ମେଟ୍ରୋ

ରାଜ୍ୟରେ ପୁଣି ୧୦ ହଜାର ଟପିଲା ଦୈନିକ ସଂକ୍ରମଣ ,ଚିହ୍ନଟ ହେଲେ ୧୦,୮୫୬ ପଜିଟିଭ୍‌

ଭୁବନେଶ୍ୱର,୧୫।୧(ବ୍ୟୁରୋ): ରାଜ୍ୟରେ ଶନିବାର ୧୦ହଜାର ୮୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୨୧ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୬୨୯୩ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୪୫୬୩ ଜଣ ଲୋକାଲ…

ରାଜ୍ୟ ନିର୍ବାଚନ କମିଶନରଙ୍କ ଗୁରୁତ୍ୱପୁର୍ଣ୍ଣ ବୈଠକ

ଭୁୁବନେଶ୍ୱର,୧୫।୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଫେବୃୟାରୀ ୧୬ରେ ଆରମ୍ଭ ହେବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ସରିଛି। ତେବେ ନିର୍ବାଚନ ସୁରୁଖୁରୁରେ ହେବା ନେଇ ଶନିବାର ପୂର୍ବାହ୍ନ ୧୦ଟା ୩୦ରେ ରାଜ୍ୟ ନିର୍ବାଚନ କମିଶନରଙ୍କ ଗୁରୁତ୍ୱପୁର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ସମସ୍ତ…

ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି କରିପାରେ ହସ୍ପିଟାଲ ସଂକ୍ରମଣ

ଭୁବନେଶ୍ୱର,୧୫।୧(ବ୍ୟୁରୋ): କରୋନାର ପ୍ରଥମ ଓ ଦ୍ୱିତୀୟ ଲହର ସଂକ୍ରମଣବେଳେ ସ୍ୱାସ୍ଥ୍ୟସେବା କ୍ଷେତ୍ର ଗୁରୁତର ପ୍ରଭାବିତ ହୋଇଥିଲା। ବିଶେଷକରି ହସ୍ପିଟାଲରେ ସଂକ୍ରମଣ ବ୍ୟାପିବା ପରେ ଏଭଳି ସଂକଟ ସୃଷ୍ଟି ହୋଇଥିଲା। କଡ଼ା କଟକଣା ଓ ସଂକ୍ରମଣ ଭୟ ଯୋଗୁ ବହୁ ଅଣ କରୋନା…

୨୧ରୁ ପଶ୍ଚିମ ଓଡ଼ିଶାରେ କୁଆପଥର ବର୍ଷା

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଜଳବାୟୁ ପରିବର୍ତ୍ତନ ପରିବେଶକୁ ପ୍ରଭାବିତ କରିବାରେ ଲାଗିଛି। ଆବଶ୍ୟକ ସମୟରେ ସ୍ପଳ୍ପବୃଷ୍ଟି ଚିନ୍ତା ବଢ଼ାଉଥିବାବେଳେ ଅନାବଶ୍ୟକ ସମୟରେ ଅତ୍ୟଧିକ ବର୍ଷା ବନ୍ୟା ପରିସ୍ଥିତି ସୃଷ୍ଟି କରୁଛି। ଦକ୍ଷିଣ ପଶ୍ଚିମ ମୌସୁମୀର ଅସ୍ବାଭାବିକତା ଯୋଗୁ ମଧ୍ୟ ଚାଷକାର୍ଯ୍ୟ ପ୍ରଭାବିତ ହେଉଛି। ଜୁନ୍‌ରୁ…

ଓଡ଼ିଶା କ୍ୟାଡର ୭୩ ଆଇଏଏସ୍‌, ଆଇପିଏସ୍‌, ଆଇଆର୍‌ଏସ୍‌ ଅଫିସରଙ୍କୁ ଭର୍ଚୁଆଲ ତାଲିମ

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ଗୋଆ, ମଣିପୁର, ପଞ୍ଜାବ, ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ ଆଦି ୫ ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏହାର ପରିଚାଳନା ନିମନ୍ତେ ଓଡ଼ିଶାରୁ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌), ଭାରତୀୟ ପୋଲିସ ସେବା (ଆଇପିଏସ୍‌) ଏବଂ ଭାରତୀୟ ରାଜସ୍ବ ସେବା (ଆଇଆରଏସ୍‌)…

ଗାଁରେ ଜମିଲାଣି ଗହଳି

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଗ୍ରାମାଞ୍ଚଳରେ ରାଜନୈତିକ ଉଷ୍ମତା ଭରିଯାଇଛି। ବିଭିନ୍ନ ସ୍ଥାନରେ ପୋଷ୍ଟର ବ୍ୟାନର ଛାଇଗଲାଣି। ଛକ, ହାଟ ବଜାରରେ ଆଶାୟୀ ପ୍ରାର୍ଥୀମାନେ ନିଜର ପୋଷ୍ଟର ଓ ବ୍ୟାନର ମାରି ନିର୍ବାଚନ…

ଢିଙ୍କିଆ ଗ୍ରାମବାସୀଙ୍କୁ ପୋଲିସର ଲାଠିମାଡ଼କୁ କଂଗ୍ରେସର ନିନ୍ଦା

ଭୁବନେଶ୍ୱର,୧୫।୧(ବ୍ୟୁରୋ): ଜଗତ୍‌ସିଂହପୁର ଜିଲା ଅନ୍ତର୍ଗତ ଢିଙ୍କିଆରେ ଜିନ୍ଦଲର ଷ୍ଟିଲ୍‌ ପ୍ଲାଣ୍ଟ ପ୍ରତିଷ୍ଠାକୁ ଗ୍ରାମବାସୀ ବିରୋଧ କରି ଆସୁଥିବାବେଳେ ଶୁକ୍ରବାର ପୁଣି ପୋଲିସ ସହ ମୁହଁାମୁହିଁ ହୋଇଛନ୍ତି। ପୋଲିସ ନିରସ୍ତ୍ର ଗ୍ରାମବାସୀଙ୍କ ଉପରେ ଲାଠିମାଡ଼ ସହ ବର୍ବରୋଚିତ ଆକ୍ରମଣ ଘଟଣାକୁ ନେଇ କଂଗ୍ରେସ…

ଅରୁଣ ବୋଥ୍ରା କରୋନା ସଂକ୍ରମିତ

ଭୁବନେଶ୍ୱର,୧୫।୧(ବ୍ୟୁରୋ): ପରିବହନ କମିଶନର ଅରୁଣ ବୋଥ୍ରା କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଗତ ପ୍ରାୟ ୨ ବର୍ଷ ହେଲା କୋଭିଡ୍‌ରୁ ବର୍ତ୍ତିଯାଇଥିଲେ ମଧ୍ୟ ଶେଷରେ ତା’ ହାବୁଡ଼ରେ ପଡ଼ିଲି। ସେ…

ଡରାଇଲାଣି କରୋନା: ବିଏମ୍‌ସି ଅଞ୍ଚଳରେ ବଢ଼ୁଛି ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌

ଭୁବନେଶ୍ୱର,୧୪।୧(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ସହିତ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ସଂଖ୍ୟା ବି ବୃଦ୍ଧି ପାଇଛି। ଶୁକ୍ରବାର ପୁଣି ଭୁବନେଶ୍ୱରର କିଛି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି। ଏଗୁଡ଼ିକ ମଧ୍ୟରେ…

କ୍ୱାରାଣ୍ଟାଇନ୍‌ରେ ରହିବା ନେଇ ଜାରି ହେଲା ଗାଇଡ୍‌ଲାଇନ୍‌, ଜାଣି ରଖନ୍ତୁ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ରାଜ୍ୟରେ କରୋନା ପଜିଟିଭ୍‌ ବଢ଼ୁଥିବା ବେଳେ ପଜିଟିଭ ଚିହ୍ନଟ ହେଲେ ସଂକ୍ରମିତ ୭ ଦିନ ହୋମ ଆଇସୋଲେଶନରେ ରହିବେ । କୌଣସି ଲକ୍ଷଣ ଯଦି ଦେଖା ଯାଉନାହିଁ, ଟେଷ୍ଟ କରିବାର କୌଣସି ଆବଶ୍ୟକତା ନାହିଁ । କେନ୍ଦ୍ର ସାସ୍ଥ୍ୟ ମନ୍ତ୍ରଣାଳୟ…

ଜରୁରୀ ନ ଥିଲେ ହସ୍ପିଟାଲକୁ ଆସିବା ମନା: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୪।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଛି। ତେବେ ସଂକ୍ରମଣ ନେଇ ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ପ୍ରତିକ୍ରିୟା ରଖିଛନ୍ତି। ହସ୍ପିଟାଲରେ ସବୁବେଳେ ଅଧିକ ଗହଳି ହୁଏ । ତେଣୁ ଏଠାରେ ସଂକ୍ରମଣର ଆଶଙ୍କା ଅଧିକ ରହିଛି । ଅତି ଦରକାର…

କୋରାପୁଟ ଏମ୍‌ପି କରୋନା ପଜିଟିଭ

ଭୁବନେଶ୍ବର,୧୪।୧(ବ୍ୟୁରୋ): କୋରାପୁଟ ଏମ୍‌ପି ସପ୍ତଗିରି ଉଲ୍ଲାକା କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ଏମ୍‌ପି ଉଲ୍ଲାକା ଶୁକ୍ରବାର ଟୁଇଟ କରି ଏହି ସୂଚନା ଦେଇ କହିଛନ୍ତି। ଏମ୍‌ପି ଉଲ୍ଲାକାଙ୍କ ସାମାନ୍ୟ ଲକ୍ଷଣ ଦେଖା ଦେବା ସହ ଅସୁସ୍ଥ ଅନୁଭବ କରିଥିଲେ। ଏନେଇ ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri