ସ୍ଥିତି ନିୟନ୍ତ୍ରଣାଧୀନ, ଭୟଭୀତ ନ ହେବାକୁ ପରାମର୍ଶ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ କନ୍ଫରେନ୍ସିଂ ଜରିଆରେ କୋଭିଡ-୧୯ ସ୍ଥିତିର ସମୀକ୍ଷା କରିଛନ୍ତି। ରାଜ୍ୟରେ ବର୍ତ୍ତମାନ ପରିସ୍ଥିତି ସମ୍ପୂର୍ଣ୍ଣ ନିୟନ୍ତ୍ରଣରେ ରହିଛି। ତେଣୁ ଭୟଭୀତ ନ ହୋଇ କୋଭିଡର ସମସ୍ତ କଟକଣାକୁ ପାଳନ କରିବା ପାଇଁ ସମୀକ୍ଷା ପରେ…
ଘନ କୁହୁଡି ପାଇଁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଆଉ ୩ ଦିନ ଘନ କୁହୁଡ଼ି ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏନେଇ ରାଜ୍ୟର ୯ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୋଳ,…
କମିପାରେ ହୋମ ଆଇସୋଲେଶନ ଅବଧି
ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ୭ ଦିନ ବଦଳରେ ହୋମ ଆଇସୋଲେଶନ ଅବଧି ୫ ଦିନ କରାଯିବା। ପୂର୍ବରୁ ହୋମ ଆଇସୋଲେଶନ ଅବଧି ୧୦ ଦିନ ରହିଥିଲା, ପରେ ଏହାକୁ କମାଇ ୭ ଦିନ କରାଯାଇଥିଲା । ରାଜ୍ୟରେ କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ରଖି…
କୋଭିଡ୍ ସ୍ଥିତି ନେଇ ବସିବ ସମୀକ୍ଷା ବୈଠକ
ଭୁବନେଶ୍ୱର,୧୮।୧(ବ୍ୟୁରୋ) : ରାଜ୍ୟରେ କୋଭିଡ୍ ସଂକ୍ରମଣ ବଢିଚାଲିଛି। ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋଭିଡ ସ୍ଥିତି ନେଇ ମଙ୍ଗଳବାର ଅପରାହ୍ନ ୫ଟାରେ ସମୀକ୍ଷା ବୈଠକ କରିବେ । ରାଜ୍ୟରେ ଏବେ କରୋନାର ଦୈନିକ ସଂକ୍ରମଣ ୧୦ ହଜାର ଉପରେ ରହୁଛି ।…
‘ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ୍ ରହିଛି’
ଭୁବନେଶ୍ୱର,୧୮।୦୧(ବ୍ୟୁରୋ) : ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିଚାଲିଛି। ଏ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ପ୍ରତିକ୍ରିୟା ରଖଛନ୍ତି। ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ୍ ରହିଛି। ଜେନେରାଲ ବେଡ଼ ୯ ପ୍ରତିଶତ, ଆଇସିୟୁ ବେଡ଼ ୧୫ ପ୍ରତିଶତ, ଭେଣ୍ଟିଲେଟର…
ସରକାରୀ କର୍ମଚାରୀଙ୍କ ପାଇଁ ନିର୍ବାଚନ ଆୟୋଗଙ୍କ ବଡ ଘୋଷଣା
ଭୁବନେଶ୍ୱର,୧୮।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ମଙ୍ଗଳବାର ନିର୍ବାଚନ ଆୟୋଗ ବଡ ଘୋଷଣା କରିଛନ୍ତି। ପୂର୍ବରୁ ଥିବା ମୃତ୍ୟୁଜନିତ ଅନୁକମ୍ପା ରାଶିକୁ ନିର୍ବାଚନ ଆୟୋଗ ବଢାଇ ଦେଇଛନ୍ତି। ନିର୍ବାଚନ ଡ୍ୟୁଟିରେ ମୃତ୍ୟୁ ହେଲେ ଅନୁକମ୍ପା ରାଶି ମିଳିବ। ହିଂସା,…
ବଢ଼ୁଛି ଦୈନିକ ସଂକ୍ରମଣ: ଦିନକରେ ୧୧୦୮୬ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ ୧୧୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୬୧ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୬୪୩୧ ଜଣ…
ରାଜଧାନୀର ଆଉ ୬ ଅଞ୍ଚଳ ମାଇକ୍ରୋ କଣ୍ଟେନ୍ମେଣ୍ଟ ଘୋଷଣା
ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜଧାନୀର ଆଉ ୬ ଅଞ୍ଚଳକୁ ମାଇକ୍ରୋ କଣ୍ଟେନ୍ମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି । କୋଭିଡ୍ ସଂକ୍ରମଣ ବଢୁଥିବାରୁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ଦକ୍ଷିଣ-ପୂର୍ବ ଜୋନ୍ର ୬ ଟି ଅଞ୍ଚଳକୁ କଣ୍ଟେନ୍ମେଣ୍ଟ ଜୋନ୍…
ହାସ୍ୟାଭିନେତା ପ୍ରଜ୍ଞାଙ୍କ ନିର୍ବନ୍ଧ: ଜାଣନ୍ତୁ କାହାକୁ କରିବେ ବିବାହ
ଭୁବନେଶ୍ୱର,୧୮।୧(ବ୍ୟୁରୋ): ହାସ୍ୟାଭିନେତା ପ୍ରଜ୍ଞା ରଞ୍ଜନ ଖଟୁଆ ନିଜ ନିର୍ବନ୍ଧକୁ ନେଇ ଚର୍ଚ୍ଚାରେ ରହିଛନ୍ତି । ସେ ସିନେମା, ଟେଲିଭିଜନ ଏବଂ ୟୁଟ୍ୟୁବ୍ରେ ଲୋକଙ୍କୁ ହସାଇବାରେ କୌଣସି ମୋଉକା ଛାଡନ୍ତି ନାହିଁ। ସୋସିଆଲ ମିଡିଆରେ ତାଙ୍କ ଏକ ଫଟୋ ଏବଂ ରିଙ୍ଗ ସେରିମନି…
ରାଜ୍ୟରେ ୪ ଜୀବନ ନେଲା କରୋନା
ଭୁବନେଶ୍ୱର,୧୭।୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନା ୪ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୮୮କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ କଟକ, କେନ୍ଦ୍ରାପଡା, ସୁନ୍ଦରଗଡ ଏବଂ କୋରାପୁଟରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ…
ବାଲି ଚୋରା ଚାଲାଣରୁ ରାଜ୍ୟ ହରାଉଛି ୧୪ ହଜାର କୋଟି: ଭାଜପା
ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ ଚୋରା ବାଲି ମାଫିଆଙ୍କ ରାଜ୍ ବଢୁଛି। ରାଜ୍ୟ ସରକାର ଏବଂ ଶାସକ ଦଳର ମନ୍ତ୍ରୀ, ବିଧାୟକ ତଥା ନେତାମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ପୃଷ୍ଟପୋଷକତାରେ ଅବାଧ ବାଲି ଚୋରି ହେଉଛି।ଏହି ବାଲି ଚୋରି ଯୋଗୁ ରାଜ୍ୟ ସରକାର ପ୍ରତିବର୍ଷ…
‘ମୁକ୍ତ, ଅବାଧ, ନିରପେକ୍ଷ ନିର୍ବାଚନ ଉପରେ ଗୁରୁତ୍ୱ ଦିଅ’
ଭୁବନେଶ୍ୱର,୧୮।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ-୨୦୨୨ ପରିପେକ୍ଷୀରେ ସୋମବାର ବିଭିନ୍ନ ଜିଲା ଲାଗି ନିଯୁକ୍ତ ନିର୍ବାଚନ ଏବଂ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ସହ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ଗୀତଗୋବିନ୍ଦ ସଦନଠାରେ ରାଜ୍ୟ ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…
Archives


