ମେଟ୍ରୋ

ମାନସଙ୍କୁ ମାରିଥିବା ନେଇ ମାନିଲେ ଶର୍ମିଷ୍ଠା , ହେଲେ କହିଲେନି କାରଣ

ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତ ଶୁକ୍ରବାର ନିଜର ଦୋଷ ସ୍ବୀକାର କରିଛନ୍ତି। ଏପରିକି ସ୍କ୍ରିନ ରିକ୍ରିଏଶନ ସହ ପୂରା କାହାଣୀ ବର୍ଣ୍ଣନା କରିଥିବା କ୍ରାଇମବ୍ରାଞ୍ଚ ପକ୍ଷରୁ ସୂଚନା ମିଳିଛି। ମାତ୍ର…

ଗ୍ରୀଷ୍ମ ପ୍ରବାହ ସତ୍ତ୍ୱେ ଏସବୁ ଜିଲାରେ ହୋଇପାରେ ବର୍ଷା

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ଦିନର ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବନାହିଁ। କେତେକ ଜିଲାର ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ହୋଇପାରେ। ଏହା ସତ୍ତ୍ୱେ କେତେକ ଜିଲାରେ ଅଦିନିଆ ବର୍ଷା କିଛିଟା…

କ୍ୟାମେରାମ୍ୟାନ ମାନସ ହତ୍ୟା କାରଣ କେବଳ ମେମୋରି ଚିପ୍‌, ନା ଆଉ କିଛି

ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା କାରଣ କେବଳ ମେମୋରି ଚିପ୍‌ ନା ଆଉ କିଛି। ଶର୍ମିଷ୍ଠାଙ୍କ ସମେତ ୪ ଅଭିଯୁକ୍ତଙ୍କୁ ୪ ଦିନ ରିମାଣ୍ଡରେ ନେଇ କ୍ରାଇମବ୍ରାଞ୍ଚ ତନାଘନା କରିବା ସହ ଏପରି କିଛି ସନ୍ଦେହ କରିଛି।…

ଦୟାଲ ଆଶ୍ରମରେ କାନ୍ଦିଲେ ଶର୍ମିଷ୍ଠା

ଭୁବନେଶ୍ୱର,୧।୪(ବ୍ୟୁରୋ): ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ମାମଲାରେ ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କୁ ୫ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ଶୁକ୍ରବାର ରିମାଣ୍ଡର ଚତୁର୍ଥ ଦିନରେ କ୍ରାଇମବ୍ରାଞ୍ଚ ଶର୍ମିଷ୍ଠାଙ୍କୁ ଭୁବନେଶ୍ୱରସ୍ଥିତ ଦୟାଲ ଆଶ୍ରମକୁ ଆଣି ତଦନ୍ତ ଆରମ୍ଭ କରିଛି। ହେଲେ…

ଓଡ଼ିଶାକୁ ଫେରିଲେ ପଦ୍ମଶ୍ରୀ ପ୍ରମୋଦ ଭଗତ

ଭୁବନେଶ୍ବର,୧।୪(ବ୍ୟୁରୋ): ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହେବା ପରେ ଓଡ଼ିଶା ଫେରିଛନ୍ତି ପାରାଲମ୍ପିଆନ ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତ । ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିବା ପରେ କ୍ରୀଡ଼ାବିତ୍‌ଙ୍କୁ ପଦ୍ମଶ୍ରୀ ସମ୍ମାନ ଓ ଏହାଦ୍ବାରା କୀଡ଼ାବିତଙ୍କ ଉପରେ ପଡ଼ିବାକୁ ଥିବା ପ୍ରଭାବକୁ ନେଇ ପ୍ରତିକ୍ରିୟା…

‘ମା’ ଦେଇଛି ଜନ୍ମ, ସ୍କୁଲ ଦେଇଛି ଜୀବନ’

ଭୁବନେଶ୍ୱର,୧।୪(ବ୍ୟୁରୋ): ବାଣୀବିହାର ଅଡିଟୋରିୟମଠାରେ ଶୁକ୍ରବାର ଶିକ୍ଷକ ନିଯୁକ୍ତି କାର୍ଯ୍ୟକ୍ରମ ଉତ୍ସବରେ ଓଡ଼ିଶା ଦକ୍ଷତା ବିକାଶ ଅଧ୍ୟକ୍ଷ ସୁବ୍ରତ ବାଗ୍‌ଚୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭୁବନେଶ୍ୱର ସ୍ଥିତ ବାଣୀବିହାର ଯୁନିଭରସିଟି ହାଇସ୍କୁଲର ସ୍ମୃତିଚାରଣ କରିଥିଲେ। ସେ ଏହି ସ୍କୁଲର ଛାତ୍ର ଥିଲେ…

ଓଡ଼ିଆ ଭାଷା ପ୍ରତି ଗୁରୁତ୍ୱ ରହୁ

୧୯୩୬ ମସିହାରେ ଭାଷାକୁ ଭିତ୍ତିକରି ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ହୋଇଥିଲା। ତେଣୁ ଭାଷାଭିତ୍ତିକ ଏକତ୍ୱ ପାଇଁ ଯେଉଁ ଆନ୍ଦୋଳନ ହୋଇଥିଲା, ବର୍ତ୍ତମାନ ସେହି ଭାଷା ପ୍ରତି ଗୁରୁତ୍ୱ କମି କମି ଯାଉଛି। ସରକାରୀ କ୍ଷେତ୍ରରେ ଓଡ଼ିଆ ଭାଷାର ପ୍ରୟୋଗକୁ ଆଜି…

ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା

ଭୁବନେଶର,୧।୪(ବ୍ୟୁରୋ): ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ୬ ମାସ ମିଳିବ ମାଗଣା ଚାଉଳ। ଏ ନେଇ ଶୁକ୍ରବାର ଉତ୍କଳ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ପୁଣି ୬ ମାସ ପାଇଁ ଏହାର ଅବଧି ବୃଦ୍ଧି କରିଛନ୍ତି। ଏପ୍ରିଲରୁ…

ଏପ୍ରିଲ୍‌ ୨ରୁ ଅନ୍‌ଲାଇନ୍‌ ପଞ୍ଜୀକରଣ

ଭୁବନେଶ୍ୱର,୧।୪(ବ୍ୟୁରୋ): ଚଳିତ ବର୍ଷ ଆସନ୍ତା ଜୁଲାଇ ୧୭ରେ ନିଟ୍‌ ୟୁଜି ପରୀକ୍ଷା ହୋଇପାରେ। ଏନେଇ ଅନ୍‌ଲାଇନ୍‌ ପଞ୍ଜୀକରଣ ଶନିବାର(ଏପ୍ରିଲ୍‌ ୨)ରୁ ଆରମ୍ଭ ହେବ। ତେବେ ପଞ୍ଜୀକରଣର ଶେଷ ସମୟ ସୀମା ମେ ୭ ପର୍ଯ୍ୟନ୍ତ ରହିଛି। ପରୀକ୍ଷା ୧୩ଟି ଭାଷାରେ ଅନୁଷ୍ଠିତ…

ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଆଜି ଓଡ଼ିଶା ଦିବସ। ସାରା ରାଜ୍ୟବାସୀ ଏହି ଦିନଟିକୁ ବେଶ୍‌ ଉତ୍ସାହର ସହ ପାଳନ କରୁଛନ୍ତି। ଏହି ଦିବସରେ ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କୁ ଏହି…

ଆଜି ରାଜ୍ୟରୁ ୨୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧ା୪(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୬୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ଚିହ୍ନଟ ହୋଇଥିବା…

ସୁରକ୍ଷା ଲୋଡ଼ିଲେ ୨୭ ବିରୋଧୀ ବିଧାୟକ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଖଣି ଓ ବାଲି ମାଫିଆଙ୍କ ଟାର୍ଗେଟରେ ଥିବା ବିରୋଧୀ ଦଳର ୨୭ଜଣ ବିଧାୟକ ସେମାନଙ୍କ ଜୀବନ ପ୍ରତି ବିପଦ ଥିବା ଆଶଙ୍କା କରି ବାଚସ୍ପତିଙ୍କ ନିକଟରେ ସୁରକ୍ଷା ଦାବି କରିଛନ୍ତି। ଗୁରୁବାର ଶୂନ୍ୟକାଳରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?