ମେଟ୍ରୋ

ବଢ଼ିଲା ବସ୍‌ ଭଡ଼ା

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ ବସ୍‌ ଭଡ଼ା ବଢ଼ିଛି। ତେଲ ଦର ବଢୁଥିବାରୁ ବସ୍‌ ଭଡ଼ା ବଢ଼ିଛି। ଏନେଇ ଘରୋଇ ବସ୍‌ ମାଲିକ ସଂଘ ସାଧାରଣ ସମ୍ପାଦକ ସୂଚନା ଦେଇଛନ୍ତି। ସଂଘର ନିଷ୍ପତ୍ତି ଅନୁଯାୟୀ, ସୁପର ପ୍ରିମିୟମ କିଲୋମିଟର ପିଛା ୨ ଟଙ୍କା ୩୮…

କରୋନା ସଂକ୍ରମିତଙ୍କ ସଂଖ୍ୟା କମୁଛି

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦ ଥିବା ବେଳେ ଲୋକାଲ କେସ୍‌ ୧୨ ରହିଛି। ଏହାଛଡ଼ା ସଂକ୍ରମିତଙ୍କ ମଧ୍ୟରେ ୧୦ଜଣ ପିଲା ରହିଥିବା ନେଇ ଗୁରୁବାର ରାଜ୍ୟ ସୂଚନା…

ଉତ୍କଳ ଦିବସରେ ‘ବନ୍ଦେ ଉତ୍କଳ ଜନନୀ’ର ସାମୂହିକ ଗାନ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ଏପ୍ରିଲ ୧ ତଥା ଉତ୍କଳ ଦିବସ ଅବସରରେ ‘ବନ୍ଦେ ଉତ୍କଳ ଜନନୀ’ର ସାମୂହିକ ଗାନ ପାଇଁ ଆୟୋଜନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଓଡ଼ିଶାର ୮୭ତମ ପ୍ରତିଷ୍ଠା ଦିବସ ଅବସରରେ ଏହି ‘ବନ୍ଦେ ଉତ୍କଳ ଜନନୀ’ ସଙ୍ଗୀତକୁ…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୮,୦୮୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଏପ୍ରିଲ ୫ରେ ଧାମନଗରରେ ସାନି ମତଦାନ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଏପ୍ରିଲ ୫ ତାରିଖରେ ଧାମନଗର ଏନ୍‌ଏସିରେ ସାନି ମତଦାନ ହେବ। ୬ ବୁଥ୍‌ରେ ୫ ତାରିଖରେ ପୁନଃ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ୨ନଂ ଓ୍ବାର୍ଡର ୩ ନଂ ବୁଥ୍‌, ୫ନଂ ଓ୍ବାର୍ଡର…

ବିଧାନସଭାରେ ଆଗତ ହେଲା ବଜେଟ: ଜାଣନ୍ତୁ କେଉଁ କ୍ଷେତ୍ରକୁ କେତେ ବ୍ୟୟବରାଦ…

ଭୁବନେଶ୍ୱର,୩୦।୩(ବ୍ୟୁରୋ): ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବିଧାନସଭାରେ ବୁଧବାର କାମଚଳା ବଜେଟ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପ୍ରଥମ ୪ମାସ ପାଇଁ କାମଚଳା ବଜେଟ ଆଗତ କରିଛନ୍ତି। ୨୦୨୨-୨୩ରେ ମୋଟ ବ୍ୟୟ ୧.୧୦ ଲକ୍ଷ କୋଟି ଟଙ୍କା ଆକଳନ କରାଯାଇଛି।…

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ: ମନ୍ତ୍ରୀ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ଏପ୍ରିଲ ୨ରୁ ସକାଳୁଆ ସ୍କୁଲ। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ସକାଳ ୬ଟା ୩୦ରୁ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା ହେବ। ସେହିଭଳି ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ ୯ମ ଏବଂ…

ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା : ଶେଷ ପର୍ଯ୍ୟାୟରେ ରଥଚକ କାମ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ରୁକୁଣା ରଥଯାତ୍ରାକୁ ଆଉ ମାତ୍ର ୧୦ ଦିନ ରହିଛି । ଏବେ ରଥ ଖଳାରେ କାମ ଜାରି ରହିଛି। ରଥର ଚକ ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ୪ଟି ଯାକ ଚକରେ ବଦଳିଆ, ପଇ…

ରାଜ୍ୟରେ ବଢ଼ିପାରେ ବସ୍‌ ଭଡ଼ା

ଭୁବନେଶ୍ୱର,୩୦।୩(ବ୍ୟୁରୋ): ରାଜ୍ୟରେ ବସ୍‌ ଭଡ଼ା ବଢ଼ିବ। ତୈଳ ଦର ବୃଦ୍ଧି ପାଉଥିବା ବେଳେ ସରକାର ଖୁବଶୀଘ୍ର ବସ ଭଡା ବୃଦ୍ଧି କରିବା ଜରୁରୀ ବୋଲି ବୁଧବାର ରାଜଧାନୀ ବସ୍‌ ମାଲିକ ସଂଘ ସମ୍ପାଦକ କହିଛନ୍ତି । ଏସି ବସ୍‌ରେ କିଲୋମିଟର ପିଛା…

ଆଜି କାମଚଳା ବଜେଟ୍‌ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ବିଧାନସଭାରେ ବୁଧବାର କାମଚଳା ବଜେଟ୍‌ ଆଗତ ହେବ । ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ କାମଚଳା ବଜେଟ୍‌ ଉପସ୍ଥାପନ କରିବେ । କାମଚଳା ବଜେଟ୍‌ ପରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ। ଅର୍ଥମନ୍ତ୍ରୀ ପ୍ରଥମେ ବାର୍ଷିକ…

ଶର୍ମିଷ୍ଠାଙ୍କ ରିମାଣ୍ଡର ଦ୍ୱିତୀୟ ଦିନ: କୁଆଡ଼େଗଲା ମେମୋରି ଚିପ୍‌

ଭୁବନେଶ୍ୱର,୩୦।୩(ବ୍ୟୁରୋ): କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲାରେ ଅଭିଯୁକ୍ତଙ୍କ ରିମାଣ୍ଡର ବୁଧବାର ଦ୍ୱିତୀୟ ଦିନ। ରିମାଣ୍ଡର ଦ୍ୱିତୀୟ ଦିନରେ ଶର୍ମିଷ୍ଠାଙ୍କୁ କ୍ରାଇମବ୍ରାଞ୍ଚର ପଚରାଉଚରା ଜାରି ରଖିଛି। ମେମୋରି ଚିପ୍‌ ଏବଂ ଘଟଣାରେ ଅନ୍ୟ କେଉଁମାନେ ସାମିଲ ଅଛନ୍ତି ସେ ନେଇ ପଚରାଉଚରା…

ଆଜି ୫୯ କରୋନା ପଜିଟିଭ୍‌ ଚିହ୍ନଟ: ସୁନ୍ଦରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୩୦।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?