ମେଟ୍ରୋ

ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ

ରାୟଗଡ଼ା ଅଫିସ,୧୭ା୧: ପଦ୍ମଶ୍ରୀ ଶାନ୍ତି ଦେବୀଙ୍କ ପରଲୋକ ଘଟିଛି। ରବିବାର ବିଳମ୍ବିତ ରାତିରେ ରାୟଗଡ଼ା ଜିଲା ଗୁଣୁପୁର ସେବାସମାଜ ପରିସରରେ ୮୮ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ରବିବାର ତାଙ୍କୁ ସାମାନ୍ୟ ଜ୍ବର ହୋଇଥିବାବେଳେ ବିଳମ୍ବିତ…

ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ସୁଦୃଢ଼ କରାଯିବ

ଭୁବନେଶ୍ୱର, ୧୭।୧(ବ୍ୟୁରୋ): କରୋନା ପାଇଁ ଶିକ୍ଷା ବ୍ୟବସ୍ଥା ଗୁରୁତର ପ୍ରଭାବିତ ହୋଇଛି। ଏପରିସ୍ଥିତିରେ ଏ କ୍ଷେତ୍ରରେ ସଂସ୍କାର ଆଣିବାକୁ ଲକ୍ଷ୍ୟ ରଖିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ। ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ସହ ପିଲାଙ୍କ ବୌଦ୍ଧିକ ବିକାଶ ପାଇଁ ପଦକ୍ଷେପ…

ଆଜି ରାଜ୍ୟରୁ ୧୦,୪୮୯ ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ରେକର୍ଡ ସଂଖ୍ୟକ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ସୋମବାର ରାଜ୍ୟରୁ ୧୦,୪୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧,୧୪,୪୦୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬,୦୮୨ ଜଣ ଚିହ୍ନଟ ହୋଇଥିବା…

ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି। ସେହିପରି ମୃତ୍ୟୁସଂଖ୍ୟାରେ ବି ବ୍ରେକ୍‌ ଲାଗୁନି। ଆଜି ଆଉ ୩ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ଟ୍ରମା କେୟାରକୁ ଆନ୍ତରିକତା ନାହିଁ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ଓଡ଼ିଶାରେ ଘଟୁଥିବା ପ୍ରତି ୧୦୦ ଦୁର୍ଘଟଣାରେ ୪୮ଜଣ ପ୍ରାଣ ହରାଉଛନ୍ତି। ପ୍ରତିବର୍ଷ ଏହି ସଂଖ୍ୟା ବୃଦ୍ଧି ଘଟିବାରେ ଲାଗିଛି। ଏହାକୁ ରୋକିବାରେ ସରକାର ବିଫଳ ହେବା କାରଣରୁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କମିଟି ପକ୍ଷରୁ ବାରମ୍ବାର ଭର୍ତ୍ସନା କରାଯାଉଛି। ତଥାପି…

୧୯ ଯାଏ ଘନ କୁହୁଡ଼ି

ଭୁବନେଶ୍ୱର,୧୭।୧(ବ୍ୟୁରୋ): ପ୍ରଚୁର ଜଳୀୟବାଷ୍ପର ଉପସ୍ଥିତି ଓ ବାୟୁମଣ୍ଡଳର ସ୍ଥିରତା ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ିର ଆଶଙ୍କା ରହିଛି। ଏଥିପାଇଁ ଦୃଶ୍ୟମାନ ଦୂରତା ୨୦୦ ମିଟରରୁ କମ୍‌ ରହିପାରେ। ଫଳରେ ମଧ୍ୟରାତ୍ରରୁ ସକାଳ ଯାଏ ଯାତାୟାତର…

ପଞ୍ଚାୟତ ନିର୍ବାଚନ: ଆଜିଠୁ ନାମାଙ୍କନ

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଗାଁରେ ନିର୍ବାଚନ ମାହୋଲ ଜମିଲାଣି। ସବୁ ଦଳ ନିଜର ପ୍ରାର୍ଥୀ ଚୟନ ପ୍ରକ୍ରିୟାକୁ ମଧ୍ୟ ଜୋରଦାର କରିଛନ୍ତି। ତେବେ ୫ଟି ପର୍ଯ୍ୟାୟରେ ହେବାକୁ ଥିବା ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ସୋମବାରଠାରୁ ନାମାଙ୍କନପତ୍ର ଦାଖଲ…

ଶଙ୍ଖ ଧରିଲେ ବହଳଦାର ପୂର୍ବତନ ବିଧାୟକ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ମୟୂରଭଞ୍ଜ ଜିଲା ବହଳଦାର ପୂର୍ବତନ ବିଧାୟକ ଲକ୍ଷ୍ମଣ ସୋରେନ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ ଶତାଧିକ ସମର୍ଥକଙ୍କ ସହ ସେ ବିଜେଡିରେ ମିଶିଛନ୍ତି। ଲକ୍ଷ୍ମଣ ସୋରେନଙ୍କୁ ବିଧିବଦ୍ଧ ଭାବେ ଦଳର ସାଂଗଠନିକ…

ଦିନିକିଆ ନୂଆପଡା ଗସ୍ତରେ ଡିଜିପି

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଦିନିକିଆ ନୂଆପଡା ଗସ୍ତରେ ରବିବାର ଡିଜିପି ସୁନିଲ ବଂଶଲ ଯାଇଛନ୍ତି । ସେଠାରେ ସେ ପହଞ୍ଚି ମାଓବାଦୀ ସ୍ଥିତି ଓ ଆଇନଶୃଙ୍ଖଳା ନେଇ ସମୀକ୍ଷା କରିଛନ୍ତି। ଜିଲାର ଗୌତମା ଏୟାରଷ୍ଟ୍ରିପରେ ପହଞ୍ଚିବା ପରେ ନୂଆପଡା ଏସ୍‌ପିଙ୍କ କାର୍ଯ୍ୟାଳୟରେ ସମୀକ୍ଷା ବୈଠକରେ…

ସୋମବାର ଓଡ଼ିଶା ଆସିବ ଓମିକ୍ରନ କିଟ୍‌

ଭୁବନେଶ୍ୱର,୧୬।୧(ବ୍ୟୁରୋ): ସୋମବାର ଓଡ଼ିଶା ଆସିବ ଓମିକ୍ରନ କିଟ୍‌ ଓମିସିୟୋର। ପ୍ରଥମ ପର୍ଯ୍ୟାୟର କିଛି କିଟ୍‌ ସୋମବାର ଓଡ଼ିଶାରେ ପହଞ୍ଚିବ । ଟାଟା ଏମ୍‌ଡି ଓଡ଼ିଶାକୁ ଏହି କିଟ ଦେବ । ୫ ଲକ୍ଷ ଓମିସିଓର କିଟ ଆଣିବା ପାଇଁ ରାଜ୍ୟ ସ୍ବାସ୍ଥ୍ୟ…

କିଓସ୍କରେ ୪୫ ମିନିଟ୍‌ ଧରି ଚାଲିଲା ଅଶ୍ଲୀଳ ଭିଡିଓ

ଭୁବନେଶ୍ୱର,୧୬।୧(ବ୍ୟୁରୋ): କିଓସ୍କରେ ଜନସାଧାରଣଙ୍କ ଉଦ୍ଦେଶ୍ୟରେ ବିଭିନ୍ନ ସଚେତନତା ବାର୍ତ୍ତା ନୁହେଁ ବରଂ ପ୍ରସାରଣ କରାଯାଇଥିଲ ଅଶ୍ଲୀଳ ଭିଡିଓ। ଏଭଳି ଘଟଣା ଦେଖିବାକୁ ମିଳିଛି ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ପ୍ରମୁଖ ଛକରେ ଲାଗିଥିବା କିଓସ୍କରେ। ଶନିବାର ରାତିରେ ଅଶ୍ଲୀଳ ଭିଡିଓ ଚାଲିଥିବା ନେଇ…

ଆଖି ବୁଜିଲେ ଆଉ ୩ ଆକ୍ରାନ୍ତ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ଆଖି ବୁଜିଲେ ଆଉ ୩ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୭୫ ବର୍ଷୀୟ ବୃଦ୍ଧା ଥିବା ବେଳେ ନୟାଗଡ଼ ଜିଲାର ୬୯ ବର୍ଷୀୟ ବୃଦ୍ଧା ଏବଂ ସୁନ୍ଦରଗଡ଼ର ୫୩ ବର୍ଷୀୟ ବ୍ୟକ୍ତି ରହିଛନ୍ତି। ଏନେଇ ସ୍ବାସ୍ଥ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri