ମେଟ୍ରୋ

୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧,୧୭୭ ଆକ୍ରାନ୍ତ; ଅଛନ୍ତି ୧,୦୧୬ ପିଲା

ଭୁବନେଶ୍ୱର,୧୬।୧(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧,୧୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୪୭୯ରୁ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୪,୬୯୮ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୧,୦୧୬ ଜଣ ପିଲା ରହିଥିବା ନେଇ ରବିବାର ସୂଚନା ଓ ଲୋକ ସମ୍ପର୍କ…

ବିପିଏସ୍‌ପିଏ ଶ୍ରେଷ୍ଠ ପ୍ରଶିକ୍ଷଣ ପ୍ରତିଷ୍ଠାନ

ଭୁବନେଶ୍ୱର,୧୬।୧(ବ୍ୟୁରୋ): ଗେଜେଟେଡ୍‌ ଅଫିସର୍ସ କାଟେଗୋରିରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ(ବିପିଏସ୍‌ପିଏ) ୨୦୨୦-୨୧ ବର୍ଷ ପାଇଁ ଦେଶର ସର୍ବଶ୍ରେଷ୍ଠ ପୋଲିସ ଟ୍ରେନିଂ ପ୍ରତିଷ୍ଠାନ ଭାବେ ମାନ୍ୟତା ପାଇଛି। ରାଷ୍ଟ୍ରୀୟସ୍ତରର ଏହି ସମ୍ମାନ ସହ ବିପିଏସ୍‌ପିଏକୁ ୨୦ଲକ୍ଷ ଟଙ୍କାର(ଗ୍ରାଣ୍ଟ-ଇନ୍‌-ଏଡ୍‌) ପୁରସ୍କାର ମଧ୍ୟ…

ପୁଣି ରକ୍ତରଞ୍ଜିତ ରାଜଧାନୀ

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ପୁଣି ରକ୍ତରଞ୍ଜିତ ହୋଇଛି ରାଜଧାନୀ। ଶନିବାର ସନ୍ଧ୍ୟାରେ ଜନଗହଳିପୂର୍ଣ୍ଣ ପ୍ରେସ ଛକରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ଯୁବକଙ୍କୁ ଛୁରି ଭୁସି ହତ୍ୟା କରିଛନ୍ତି ୩ ଯୁବକ। ମୃତ ଯୁବକ ଜଣକ ହେଲେ ନିରଞ୍ଜନ ପରିଡା(୧୯)। ସୂଚନାନୁଯାୟୀ, ମୃତ ନିରଞ୍ଜନ…

୪ ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଅଫିସରଙ୍କୁ ସ୍ତରରେ ପଦୋନ୍ନତି ଦେଇଛନ୍ତି। ୪ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାକୁ ପଦୋନ୍ନତି କରାଯାଇଛି। ୧୯୯୧ ବ୍ୟାଚ୍‌ର  ଆଇଏଏସ୍‌ ଅନୁ ଗର୍ଗ, ମଧୁସୂଦନ ପାଢ଼ୀ, ସତ୍ୟବ୍ରତ ସାହୁ, ବିଜୟ ଆରୋରାଙ୍କୁ ଅତିରିକ୍ତ ମୁଖ୍ୟ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ୩,୨୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୩,୨୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୫୫,୬୧୫ ଜଣ ସୁସ୍ଥ ହୋଇସାରିଲେଣି। ଆଜି ସୁନ୍ଦରଗଡ଼ରୁ…

ବଢୁଛି ଓମିକ୍ରନ: ଆଜି ୩୨ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଶନିବାର ରାଜ୍ୟରୁ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଥିବା ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସେସ…

ପ୍ରକାଶ ପାଇଲା ସଂରକ୍ଷଣ ତାଲିକା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ପୌର ନିର୍ବାଚନ ନେଇ ମ୍ୟୁନିସିପାଲିଟି ଓ ଏନଏସିର ଅଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ମହିଳାଙ୍କ ପାଇଁ ୫୦ ପ୍ରତିଶତରୁ ଅଧିକ ଆସନ ସଂରକ୍ଷିତ ରହିଛି । ୧୦୭ ଆସନରୁ ମହିଳାଙ୍କ ପାଇଁ ୫୪ଟି ଆସନ ସଂରକ୍ଷିତ ରହିଛି…

୧୭ରୁ ଭୁବନେଶ୍ୱର ଏମ୍‌ସ ଓପିଡି ବନ୍ଦ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଭୁବନେଶ୍ୱର ଏମ୍‌ସର ଓପିଡି ଆସନ୍ତା ୧୭ରୁ ବନ୍ଦ ହେବା ନେଇ ଘୋଷଣା ହୋଇଛି। ଏମ୍‌ସର କିଛି ଅଧିକାରୀ ଓ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ହେବା ପରେ ଏହି ପଦକ୍ଷେପ ନିଆଯାଇଛି। ଓପିଡି ବନ୍ଦ ହେଲେ ମଧ୍ୟ କିଛି ଜରୁରୀକାଳୀନ ସେବା…

ପୌରଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ

ଭୁବନେଶ୍ୱର, ୧୫।୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ପରେ ପର ନିର୍ବାଚନ ହେବ । ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ରାଜ୍ୟର ୧୦୭ଟି ପୌର ପରିଷଦ ଅଧ୍ୟକ୍ଷ ପାଇଁ ଶନିବାର ସଂରକ୍ଷଣ ତାଲିକା ପ୍ରକାଶ ପାଇଛିି। ନଗର ଉନ୍ନୟନ ବିଭାଗ ପକ୍ଷରୁ…

ପୁଣି ବିଏମ୍‌ସି ଦକ୍ଷିଣ ପୂର୍ବ ଜୋନ୍‌ର ୪ କର୍ମଚାରୀ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ମୁଖ୍ୟ କାର୍ଯ୍ୟାଳୟର ଆଉ କିଛି କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବିଏମ୍‌ସି ଦକ୍ଷିଣ ପୂର୍ବ ଜୋନ୍‌ର ୪ କର୍ମଚାରୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ପୂର୍ବରୁ ବିଏମ୍‌ସିର ୨୨ କର୍ମଚାରୀ…

ଲକ୍ଷଣ ନ ଥିଲେ କରନ୍ତୁ ନାହିଁ କରୋନା ଟେଷ୍ଟିଂ

ଭୁବନେଶ୍ୱର, ୧୫।୧(ବ୍ୟୁରୋ): କୌଣସି ଲକ୍ଷଣ ନ ଥିଲେ କୋଭିଡ୍‌-୧୯ ଟେଷ୍ଟିଂ କରନ୍ତୁ ନାହିଁ। ପଜିଟିଭ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ ମଧ୍ୟ ଯଦି ଆପଣଙ୍କ ପାଖରେ ଲକ୍ଷଣ ନାହିଁ, ତେବେ ଟେଷ୍ଟିଂ କରିବା ଆବଶ୍ୟକ ନାହିଁ । କେନ୍ଦ୍ର ସରକାରଙ୍କ ନୂଆ ଗାଇଡ୍‌ଲାଇନ୍‌…

ଖସିବ ପାରଦ: ଆଜିଠୁ ପୁଣି ଶୀତ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଆଜିଠୁ ପୁଣି ଶୀତ ବଢ଼ିବ । ବର୍ଷାର ପରିମାଣ କମିବା ସହ ଶୀତ ବଢ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଶନିବାର ପୂର୍ବାନୁମାନ କରାଯାଇଛି। ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ପାରଦ ଖସିପାରେ । କିଛି ସ୍ଥାନରେ ସ୍ବଭାବିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri