କୁ ମାରି ଜାଳି ଦେଲେ ପୁଅ

ଭୁବନେଶ୍ୱର,୧୯।୧(ବ୍ୟୁରୋ):  ରାଜଧାନୀରେ ଘଟିଛି ଆଉ ଏକ ହତ୍ୟାକାଣ୍ଡ। ଏଠି ଅପରାଧୀ କୌଣସି ବାହାର ଶତ୍ରୁ ନୁହେଁ, ବରଂ ନିଜ ପୁଅ। ସାମାନ୍ୟ କିଛି ଟଙ୍କା ନ ଦେବାରୁ ଉତ୍‌କ୍ଷିପ୍ତ ହୋଇ ଜନ୍ମକଲା ମା’ଙ୍କୁ ପୁଅ ହତ୍ୟା କରି ଜାଳି ଦେଇଛନ୍ତି। ବଡ଼ଗଡ଼…

କ୍ଷତିପୂରକ ଜଙ୍ଗଲ ପାଇଁ ଲ୍ୟାଣ୍ଡ ବ୍ୟାଙ୍କ

ଭୁବନେଶ୍ୱର,୧୯।୧(ବ୍ୟୁରୋ): ଶିଳ୍ପ, ରାସ୍ତାଘାଟ ନିର୍ମାଣ, ଜଳସେଚନ, ଆବାସିକ ସ୍ଥଳ ପାଇଁ ରାଜ୍ୟରେ ବହୁ ପରିମାଣରେ ବୃକ୍ଷକୁ ବଳି ଦେବାକୁ ପଡୁଛି। ଏଥିଯୋଗୁ ଜଙ୍ଗଲ କ୍ରମଶଃ ଧ୍ୱଂସହୋଇ ଯାଉଛି। ଫଳରେ ପରିବେଶ ଅସନ୍ତୁଳନ ବଢ଼ିବାରେ ଲାଗିଛି । ରାଜ୍ୟରେ କଟାଯାଉଥିବା ବୃକ୍ଷର ଭରଣା…

ସନ୍ତୋଷ ଷଡ଼ଙ୍ଗୀ ବୈଦେଶିକ ବାଣିଜ୍ୟ ଡିଜି

ଭୁବନେଶ୍ୱର, ୧୯।୧(ବ୍ୟୁରୋ): ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀ ସନ୍ତୋଷ କୁମାର ଷଡ଼ଙ୍ଗୀଙ୍କୁ ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରଣାଳୟର ବୈଦେଶିକ ବାଣିଜ୍ୟ ବିଭାଗ ମହାନିର୍ଦ୍ଦେଶକ (ଡିଜି) ଭାବେ ନିଯୁକ୍ତ କରାଯାଇଛି। ସେ ବର୍ତ୍ତମାନ ଶିକ୍ଷା ମନ୍ତ୍ରଣାଳୟର ବିଦ୍ୟାଳୟ ଶିକ୍ଷା ଏବଂ ସାକ୍ଷରତା ବିଭାଗର…

କଲେଜ ଅଧ୍ୟକ୍ଷ, ଏସ୍‌ଡିପିଓ ନିଲମ୍ବିତ

  ଭୁବନେଶ୍ୱର,୧୯।୧(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ମା’ ତାରିଣୀ କଲେଜ ଅଧ୍ୟକ୍ଷ ବିକାଶ ଦାଶ ଓ ସାଲେପୁର ଏସ୍‌ଡିପିଓ ପ୍ରଶାନ୍ତ ମାଝିଙ୍କୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗରେ ଚାକିରିରୁ ନିଲମ୍ବିତ କରାଯାଇଛି। ଅଧ୍ୟକ୍ଷ ଦାଶଙ୍କ ବିରୋଧରେ ମାର୍ଶାଘାଇ ଥାନାରେ ମଧ୍ୟ ମାମଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri