ମେଟ୍ରୋ

ରାଜ୍ୟରେ ବଢ଼ିଲା ମେଡିକାଲ ସିଟ୍‌ ସଂଖ୍ୟା

ଭୁବନେଶ୍ୱର,୧୨ା୧(ବ୍ୟୁରୋ): ରାଜ୍ୟରେ ଚଳିତବର୍ଷ ମେଡିକାଲ ସିଟ୍‌ ସଂଖ୍ୟା ବଢ଼ିଛି। ୧୩୫୦ରୁ ଏହି ସିଟ୍‌ ସଂଖ୍ୟା ବୃଦ୍ଧି ପାଇ ୧୪୫୦ ହୋଇଛି। ପ୍ରଥମଥର ପାଇଁ ପୁରୀ ଶ୍ରୀଜଗନ୍ନାଥ ମେଡିକାଲ କଲେଜ ପାଇଁ ୧୦୦ ସିଟ୍‌ରେ ଛାତ୍ରୀଛାତ୍ର ଆଡମିଶନ କରିବେ। ବୁଧବାରଠାରୁ ଏନେଇ କାଉନସେଲିଂ…

ଆଜିଠୁ ଡାକ୍ତରୀ ପାଠ୍ୟକ୍ରମ ପାଇଁ ନାମଲେଖା ଆରମ୍ଭ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଡାକ୍ତରୀ ପାଠ୍ୟକ୍ରମ ପାଇଁ ବୁଧବାରରୁ ନାମଲେଖା ପ୍ରକ୍ରିୟା ଆରମ୍ଭ ହୋଇଛି। ଛାତ୍ରୀଛାତ୍ର ୧୮ ତାରିଖ ପର୍ଯ୍ୟନ୍ତ ଅନ୍‌ଲାଇନରେ ପଞ୍ଜୀକରଣ କରିବେ । ପଞ୍ଜୀକୃତ ଛାତ୍ରୀଛାତ୍ରଙ୍କ ପ୍ରୋଭିଜନାଲ ମେରିଟ ଲିଷ୍ଟ ୨୪ ତାରିଖରେ ପ୍ରକାଶ ପାଇବାକୁ ଥିବା ବେଳେ ପରେ ୨୭ରେ…

ପୁଣି ରାଜଧାନୀରେ ଆଉ ୭ ଅଞ୍ଚଳ କଣ୍ଟେନ୍‌ମେଣ୍ଟ ଘୋଷଣା

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବଢିଚାଲିଛି। ଏହା ଦିନକୁ ଦିନ ଚିନ୍ତା ବଢାଉଥିବା ବେଳେ ଦୈନିକ ପଜିଟିଭ୍‌ ସଂଖ୍ୟା ବଢିଚାଲିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ବୁଧବାର ଆଉ ୭ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଘୋଷଣା କରିଛି। ଦକ୍ଷିଣ-ପୂର୍ବ ଜୋନ୍‌ର…

ପୂର୍ବତନ ବିଧାୟକଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଗଜପତି ଜିଲା ପାରଳାଖେମୁଣ୍ଡିର ପୂର୍ବତନ ବିଧାୟକ ତଥା ଚାଷୀନେତା ବିଜୟ କୁମାର ଜେନାଙ୍କ ମଙ୍ଗଳବାର ରାତିରେ ପରଲୋକ ଘଟିଛି। ଗୁରାଣ୍ଡି ସ୍ଥିତ ତାଙ୍କ ପୈତୃକ ଘରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ…

ରାଜ୍ୟରେ ୬୭ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ କରୋନାର ‘ଓମିକ୍ରନ’ ଭାରିଆଣ୍ଟ ଚିନ୍ତା ବଢାଉଛି। ରାଜ୍ୟରେ ବୁଧବାର ପୁଣି ଆଉ ୬୭ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଆଇଏଲଏସ୍‌ ପକ୍ଷରୁ ସ୍ବାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛିି । ତେବେ ଏହାକୁ ମିଶାଇ ରାଜ୍ୟରେ ଓମିକ୍ରନ…

୨ ମାସ ଯାଏ କମିବନି ସଂକ୍ରମଣ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନୂଆବର୍ଷ ପରଠାରୁ କରୋନା ସଂକ୍ରମଣ ଉପରମୁହାଁ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୮ ହଜାରରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ…

ଆହୁରି ୨ ମାସ ଯାଏ ବଢ଼ିବ କରୋନା ସଂକ୍ରମଣ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆହୁରି ୨ ମାସ ଅର୍ଥାତ ମାର୍ଚ୍ଚ ପର୍ଯ୍ୟନ୍ତ ଜନସାଧାରଣଙ୍କୁ…

ଆହୁରି ୩ ଦିନ ଲାଗି ରହିବ ବର୍ଷା

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । କିଛି ଜିଲାରେ ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେଉଥିବା ବେଳେ କେତେକ ସ୍ଥାନରେ କୁଆ ପଥର ସହିତ ମଧ୍ୟ ବର୍ଷା ମଧ୍ୟ…

ପଞ୍ଚଭୂତରେ ଲୀନ ହେଲେ ମିହିର ଦାସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ପଞ୍ଚଭୂତରେ ଲୀନ ହେଲେ ଅଭିନେତା ମିହିର ଦାସ। କଟକ ସତୀଚୈରା ଶ୍ମଶାନରେ ମିହିରଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ପରିବାର, ପ୍ରଂଶସକ ଓ ଆତ୍ମୀୟ ଗହଣରେ କାକା ଶେଷ ବିଦାୟ ନେଇଛନ୍ତି । ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ…

ବଢ଼ୁଛି ଦୈନିକ ସଂକ୍ରମଣ: ଦିନକରେ ୮୭୭୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ସଂକ୍ରମଣ ହୁ ହୁ ହୋଇ ବଢ଼ୁଛି। ମଙ୍ଗଳବାର ରାଜ୍ୟରେ ୮୭୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୯୨ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୫୦୯୬ ଜଣ…

ଆଜି ପଞ୍ଚଭୂତରେ ବିଲୀନ ହେବେ ମିହିର ଦାସ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଆଜି ପଞ୍ଚଭୂତରେ ବିଲୀନ ହେବେ ଭର୍ସାଟାଇଲ ଅଭିନେତା ମିହିର ଦାସ । କଟକର ସତିଚଉରା ଶ୍ମଶାନରେ ତାଙ୍କ ଅନ୍ତିମ ସଂସ୍କାର ହେବ। ସେଠାରେ ମିହିରଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଗାର୍ଡ ଅଫ ଅନର୍‌ ଦିଆଯିବ ବୋଲି କଟକ ଜିଲାପାଳ ସୂଚନା…

ଆଜି ପବିତ୍ର ଶାମ୍ବ ଦଶମୀ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଆଜି ପବିତ୍ର ଶାମ୍ବ ଦଶମୀ । ଏହି ଦିନ ସୂର୍ଯ୍ୟ ଦେବତାଙ୍କ ପୂଜା କରାଯାଏ । ଏ ନେଇ ପ୍ରାତଃରୁ ଚନ୍ଦ୍ରଭାଗା ତଟରେ ଶ୍ରଦ୍ଧାଳୁ ସୂର୍ଯ୍ୟ ଦେବତାଙ୍କ ପୂଜାର୍ଚ୍ଚନା କରିଛନ୍ତି । ପୌରାଣିକ କିମ୍ବଦନ୍ତୀ ଅନୁସାରେ, କୃଷ୍ଣଙ୍କ ପୁତ୍ର ଶାମ୍ବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri