ମେଟ୍ରୋ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: କାର୍‌ ଉପରେ ମାଡ଼ିଗଲା ହାଇଓ୍ବା, ଜଣେ ମୃତ

ଭୁବନେଶ୍ୱର,୪ା୪(ବ୍ୟୁରୋ): ପଳାଶୁଣୀ ବସ୍‌ ଷ୍ଟପେଜ୍‌ ନିକଟରେ ସୋମବାର ସିରିଜ୍‌ ଦୁର୍ଘଟଣା ଘଟିଛି। ଏକ କାର୍‌ ଉପରେ ହାଇୱା ଚଢ଼ି ଯିବାରୁ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପରିଚୟ ମିଳିନାହିଁ। ସୂଚନାନୁସାରେ, ପଳାଶୁଣୀ ବସ୍‌ ଷ୍ଟପେଜ ନିକଟରେ ଜଣେ ବ୍ୟକ୍ତି…

ମାସ୍କ ସମ୍ପୂର୍ଣ୍ଣ ହଟାଇବା ଉଚିତ ନୁହେଁ: ସ୍ବାସ୍ଥ୍ୟ ବିଶେଷଜ୍ଞ

ଭୁବନେଶ୍ୱର, ୪।୪(ବ୍ୟୁରୋ): ବ୍ରିଟେନରେ ଦେଖା ଦେଇଥିବା କରୋନାର ନୂଆ ଭାରିଆଣ୍ଟ ‘ଏକ୍ସଇ’ ଅଧିକ ଲୋକଙ୍କୁ ଆକ୍ରାନ୍ତ କରିପାରେ। ଏହା ଓମିକ୍ରନର ସବ୍‌ ଭାରିଆଣ୍ଟ ଓ ଅତି ଶୀଘ୍ର ବ୍ୟାପିବାର ସମ୍ଭାବନା ରହିଛି। କିନ୍ତୁ ଡେଲ୍‌ଟା ପରି ଏହା ଏତେ ମାରାତ୍ମକ ହେବ…

୨୨ରେ ବିଦ୍ୟୁତ୍‌ ଅଫିସ ଘେରିବ ସିପିଆଇ

ଭୁବନେଶ୍ୱର,୪।୪ (ବ୍ୟୁରୋ): ରାଜ୍ୟରେ ଦେଖାଦେଇଥିବା ବିଦ୍ୟୁତ୍‌ ବିଭ୍ରାଟର ପ୍ରତିବାଦ ସ୍ବରୂପ ଆସନ୍ତା ୨୨ ତାରିଖରେ ସିପିଆଇ ପକ୍ଷରୁ ରାଜ୍ୟର ସମସ୍ତ ବିଦ୍ୟୁତ୍‌ ଅଫିସ୍‌ ଘେରାଉ କରାଯିବ। ଏ ନେଇ ରବିବାର ପାର୍ଟିର ରାଜ୍ୟ ମୁଖ୍ୟାଳୟ ଭଗବତୀ ଭବନଠାରେ ରମଣୀରଞ୍ଜନ ରାଉତରାୟଙ୍କ ସଭାପତିତ୍ୱରେ…

ବସ୍‌ ଭଡ଼ା କଷଣରେ ଯାତ୍ରୀ ହଇରାଣ

ଭୁବନେଶ୍ୱର,୪ା୪(ବ୍ୟୁରୋ): କିଛିଦିନ ହେବ ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଛି। ଓଡ଼ିଶାରେ ଗତ ୧୩ ଦିନରେ ତୈଳ ଦର ପ୍ରାୟ ସାଢ଼େ ୮ ଟଙ୍କା ବୃଦ୍ଧି ହୋଇଛି। ଡିଜେଲ ଦର ବୃଦ୍ଧିକୁ ଦେଖି ରାଜ୍ୟ ସରକାର ମାର୍ଚ୍ଚ ୩୧ରେ ବସ୍‌…

୬ରେ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର, ୪।୪(ବ୍ୟୁରୋ): ଆସୁଛି ଆଉଏକ ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଆସନ୍ତା ୬ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ…

୨୦ ବିଧାୟକଙ୍କ ଦିଲ୍ଲୀ ଗସ୍ତକୁ ନେଇ ଚର୍ଚ୍ଚା ବଢୁଛି

ଭୁବନେଶ୍ୱର,୪।୪(ବ୍ୟୁରୋ): ଭାଜପାର ସବୁ ବିଧାୟକମାନଙ୍କ ଏକାସଙ୍ଗେ ନୂଆଦିଲ୍ଲୀ ଗସ୍ତ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଜୋର୍‌ ଧରିଥିଲା। ହଠାତ୍‌ ବିଧାନସଭା ଶେଷ ହେବା ପରେ ସେହିଦିନ ବିଳମ୍ବିତ ରାତିରେ ସମସ୍ତ ଭାଜପା ବିଧାୟକଙ୍କ ଏଭଳି ଦିଲ୍ଲୀ ଗସ୍ତ ପରେ ବିରୋଧୀ ଦଳ…

ଭୁବନେଶ୍ୱରରେ ଡିଜେଲ ୧୦୦ ଟପିଲା

ଭୁବନେଶ୍ୱର,୪।୪: କ୍ରମାଗତ ଦ୍ୱିତୀୟ ଦିନ ଲାଗି ତୈଳଦର ଉଚ୍ଚ ପରିମାଣରେ ବୃଦ୍ଧି ପାଇଛି। ଏପରିକି ଗତ ୧୩ଦିନ ମଧ୍ୟରେ ୧୧ଥର ତୈଳ ଦରରେ ପରିବର୍ତ୍ତନ ଘଟିଲାଣି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ ନିଗମର ସୂଚନା ଅନୁସାରେ ରବିବାର…

୬ରେ ଲଘୁଚାପ

ଭୁବନେଶ୍ୱର, ୩।୪(ବ୍ୟୁରୋ): ଆସୁଛି ଏକ ଲଘୁଚାପ। ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଆସନ୍ତା ୬ ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ…

ପୁଣି ରିମାଣ୍ଡରେ ଯିବେ ଶର୍ମିଷ୍ଠା, ଝୁନା

ଭୁବନେଶ୍ୱର,୩ା୪(ବ୍ୟୁରୋ): କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚକୁ ୩ଦିନିଆ ରିମାଣ୍ଡ ଅନୁମତି ମିଳିଛି। ଚାନ୍ଦବାଲି ଜେଏମ୍‌ଏଫ୍‌ସି କୋର୍ଟ ଏହି ଅନୁମତି ପ୍ରଦାନ କରିଛନ୍ତି। ୫ ଦିନିଆ ରିମାଣ୍ଡ ନେଇ ଆବେଦନ କରାଯାଇଥିବା ବେଳେ ୩ଦିନିଆ ରିମାଣ୍ଡ ନେଇ କୋର୍ଟ ଅନୁମତି…

୬ରେ ହୋଇପାରେ ଲଘୁଚାପ

ଭୁବନେଶ୍ୱର,୩।୪(ବ୍ୟୁରୋ): ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟାରେ ଦକ୍ଷିଣ ପୂର୍ବ ବଙ୍ଗୋପ ସାଗରରେ ଲଘୁଚାପ…

ଶର୍ମିଷ୍ଠାଙ୍କୁ ପୁଣି ୫ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିବ କ୍ରାଇମବ୍ରଞ୍ଚ

ଭୁବନେଶ୍ୱର,୩।୪(ବ୍ୟୁରୋ): କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ପୁଣି ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ । ୪ ଅଭିଯୁକ୍ତ ଶର୍ମିଷ୍ଠା, ନିରଞ୍ଜନ, ରଞ୍ଜନ ଓ ଝୁନାଙ୍କ ପ୍ରଥମ ପର୍ଯ୍ୟାୟ ରିମାଣ୍ଡ ସରିଥିବା ବେଳେ ରବିବାର ଅପରାହ୍ନରେ ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯିବ…

ଆଜି ୩୬ କରୋନା ପଜିଟିଭ୍‌ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ରବିବାର ୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?